ଜାତୀୟ

ଦେଶ ପ୍ରତିରକ୍ଷା ନାମରେ କଂଗ୍ରେସ କରିଛି ଦୁର୍ନୀତି: ପ୍ରଧାନମନ୍ତ୍ରୀ…

ଶିମଲା,୫।୧୧: ହିମାଚଳ ପ୍ରଦେଶର ସୁନ୍ଦରନଗର ଜବାହର ପାର୍କରେ ବିଜୟ ସଙ୍କଳ୍ପ ରାଲିରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ମିଥ୍ୟା ପ୍ରତିଶ୍ରୁତି ଦେବା, ମିଥ୍ୟା ଗ୍ୟାରେଣ୍ଟି ଦେବା କଂଗ୍ରେସର ପୁରୁଣା କୌଶଳ। ଚାଷୀଙ୍କୁ ଋଣ…

୧୬ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୫।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣକମିଛି। ଏହା ୧…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୫ା୧୧: କ୍ରମାଗତ ୨ଦିନ ପରେ ପୁଣି ଥରେ ଷ୍ଟକ୍‌ ବଜାରର କାରବାର ବୃଦ୍ଧି ପାଇଛି। ଫଳରେ ଶେୟାର ବଜାରର ନିବେଶକମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ (ଶେୟାର ମାର୍କେଟ) ଅନୁଯାୟୀ ବମ୍ବେ ଷ୍ଟକ୍‌…

୧ ଲକ୍ଷ ନିଯୁକ୍ତି ଦେବ କଂଗ୍ରେସ

କାଙ୍ଗ୍ରା,୫ା୧୧(ପି.ଟି.): ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇ କ୍ଷମତାକୁ ଫେରିଲେ ରାଜ୍ୟରେ ଲକ୍ଷେ ନିଯୁକ୍ତି ପ୍ରଦାନ କରିବା ସହ ପୁରୁଣା ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବ ବୋଲି ଶୁକ୍ରବାର ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରତିଶ୍ରୁତି ଦେଇଛନ୍ତି।…

ଇସିଙ୍କ କ୍ଷମତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୫ା୧୧: ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୧୧ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ପିଟିଶନ ଉପରେ ଶୁକ୍ରବାର ସର୍ବୋଚ୍ଚ ଅଦାଲତ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ଲୋକ ପ୍ରହରୀ ନାମକ ଏନ୍‌ଜିଓ ପକ୍ଷରୁ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଏସ୍‌.ଏନ୍‌.…

ସ୍ୱାଧିନ ଭାରତର ପ୍ରଥମ ଭୋଟର ଶ୍ୟାମ ସରନ ନେଗିଙ୍କ ପରଲୋକ, ୨ ନଭେମ୍ବରରେ ଦେଇଥିଲେ ଶେଷ ଭୋଟ

କିନ୍ନୋର,୫ ।୧୧: ସ୍ୱାଧିନ ଭାରତର ପ୍ରଥମ ଭୋଟର ଶ୍ୟାମ ସରନ ନେଗିଙ୍କର ଶନିବାର ସକାଳେ ପରଲୋକ ହୋଇଛି । ହିମାଚଳ ପ୍ରଦେଶର କିନ୍ନୋର ନିବାସୀ ନେଗି ୧୦୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ହିମାଚଳ ପ୍ରଦେଶ…

ଦେଢ ମାସରେ ଚତୁର୍ଥଥର ହିମାଚଳ ଗସ୍ତରେ ମୋଦି

ନୂଆଦିଲ୍ଲୀ,୫ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅର୍ଥାତ୍ ୫ ନଭେମ୍ବରକୁ ହିମାଚଳ ପ୍ରଦେଶର ଦୁଇଟି ସ୍ଥାନରେ ନିର୍ବାଚନ ରାଲିକୁ ସମ୍ବୋଧନ କରିବେ । ସେଡ୍ୟୁଲ ଅନୁଯାୟୀ, ମୋଦି ଦିନ ୧ଟା ବେଳେ ମଣ୍ଡି ଜିଲାର ସୁନ୍ଦର ନଗରରେ ରାଲିକୁ ସମ୍ବୋଧନ…

ସୁକେଶଙ୍କ ଲାଞ୍ଚ ଅଭିଯୋଗ ପରେ ତିହାର ଜେଲ ଡିଜିଙ୍କ ବଦଳି

ନୂଆଦିଲ୍ଲୀ,୫ା୧୧: ତିହାର ଜେଲରେ ଥିବା କନ୍‌ମ୍ୟାନ ସୁକେଶ ଚନ୍ଦ୍ରଶେଖରଙ୍କୁ ସୁରକ୍ଷା ଯୋଗାଇ ଦେବା ଲାଗି ଏଏପି ନେତା ସତ୍ୟେନ୍ଦ୍ର ଜୈନ ୨୦୧୯ରେ ୧୦ କୋଟି ଟଙ୍କା ଲାଞ୍ଚ ନେଇଥିବା ସେ ଅଭିଯୋଗ ଆଣିବା ପରେ ଜେଲ ଡିଜି ସନ୍ଦୀପ ଗୋଏଲଙ୍କୁ ବଦଳି…

ପରିବାରର ୪ ଜଣଙ୍କୁ ହତ୍ୟା ପରେ ଯୁବକଙ୍କ ଆତ୍ମହତ୍ୟା

ଯୋଧପୁର,୫ା୧୧: ରାଜସ୍ଥାନର ଯୋଧପୁରରେ ଜଣେ ୩୮ ବର୍ଷୀୟ ଯୁବକ ଶୁକ୍ରବାର ତାଙ୍କ ପରିବାରର ୪ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଲାଲ୍‌ ନାମକ ଯୁବକ କ୍ଷେତରେ କାମ କରୁଥିବା ତାଙ୍କ ବାପା ସୋନାରାମ (୬୫)ଙ୍କୁ କୁରାଢ଼ିରେ ହାଣି…

୧୦ରେ ପିଆଇଏଲ୍‌ ଶୁଣାଣି

ନୂଆଦିଲ୍ଲୀ,୫ା୧୧: ଦିଲ୍ଲୀ ଓ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ରୋକିବା ଲାଗି ନଡ଼ା ପୋଡ଼ି ଉପରେ ସାନି ଗାଇଡ୍‌ଲାଇନ ଜାରି ନିମନ୍ତେ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ଆସନ୍ତା ୧୦ ତାରିଖରେ ଏହାର…

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରେ ଇଡି ଚଢ଼ାଉ

ରାଞ୍ଚି/କୋଲକାତା,୫ା୧୧(ପି.ଟି.): ମନିଲଣ୍ଡରିଂ ମାମଲାର ତଦନ୍ତ ଚଳାଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ଅନେକ ସ୍ଥାନରେ ଏକସଙ୍ଗେ ଚଢ଼ାଉ କରିଛି। ଏହି ଦୁଇ ରାଜ୍ୟରେ ଜାଲ୍‌ କାଗଜପତ୍ରରେ ପ୍ରତିରକ୍ଷା ଜମି ବିକ୍ରି ଅଭିଯୋଗ ହୋଇଥିଲା। ଇଡି ଅଧିକାରୀମାନେ ରାଞ୍ଚତ୍…

ବସ୍‌-ଏସ୍‌ୟୁଭି ଧକ୍କାରେ ୧୧ ମୃତ

ଭୋପାଳ,୫ା୧୧: ମଧ୍ୟପ୍ରଦେଶର ବେଟୁଲ୍‌ ଜିଲାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଶିଶୁଙ୍କ ସମେତ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ଶ୍ରମିକ। ସେମାନେ ଏସ୍‌ୟୁଭିରେ ମହାରାଷ୍ଟ୍ରର ଅମରାବତୀରୁ ଫେରୁଥିବାବେଳେ ଭୋର ସମୟରେ ବେଟୁଲ ଜିଲାର ଝାଲର ନିକଟରେ ଦୁର୍ଘଟଣାର ସମ୍ମୁଖୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri