ଜାତୀୟ

ତ୍ରିପୁରାରେ ଦୁଇଟି ନିର୍ବାଚନ ରାଲିକୁ ସମ୍ବୋଧିତ କରିବେ ମୋଦି, ୧୬ ଫେବୃୟାରୀରେ ଭୋଟିଂ

ନୂଆଦିଲ୍ଲୀ,୧୧ ।୨: ପାଖେଇ ଆସିଲାଣି ତ୍ରିପୁରା ବିଧାନସଭା ନିର୍ବାଚନ । ଏହାର ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତ୍ରିପୁରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ପ୍ରଧାନମନ୍ତ୍ରୀ ୨ଟି ନିର୍ବାଚନ ରାଲିକୁ ସମ୍ବୋଧିତ କରିବେ । ଏହି…

ବିବିସି ବ୍ୟାନ୍‌କୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୧୧ା୨: ୨୦୦୨ ଗୁଜରାଟ ଦଙ୍ଗା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରି ବ୍ରିଟିଶ୍‌ ବ୍ରୋଡ୍‌କାଷ୍ଟିଂ କର୍ପୋରେଶନ୍‌ (ବିବିସି) ପକ୍ଷରୁ ପ୍ରସାରିତ ଡକ୍ୟୁମେଣ୍ଟାରି ବିବାଦ ତୁଟିନାହିଁ। ବ୍ରିଟେନର ଏହି ଜାତୀୟ ଟିଭି ଚ୍ୟାନେଲର ପ୍ରସାରଣ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି…

ସୁପ୍ରିମକୋର୍ଟରେ ଆଉ ୨ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ର ସରକାର ଶୁକ୍ରବାର ଦୁଇ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପ୍ରଦାନ କରିଛନ୍ତି। ଫଳରେ ୯ ମାସ ପରେ ସର୍ବୋଚ୍ଚ ଅଦାଲତ ଏହାର ପୂର୍ଣ୍ଣ ସାମର୍ଥ୍ୟ ୩୪ ବିଚାରପତି ପ୍ରାପ୍ତ ହୋଇଛି। ନୂଆ ବିଚାରପତି ନିଯୁକ୍ତି…

କଶ୍ମୀରରେ ୫.୯ ନିୟୁତ ଟନ୍‌ ଲିଥିୟମ

ନୂଆଦିଲ୍ଲୀ,୧୧।୨: ଦେଶର ପ୍ରଥମ ଲିଥିୟମ ଖଣି ଜମ୍ମୁ-କଶ୍ମୀରରେ ଠାବ ହୋଇଛି। ଏଥିରେ ଗଚ୍ଛିତ ଲିଥିୟମର ପରିମାଣ ୫.୯ ନିୟୁତ ଟନ୍‌। ପ୍ରଥମ ଥର ପାଇଁ ଭାରତରେ ଏହି ଗୁରୁତ୍ୱପୂର୍ଣ୍ଣ ଧାତୁ ଜମ୍ମୁ-କଶ୍ମୀରର ରିଆସି ଜିଲାରୁ ମିଳିଥିବାରୁ ଏହା ଏକ ବଡ଼ ସଫଳତା…

‘ଆପଣ କେତେଥର ପ୍ରେମ କରିଛନ୍ତି’

ନୂଆଦିଲ୍ଲୀ,୧୧।୨ : ‘ଆପଣ କେତେଥର ପ୍ରେମ କରିଛନ୍ତି’ ବୋଲି ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କରଙ୍କୁ ଶୁକ୍ରବାର କଂଗ୍ରେସ ଏମ୍‌ପି ପ୍ରମୋଦ ତିଓ୍ବାରୀ ପ୍ରଶ୍ନ କରିବାରୁ ହାସ୍ୟରୋଳ ସୃଷ୍ଟି ହୋଇଥିଲା। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା…

ବଡ଼ମାଛ ଧରୁନାହିଁ କେନ୍ଦ୍ର

ନୂଆଦିଲ୍ଲୀ,୧୧ା୨: ନିଶା ସାମଗ୍ରୀ କାରବାର ରୋକିବା ପାଇଁ ୧୯୮୫ ମସିହାରୁ ଭାରତରେ ନାର୍କୋଟିକ୍‌ ଡ୍ରଗ୍ସ ଆଣ୍ଡ ସାଇକୋଟ୍ରୋପିକ୍‌ ସବ୍‌ଷ୍ଟାନ୍ସେସ୍‌ (ଏନ୍‌ଡିପିଏସ୍‌) ଆଇନ ପ୍ରଚଳିତ। ଅନ୍ତର୍ଜାତୀୟ ଡ୍ରଗ୍‌ ସିଣ୍ଡିକେଟ୍‌ ସଦସ୍ୟମାନେ ଏହି ଆଇନକୁ ଫାଙ୍କି ଗଳିଯାଉଛନ୍ତି। ଏଭଳି ଗଞ୍ଜେଇ ଓ ଅଫିମ ଚାଲାଣକାରୀମାନଙ୍କୁ…

ତୁର୍କୀରେ ମୃତ୍ୟୁକୁ ଜିତୁଛି ଜୀବନ, ‘ଅପରେଶନ ଦୋସ୍ତ’କୁ ନେଇ ମୋଦି କହିଲେ ପ୍ରତି ମୁହୂର୍ତ୍ତରେ ଆମେ ତୁମ ସହ ଅଛୁ

