ଜାତୀୟ

ମାର୍ଚ୍ଚ ୧୧ରେ ସର୍ବଦଳୀୟ ବୈଠକ ଡକାଇଲେ ଫାରୁକ ଅବଦ୍ଦୁଲା

ଶ୍ରୀନଗର,୧୦।୩: ସଂସଦର ସଦସ୍ୟ ତଥା ନ୍ୟାସନାଲ କନ୍‌ଫରେନ୍ସର ଅଧ୍ୟକ୍ଷ ଡକ୍ଟର ଫାରୁକ ଅବଦ୍ଦୁଲା ଜମ୍ମୁ-କଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳ ସମ୍ପର୍କରେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ରାଜ୍ୟ ସମ୍ମୁଖୀନ ହେଉଥିବା ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଏହି ବୈଠକ ଅନୁଷ୍ଠିତ…

ସିସୋଡିଆଙ୍କୁ ମିଳିଲାନି ଜାମିନ: ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ

ନୂଆଦିଲ୍ଲୀ,୧୦।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କୁ ଶୁକ୍ରବାର ଦ୍ୱିପ୍ରହର ୨ଟାରେ ଦିଲ୍ଲୀର ରୌଜ ଏଭେନ୍ୟୁ କୋର୍ଟରେ ହାଜର କରିଯାଇଥିଲା। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ରିମାଣ୍ଡରେ ନେବାକୁ ଇଡି ଆବେଦନ କରିଥିବା ବେଳେ ସିବିଆଇ…

ଜମି ବଦଳରେ ଚାକିରି ଦେବା ମାମଲା: ତେଜସ୍ବୀଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୧୦।୩: ଜମି ବଦଳରେ ଚାକିରି ଦେବା ମାମଲାରେ ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଚଢ଼ାଉ କରିଛି। ରାଜଧାନୀର ନ୍ୟୁ ଫ୍ରେଣ୍ଡସ୍‌ କଲୋନୀରେ ଥିବା ଆରଜେଡି ନେତାଙ୍କ ବାସଭବନରେ…

ପାର୍କିଂରେ ଠିଆ ହୋଇଥିବା ବସ୍‌ରେ ହଠାତ୍‌ ଲାଗିଲା ନିଆଁ: ଶୋଇଥିବା କଣ୍ଡକ୍ଟରଙ୍କ ଚାଲିଗଲା ଜୀବନ

ବେଙ୍ଗାଲୁରୁ,୧୦।୩: ବେଙ୍ଗାଲୁରୁରୁ ଏକ ବଡ଼ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏକ ସରକାରୀ ବସ୍‌ରେ ହଠାତ୍‌ ନିଆଁ ଲାଗିଯାଇଛି। ଫଳରେ ବସ୍‌ ଭିତରେ ଶୋଇଥିବା କଣ୍ଡକ୍ଟରଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ବେଙ୍ଗାଲୁରୁର ମେଟ୍ରୋପଲିଟାନ୍‌ ଟ୍ରାନ୍ସପୋର୍ଟ କର୍ପୋରେସନ୍‌ (ବିଏମ୍‌ଟିସି) ବସ୍‌ଷ୍ଟାଣ୍ଡରେ ଘଟିଛି।…

ଟିଏମସି ନେତାଙ୍କ ଅଡୁଆ ବଢିଲା: ଆଉ ୧୧ ଦିନ ରିମାଣ୍ଡ ପାଇଁ ମିଳିଲା ମଞ୍ଜୁରୀ

କୋଲକାତା,୮।୩: ପଶ୍ଚିମବଙ୍ଗ ଗୋରୁ ଚୋରା ଚାଲାଣ ମାମଲାରେ ଟିଏମସି ନେତା ଅନୁବ୍ରତ ମଣ୍ଡଳଙ୍କ ଅଡୁଆ ଥମିବାର ନାଁ ନେଉନାହିଁ। ଶୁକ୍ରବାର ତାଙ୍କର ରିମାଣ୍ଡ ଅବଧି ସରୁଥିବା ବେଳେ ଦିଲ୍ଲୀର ଏକ କୋର୍ଟ ଏହି ମାମଲାର ଶୁଣାଣି କରି ତାଙ୍କୁ ଆଉ ୧୧…

