ଜାତୀୟ

ଯାତ୍ରୀଙ୍କ ପାଖରେ ସୁନା କ୍ୟାପସୁଲ: ପୋଲିସ କଲା ଗିରଫ, ଆନୁମାନିକ ମୂଲ୍ୟ ୫୩ ଲକ୍ଷ…

ଥିରୁଭାନନ୍ତପୁରମ,୨୬।୨ : କେରଳର କଷ୍ଟମ ବିଭାଗର ଏୟାର ଇଣ୍ଟେଲିଜେନ୍ସ ୟୁନିଟ ରବିବାର କୋଚି ବିମାନବନ୍ଦରରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦୁବାଇରୁ ଆସୁଥିବା ଯାତ୍ରୀଙ୍କଠାରୁ ଅଧିକାରୀମାନେ ଚାରିଟି ସୁନା କ୍ୟାପସୁଲ ଜବତ କରିଛନ୍ତି। ଅଧିକାରୀ କହିଛନ୍ତି ଯେ ଯାତ୍ରୀ ଏହାକୁ…

ଶିକ୍ଷାନୁଷ୍ଠାନରେ ଆତ୍ମହତ୍ୟା ଘଟଣା: ସିଜେଆଇଙ୍କ ଉଦ୍‌ବେଗ

ହାଇଦ୍ରାବାଦ,୨୬।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଘଟଣା ବଢ଼ୁଥିବାରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶନିବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜୀବନ ହାରୁଥିବା ପିଲାମାନଙ୍କ ପାଇଁ ସେ ବିଚଳିତ ବୋଲି କହିଛନ୍ତି। ଶିକ୍ଷାନୁଷ୍ଠାନରେ କ’ଣ ତ୍ରୁଟି ରହୁଛି, ଯେଉଁଥିପାଇଁ ଛାତ୍ରୀଛାତ୍ର…

ଏମ୍‌ସିଡି ଷ୍ଟାଣ୍ଡିଂ କମିଟି ପୁନଃ ନିର୍ବାଚନ ଅଟକିଲା

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ଷ୍ଟାଣ୍ଡିଂ କମିଟିର ୬ ସଦସ୍ୟଙ୍କ ପୁନଃ ନିର୍ବାଚନ ଉପରେ ଦିଲ୍ଲୀ ହାଇକୋର୍ଟ ଶନିବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ଶାସକ ଏଏପିକୁ ଶକ୍ତ ଝଟକା ଲାଗିଛି। ନିର୍ବାଚନ ନିୟମାବଳୀ ୫୧ରେ ଷ୍ଟାଣ୍ଡିଂ କମିଟି ନିର୍ବାଚନକୁ ବାତିଲ…

୧୯୬୫ ଯୁଦ୍ଧ ଯବାନ ଓଡ଼ିଶାର ଆନନ୍ଦ ପତ୍ରୀ ପାକିସ୍ତାନ ଜେଲରେ, ମୁକ୍ତି ପାଇଁ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ପୁଅ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୨ : ୧୯୬୫ ଭାରତ-ପାକିସ୍ଥାନ ଯୁଦ୍ଧରେ ଭାରତୀୟ ସେନାର ଅନେକ ଯବାନ ଶହୀଦ ହୋଇଥିଲେ ଏବଂ ଅନେକ ନିଖୋଜ ହୋଇଯାଇଥିଲେ। ଏହି ଯୁଦ୍ଧରେ ଭାରତୀୟ ସେନାର ଜଣେ ଯବାନ ଆନନ୍ଦ ପତ୍ରୀ ଏବେ ମଧ୍ୟ ପାକିସ୍ତାନର ଲାହୋର ଜେଲରେ ରହିଛନ୍ତି। ଏହି…

ଶିବସେନା ବିଦ୍ରୋହ ପରେ ମୁଖ୍ୟମନ୍ତ୍ରୀ ହେବାକୁ ମତେ କହିଥିଲେ ଉଦ୍ଧବ: ଫଡନାଭିସ…

ମୁମ୍ବାଇ,୨୬।୨ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦାବି କରିଛନ୍ତି ଯେ ଶିବସେନାରେ ବିଦ୍ରୋହ ପରେ ଉଦ୍ଧବ ଠାକରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ପ୍ରଦାନ କରିଥିଲେ। ଏବେ ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ମନ୍ତବ୍ୟ ବିରୋଧରେ…

୪ ଦିନିଆ ଗସ୍ତରେ ଭାରତରେ ପହଞ୍ଚିଲେ ଡେନମାର୍କର କ୍ରାଉନ ପିନ୍ସେସ-ପ୍ରିନ୍ସ…

ନୂଆଦିଲ୍ଲୀ,୨୬।୨ : ଚାରି ଦିନିଆ ଗସ୍ତରେ ଡେନମାର୍କର କ୍ରାଉନ ପ୍ରିନ୍ସ ଫ୍ରେଡେରିକ ଆଣ୍ଡ୍ରେ ହେନ୍ରିକ ଖ୍ରୀଷ୍ଟିଆନ ଏବଂ କ୍ରାଉନ ପ୍ରିନ୍ସେସ ମେରି ଏଲିଜାବେଥ ଭାରତରେ ପହଞ୍ଚିଛନ୍ତି। ସେମାନେ ଫେବୃଆରୀ ୨୬ ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଭାରତ ଗସ୍ତରେ ରହିବେ। ଏହି…

‘ନିଜ ଇଗୋକୁ ଅଲଗା ରଖିବା ଉଚିତ’: ଉଦ୍ଧବଙ୍କୁ ଟାର୍ଗେଟ କଲେ ଶିନ୍ଦେ

ମୁମ୍ବାଇ,୨୬ ।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶନିବାର ପୁଣିଥରେ ତାଙ୍କର ପୂର୍ବତନ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରିଛନ୍ତି । ଶିନ୍ଦେ କହିଛନ୍ତି ରାଜ୍ୟର ହିତ ପାଇଁ ନିଜର ଇଗୋକୁ ଅଲଗା ରଖିବା ଜରୁରୀ…

ମହାରାଷ୍ଟ୍ର ସୁଗାର ମିଲରେ ଫାଟିଲା ବଏଲର, ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୨୬ ।୨: ମହାରାଷ୍ଟ୍ରର ଅହମଦନଗର ଜିଲାରେ ଏକ ସୁଗାର ମିଲରେ ଶନିବାର ବଏଲର ଫାଟି ଯିବାରୁ ଏକ ବଡ ଦୁର୍ଘଟଣା ଘଟିଛି । କୁହାଯାଉଛି କି ନିଆଁ ଲାଗିବାରୁ ୪ଟି ଟାଙ୍କି ଫାଟି ଯାଇଛି । ସନ୍ଧ୍ୟା ପ୍ରାୟ ୭ଟାରେ ଏହି…

ହୁଗୁଳି ନଦୀରେ ବୁଡ଼ିଲା ବାଂଲାଦେଶ ମାଲବାହୀ ଜାହାଜ, ଚାଳକ ଦଳର ୯ ସଦସ୍ୟ ଉଦ୍ଧାର…

କୋଲକାତା,୨୫।୨ : ଫ୍ଲାଏ ଆଶ୍‌ ନେଇ ସ୍ବଦେଶ ଫେରୁଥିବା ବାଂଲାଦେଶର ମାଲ ପରିବହନକାରୀ ଜାହାଜ ଅନ୍ୟ ଏକ ଜାହାଜ ସହିତ ମୁହାଁମୁହିଁ ହେବା ପରେ ହୁଗୁଳି ନଦୀରେ ବୁଡ଼ି ଯାଇଛି। ଶନିବାର ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣର ଜଣେ ଅଧିକାରୀ ଏହି ସୂଚନା…

ଆମେ ବଡ଼ ଭାଇ କଂଗ୍ରେସକୁ ଅପେକ୍ଷା କରିଛୁ,ଶୀଘ୍ର ନିଷ୍ପତ୍ତି ନିଅନ୍ତୁ: ନୀତୀଶ କୁମାର…

ପୁର୍ନିଆ,୨୫।୨ : ପୁର୍ନିଆରେ ଆୟୋଜିତ ମହାମେଣ୍ଟ ରାଲିରେ ନୀତୀଶ କୁମାର କହିଛନ୍ତି ଯେ ଯଦି କଂଗ୍ରେସ ସମେତ ଆମ ସମସ୍ତେ ଏକାଠି ହେବା, ତେବେ ଭାଜପା ୧୦୦ରୁ କମ ଆସନ ପାଇବ। ଏଥିପାଇଁ କଂଗ୍ରେସ ଦଳକୁ କ୍ଷମତା ଦେଖାଇବାକୁ ପଡିବ। ଦୀର୍ଘ…

କଂଗ୍ରେସର ମିନି ଘୋଷଣାପତ୍ର: ବିରୋଧୀଦଳଙ୍କ ସହିତ କ୍ଷମତାକୁ ଫେରିବା ପ୍ରୟାସ…

ରାୟପୁର,୨୫।୨ : ଛତିଶଗଡର ରାଜଧାନୀ ରାୟପୁରର ଅନୁଷ୍ଠିତ ୮୫ ତମ ଜାତୀୟ ସମ୍ମିଳନୀରେ କଂଗ୍ରେସ ଆଗାମୀ ଦିନର ଲଢ଼େଇର ରୂପରେଖ ସ୍ପଷ୍ଟ କରିଛି । ଦଳ ଦ୍ୱାରା ଜାରି କରାଯାଇଥିବା ‘ରାଜନୈତିକ ପ୍ରସଙ୍ଗ ଉପରେ ସଂକଳ୍ପ’ ଚଳିତ ବର୍ଷ ହେବାକୁ ଥିବା…

ପୁଲଓ୍ବାମା ଭଳି ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିଲେ ପାକିସ୍ତାନୀ ଆତଙ୍କବାଦୀ: ସେନା ଅଧିକାରୀଙ୍କ ପୁସ୍ତକରେ ଉଲ୍ଲେଖ…

ନୂଆଦିଲ୍ଲୀ,୨୫।୨ : ୧୪ ଫେବୃଆରୀ ୨୦୧୯ ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଚାଳିଶ ଜଣ ସିଆରପିଏଫ୍‌ ଯବାନ ଶହୀଦ ହୋଇଥିଲେ। ଏହା ଦେଶର ଇତିହାସରେ ସବୁଠାରୁ ବଡ ଆତଙ୍କବାଦୀ ଆକ୍ରମଣ ଥିଲା। ବର୍ତ୍ତମାନ ଏକ ପୁସ୍ତକରେ ପୂର୍ବତନ ସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?