ଅଙ୍କାରା/ନୂଆଦିଲ୍ଲୀ,୧୧ ।୨: ତୁର୍କୀ ଓ ସିରିଆରେ ଆସିଥିବା ଭୟଙ୍କର ଭୂକମ୍ପକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ । ତୁର୍କୀରେ ଏବେ ଶେଷ ହୋଇଆସୁଥିବା ନିଶ୍ୱାସ ପାଇଁ ପ୍ରତିଟି ମୁହୂର୍ତ୍ତ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି । ଏଠାରେ ପ୍ରତି ମୁହୂର୍ତ୍ତରେ ଚାଲିଛି ଜୀବନ…

କେନ୍ଦ୍ର, ସେବିର ମତ ଲୋଡ଼ିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୨: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଜାନୁୟାରୀ ୨୪ରେ ଆଦାନୀ ଗ୍ରୁପ୍‌ର ଷ୍ଟକ୍ସ ଜାଲିଆତି ରିପୋର୍ଟ ପ୍ରଘଟ କରିବା ପରେ କମ୍ପାନୀର ଶେୟାର ମୂଲ୍ୟରେ ‘ଆର୍ଟିଫିସିଆଲ କ୍ରାଶ୍‌’ (ମନୁଷ୍ୟକୃତ ପତନ) ହୋଇଥିବା ଦର୍ଶାଇ ସୁପ୍ରିମକୋର୍ଟରେ ଦୁଇଟି ଜନସ୍ବାର୍ଥ ମାମଲା (ପିଆଇଏଲ୍‌)…

ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପୁଣି ପଥର ମାଡ

ହାଇଦ୍ରାବାଦ ,୧୧।୨: ସିକନ୍ଦରାବାଦ୍‌ରୁ ବିଶାଖାପାଟନମକୁ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପୁଣି ପଥର ମାଡ। ଶୁକ୍ରବାର ତେଲେଙ୍ଗାନାର ମହବୁବାବାଦ ଜିଲାରେ ଏହି ଘଟଣା ସାମ୍ନାକୁ ଆସିଛି। ରେଳ ଅଧିକାରୀ କହିଛନ୍ତି ଯେ, ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ)କୁ ଏହି ଘଟଣାକୁ ନେଇ…

ମାର୍ଚ୍ଚ ୫ରେ ହେବ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୧୦।୨: ଏନ୍‌ଇଇଟି-ପିଜି ପରୀକ୍ଷା ଧାର୍ଯ୍ୟ କାର୍ଯ୍ୟସୂଚୀ ଅନୁଯାୟୀ ମାର୍ଚ୍ଚ ୫ ତାରିଖରେ ଅନୁଷ୍ଠିତ ହେବ। ଶୁକ୍ରବାର ଲୋକ ସଭାରେ କଂଗ୍ରେସ ସଦସ୍ୟ ଗୌରବ ଗୋଗୋଇଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ ମାଣ୍ଡବ୍ୟ କହିଛନ୍ତି। କେହି ଯେପରି ପରୀକ୍ଷାରୁ ବାଦ୍‌…

ପ୍ରଧାନମନ୍ତ୍ରୀଙ୍କୁ କଂଗ୍ରେସର ପାଲଟା ଆକ୍ରମଣ: ନିଜ ନାଁରେ ଅଜାଙ୍କ ସର୍‌ନେମ୍‌ କିଏ ଲଗାଏ…

ନୂଆଦିଲ୍ଲୀ,୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସଭାରେ ଗାନ୍ଧୀ ପରିବାର ନିଜ ନାମ ସହ ନେହେରୁ ସର୍‌ନେମ ନ ଲଗାଇବାକୁ ନେଇ କଟାକ୍ଷ କରିଥିଲେ। ଏହାକୁ ନେଇ ଶୁକ୍ରବାର ପ୍ରତିକ୍ରିୟା ରଖି ମୋଦିଙ୍କୁ ପାଲଟା ଆକ୍ରମଣ କରିଛି କଂଗ୍ରେସ। ଭାରତରେ କିଏ…

ମୁଁ କିଛି କରିନାହିଁ, ତଥାପି ‘ଫାଶି ଦଣ୍ଡ’ ମିଳିଲା: କଂଗ୍ରେସ ଏମ୍‌ପି ରଜନୀ

ନୂଆଦିଲ୍ଲୀ,୧୦।୧: ଅବଶିଷ୍ଟ ବଜେଟ ଅଧିବେଶନ ଲାଗି କଂଗ୍ରେସ ଏମ୍‌ପି ରଜନୀ ପାଟିଲଙ୍କୁ ନିଲମ୍ବିତ କରାଯାଇଛି। ସେ ରାଜ୍ୟ ସଭାରେ ଗୃହ କାର୍ଯ୍ୟର ରେକର୍ଡ କରିଥିବା ଅଭିଯୋଗ ହୋଇଛି। ଏହି ପ୍ରସଙ୍ଗରେ ବେଳକୁ ବେଳ ରାଜନୈତିକ ଉଷ୍ଣତା ବୃଦ୍ଧି ପାଉଛି। କଂଗ୍ରେସ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?