ଜାତୀୟ

କଶ୍ମୀରୀ ପଣ୍ଡିତଙ୍କ ପ୍ରତି ଅନ୍ୟାୟ ହୋଇଛି: ରାହୁଲ

ଜମ୍ମୁ,୨୩।୧: କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ସମୟରେ କଶ୍ମୀରୀ ପଣ୍ଡିତମାନଙ୍କ ପ୍ରତି ଅନ୍ୟାୟ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର କହିଛନ୍ତି। ସେମାନଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଏଥିପାଇଁ କ୍ଷମା ମାଗନ୍ତୁ ବୋଲି…

ସ୍ପାଇସ୍‌ଜେଟ୍‌ ବିମାନରେ କ୍ୟାବିନ କ୍ର୍ୟୁଙ୍କ ସହ ଅସଦାଚରଣ: କାର୍ଯ୍ୟାନୁଷ୍ଠାନ ନେଲା ଏୟାରଲାଇନ୍ସ

ନୂଆଦିଲ୍ଲୀ,୨୩।୧: ସ୍ପାଇସଜେଟ ବିମାନରେ ଜଣେ ଯାତ୍ରୀ କ୍ୟାବିନ କ୍ର୍ୟୁଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହାପରେ ଅଭିଯୁକ୍ତ ଯାତ୍ରୀ ଏବଂ ତାଙ୍କ ସହ-ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦିଆଯିବା ସହ ସୁରକ୍ଷା ଦଳକୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣା ସୋମବାର କହିଛି…

କାଞ୍ଝାଓ୍ବାଲା ମାମଲା: ବଢ଼ିଲା ଅଭିଯୁକ୍ତଙ୍କ ୧୪ଦିନିଆ ନ୍ୟାୟିକ ହେପାଜତ ମିଆଦ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର କାଞ୍ଝାଓ୍ବାଲା ମାମଲାରେ ୫ଜଣ ଅଭିଯୁକ୍ତଙ୍କ ନ୍ୟାୟିକ ହେପାଜତ ବଢ଼ିଛି। ସୋମବାର ଦିଲ୍ଲୀର ରୋହିଣୀ କୋର୍ଟ ସମସ୍ତ ଅଭିଯୁକ୍ତଙ୍କ ୧୪ଦିନିଆ ନ୍ୟାୟିକ ହେପାଜତ ମିଆଦକୁ ବୃଦ୍ଧି କରିଛନ୍ତି। ସୁରକ୍ଷା କାରଣରୁ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇ ନ ଥିଲା। ତେଣୁ…

ବମ୍ବେ ହାଇକୋର୍ଟରେ ଜାମିନ ଆବେଦନ କଲେ ଶିଜାନ: ୩୦ରେ ଶୁଣାଣି

ମୁମ୍ବାଇ,୨୩।୧: ଟେଲିି ଅଭିନେତ୍ରୀ ତୁନିଶା ଶର୍ମା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶିଜାନ ଖାନ ଜାମିନ ପାଇଁ ସୋମବାର ବମ୍ବେ ହାଇକୋର୍ଟରେ ଆବେଦନ କରିଛନ୍ତି। ଯାହା ଜାନୁୟାରୀ ୩୦ରେ ଶୁଣାଣି ହେବ। ଏହାପୂର୍ବରୁ ଅଭିଯୁକ୍ତ ଶିଜାନ ଖାନ ମଧ୍ୟ ଏଫ୍‌ଆଇଆର ରଦ୍ଦ…

ଇସ୍ତଫା ଦେବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଲେ ମହାରାଷ୍ଟ୍ର ରାଜ୍ୟପାଳ

ମୁମ୍ବାଇ,୨୩।୧: ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂ କୋଶିଆରୀ ରାଜ୍ୟପାଳ ପଦରୁ ଇସ୍ତଫା ଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହାକୁ ନେଇ ରାଜ୍ୟପାଳ ଭଗତ ସିଂ କହିଛନ୍ତି, ସମସ୍ତ ରାଜନୈତିକ ଦାୟିତ୍ୱରୁ ମୁକ୍ତି ପାଇବାକୁ ଚାହୁଁଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜଣାଇଛି।…

ଆଣ୍ଡାମାନରେ ଦ୍ୱିପର ନାମକରଣ କେବଳ ରାଜନୀତି ଫାଇଦା ପାଇଁ: ମୋଦିଙ୍କୁ ଟାର୍ଗେଟ କଲେ ମମତା

କୋଲକାତା,୨୩ ।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ୍ୱମତା ବାନାର୍ଜୀ ସୋମବାର ଅଭିଯୋଗ କରିଛନ୍ତି କି ଆଣ୍ଡାମାନ ଓ ନିକୋବରରେ ଦ୍ୱିପର ନାମ ବଦଳାଇବା କେବଳ ରାଜନୈତିକ ଫାଇଦା ପାଇଁ । ମମତା ଆହୁରି ମଧ୍ୟ କେନ୍ଦ୍ର ସରକାରଙ୍କ ଉପରେ ମହାନ ସ୍ୱତନ୍ତ୍ରତା ସଂଗ୍ରାମୀଙ୍କ ଦ୍ୱାରା…

