ଜାତୀୟ

ମେ’ ୧ରୁ ଲାଗୁ ହେବ ଗେମିଂ ପାଇଁ ନୂଆ ନିୟମ: ଆପଣଙ୍କର ପ୍ରିୟ ଖେଳ ଉପରେ ଲାଗିବ କି ବ୍ୟାନ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୪: ଭାରତରେ ଦ୍ରୁତ ଗତିରେ ବଢ଼ୁଥିବା ଅନଲାଇନ ଗେମିଂ କ୍ଷେତ୍ରକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସରକାରୀ ବିଜ୍ଞପ୍ତି ଅନୁଯାୟୀ, ମେ ୧ ତାରିଖରୁ ଅନଲାଇନ ଗେମିଂ ପ୍ରାଧିକରଣ (OGAI) ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ।…

ହାତରେ DSLR କ୍ୟାମେରା, ଆଖିରେ କଳା ଚଷମା ପିନ୍ଧି କୋଲକାତାରେ ଫଟୋଶୁଟ୍‌ କଲେ ମୋଦି

କୋଲକାତା,୨୪ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାରେ ପହଞ୍ଚି ହୁଗୁଳି ନଦୀକୂଳରେ କିଛି ସମୟ ବିତାଇଥିଲେ। ଏହି ସମୟରେ ଗଙ୍ଗାମାତାଙ୍କ ପ୍ରତି ତାଙ୍କର ଶ୍ରଦ୍ଧା ପ୍ରକାଶ କରିଥିଲେ। ଏଥିସହିତ ବଙ୍ଗଳାବାସୀଙ୍କ ପାଇଁ ତାଙ୍କର ବାର୍ତ୍ତା ଦେଇଥିଲେ। ସୋସିଆଲ…

କେବେ ଆସି ଦେଖନ୍ତୁ… ଭାରତକୁ ନର୍କକୁଣ୍ଡ କହିବାକୁ ନେଇ ଟ୍ରମ୍ପଙ୍କ ଉପରେ ତାତିଲା ଇରାନ

ମୁମ୍ବାଇ,୨୪।୪: ଭାରତକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବାଦୀୟ ବୟାନ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ଇରାନ। ଟ୍ରମ୍ପ ଭାରତ ଏବଂ ଚାଇନାକୁ ‘ନର୍କକୁଣ୍ଡ’ ବୋଲି ଉଲ୍ଲେଖ କରିଛନ୍ତି। ଏହାର ଜବାବରେ ମୁମ୍ବାଇରେ ଅବସ୍ଥିତ ଇରାନୀ ଦୂତାବାସ…

ଇସ୍ତଫା ଦେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ? ବିହାର ରାଜନୀତିରେ ହଲଚଲ!

ପାଟନା,୨୪।୪: ବିହାରର ନୂତନ ସରକାର ଆଜି ଏକ ଫ୍ଲୋର ଟେଷ୍ଟର ସମ୍ମୁଖୀନ ହେଉଛି। ଆଜି, ସମ୍ରାଟ ଚୌଧାରୀଙ୍କ ନେତୃତ୍ୱରେ ଭାଜପା ସରକାର ବିଧାନସଭାରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ପଡିବ। ଏଥିପାଇଁ ବିହାର ବିଧାନସଭାର ଏକ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି, ଏବଂ…

ଟ୍ରମ୍ପଙ୍କୁ ଶୁଣାଇଦେଲା ଭାରତ, କହିଲା ଅଭଦ୍ର…

ଓ଼୍ବାଶିଂଟନ,୨୪।୪: ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାରତକୁ “ନର୍କ” ବୋଲି ବର୍ଣ୍ଣନା କରିବା ମନ୍ତବ୍ୟ ଉପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତ ଟ୍ରମ୍ପଙ୍କ ବିବାଦୀୟ ସୋସିଆଲ ମିଡିଆ ପୋଷ୍ଟ ଏବଂ ବିବୃତ୍ତିକୁ “ଅଭଦ୍ର, ଅନୁପଯୁକ୍ତ ଏବଂ ଏକ ସଂକୀର୍ଣ୍ଣ ଏବଂ…

ବର୍ବରତା…ମାଆର ମୁଣ୍ଡ କାଟିଲେ; ବାପା-ଭଉଣୀଙ୍କୁ ଆକ୍ରମଣ କଲେ ଝିଅ, କଟା ମୁଣ୍ଡ ପାଖରେ ରାତିସାରା ଜଗି ବସିଲେ

ନୂଆଦିଲ୍ଲୀ,୨୪ା୪: ଆସାମର ପଶ୍ଚିମ କାର୍ବି ଆଙ୍ଗଲଙ୍ଗ ଜିଲାର ଡେରାମୁଖ ଲାଲୁଙ୍ଗ ଗାଁରୁ ଏକ ବିଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଠାରେ ଜଣେ ୧୯ ବର୍ଷୀୟା ଯୁବତୀ ନିଜ ମାଆଙ୍କ ମୁଣ୍ଡ କାଟି ହତ୍ୟା କରିଛନ୍ତି । ଅଭିଯୁକ୍ତ ମହିଳା ତାଙ୍କ…

