ଜାତୀୟ

ଏଚଏଏଲର ବିମାନ ‘ହିନ୍ଦୁସ୍ଥାନ ୨୨୮-୨୦୧ ଏଲଡବ୍ଲୁ’କୁ ମଞ୍ଜୁରୀ…

ନୂଆଦିଲ୍ଲୀ,୨୭।୨ : ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ସୋମବାର ହିନ୍ଦୁସ୍ଥାନ ଏରୋନେଟିକ୍ସ ଲିମିଟେଡର (ଏଚଏଏଲ)ର ବିମାନ ‘ହିନ୍ଦୁସ୍ଥାନ ୨୨୮-୨୦୧ ଏଲଡବ୍ଲୁ’ ର ଏକ ନୂତନ ସଂସ୍କରଣକୁ ଅନୁମୋଦନ କରିଛି। ଏହି ସଂସ୍କରଣର ବିମାନରେ ସର୍ବାଧିକ ଯାତ୍ରୀଙ୍କ ସହିତ ସର୍ବାଧିକ ୫୬୯୫ କିଲୋଗ୍ରାମ…

ସିସୋଡିଆଙ୍କ ପରେ ଗୋପାଲ ରାୟଙ୍କ ସହ ୧୨ ଏଏପି ବିଧାୟକ ଗିରଫ…

ନୁଆଦିଲ୍ଲୀ,୨୭।୨ : ସିବିଆଇ ସୋମବାର ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ରାଉସ ଆଭେନ୍ୟୁ କୋର୍ଟରେ ହାଜର କରିବ। ଦିଲ୍ଲୀ ଏକ୍ସାଇଜ ପଲିସି ସ୍କାମ ମାମଲାରେ ସିସୋଡିଆଙ୍କୁ ରବିବାର ସିବିଆଇ ଗିରଫ କରିଥିଲା। ଏହାପୂର୍ବରୁ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଦିଲ୍ଲୀର ସିସୋଡିଆଙ୍କୁ ପ୍ରାୟ…

ଭାଜପାରେ ସଭିଏଁ ସାଧୁ-ସନ୍ଥ: ସଞ୍ଜୟ ରାଉତ…

ମୁମ୍ବାଇ,୨୭।୨ : ଶିବସେନା ଉଦ୍ଧବ ବାଲାସାହେବ ଠାକରେ ନେତା ସଞ୍ଜୟ ରାଉତ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାଉତ କହିଛନ୍ତି ଯେ କେନ୍ଦ୍ର ଏହାର ଏଜେନ୍ସି ମାଧ୍ୟମରେ ବିରୋଧୀଙ୍କ ସ୍ବରକୁ ଦମନ କରିବାକୁ ଚେଷ୍ଟା କରୁଛି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ…

ଦେଶ ହିତରେ ଅଗ୍ନିପଥ ଯୋଜନା କହିଲେ ହାଇକୋର୍ଟ, ବିରୋଧୀ ମାମଲା ଖାରଜ…

ନୂଆଦିଲ୍ଲୀ,୨୭।୨ : କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନକୁ ସୋମବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ପ୍ରଧାନ ବିଚାରପତି ସତୀଶ ଚନ୍ଦ୍ର ଶର୍ମା ଏବଂ ଜଷ୍ଟିସ ସୁବ୍ରମଣ୍ୟମ ପ୍ରସାଦଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ କେନ୍ଦ୍ର ସରକାରଙ୍କ ଯୋଜନାକୁ…

ପ୍ରଥମ ପାଞ୍ଚ-ପ୍ରଥମ ଥର ମତଦାନ କରୁଥିବା ଭୋଟର ସମ୍ମାନିତ…

ଶିଲଂ,୨୭।୨ : ସୋମବାର ପୂର୍ବାହ୍ନରୁ ଦୁଇ ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡ ଏବଂ ମେଘାଳୟରେ ମତଦାନ ଚାଲିଛି। ମେଘାଳୟର ପାଞ୍ଚ ଜଣ ପ୍ରଥମ ଭୋଟରଙ୍କୁ ସମ୍ମାନିତ କରାଯାଇଥିଲା। ସେମାନଙ୍କୁ ମତଦାନ ବୁଥରେ ସମ୍ମାନିତ କରାଯାଇଥିଲା। ଏହା ସହିତ ପ୍ରଥମ ଥର ମତଦାନ କରୁଥିବା…

ମେଘାଳୟର ଇକୋ ଫ୍ରେଣ୍ଡଲି ମତଦାନ କେନ୍ଦ୍ର ନେଇ ଆକର୍ଷଣର, କେନ୍ଦ୍ର ବାହାରେ ସୁନ୍ଦର ସେଲଫି ପଏଣ୍ଟ…

ଶିଲଂ,୨୭।୨ : ସୋମବାର ପୂର୍ବାହ୍ନରୁ ଦୁଇ ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡ ଏବଂ ମେଘାଳୟରେ ମତଦାନ ଚାଲିଛି। ଲୋକମାନେ ଭୋଟ ଦେବାକୁ ବହୁତ ଉତ୍ସାହିତ ଥିବାର ଦେଖିବାକୁ ମିଳୁଛି। ସକାଳ ୭ ଟାରୁ ଉଭୟ ରାଜ୍ୟରେ ମତଦାନ କେନ୍ଦ୍ର ଆଗରେ ଲମ୍ବା ଧାଡି…

ଭୋଟ ଦେବାକୁ ମେଘାଳୟ-ନାଗାଲାଣ୍ଡ ଜନସାଧାରଣଙ୍କୁ ଅପିଲ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୭।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଘାଳୟ ଏବଂ ନାଗାଲାଣ୍ଡର ଜନସାଧରଣଙ୍କୁ ଭୋଟ ପ୍ରକ୍ରିୟାରେ ଭାଗ ନେବାକୁ ଅପିଲ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ମୁଁ ମେଘାଳୟ ଏବଂ ନାଗାଲାଣ୍ଡର ଲୋକଙ୍କୁ ବିଶେଷ କରି ଯୁବକ ଏବଂ ପ୍ରଥମ ଥର…

ସକ୍ରିୟ ମାମଲା ଉପର ମୁହାଁ…

ନୂଆଦିଲ୍ଲୀ, ୨୭।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

ମନ୍ଦିରରେ ପ୍ରକୃତ ହାତୀ ବଦଳରେ ରୋବୋ ହାତୀ କରିବେ ଧାର୍ମିକ ଅନୁଷ୍ଠାନ…

ଥିରୁଭାନନ୍ତପୁରମ୍‌,୨୭।୨ : କେରଳର ଥ୍ରୀସୁର ଜିଥଲାର ଇରିଞ୍ଜାଦାପଲ୍ଲୀ ଶ୍ରୀକୃଷ୍ଣ ମନ୍ଦିରରେ ବର୍ତ୍ତମାନ ରୀତିନୀତି ପାଇଁ ପ୍ରକୃତ ହାତୀ ବଦଳରେ ରୋବୋଟିକ ହାତୀ ବ୍ୟବହାର କରାଯିବ। ଏହି ହାତୀ ମନ୍ଦିର କମିଟିକୁ ଅଭିନେତ୍ରୀ ପାର୍ବତୀ ଥିରୁଭୋଥୁଙ୍କ ସହ ପେଟା ଇଣ୍ଡିଆ ଉପହାର ଦେଇଛନ୍ତି।…

ମେଘାଳୟ-ନାଗାଲାଣ୍ଡବାସୀଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ଅପିଲ କଲେ ଶାହା କହିଲେ ଭ୍ରଷ୍ଟାଚାର ମୁକ୍ତ ସରକାର ବାଛ

ନୂଆଦିଲ୍ଲୀ,୨୭ ।୨: ମେଘାଳୟ ଓ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି । ଭୋଟ ଗ୍ରହଣ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଚାଲିବ । ଦୁଇଟି ରାଜ୍ୟ ପାଇଁ ମୋଟ ୧୧୮ ଆସନ ଲାଗି ଭୋଟ ଗ୍ରହଣ…

ଭୋଟ ପ୍ରକ୍ରିୟାରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ,୨୭।୨: ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଘାଳୟ ଏବଂ ନାଗାଲାଣ୍ଡର ଲୋକଙ୍କୁ ଭୋଟ ପ୍ରକ୍ରିୟାରେ ଭାଗ ନେବାକୁ ଅନୁରୋଧ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ ଯୋଗେ ଲେଖିଛନ୍ତି, ମୁଁ ମେଘାଳୟ ଏବଂ…

ବିଧାନସଭା ନିର୍ବାଚନ: ମେଘାଳୟ-ନାଗାଲାଣ୍ଡରେ ମତଦାନ ଜାରି…

ଶିଲଂ/କୋହିମା,୨୬।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ସୋମବାର ମତଦାନ ଜାରି ରହିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ବାଚନକୁ ଦୃଷ୍ଟିରେ ରଖି ମେଘାଳୟରେ ଭାରତ-ବାଂଲାଦେଶ ସୀମାକୁ ସିଲ କରାଯାଇଛି। ଏହା ସହିତ ଆସାମ ସହିତ ସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?