ଜାତୀୟ

ଭୁବନେଶ୍ୱରରେ ହେବ ସିଡବ୍ଲ୍ୟୁଜିର ଦ୍ୱିତୀୟ ବୈଠକ

ନୂଆଦିଲ୍ଲୀ,୧୬ା୨: ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ପ୍ରଥମ କଲ୍ଚର ଓ୍ବାର୍କିଂ ଗ୍ରୁପ୍‌ (ସିଡବ୍ଳ୍ୟୁଜି) ବୈଠକ ମଧ୍ୟପ୍ରଦେଶର ମନ୍ଦିର ସହର ଖଜୁରାହୋରେ ଫେବୃୟାରୀ ୨୨ରୁ ଆରମ୍ଭ ହେବ। ଏହା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ‘କଲ୍ଚର ଫର୍‌ ଲାଇଫ୍‌’ (ଜୀବନ ପାଇଁ ସଂସ୍କୃତି)…

ନିର୍ବାଚନ ପୂର୍ବରୁ କଂଗ୍ରେସରେ ପୁଣି ଗୋଷ୍ଠୀକନ୍ଦଳ: ପାଇଲଟ୍‌ କହିଲେ, ରାଜସ୍ଥାନ ଉପରେ ନିଷ୍ପତ୍ତି ନିଆଯାଉ ନଚେତ୍‌…

ଜୟପୁର,୧୫।୨: ଚଳିତ ବର୍ଷ ଶେଷରେ ରାଜସ୍ଥାନରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ପୁଣି ଗୋଷ୍ଠୀକନ୍ଦଳ ଦେଖାଦେଇଛି। ଏହି ସମୟରେ କଂଗ୍ରେସ ନେତା ସଚିନ ପାଇଲଟ ବିଧାନସଭା ପାର୍ଟି ବୈଠକରେ ଯୋଗ ଦେଇ ନ ଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ…

ଋତୁସ୍ରାବ ସମୟରେ ମହିଳାଙ୍କୁ ମିଳିବ ଛୁଟି ! ଦାବିକୁ ନେଇ ଫେବୃୟାରୀ ୨୪ରେ ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୧୫।୨: ଦେଶର ସମସ୍ତ କାର୍ଯ୍ୟରତ ମହିଳା ଏବଂ ଛାତ୍ରୀଙ୍କୁ ‘ମାସିକ ଋତୁସ୍ରାବ’ ସମୟରେ ଛୁଟି ମିଳିବା ଉଚିତ ବୋଲି ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି। ବୁଧବାର ସୁପ୍ରିମକୋର୍ଟରେ ଏହି ପିଟିସନର ଶୀଘ୍ର ଶୁଣାଣି ପାଇଁ ଦାବି କରାଯାଇଥିଲା। ଏହା…

ଗୋବରରୁ ପ୍ରସ୍ତୁତ ୩୫ ଫୁଟ୍‌ର ହନୁମାନଙ୍କ ମୂର୍ତ୍ତି: ହଜାର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ କ୍ଷତି

ଜୟପୁର,୧୫।୨: ରାଜସ୍ଥାନର ଜୟପୁରରେ ଗାଈ ଗୋବର ଓ ମାଟିରେ ନିର୍ମିତ ହୋଇଛି ହନୁମାନ ଜୀଙ୍କର ମୂର୍ତ୍ତି ସ୍ଥାପନ କରାଯାଇଛି। ଏହାର ଉଚ୍ଚତା ୩୫ ଫୁଟ। ମହାଲକ୍ଷ୍ମୀ ନାରାୟଣ ଧାମ ମନ୍ଦିର କମ୍ପ୍ଲେକ୍ସରେ ଏହାକୁ ପ୍ରତିଷ୍ଠା ହୋଇଛି। ଗତ ଜାନୁଆରୀ ୨୪ରେ ହନୁମାନଜୀଙ୍କ…

ଭାଜପାରୁ ଇସ୍ତଫା ଦେବାବେଳେ କାନ୍ଦି ପକାଇଲେ ଶିବ ପ୍ରତାପ

ଶିମଲା,୧୫।୨:ହିମାଚଳ ପ୍ରଦେଶର ନୂତନ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବାର ୨ଦିନ ପୂର୍ବରୁ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶିବ ପ୍ରତାପ ଶୁକ୍ଲା ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ସେ ଗୋରଖପୁରରେ ରାଜ୍ୟ ସଭାପତି ଡା. ଧର୍ମେନ୍ଦ୍ର ସିଂଙ୍କୁ ତାଙ୍କ ଇସ୍ତଫା ପତ୍ର…

‘ପାର୍ଲାମେଣ୍ଟରେ ନାରାବାଜି କରି ନୁହେଁ, ଆଲୋଚନା ଦ୍ୱାରା ଜଣେ ହୁଅନ୍ତି ନେତା’

