ଜାତୀୟ

ରାହୁଲଙ୍କ ବିମାନ ଅବତରଣ କରିବାକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୧୪।୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଏବଂ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏବେ ପ୍ରୟାଗରାଜରୁ ଏକ ନୂଆ ମାମଲା ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀଙ୍କୁ ସୋମବାର ବିଳମ୍ବିତ ରାତିରେ କେରଳର ୱାୟାନାଡରୁ ପ୍ରୟାଗରାଜ ଗସ୍ତ ବାତିଲ କରିବାକୁ ପଡିଛି। ଏହି…

ସୁପ୍ରିମକୋର୍ଟଙ୍କ ଦ୍ୱାରା କମିଟି ଗଠନ ପାଇଁ କେନ୍ଦ୍ର ରାଜି

ନୂଆଦିଲ୍ଲୀ,୧୪।୨: ହିଣ୍ଡେନ୍‌ବର୍ଗ-ଆଦାନୀ ଗ୍ରୁପ୍‌ ବିବାଦ ପରେ ନିୟାମକ ବ୍ୟବସ୍ଥାକୁ ସୁଦୃଢ଼ କରିବା ନିମନ୍ତେ ସୁପ୍ରିମକୋର୍ଟଙ୍କ ଦ୍ୱାରା କମିଟି ଗଠନ ପ୍ରସ୍ତାବରେ କେନ୍ଦ୍ର ସରକାର ସୋମବାର ରାଜି ହୋଇଛନ୍ତି। ତେବେ କମିଟି ଯୋଗୁ ପୁଞ୍ଜିନିବେଶ ଓ ଅର୍ଥ ପ୍ରବାହ ଯେପରି ପ୍ରଭାବିତ ନ…

ୟୁଟ୍ୟୁବରଙ୍କ ମୃତ୍ୟୁ: ସ୍ବାମୀ ଗିରଫ

କାଠମାଣ୍ଡୁ, ୧୪।୨: ଆସାମ ୟୁଟ୍ୟୁବର ପ୍ରିୟୋଲିନା ନାଥ୍‌ଙ୍କ ମୃତ୍ୟୁ ନେଇ ପୋଲିସ ତାଙ୍କ ସ୍ବାମୀଙ୍କୁ ଗିରଫ କରିଛି। ରବିବାର ରାତିରେ ୧୯ ବର୍ଷୀୟା ପ୍ରିୟୋଲିନାଙ୍କ ଝୁଲନ୍ତା ମୃତଦେହ ବାମୁନି ମେଦାମସ୍ଥିତି ତାଙ୍କ ଘରୁ ମିଳିଥିଲା। ପଡ଼ୋଶୀଙ୍କ ସୂଚନାକ୍ରମେ ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ରାକ୍ଷୀଙ୍କ ସ୍ବାମୀଙ୍କ ନାଁରେ ବଳାତ୍କାର ଅଭିଯୋଗ

ମହୀଶୂର, ୧୪।୨: ବଲିଉଡ୍‌ ଆଇଟମ୍‌ ଗର୍ଲ ରାଷୀ ସାଓ୍ବନ୍ତଙ୍କ ସ୍ବାମୀ ଆଦିଲଙ୍କ ନାଁରେ ଜଣେ ଇରାନୀୟ ଛାତ୍ରୀ ମହୀଶୂର ଥାନାରେ ବଳାତ୍କାର ଅଭିଯୋଗ ଆଣିବା ପରେ ତାଙ୍କ ବରୋଧରେ ଅଭିଯୋଗ ହୋଇଛି। ଅଭିଯୋଗକାରିଣୀ ଛାତ୍ରୀଜଣକ ୫ ବର୍ଷ ପୂର୍ବେ ପାଠପଢ଼ିବା ପାଇଁ…

‘ମୋ ସହ ୨ଥର ବିଶ୍ୱାସଘାତକତା ହୋଇଛି’

ପୁଣେ,୧୪।୨: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଏକ ବଡ଼ ଖୁଲାସା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଫଡନଭୀସ କହିଛନ୍ତି, ମୋ ସହ ଦୁଇଥର ବିଶ୍ୱାସଘାତକତା କରାଯାଇଛି। ଉଦ୍ଧବ ଠାକରେ ପ୍ରଥମେ କରିଥିଲେ। ଆମେ ତାଙ୍କ ସହ ନିର୍ବାଚନ ଲଢିଥିଲୁ। ନିର୍ବାଚନ ପ୍ରଚାରରେ ପ୍ରଧାନମନ୍ତ୍ରୀ…

