ଜାତୀୟ

ମେଘାଳୟ-ନାଗାଲାଣ୍ଡରେ ପ୍ରଚାର ଶେଷ: ସୋମବାର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

ଶିଲଂ/କୋହିମା,୨୫।୨ : ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ପାଇଁ ନିର୍ବାଚନର ପ୍ରଚାର ଶନିବାର ଅପରାହ୍ନ ୪ ଟାରେ ଶେଷ ହୋଇଛି। ସୋମବାର ଉଭୟ ରାଜ୍ୟର ୫୫୮ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଭୋଟର କରିବେ। ଉଭୟ ରାଜ୍ୟରେ ଭାଜପାର ମିଳିତ ସରକାର ରହିଛି।…

ଘରୋଇ ହିଂସା ନେଇ ସୁପ୍ରିମ୍‌କୋର୍ଟଙ୍କ କଠୋର ଆଭିମୁଖ୍ୟ, ମୁଖ୍ୟ ସଚିବଙ୍କ ବୈଠକ ଡକାଇବାକୁ କେନ୍ଦ୍ରକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୫।୨ : ମହିଳାଙ୍କ ପ୍ରତି ଘରୋଇ ହିଂସା ଘଟଣାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଘରୋଇ ହିଂସା ପ୍ରସଙ୍ଗରେ ସମସ୍ତ ରାଜ୍ୟର ମୁଖ୍ୟ ସଚିବଙ୍କ ବୈଠକ ଡାକିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମହିଳାଙ୍କୁ ଘରୋଇ ହିଂସାରୁ…

ବିମୁଦ୍ରୀକରଣ ଏକ ଐତିହାସିକ ମୁର୍ଖାମୀ: ଖାର୍ଗେ …

ରାୟପୁର,୨୫।୨ : ଛତିଶଗଡର ରାଜଧାନୀ ରାୟପୁରରେ କଂଗ୍ରେସ ସମ୍ମିଳନୀର ଦ୍ୱିତୀୟ ଦିନରେ ଶନିବାର କଂଗ୍ରେସର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବିମୁଦ୍ରୀକରଣ ଏକ ଐତିହାସିକ ମୂର୍ଖାମୀ। ଯେଉଁଥିପାଇଁ ଦେଶର କ୍ଷୁଦ୍ର ଏବଂ ମଧ୍ୟମ ବ୍ୟବସାୟ ନଷ୍ଟ ହୋଇଯାଇଥିଲା। ଏହା ଦେଶବାସୀଙ୍କୁ ଅସୁବିଧାରେ ପକାଇଥିଲା।…

ପାକିସ୍ତାନକୁ ସଙ୍କଟ ମୁକ୍ତ କରି ପାରିବେ ମୋଦି: ପୂର୍ବତନ ର‘ ମୁଖ୍ୟ…

ନୂଆଦିଲ୍ଲୀ,୨୫।୨ : ପାକିସ୍ତାନ ବର୍ତ୍ତମାନ ଏକ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଦେଶରେ ବୈଦେଶିକ ମୁଦ୍ରା ଭଣ୍ଡାରରେ ୩ ବିଲିୟନ ଆମେରିକୀୟ ଡଲାରରୁ କମ ରହିଛି। ଏପରିସ୍ଥଳେ ଭାରତୀୟ ରିସର୍ଚ୍ଚ ଆଣ୍ଡ ଆନାଲିସିସ ୱିଙ୍ଗ(ର’)ର ପୂର୍ବତନ ମୁଖ୍ୟ ଅମରଜିତ…

ତ୍ରିପୁରା ବିଧାନସଭା ନିର୍ବାଚନ: ପ୍ରଥମ ଥର ପାଇଁ ୬୦ ମତଗଣନା ପର୍ଯ୍ୟବେକ୍ଷକ ନିଯୁକ୍ତ…

ଅଗରତାଲା,୨୫।୨ : ତ୍ରିପୁରାରେ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଲୋକମାନେ ଫଳାଫଳକୁ ଅପେକ୍ଷା କରିଛନ୍ତି। ଏଭଳି ପରିସ୍ଥିତିରେ ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗ ୬୦ ଜଣ ମତଗଣନାପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରିଛନ୍ତି ଯେଉଁଥିରେ ଭୋଟ ଗଣତିକୁ ନିରପେକ୍ଷ ଏବଂ ସ୍ବତନ୍ତ୍ର ଭାବରେ…

ଆତଙ୍କବାଦ ବିରୋଧରେ ଲଢ଼ିବାକୁ ଭାରତ-ଜର୍ମାନୀ ସହମତ: ମୋଦି…

ନୂଆଦିଲ୍ଲୀ,୨୫।୨ : ଜର୍ମାନ ଚାନନ୍ସଲର ଓଲାଫ ସ୍କୋଲଜଙ୍କ ସହ ସାକ୍ଷାତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ଉଭୟ ଦେଶ ସହମତ ହୋଇଛନ୍ତି। ଜର୍ମାନ ଚାନ୍ସେଲର ଓଲାଫ ସ୍କୋଲଜ ଦୁଇ ଦିନିଆ ଭାରତ ଗସ୍ତରେ…

ରାଜନୀତିରୁ ସନ୍ୟାସ ନେବେ ସୋନିଆ, ଦେଲେ ସଙ୍କେତ…

ରାୟପୁର,୨୫।୨ : ଛତିଶଗଡର ନୟା ରାୟପୁରରେ ଚାଲିଥିବା ୮୫ ତମ କଂଗ୍ରେସ ଅଧିବେଶନରେ ସୋନିଆ ଗାନ୍ଧୀ ରାଜନୀତିରୁ ସନ୍ୟାସ ନେବାର ସଙ୍କେତ ଦେଇଛନ୍ତି। ସୋନିଆ ଗାନ୍ଧୀ ମଧ୍ୟ ତାଙ୍କ ଭାଷଣରେ ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଥିଲେ। ରାହୁଲଙ୍କ ନେତୃତ୍ୱରେ ଭାରତ ଯୋଡୋ…

ଖୋଜାଲି ନରସଂହାର ପୀଡିତଙ୍କୁ ଶ୍ରଦ୍ଧାଞ୍ଜଳି: ୬୧୩ଙ୍କୁ କରାଯାଇଥିଲା ହତ୍ୟା…

ନୂଆଦିଲ୍ଲୀ,୨୫।୨ : ଅଜରବୈଜାନ ଦୂତାବାସରେ ଖୋଜାଲି ନରସଂହାର ପୀଡିତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଘଟଣାରେ ୧୯୯୨ ଫେବୃଆରୀ ୨୫-୨ର ଶୀତ ଏବଂ ତୁଷାର ରାତିରେ ଆର୍ମେନିଆ ସଶସ୍ତ୍ର ବାହିନୀ ଦ୍ୱାରା ନରସଂହାର କରାଯାଇଥିଲା। ଏଥିରେ ୬୧୩ ଜଣଙ୍କର ମୃତ୍ୟୁ ଘଟିଥିଲା।…

ସକ୍ରିୟ ମାମଲା ୨ ହଜାର ଉପରେ…

ନୂଆଦିଲ୍ଲୀ, ୨୫।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

ଦେଶ ପାଇଁ ନୁହେଁ ବରଂ ବନ୍ଧୁମାନଙ୍କ ପାଇଁ କାର୍ଯ୍ୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ସୋନିଆ

ରାୟପୁର,୨୫।୨: ଛତିଶଗଡ଼ର ନୟା ରାୟପୁରରେ ଚାଲିଥିବା କଂଗ୍ରେସର ୮୫ତମ ପୂର୍ଣ୍ଣ ଅଧିବେଶନରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ସୋନିଆ ଗାନ୍ଧୀ। କେନ୍ଦ୍ର ସରକାର ଏବଂ ଆର୍‌ଏସ୍‌ଏସ୍‌ ସମସ୍ତ ସ୍ବୟଂଶାସିତ ଏଜେନ୍ସିଗୁଡ଼ିକୁ କବ୍ଜା କରିନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ପାଇଁ ନୁହେଁ…

ଚମ୍ପାରନରେ ଶାହାଙ୍କ ରଣହୁଙ୍କାର: ଜଙ୍ଗଲରାଜଙ୍କ ସହ ମିଶିଗଲେ ନୀତୀଶ

ପାଟନା,୨୫।୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ବିହାରର ଚମ୍ପାରନରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ କରି ରଣହୁଙ୍କାର ଦେଇଛନ୍ତି। ଶାହା କହିଛନ୍ତି, କ୍ଷମତା ପାଇଁ…

ଭାଜପାକୁ ୨୦୨୪ରେ ପରାଜୟର ଭୟ, ଏଥିଲାଗି ବାରମ୍ବାର ବିାହାର ଗସ୍ତରେ ଆସୁଛନ୍ତି ଶାହା: ତେଜସ୍ବୀ

ପୂର୍ଣ୍ଣିଆ,୨୫।୨: ବିହାର ରାଜନୀତି ଲାଗି ଶନିବାର ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଗୋଟିଏ ପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ବିହାରରେ ଦୁଇଟି ସଭାକୁ ସମ୍ବୋଧିତ କରି ଜେଡିୟୁ-ଆର୍‌ଜେଡି ମହାଗଠବନ୍ଧନକୁ ଟାର୍ଗେଟ କରିବାକୁ ଚେଷ୍ଟା କରିବେ। ଅପରପକ୍ଷେ ପୁର୍ଣ୍ଣିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?