ଜାତୀୟ

ସିବିଆଇ ମନୀଷ ସିସୋଡିଆଙ୍କୁ ଦେଉଛି ମାନସିକ ନିର୍ଯାତନା: ସଞ୍ଜୟ ସିଂ

ନୂଆଦିଲ୍ଲୀ,୫।୩: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଗିରଫଦାରିକୁ ନେଇ ଭାଜପା ଉପରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପକ୍ଷରୁ ଟାର୍ଗେଟ୍‌ ଜାରି ରହିଛି। ରବିବାର ଏଏପି ଏମ୍‌ପି ସଞ୍ଜୟ ସିଂ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ନିର୍ଯାତନା ଏତେ ମାତ୍ରାରେ ବୃଦ୍ଧି…

ବିମାନ ଶୌଚାଳୟରୁ ମିଳିଲା ୨ କୋଟି ଟଙ୍କାର ସୁନା

ନୂଆଦିଲ୍ଲୀ,୫।୩: ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦର ଏକ ବିମାନ ଶୌଚାଳୟରୁ ରବିବାର କଷ୍ଟମ ଅଧିକାରୀମାନେ ପ୍ରାୟ ୨ କୋଟି ଟଙ୍କାର ସୁନା ବିସ୍କୁଟ ଜବତ କରିଛନ୍ତି। ଅଧିକାରଙ୍କ କହିବା ମୁତାବକ, ଆଇଜି ବିମାନବନ୍ଦର ଟର୍ମିନାଲ ୨ରେ ଏକ ବିମାନର ସଫେଇ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ନିର୍ଦ୍ଦୋଷରେ ଖଲାସ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଦିଲ୍ଲୀ କୋର୍ଟ ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଖଲାସ ବ୍ୟକ୍ତିଙ୍କ ନାଁରେ ହତ୍ୟା ଧମକ ଦେଇଥିବାର କୌଣସି ପ୍ରମାଣ ପତ୍ର ଦେବାରେ ଅଭିଯୋଗ ପକ୍ଷ ବିଫଳ ହୋଇଛି। ଜାନୁଆରୀ…

ମାଲୟାଲମ୍‌ ନ୍ୟୁଜ୍‌ ଚ୍ୟାନେଲ କାର୍ଯ୍ୟାଳୟରେ ପୋଲିସର ଚଢ଼ାଉ

କୋଚି,୫।୩: ଏସ୍‌ଏଫ୍‌ଆଇର ବିକ୍ଷୋଭ ପ୍ରଦର୍ଶନ ପରେ କେରଳ ପୋଲିସ କୋଝିକୋଡେସ୍ଥିତ ଏକ ଟିଭି ଚ୍ୟାନେଲ କାର୍ଯ୍ୟାଳୟରେ ରବିବାର ଚଢାଉ କରି ତଦନ୍ତ ଆରମ୍ଭ କରିଛି। ଟୁଇଟରରେ ଏକ ଭିଡିଓ ଶେୟାର କରି କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ପୋଲିସର ତଦନ୍ତ ସମ୍ପର୍କରେ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଉପହାର ରାଜନୀତି

ଭୋପାଳ,୫।୩: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଜନ୍ମଦିନରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଏକ ବଡ଼ ଘୋଷଣା କରିଛନ୍ତି। ପିସିସି ମୁଖ୍ୟ କମଲ ନାଥ କହିଛନ୍ତି, ଯଦି କଂଗ୍ରେସ ସରକାର ଗଠନ ହୁଏ ତେବେ ଭଉଣୀମାନେ ଧନୀ ହେବେ। ମଧ୍ୟପ୍ରଦେଶରେ…

ବିମାନରେ ସହଯାତ୍ରୀଙ୍କ ଉପରେ ପରିସ୍ରା କରିଦେଲେ ଛାତ୍ର

ନୂଆଦିଲ୍ଲୀ,୫।୩: ନ୍ୟୁୟର୍କରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ବିମାନରେ ଜଣେ ଯାତ୍ରୀ ଅନ୍ୟ ଜଣେ ଯାତ୍ରୀଙ୍କ ଉପରେ ପରିସ୍ରା କରିଦେଇଛନ୍ତି। ନିଶାସକ୍ତ ଅବସ୍ଥାରେ ଯାତ୍ରୀ ଜଣଙ୍କ ଏପରି କରିଥିବା ଜଣାପଡିଛି। ସମ୍ପୃକ୍ତ ଯାତ୍ରୀଙ୍କୁ ପୋଲିସ ହେପାଜତକୁ ନେଇ ପଚରାଉଚରା ଚଳାଇଛି। ଅଭିଯୋଗ…