ଫୁଟ୍‌ପାଥ୍‌ରେ ୧୯ ହଜାର ପିଲା

ନୂଆଦିଲ୍ଲୀ,୧୪।୨: ଭାରତର ୧୯ ହଜାରରୁ ଊର୍ଦ୍ଧ୍ୱ ପିଲା ଫୁଟ୍‌ପାଥରେ ସେମାନଙ୍କ ମାଆବାପାଙ୍କ ସହ କିମ୍ବା ଏକାକୀ ରହୁଛନ୍ତି। ୮୮୨ ଶିଶୁ ଏକା ଏକା ରାସ୍ତା କଡ଼ରେ ଜୀବନ ପାଇଁ ସଂଗ୍ରାମ କରୁଛନ୍ତି। ଏକାକୀ ରହୁଥିବା ଶିଶୁଙ୍କ ମଧ୍ୟରୁ ଅଧିକାଂଶ ଉତ୍ତରପ୍ରଦେଶର ବୋଲି…

ବେକାର ଗଲା ପ୍ରଥମ ପର୍ଯ୍ୟାୟ

ନୂଆଦିଲ୍ଲୀ,୧୪।୨: ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭରୁ ବିରୋଧୀ ଦଳଗୁଡ଼ିକ ଆଦାନୀ ପ୍ରସଙ୍ଗ ଉଠାଇ ଉଭୟ ଗୃହକୁ କ୍ରମାଗତ ଭାବେ ଅଚଳ କରି ରଖିଥିଲେ। ଫଳରେ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଏକପ୍ରକାର ବେକାର ଯାଇଛି। ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିପୋର୍ଟରେ…

ମୋ ପରିବାରର ୨ ସଦସ୍ୟଙ୍କୁ ଦଳରେ ସାମିଲ କରିବାକୁ ଚାହୁଁଥିଲା ଭାଜପା: ମମତା

ମୋ ପରିବାରର ୨ ସଦସ୍ୟଙ୍କୁ ଦଳରେ ସାମିଲ କରିବାକୁ ଚାହୁଁଥିଲା ଭାଜପା: ମମତା କୋଲକାତା,୧୪।୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି, ୨୦୨୧ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ତାଙ୍କ ଭାଇ ଓ ବୋହୂଙ୍କୁ…

କୋର୍ଟ କ୍ୟାମ୍ପସ୍‌ ନିକଟରେ ଯୁବକଙ୍କୁ ହତ୍ୟା

କୋଏମ୍ବାଟୁର,୧୩।୨: ତାମିଲନାଡୁର କୋଏମ୍ବାଟୁର କୋର୍ଟ କ୍ୟାମ୍ପସ୍‌ ନିକଟରେ ଜଣେ ୨୪ ବର୍ଷୀୟ ଯୁବକଙ୍କୁ ସୋମବାର ଅପରାହ୍ନରେ ହତ୍ୟା କରାଯାଇଛି। ଏକ ଅଜଣା ଗ୍ୟାଙ୍ଗ ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ଏହାକୁ ନେଇ କୋଏମ୍ବାଟୁର ସହର ମଧ୍ୟଭାଗରେ ଥିବା ଗୋପାଳପୁରମ୍‌…

ଶୁଭେନ୍ଦୁ ଅଧିକାରୀ ବିଧାନସଭାରୁ ନିଲମ୍ବନ ପରେ ପ୍ରତ୍ୟାହୃତ ହେଲା ନିର୍ଦ୍ଦେଶ

କୋଲକାତା,୧୩।୨: ଆକ୍ଷେପମୂଳକ ମନ୍ତବ୍ୟ ପାଇଁ ନନ୍ଦିଗ୍ରାମର ଭାଜପା ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କୁ ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ସୋମବାର ନିଲମ୍ବନ କରିଥିଲେ। ତେବେ କିଛି ସମୟ ପରେ ସେ ଏହି ନିର୍ଦ୍ଦେଶକୁ ପ୍ରତ୍ୟାହାର କରିନେଇଛନ୍ତି। ଟିଏମ୍‌ସି ସଦସ୍ୟ ତାପସ ରାୟ ଶୁଭେନ୍ଦୁଙ୍କ ବିରୋଧରେ…

ଆଜମ ଖାନ୍‌-ପୁଅ ଅବଦ୍ଦୁଲାଙ୍କୁ ଝଟ୍‌କା

ଲକ୍ଷ୍ନୌ,୧୩।୨: ସମାଜବାଦୀ ପାର୍ଟି (ଏସ୍‌ପି) ନେତା ଆଜମ ଖାନ୍‌ ଏବଂ ତାଙ୍କ ପୁଅ ଅବଦ୍ଦୁଲ୍ଲା ଖାନ୍‌ଙ୍କୁ କୋର୍ଟରୁ ଏକ ବଡ଼ ଝଟ୍‌କା ମିଳିଛି। ୨୦୦୮ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥିସହ କୋର୍ଟ ଏହି ମାମଲାରେ ଦଣ୍ଡ ଘୋଷଣା…

ସରିଲା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ: ମାର୍ଚ୍ଚ ୧୩ରୁ ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ,୧୩।୨: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ସୋମବାର ଶେଷ ହେବା ସହ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାସେ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି। ମାର୍ଚ୍ଚ ୧୩ରୁ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?