ନୂଆଦିଲ୍ଲୀ,୧୫।୨: ପାର୍ଲାମେଣ୍ଟରେ ହୋଇଥିବା ହଙ୍ଗାମାକୁ ନେଇ ଲୋକ ସଭା ବାଚସ୍ପତି ଓମ ବିର୍ଲା ଉଦ୍‌ବେଗ ପ୍ରକାଶ କରିଛନ୍ତି। ବୁଧବାର ଗୁଜରାଟ ବିଧାନସଭା ନିର୍ବାଚିତ ସଦସ୍ୟଙ୍କ ପାଇଁ ଦୁଇ ଦିନିଆ ଆଭିମୁଖ୍ୟ କାର୍ଯ୍ୟକ୍ରମ ଉଦ୍‌ଘାଟନ କରି ସେ କହିଛନ୍ତି, ଆଜିକାଲି ପାର୍ଲାମେଣ୍ଟରେ ହେଉଥିବା…

ଦେଶରେ ଆଜି ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୫।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା…

‘ଟିପୁଙ୍କ ସମର୍ଥକ ନୁହେଁ, ରାମ ଭଜନ ଗାଉଥିବା ଲୋକ ହିଁ ଏଠି ରହିବେ’

ବେଙ୍ଗାଲୁରୁ,୧୫।୨: କର୍ନାଟକରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଚାଲିଛି। କର୍ନାଟକ ରାଜନୀତିରେ ଅଷ୍ଟାଦଶ ଶତାବ୍ଦୀର ଶାସକ ଟିପୁ ସୁଲତାନ ଏକ ବଡ଼ ପ୍ରସଙ୍ଗ। ଏବେ ଭାଜପାର ରାଜ୍ୟ ସଭାପତି ନାଲିନ କୁମାର କେଟେଲ ଟିପୁ ସୁଲତାନଙ୍କୁ…

ମୋଦି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୨: ମୋଦି କ୍ୟାବିନେଟ ବୁଧବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। କ୍ୟାବିନେଟ ବୈଠକ ପରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ସରକାର ସମବାୟ ସମିତିକୁ ମଜଭୁତ କରିବେ। ବିଭିନ୍ନ ଉଦ୍ଦେଶ୍ୟରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ…

ଆଜମ ଖାନଙ୍କୁ ପୁଣି ବଡ଼ ଝଟ୍‌କା

ଲକ୍ଷ୍ନୌ,୧୫।୨: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ଆଜମ ଖାନଙ୍କ ପରେ ଏବେ ତାଙ୍କ ପୁଅ ଅବଦୁଲ୍ଲା ଆଜମଙ୍କ ବିଧାନସଭା ସଦସ୍ୟତା ପଦ ରଦ୍ଦ ହୋଇଛି। ୟୁପି ବିଧାନସଭା ସଚିବାଳୟ ଅବଦୁଲ୍ଲା ଆଜମଙ୍କ ଆସନ ଖାଲି ପଡିଥିବା ଘୋଷଣା କରିଛି। ସୋମବାର ମୋରାଦାବାଦର…

ଆତ୍ମସମର୍ପଣ କଲେ ୩୩ ନକ୍ସଲ

ରାୟପୁର,୧୫।୨: ଛତିଶଗଡର ନକ୍ସଲ ପ୍ରଭାବିତ ଅଞ୍ଚଳ ସୁକମାରେ ଆୟୋଜିତ ଏକ ସାଧାରଣ ସଭାରେ ୩୩ ନକ୍ସଲମାନେ ଏକତ୍ର ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ଅନେକ ନକ୍ସଲଙ୍କ ଉପରେ ପୁରସ୍କାର ଘୋଷଣା କରାଯାଇଥିଲା। ଏସପିଙ୍କ ଉପସ୍ଥିତିରେ ନକ୍ସଲମାନେ ଆତ୍ମସମର୍ପଣ କରିଥିଲେ। ସୁକମା ପୋଲିସ…

୨୦ ଦିନ ହେଲା ଜଳୁଛି କୋଇଲା ଖଣି

ଜୟପୁର,୧୫ା୨: ଦୀର୍ଘ ୨୦ ଦିନ ହେଲା ମାଟାସୁଖର ଲିଗ୍ନାଇଟ କୋଇଲା ଖଣିରୁ ବିଷାକ୍ତ ଧୂଆଁ ବାହାରୁଛି। ନାଗୋର ଜିଲାର ପ୍ରସିଦ୍ଧ କସନାଉ-ମାଟାସୁଖ ଲିଗ୍ନାଇଟ କୋଇଲା ପ୍ରକଳ୍ପ ୧୧ ମାସ ହେବ ବନ୍ଦ ହୋଇରହିଛି। ମାଟାସୁଖ ଖଣିରେ ଖୋଲା ଜଳୁଥିବା କୋଇଲା ଧୂଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?