ଜାତୀୟ

ଥରିଲା ଗୁଜରାଟ

ଗାନ୍ଧିନଗର,୨୬।୨: ଗୁଜରାଟରେ ରବିବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ତୀବ୍ରତା ମାପ କରାଯାଇଛି। ରବିବାର ଅପରାହ୍ନ ୩.୨୧ରେ ଏହା ଭୂକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଗୁଜରାଟର ରାଜକୋଟଠାରୁ ପ୍ରାୟ ୨୭୦ କିଲୋମିଟର ଉତ୍ତର ଉତ୍ତର…

ଉତ୍ତରପ୍ରଦେଶ ଆଇନ ବ୍ୟବସ୍ଥା ବିକାଶ ମୁହାଁ: ପ୍ରଧାନମନ୍ତ୍ରୀ…

ଲକ୍ଷ୍ନୌ,୨୬।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରଶଂସା କରି କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ ଉତ୍ତରପ୍ରଦେଶରେ ମାଫିଆ ରାଜ ଥିଲା ତଥା ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ଖରାପ ଥିଲା।…

ମୋଦି ସରକାରଙ୍କୁ ଧନ୍ୟବାଦ ଦେଲେ ରାହୁଲ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୬ ।୨: ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରବକ୍ତା ସମ୍ପିତ ପାତ୍ର ରବିବାର ଏକ ପ୍ରେସ କନଫରେନ୍ସ କରି କଂଗ୍ରେସ ଓ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି । ଏହି ସମୟରେ ସେ କହିଛନ୍ତି ରାହୁଲ ଗାନ୍ଧୀ ମୋଦି ସରକାରଙ୍କୁ ଧନ୍ୟବାଦ…

ରାଜନୀତିରୁ ଅବସର ନେଇ ମୁହଁ ଖୋଲିଲେ ସୋନିଆ

ନୂଆଦିଲ୍ଲୀ,୨୬।୨: କଂଗ୍ରେସର ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କଂଗ୍ରେସ ଅଧିବେଶନରେ ଦେଇଥିବା ଭାଷଣ ପରେ ସେ ଖୁବ୍‌ଶୀଘ୍ର ରାଜନୀତିରୁ ଅବସର ନେବା ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ଏହି କଳ୍ପନାଜଳ୍ପନାକୁ ସୋନିଆ ଗାନ୍ଧୀ ପ୍ରତ୍ୟାଖ୍ୟାନ କରିଛନ୍ତି। କଂଗ୍ରେସ ମୁଖପାତ୍ର…

୫୨ ବର୍ଷ ହେବ ମୋ ପାଖେ ନାହିଁ ଘର: ରାହୁଲ

ନୂଆଦିଲ୍ଲୀ,୨୬।୨: ୮୫ତମ କଂଗ୍ରେସ ସମ୍ମିଳନୀର ଶେଷ ଦିନ ଅର୍ଥାତ୍‌ ରବିବାର ରାହୁଲ ଗାନ୍ଧୀ ଦଳର ନେତା ଓ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ୪ ମାସର ‘ଭାରତ ଯୋଡୋ ଯାତ୍ରା’ ବିଷୟରେ ବର୍ଣ୍ଣନା କରି ରାହୁଲ କହିଥିଲେ, ଲକ୍ଷ…

ଆମରେଲି ଜିଲା ଅତ୍ୟଧିକ ଭୂକମ୍ପ ପ୍ରବଣ: ୨ ବର୍ଷରେ ୪୦୦ ଥର ଭୂକମ୍ପ, ଭୟରେ ଲୋକେ ଘର ବାହାରେ ଶୋଉଛନ୍ତି…

ଗାନ୍ଧିନଗର,୨୬।୨ : ନିକଟରେ ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଭୂକମ୍ପରେ ସାମାନ୍ୟ କମ୍ପନ ମଧ୍ୟ ସେମାନଙ୍କୁ ଭୟଭୀତ କରୁଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକମାନେ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ବୈାନିକମାନେ କହିଛନ୍ତି ଯେ…

ବାଲାକୋଟ ଏୟାର ଷ୍ଟ୍ରାଇକ୍‌କୁ ୪ ବର୍ଷ…

ନୂଆଦିଲ୍ଲୀ,୨୬।୨ : ବାଲାକୋଟ ଏୟାର ଷ୍ଟ୍ରାଇକ୍‌କୁ ୪ ବର୍ଷ ପୂରିଛି। ଏହା ଭାରତୀୟ ସେନାର ସାହସିକତାକୁ ସ୍ମରଣ କରାଇ ଦେଇଛି। ୨୦୧୯ ଫେବୃଆରୀ ୨୬ ରେ ପାକିସ୍ତାନର ପାସ୍ତୁନ ଖ୍ବା ସ୍ଥିତ ବାଲାକୋଟରେ ଭାରତୀୟ ବାୟୁସେନା ରାତି ଅଧରେ ଆତଙ୍କବାଦୀଙ୍କ ବେସକୁ…

ପୁଣି ଟାର୍ଗେଟ କିଲିଂ: ଜଣେ କଶ୍ମୀର ପଣ୍ଡିତଙ୍କୁ ହତ୍ୟା…

ଶ୍ରୀନଗର,୨୬।୨ : ଆତଙ୍କବାଦୀମାନେ ପୁଣି ଥରେ କଶ୍ମୀର ଉପତ୍ୟକାର ପୁଲୱାମାରେ ଟାର୍ଗେଟରେ କିଲିଂ କରିଛନ୍ତି। ରବିବାର ଆତଙ୍କବାଦୀମାନେ କଶ୍ମୀରୀ ପଣ୍ଡିତ ସଞ୍ଜୟ ଶର୍ମାଙ୍କ ଉପରକୁ ଗୁଳି ଚଳାଇ ଆକ୍ରମଣ କରିବା ପରେ ଘଟଣାସ୍ଥଳରୁ ପଳାଇ ଯାଇଛନ୍ତି। ସଞ୍ଜୟ ଶର୍ମାଙ୍କୁ ଶୀଘ୍ର ନିକଟସ୍ଥ…

ସୋମବାର ମେଘାଳୟ-ନାଗାଲାଣ୍ଡରେ ମତଦାନ: ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣ୍ରୟ କରିବେ ଭୋଟର…

ଶିଲଂ/କୋହିମା,୨୬।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ପାଇଁ ସୋମବାର ନିର୍ବାଚନ ହେବ। ଭୋଟର ଉଭୟ ରାଜ୍ୟର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ନିର୍ବାଚନକୁ ଦୃଷ୍ଟିରେ ରଖି ମେଘାଳୟରେ ଭାରତ-ବାଂଲାଦେଶ ସୀମାକୁ ସିଲ କରାଯାଇଛି। ଏହା ସହିତ ଆସାମ ସହିତ…

ଭାଜପା-ଓଓ୍ବାଇସି ରାମ-ଶ୍ୟାମ ଯୋଡି: ସଞ୍ଜୟ ରାଉତ…

ମୁମ୍ବାଇ,୨୬।୨ : ମୁମ୍ବାଇ ଶିବସେନା ଉଦ୍ଧବ (ବାଲାସାହେବ) ଦଳର ନେତା ସଞ୍ଜୟ ରାଉତ କହିଛନ୍ତି ଯେ ଭାଜପା ଏବଂ ଆସାଦୁଦ୍ଦିନ ଓୱାଇସି ହେଉଛନ୍ତି ରାମ-ଶ୍ୟାମ ଯୋଡ଼ି। ଶିବସେନା ଏକାକି ନିର୍ବାଚନ ଲଢ଼ିବ। ରାଉତ ଓୱାଇସିଙ୍କୁ ଭାଜପାର ସହଯୋଗୀ ଦଳ ଭାବରେ ବର୍ଣ୍ଣନା…

ଡିଜିଟାଲ ଇଣ୍ଡିଆର ଶକ୍ତି ପହଞ୍ଚୁଛି ଘରେ ଘରେ: ମନ୍‌ କି ବାତ୍‌ରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୯୮ ତମ ମାନ କି ବାତ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଡିଜିଟାଲ ଇଣ୍ଡିଆର ଶକ୍ତି ଘରେ ଘରେ ପହଞ୍ଚୁଛି । ଏହା…

ଦୈନିକ ସଂକ୍ରମଣ ୨ ଶହ ଟପିଲା…

ନୂଆଦିଲ୍ଲୀ, ୨୬।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?