ଜମ୍ମୁ-କଶ୍ମୀରରେ ସର୍ବାଧିକ ବେକାରୀ: ରାହୁଲ

ସତ୍ୟୱାରୀ(ଜମ୍ମୁ),୨୩।୧: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରା କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସୋମବାର ଜମ୍ମୁର ସତ୍ୟୱାରୀରେ ପହଞ୍ଚିଛି। ଏହି ଅବସର ଅନୁଷ୍ଠିତ ଏକ ସାଧାରଣ ସଭାରେ ରାହୁଲ ଉଦ୍‌ବୋଧନ ଦେଇ ଦେଶର ବେକାରୀ ସମସ୍ୟା ଉଠାଇ କେନ୍ଦ୍ର…

ଧିରେନ୍ଦ୍ର ଶାସ୍ତ୍ରୀଙ୍କୁ ଚ୍ୟାଲେଞ୍ଜ ଦେଇଥିବା ଶ୍ୟାମ ମାନବଙ୍କୁ ଜୀବନରୁ ମାରି ଦେବାକୁ ଧମକ, ସୁରକ୍ଷା ବଢାଇଲା ନାଗପୁର ପୋଲିସ

ନାଗପୁର,୨୩ ।୧: ବାଗେଶ୍ୱର ଧାମର ଧିରେନ୍ଦ୍ର ଶାସ୍ତ୍ରୀଙ୍କୁ ଚ୍ୟାଲେଞ୍ଜ ଦେଇଥିବା ଶ୍ୟାମ ମାନବଙ୍କୁ ଧମକପୂର୍ଣ୍ଣ ଫୋନ ଆସିଛି । ଏହାପରେ ନାଗପୁର ପୋଲିସ ସେ ଯେଉଁଠାରେ ରହୁଛନ୍ତି ସେଠାକାର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦେଇଛି । ଅଂଧଶ୍ରଦ୍ଧା ନିର୍ମୁଲମ ସମିତିର ଉପାଧ୍ୟକ୍ଷଶ୍ୟାମ…

ରାଜନୀତିରେ ମଧୁରତା ଥିଲା, ହେଲେ ଏବେ ନାହିଁ: ମମତା

କୋଲକାତା,୨୩।୧: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ଜନ୍ମ ବାର୍ଷିକୀ। ଯାହାକୁ ଦେଶ ପରାକ୍ରମ ଦିବସ ଭାବେ ପାଳନ କରୁଛି। ଏହି ଅବସରରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନେତାଜୀଙ୍କୁ ମନେ ପକାଇ କହିଛନ୍ତି ଯେ, ନେତାଜୀଙ୍କ ପରିବାର…

ଯୋଗୀଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୩ା୧: ସୁପ୍ରିମକୋର୍ଟରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଯୋଗୀଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଦାଖଲ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ସୁପ୍ରିମକୋର୍ଟ ଆଜି ଅର୍ଥାତ୍‌ ସୋମବାର ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ମାମଲା ରୁଜୁ…

ଶିବଶକ୍ତି-ଭୀମଶକ୍ତି ମିଳିତ: ଆମ୍ବେଡ଼କରଙ୍କ ନାତିଙ୍କ ଦଳ ସହ ମେଣ୍ଟ କଲେ ଉଦ୍ଧବ…

ମୁମ୍ବାଇ,୨୩।୧ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସୋମବାର ଭୀମରାଓ ଆମ୍ବେଡ଼ରକଙ୍କ ନାତି ପ୍ରକାଶ ଆମ୍ବେଡକରଙ୍କ ବଞ୍ଚିତ ବହୁଜନ ଅଘାଡି (ଭିବିଏ) ସହିତ ଏକ ମେଣ୍ଟ ଘୋଷଣା କରିଛନ୍ତି। ଆସନ୍ତା ବିଏମସି ନିର୍ବାଚନକୁ ଦୃଷ୍ଟିରେ ରଖି ଶିବଶକ୍ତି-ଭୀମଶକ୍ତି ମିଳିତ ହୋଇ…

ସାଧାରଣତନ୍ତ୍ର ଦିବସ ପରେଡ୍‌ : ପ୍ରଦର୍ଶନ ହେବ ୨୩ ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ,୨୩।୧: ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ କର୍ତ୍ତବ୍ୟପଥରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ଏ ସଂକ୍ରାନ୍ତରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତି ଜାରି କରାଯାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri