ଜାତୀୟ

ଚକୋଲେଟ କଥା ଛାଡନ୍ତୁ, ଏବେ ଆଇକ୍ରିମ ବି ହେବ ମହଙ୍ଗା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୭।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଶେଷ ହୋଇଯାଇପାରେ, କିନ୍ତୁ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଜାରି ରହିଥିବାରୁ ପୁଣି ଶତ୍ରୁତା ସୃଷ୍ଟି ହେବାର ଭୟ ଏବେ ବି ରହିଛି। ଯୁଦ୍ଧ ଶେଷ ହୋଇଯାଇପାରେ, କିନ୍ତୁ ଏହାର ପ୍ରଭାବ ଏବେ…

ଆଇସିୟୁ ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪: ସ୍ବାସ୍ଥ୍ୟସେବାକୁ ନେଇ ଇଣ୍ଟେନସିଭ୍‌ କେୟାର ୟୁନିଟ୍‌(ଆଇସିୟୁ)ର ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସ୍ତରରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କ୍ରିଟିକାଲ୍‌ କେୟାର ବ୍ୟବସ୍ଥାର ସୁବ୍ୟବସ୍ଥିତ ଭିତ୍ତିଭୂମିର ଉନ୍ନତି କରାଯିବା ଜରୁରୀ…

ଦଳ ଛାଡିଥିବା ଏମ୍‌ପିଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଆପ୍‌ର ବଡ଼ ଉଦ୍ୟମ

ନୂଆଦିଲ୍ଲୀ,୨୬ା୪: ବରିଷ୍ଠ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ାଙ୍କ ସମେତ ୭ ଜଣ ଏମ୍‌ପି ଦଳ ଛାଡ଼ି ଭାଜପାରେ ଯୋଗ ଦେଇଥିବା ବେଳେ ସେମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଆପ୍‌ ପକ୍ଷରୁ ଉଦ୍ୟମ…

AAPର ସାତ ଜଣ ଏମପି ଭାଜପାରେ ଯୋଗଦେବା ପରେ ଏବେ କଂଗ୍ରେସର ୬ ବିଧାୟକ ଧରିବେ ପଦ୍ମ? ଦଳ କହିଲା…

ନାଟନା,୨୬।୪: ଆମ ଆଦମୀ ପାର୍ଟି (ଏଏପି)ର ସାତ ଜଣ ରାଜ୍ୟ ସଭା ଏମପି ରାଘବ ଚଢାଙ୍କ ସମେତ ବାକି ନେତା ଭାଜପାରେ ଯୋଗଦେବା ନେଇ କଳ୍ପନାଜଳ୍ପନା ମଧ୍ୟରେ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ବିହାର କଂଗ୍ରେସର ଛଅ ଜଣ…

୧୦୦ ମିଟର ଦୂରରେ ହେଉଥିଲା ଭାଜପାର ରାଲି, ଶଦ୍ଦ ଶୁଣି ରାଗିଗଲେ ମମତା; ତା’ ପରେ…

କୋଲକାତା,୨୬।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର ଜୋରଦାର ଚାଲିଛି। ଶନିବାର (୨୬ ଏପ୍ରିଲ) ଦିନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁରରେ ଏକ ରାଲି କରିଥିଲେ। ସଂଯୋଗବଶତଃ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ତାଙ୍କ ରାଲି ସ୍ଥାନରୁ…

ଭାରତୀୟ ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ, ୮୩ ବର୍ଷରେ ଶେଷ ନିଶ୍ୱାସ ତ୍ୟାଗ

ନୂଆଦିଲ୍ଲୀ,୨୬।୪: ଦେଶର ବିଶିଷ୍ଟ ଫଟୋ ଜର୍ଣ୍ଣାଲିଷ୍ଟ ତଥା କିମ୍ବଦନ୍ତୀ ଫଟୋଗ୍ରାଫର ରଘୁ ରାୟଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ତାଙ୍କ ପରିବାର ପକ୍ଷରୁ ରଘୁ ରାୟଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲ ମାଧ୍ୟମରେ ଏହି…

ହରଭଜନଙ୍କୁ ଡବଲ୍‌ ଝଟ୍‌କା: ଘର ବାହାରେ ଲେଖାଗଲା ‘ଗଦ୍ଦାର’, ପଞ୍ଜାବ ସରକାର ହଟାଇଲେ… 

ଚଣ୍ଡିଗଡ଼,୨୬।୪: ପଞ୍ଜାବର ରାଜନୈତିକ ପାଣିପାଗ ଏବେ ବେଶ ସରଗରମ ରହିଛି। ଆମ ଆଦମୀ ପାର୍ଟି (AAP) ଛାଡ଼ି ଭାଜପାରେ ସାମିଲ ହେବାର କିଛି ଦିନ ପରେ, ପୂର୍ବତନ କ୍ରିକେଟର ତଥା ରାଜ୍ୟ ସଭା ଏମ୍‌ପି ହରଭଜନ ସିଂଙ୍କ ସୁରକ୍ଷା ବ୍ୟବସ୍ଥାକୁ ପଞ୍ଜାବ…

ଟଳିଲା ବଡ଼ ବିପଦ, ଅଳ୍ପକେ ବର୍ତ୍ତିଲେ ୨୩୨ ଯାତ୍ରୀ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀରୁ ଜୁରିଚ ଅଭିମୁଖେ ଯାଉଥିବା ସ୍ବିସ ଏୟାରର ବିମାନ SWR146 ହଠାତ ଉଡ଼ାଣ ସମୟରେ ଏକ ଯାନ୍ତ୍ରିକ ତ୍ରୁଟି ସୃଷ୍ଟି ହେବାରୁ ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଥିଲା। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ ବିମାନର ଇଞ୍ଜିନ…

ଟ୍ରମ୍ପଙ୍କୁ ଆଟାକ୍‌ ନେଇ ମୁହଁ ଖୋଲିଲେ ମୋଦି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୨୬।୪: ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନରେ ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରତିକ୍ରିୟା ଜାରି କରିଛନ୍ତି। ଶନିବାର, ରାତ୍ରୀଭୋଜନ କାର୍ଯ୍ୟକ୍ରମ ସମୟରେ ଗୁଳି ଚାଳନା ହେବା ସମୟରେ ଆମେରିକାର ରାଷ୍ଟ୍ରପତି ଏବଂ ପ୍ରଥମ ମହିଳା ମେଲାନିଆ…

ବିଶ୍ୱର ୧୦୦ ଉତ୍ତପ୍ତ ସହର ମଧ୍ୟରୁ ଭାରତର ୯୫

ନୂଆଦିଲ୍ଲୀ,୨୬ା୪: ସାରା ବିଶ୍ୱରେ ଗ୍ରୀଷ୍ମଜନିତ ଉତ୍ତାପକୁ ନେଇ ଭାରତ ଏବେ କେନ୍ଦ୍ରସ୍ଥଳ ପାଲଟିଛି। କାରଣ ଭାରତର ଅଧିକାଂଶ ସହରରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇଚାଲିଥିବାବେଳେ ବହୁ ସହରର ଉତ୍ତାପ ୪୦ ଡିଗ୍ରୀ ଡେଇଁଛି। ସ୍ଥିତି ଏଭଳି ହୋଇଛି ଯେ, ବିଶ୍ୱର…

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ମୁହାଁଇଥିଲେ ହଜାର ହଜାର ଲୋକ: ପୋଲିସ-ବିକ୍ଷୋଭକାରୀଙ୍କ ମଧ୍ୟରେ ଘଟିଲା ସଂଘର୍ଷ

ଇମ୍ଫାଲ,୨୫ା୪: ମଣିପୁରରେ ହୋଇଥିବା ହିଂସାକୁ ନେଇ ସ୍ଥିତି ପୁଣି ଜଟିଳ ହେବାରେ ଲାଗିଛି। କୁକି ଏବଂ ନାଗା ସମ୍ପ୍ରଦାୟର ୨ ସଶସ୍ତ୍ର ଗୋଷ୍ଠୀଙ୍କ ମଧ୍ୟରେ ହିଂସା ଘଟି ୩ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଲୋକ ଆହତ ହୋଇଥିଲେ। ହିଂସା…

ମୋଦି, ମମତାଙ୍କୁ ଟାର୍ଗେଟ କଲେ ରାହୁଲ, କହିଲେ…

କୋଲକାତା,୨୫ା୪: ପଶ୍ଚିମବଙ୍ଗରେ ଏକ ନିର୍ୱାଚନୀ ସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଏବଂ ମମତା କ୍ଷମତାଲୋଭୀ ବୋଲି ରାହୁଲ କହିଛନ୍ତି। ହୁଗୁଳି ଜିଲାର ସେରାମପୁରଠାରେ ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?