ଜାତୀୟ

ରୁମ୍‌ରୁ ଗର୍ଭ ପରୀକ୍ଷା କିଟ୍‌ ମିଳିବାରୁ ଝିଅକୁ ହତ୍ୟା

କୌଶମ୍ବି, ୧୦।୨:ଉତ୍ତର ପ୍ରଦେଶ କୌଶମ୍ବିର ଟେନଶାହ ଆଲାମବାଦ ଗ୍ରାମରେ ଝିଅକୁ ହତ୍ୟା ଅଭିଯୋଗରେ ଦମ୍ପତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ୨୧ ବର୍ଷୀୟା ଯୁବତୀଙ୍କ ରୁମ୍‌ରୁ ପ୍ରେଗ୍‌ନାନ୍ସି ଟେଷ୍ଟ୍‌ କିଟ୍‌ ମିଳିବା ପରେ ବାପା ନରେଶ ଓ ମା’ ଶୋଭା ଝିଅଙ୍କୁ…

ଦାରିଦ୍ର୍ୟ, ବେରୋଜଗାରୀ ରୋକିବା ସୁଯୋଗ ହରାଇଛି ବଜେଟ: ବିରୋଧୀ

ନୂଆଦିଲ୍ଲୀ,୧୦।୨(ପି.ଟି.):ଦେଶରୁ ଦାରିଦ୍ର୍ୟ ଓ ବେରୋଜଗାରୀ ହଟାଇବା ଦିଗରେ କେନ୍ଦ୍ର ବଜେଟ ସୁଯୋଗ ହରାଇଛି ବୋଲି ଗୁରୁବାର ବିରୋଧୀ ଅଭିଯୋଗ କରିଛନ୍ତି। ଲୋକ ସଭାରେ ବଜେଟ ଉପରେ ଆଲୋଚନା ବେଳେ ଏହା କୃଷକ, ଚାଷୀ ଏବଂ ଗ୍ରାମାଞ୍ଚଳ ବିରୋଧୀ ବୋଲି ତୃଣମୂଳ କଂଗ୍ରେସ…

ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୧୦।୨(ଆଇଏଏନ୍‌ଏସ୍‌):ଆଦାନୀ ଗ୍ରୁପ୍‌ର ଜାଲିଆତି ସମ୍ପର୍କରେ ଆମେରିକାର ଶର୍ଟ ସେଲ୍‌ କମ୍ପାନୀ ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟର ତଦନ୍ତ ଜଣେ ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏକ କମିଟି ଦ୍ୱାରା କରାଇବା ପାଇଁ ଦାଏର ପିଟିଶନ୍‌ର ଶୁଣାଣି ଶୁକ୍ରବାର ସର୍ବୋଚ୍ଚ ଅଦାଲତ କରିବେ। ହିଣ୍ଡେନବର୍ଗ…

ଓଡ଼ିଶା ପାଇଁ ସ୍ବତନ୍ତ୍ର ପାହ୍ୟା ଦାବି କଲା ବିଜେଡି

ନୂଆଦିଲ୍ଲୀ,୧୦ା୨:ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଓଡ଼ିଶାକୁ ସ୍ବତନ୍ତ ଫୋକସ ପାହ୍ୟା ପ୍ରଦାନ ଲାଗି ବିଜେଡି ଗୁରୁବାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛି। ଲୋକ ସଭାରେ କେନ୍ଦ୍ର ବଜେଟ ଉପରେ ଆଲୋଚନା ବେଳେ ବରିଷ୍ଠ ବିଜେଡି ସଦସ୍ୟ ଭର୍ତ୍ତୃହରି ମହତାବ କୌଣସି ପ୍ରାକୃତିକ…

ଇଚିଙ୍ଗ୍‌ ପାଉଡର ପକାଇବାରୁ ମନ୍ତ୍ରୀ ହଟହଟା

ଅଶୋକନଗର, ୧୦ା୨:ଭାରତୀୟ ଜନତା ପାର୍ଟିର ବିକାଶ ଯାତ୍ରାରେ ଯୋଗ ଦେବା ଅବସରରେ ମଧ୍ୟପ୍ରଦେଶ ଅଶୋକନଗର ଜିଲା ମୁଙ୍ଗୋଓଲି ବିଧାୟକ ତଥା ମନ୍ତ୍ରୀ ବ୍ରିଜେନ୍ଦ୍ର ସିଂ ଯାଦବଙ୍କୁ ହଟହଟା ହେବାକୁ ପଡ଼ିଛି। ମଙ୍ଗଳବାର ମନ୍ତ୍ରୀ ନିଜ ବିଧାନସଭା ନିର୍ବାଚନ ମଣ୍ଡଳୀ ମୁଙ୍ଗୋଓଲିର ଏକ…