ଏବେ ବିପଦପୂର୍ଣ୍ଣ ପରିସ୍ଥିତିରେ ଅଛି ଦେଶ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୫।୩: ଦେଶର ୯ ବିରୋଧୀଦଳ ନେତା ଇଡି ଏବଂ ସିବିଆଇର ଅପବ୍ୟବହାର ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଏହି ପ୍ରସଙ୍ଗରେ ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ବିବୃତ୍ତି ମଧ୍ୟ ସାମ୍ନାକୁ ଆସିଛି।…

ଦେଶର ୨୩ ନଦୀର ହେବ ବିକାଶ, ଚାଲିବ କାର୍ଗୋ-ଯାତ୍ରୀବାହୀ ଜାହାଜ…

ନୂଆଦିଲ୍ଲୀ,୫।୩ : କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନେୱାଲ କହିଛନ୍ତି ଯେ ଜଳପଥକୁ ସୁଦୃଢ଼ କରିବା ଉପରେ ସରକାରଙ୍କ ଧ୍ୟାନ ରହିଛି। ଏହା ମାଧ୍ୟମରେ କାର୍ଗୋଏବଂ ଯାତ୍ରୀବାହୀ ଜାହାଜ ଚଳାଚଳ ପାଇଁ ଅତି କମରେ ଦେଶର୨୩ ଟି ନଦୀ ପଥକୁ ବିକଶିତ କରାଯିବ।…

କ୍ରିକେଟ କୂଟନୀତି: ଅହମଦାବାଦ ଟେଷ୍ଟ ଦେଖିବେ ମୋଦି-ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ…

ଆହମଦାବାଦ,୫।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୂଟନୀତି ବିଶ୍ୱସ୍ତରରେ ଚର୍ଚ୍ଚିତ। ଏବେ ମୋଦି କ୍ରିକେଟ କୂଟନୀତି ଆରମ୍ଭ କରିବାକୁ ଯାଉଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନେ ଭାରତ ଗସ୍ତରେ ଆସିବେ। ଜାଣିବାକୁ ମିଳିଛି ଯେ ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆଲବାନେଙ୍କ…

କୋର୍ଟ ଅନେକ ଆହ୍ବାନର ସମ୍ମୁଖୀନ ହେଉଛନ୍ତି, ନ୍ୟାୟିକ ଭ୍ରାତୃତ୍ୱ ଏହା ବିରୁଦ୍ଧରେ ଏକଜୁଟ ହେବା ଜରୁରୀ: ପୂର୍ବତନ ସିଜେଆଇ…

କୋଲକାତା,୫।୩ : ଭାରତର ପୂର୍ବତନ ପ୍ରଧାନ ବିଚାରପତି ୟୁୟୁ ଲଲିତ ନ୍ୟାୟପାଳିକାର ସ୍ବାଧୀନତା ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କୋଲକାତାରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ନ୍ୟାୟପାଳିକା ଅନେକ ଆହ୍ବାନର ସମ୍ମୁଖୀନ ହେଉଛି। ଯଦି…

ବୁଲା କୁକୁରଙ୍କୁ ଆସାମ ପଠାଇ ଦିଅ, ସେଠାରେ ଲୋକେ ଏମାନଙ୍କର ମାଂସ ଖାଆନ୍ତି: ବିଧାୟକଙ୍କ ମନ୍ତବ୍ୟ ନେଇ ବିବାଦ…

ମୁମ୍ବାଇ,୫।୩ : ମହାରାଷ୍ଟ୍ର ବିଧାନସଭାର ବିଧାୟକ ତଥା ପ୍ରହାର ଜନଶକ୍ତି ପାର୍ଟିର ମୁଖ୍ୟ ବଚ୍ଚୁ କାଦୁ କହିଛନ୍ତି ଯେ ଆସାମର ଲୋକମାନେ କୁକୁର ମାଂସ ଖାଉଛନ୍ତି। ତେଣୁ ମହାରାଷ୍ଟ୍ରରୁ ବୁଲା କୁକୁରଙ୍କୁ ଆସାମକୁ ପଠାଯିବା ଉଚିତ। ବିଧାନସଭାରେ ବୁଲା କୁକୁର ଏବଂ…

କରୋନା ସକ୍ରିୟ ମାମଲା ଟପିଲା ଅଢ଼େଇ ହଜାର, ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?