ଏମିତି ଭୁଲ୍‌ କରି ମହିଳାଙ୍କୁ କ୍ଷମା ମାଗିଲେ ମନ୍ତ୍ରୀ: ମହିଳାଙ୍କ ସହ…

ମୁମ୍ବାଇ,୨୪ା୪:ମୁମ୍ବାଇର ଓ୍ବର୍ଲି ଅଞ୍ଚଳରେ ଶାସକ ଭାଜପା ନେତୃତ୍ୱରେ ମହାମେଣ୍ଟ ପକ୍ଷରୁ ବୁଧବାର ଆୟୋଜିତ ଏକ ରାଲି ଯୋଗୁ ଟ୍ରାଫିକ୍‌ ଜାମ୍‌ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ମୁମ୍ବାଇର ଜଣେ ମହିଳା ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରୀଶ ମହାଜନଙ୍କ ସମେତ ସ୍ଥାନୀୟ ପୋଲିସ…

୨୦୨୩ ହିଂସା ମାମଲା, ପଞ୍ଜାବ ଏମ୍‌ପି ଅମ୍ରିତପାଲ୍‌ ସିଂ ଗିରଫ

ଚଣ୍ଡିଗଡ଼,୨୪।୪: ୨୦୨୩ର ଅଜନାଲା ହିଂସା ମାମଲାରେ ପଞ୍ଜାବ ଏମ୍‌ପି ଅମ୍ରିତପାଲ୍‌ ସିଂଙ୍କୁ ଗୁରୁବାର ଗିରଫ କରାଯାଇଛି। ଅଜନାଲା ଥାନା ଆକ୍ରମଣ ସହ ଅମ୍ରିତପାଲ୍‌ ସମ୍ପୃକ୍ତ ଥିଲେ। ତାଙ୍କର ଏନ୍‌ଏସ୍‌ଏ ହାଜତ ମିଆଦ ଶେଷ ହେବା ପରେ ପୁନର୍ବାର ଗିରଫ କରାଯାଇ ଦିବ୍ରୁଗଡ଼ରୁ…

ଭାରତରେ ବଢୁଛିି ଅତି-ଧନୀଙ୍କ ସଂଖ୍ୟା: ଆସିଲା ଚକିତ କଲା ଭଳି ରିପୋର୍ଟ

ନୂଆଦିଲ୍ଲୀ, ୨୪ା୪ (ଆଇଏଏନ୍‌ଏସ୍‌):ଭାରତରେ ଅତି ଧନୀ ବ୍ୟକ୍ତି ବା ‘ଅଲଟ୍ରା-ରିଚ୍‌’ ଲୋକଙ୍କ ସଂଖ୍ୟାରେ ବଡ଼ଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି। ଗୁରୁବାର ପ୍ରକାଶିତ ‘ନାଇଟ୍‌ ଫ୍ରାଙ୍କ୍‌’ ରିପୋର୍ଟ ଅନୁଯାୟୀ, ଭାରତରେ ଅଲଟ୍ରା-ହାଇ୍‌-ନିଟ୍‌-ଓ୍ବର୍ଥ ଇଣ୍ଡିଭିଜୁଆଲ (ୟୁଏଚ୍‌ଏନ୍‌ଡବ୍ଲ୍ୟୁଆଇ) ବ୍ୟକ୍ତିଙ୍କ ସଂଖ୍ୟା (ଯେଉଁମାନଙ୍କ ସମ୍ପତ୍ତି ପ୍ରାୟ ୨୫୦…

ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ

କୋଲକାତା/ଚେନ୍ନାଇ,୨୩ା୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର ଆସିଥିବା ବେଳେ ମତଦାନ ହାର ୯୨.୨୫ ପ୍ରତିଶତ ରହିଛି। ସେହିପରି ତାମିଲନାଡୁର ସମସ୍ତ…

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ 2026: ସନ୍ଧ୍ୟା ୫ଟା ସୁଦ୍ଧା ୯୦% ମତଦାନ

କୋଲକାତା,୨୩।୪: 2026 ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୁଣି ଥରେ ଦେଶର ଦୃଷ୍ଟି ଆକର୍ଷଣ କରିଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର ଆସିଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ପ୍ରାୟ ୯୦ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ…

ମମତା ଦିଦିଙ୍କ ଖେଳ ଶେଷ ହୋଇଛି: ଯୋଗୀ

ଚକଦହା,୨୩।୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ପଶ୍ଚିମବଙ୍ଗର ଚକଦହାରେ ଆୟୋଜିତ ଏକ ସାଧାରଣ ସଭାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଯୋଗଦେଇ ରାଜ୍ୟର ରାଜନୈତିକ ଦିଗ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?