ଇନ୍ଦିରା ଅନୁଚ୍ଛେଦ ୩୫୬ର ୫୦ ଥର ଦୁରୁପଯୋଗ କରିଥିଲେ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୯।୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ୫୦ ଥର ରାଜ୍ୟ ସରକାରଗୁଡ଼ିକୁ ଭାଙ୍ଗିଥିଲେ ବୋଲି ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସଭାରେ କହିଛନ୍ତି। ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରରେ ରାଜ୍ୟଗୁଡ଼ିକ କ୍ରମାଗତ ଭାବେ ଅସୁବିଧାର…

ବିବାହ ବନ୍ଧନରେ ବାନ୍ଧି ହେଲେ ସ୍ମୃତି ଇରାନୀଙ୍କ ଝିଅ

ନୂଆଦିଲ୍ଲୀ,୯।୨: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଝିଅ ଶନେଲ ଇରାନୀ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରାଜସ୍ଥାନର ନାଗୌରର ୫୦୦ ବର୍ଷ ପୂରୁଣା ତଥା ଖୀବସର ଫୋର୍ଟରେ ସେ ଅର୍ଜୁନ ଭଲ୍ଲାଙ୍କୁ ବିବାହ କରିଛନ୍ତି। ତେବେ ବିବାହ ପରେ ଏହାର…

ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ ହସ୍ପିଟାଲରେ ଭର୍ତ୍ତି

ରାଞ୍ଚି,୯।୨: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚା ମୁଖ୍ୟ ଶିବୁ ସୋରେନ ଗୁରୁବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶ୍ୱାସକ୍ରିୟାରେ ଅସୁବିଧା ହେବାରୁ ତାଙ୍କୁ ରାଞ୍ଚିର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଡାକ୍ତରୀ ଟିମ୍‌ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା…

ଟ୍ରକ୍‌-ଓଟୋ ମୁହାଁମୁହିଁ ଧକ୍କା: ଚାଲିଗଲା ୭ ଛାତ୍ରଙ୍କ ଜୀବନ

ରାୟପୁର,୯।୨: ଛତିଶଗଡର କାଙ୍କେର ଜିଲା କୋରେର ଚିଲହାଟୀ ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁବାର ଏକ ଟ୍ରକ୍‌ ସହ ଓଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁଯାୟୀ, ଅଟୋଟି ୮ ଜଣ ସ୍କୁଲ…

ଦିଲ୍ଲୀ ମେୟର ନିର୍ବାଚନ: ଉପରାଜ୍ୟପାଳଙ୍କ ନିକଟକୁ ପୁଣି ପ୍ରସ୍ତାବ ପଠାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପୁଣି ଦିଲ୍ଲୀ ମହାନଗର ନିଗମ ମେୟର ନିର୍ବାଚନ ନେଇ ଉପରାଜ୍ୟପାଳଙ୍କ ନିକଟକୁ ଏକ ପ୍ରସ୍ତାବ ପଠାଇଥିବା ସୂଚନା ମିଳିଛି। ଫେବୃୟାରୀ ୧୩ ଏବଂ ୧୪ ତାରିଖରେ ନିର୍ବାଚନ କରିବାକୁ ପ୍ରସ୍ତାବ ଦେଇଛନ୍ତି କେଜ୍‌ରିଓ୍ବାଲ। ତେବେ…

ଅରୁଣାଚଳ ପ୍ରଦେଶ ଉପନିର୍ବାଚନ: ନିର୍ଦ୍ବନ୍ଦରେ ବିଜୟୀ ହୋଇପାରନ୍ତି ଭାଜପା ପ୍ରାର୍ଥୀ ଶେରିଂଗ ହାମୁ

ଇଟାନଗର,୯ ।୨: ଅରୁଣାଚଳ ପ୍ରଦେଶରେ ହେବାକୁ ଯାଉଥିବା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ ନିର୍ଦ୍ବନ୍ଦରେ ବିଜୟୀ ହେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି । ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଶେରିଂଗ ହାମୁଙ୍କ ବ୍ୟତୀତ ଆଉ କେହି ପ୍ରାର୍ଥୀପତ୍ର ଦାଖଲ କରି…

ଗାନ୍ଧୀ ପରିବାରକୁ ମୋଦିଙ୍କ ଟାର୍ଗେଟ: ପଚାରିଲେ ‘ନେହେରୁ ସରନେମ୍‌ ରଖୁନାହାନ୍ତି କାହିଁକି, ଭୟ ନା ଲଜ୍ଜା…’

ନୂଆଦିଲ୍ଲୀ,୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାର୍ଲାମେଣ୍ଟରେ ପୂର୍ବତନ କଂଗ୍ରେସ ମୁଖ୍ୟ ରାହୁଲ ଗାନ୍ଧୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି। ଗୁରୁବାର ରାଜ୍ୟ ସଭାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ବିଷୟରେ କହି କଂଗ୍ରେସକୁ କଟାକ୍ଷ କରିଛନ୍ତି। କୌଣସି କାର୍ଯ୍ୟକ୍ରମରେ ନେହେରୁଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?