ଡିଫେନ୍ସ କୋପରେଶନ, ସୋଲାର ଏନର୍ଜି ସମେତ ଅନେକ ପ୍ରସଙ୍ଗକୁ ନେଇ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୧୦ ।୩: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥୋନି ଅଲ୍ମନିଜ ଏବେ ଭାରତ ଗସ୍ତରେ ଅଛନ୍ତି, ଏହି ଗସ୍ତର ଉଦ୍ଦେଶ୍ୟ ଦୁଇ ଦେଶ ମଧ୍ୟରେ ବ୍ୟବସାୟ, ନିବେଶ ଓ ପ୍ରତିରକ୍ଷା ସମ୍ପର୍କକୁ ମଜଭୁତ କରିବା । ଶୁକ୍ରବାର ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ମିଳିତ ପ୍ରେସ…

ନ୍ୟୁ ୟର୍କ ଟାଇମ୍ସ ଉପରେ ଅଭିଯୋଗ ଆଣିଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ,୧୦ ।୩: କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବର ନୁ ୟର୍କ ଟାଇମ୍ସ ସମେତ ବିଦେଶୀ ମିଡଆ ଉପରେ ଅଭିଯୋଗ ଆଣିଛନ୍ତି । ଏମାନେ ଭାରତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦୁଷ୍ପ୍ରଚାର କରିଥିବା ଅଭିଯୋଗ କରିଛନ୍ତି ଠକୁର ।…

ଏଚ୍‌୩ଏନ୍‌୨ ଭାଇରସ: ୩ ରାଜ୍ୟରୁ ୬ ମୃତ

ବେଙ୍ଗାଲୁରୁ,୧୦।୩: ଦେଶରେ ଏଚ୍‌୩ଏନ୍‌୨ ଭାଇରସରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଜଣେ କର୍ନାଟକ ହାସନ ଜିଲାର ହୋଇଥିବା ବେଳେ ଅନ୍ୟ ୫ ଜଣ ପଞ୍ଜାବ ଏବଂ ହରିଆଣାର…

ମୁଁ କାହିଁକି ନାରୀ ଓ ପୁରୁଷର ସମାନତା ବିଷୟରେ ଆଶାବାଦୀ

ମୁଁ ଗତବର୍ଷ ସମ୍ବିଧାନ ଦିବସରେ ଭାରତର ସର୍ବୋଚ୍ଚ ନ୍ୟାୟାଳୟ ଦ୍ୱାରା ଆୟୋଜିତ ଉତ୍ସବରେ ସମାପନୀ ଭାଷଣ ଦେଉଥିଲି। ନ୍ୟାୟ ପ୍ରସଙ୍ଗରେ କହିଲାବେଳେ ବିଚାରାଧୀନ କଏଦୀଙ୍କ କଥା ମୋର ମନେପଡ଼ିଗଲା ଏବଂ ସେମାନଙ୍କ ଦୁର୍ଦ୍ଦଶା ବିଷୟରେ ନ କହି ମୁଁ ରହିପାରିଲି ନାହିଁ।…

ଦିନ ୨ଟାରେ ରୌଜ୍‌ ଏଭେନ୍ୟୁ କୋର୍ଟରେ ହାଜର ହେବେ ସିସୋଡିଆ: ୧୦ଦିନିଆ ରିମାଣ୍ଡ ମାଗିଲା ଇଡି

ନୂଆଦିଲ୍ଲୀ,୧୦।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଗରିଫଦାରୀ ସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କୋର୍ଟକୁ ସୂଚନା ଦେଇଛି। ଦିଲ୍ଲୀ ସ୍ଥିତ ରୌଜ ଏଭେନ୍ୟୁ କୋର୍ଟରେ ଅପରାହ୍ନ ୨ଟାରେ ତାଙ୍କୁ ହାଜର କରାଯିବ। ସିସୋଡିଆଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଇଡି କୋର୍ଟରୁ…

ଇରାନ ରାସ୍ତା ଦେଇ ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ

ନୂଆଦିଲ୍ଲୀ/କାବୁଲ,୧୦।୩: ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ। ଇରାନର ଚବାହାର ପୋର୍ଟ ଦେଇ ଏହି ଗହମ ସପ୍ଲାଇ କରାଯିବ। ଗୁରୁବାର ଦିଲ୍ଲୀରେ ଇଣ୍ଡିଆ-ସେଣ୍ଟ୍ରାଲ ଏସିଆ ମିଳିତ ଓ୍ବାର୍କିଂ ଗ୍ରୁପ୍‌ର ଏକ ବୈଠକରେ ଏନେଇ ଘୋଷଣା କରାଯାଇଥିଲା। ତେବେ ଭାରତର…

ଦେଶରେ ଆଜି ୪୪୦ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୦।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪୦ ନୂଆ କରୋନା ମାମଲା ଚିହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?