ଜାତୀୟ

ଅରୁଣାଚଳ ପ୍ରଦେଶ ଉପନିର୍ବାଚନ: ନିର୍ଦ୍ବନ୍ଦରେ ବିଜୟୀ ହୋଇପାରନ୍ତି ଭାଜପା ପ୍ରାର୍ଥୀ ଶେରିଂଗ ହାମୁ

ଇଟାନଗର,୯ ।୨: ଅରୁଣାଚଳ ପ୍ରଦେଶରେ ହେବାକୁ ଯାଉଥିବା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ ନିର୍ଦ୍ବନ୍ଦରେ ବିଜୟୀ ହେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି । ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଶେରିଂଗ ହାମୁଙ୍କ ବ୍ୟତୀତ ଆଉ କେହି ପ୍ରାର୍ଥୀପତ୍ର ଦାଖଲ କରି…

ଗାନ୍ଧୀ ପରିବାରକୁ ମୋଦିଙ୍କ ଟାର୍ଗେଟ: ପଚାରିଲେ ‘ନେହେରୁ ସରନେମ୍‌ ରଖୁନାହାନ୍ତି କାହିଁକି, ଭୟ ନା ଲଜ୍ଜା…’

ନୂଆଦିଲ୍ଲୀ,୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାର୍ଲାମେଣ୍ଟରେ ପୂର୍ବତନ କଂଗ୍ରେସ ମୁଖ୍ୟ ରାହୁଲ ଗାନ୍ଧୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି। ଗୁରୁବାର ରାଜ୍ୟ ସଭାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ବିଷୟରେ କହି କଂଗ୍ରେସକୁ କଟାକ୍ଷ କରିଛନ୍ତି। କୌଣସି କାର୍ଯ୍ୟକ୍ରମରେ ନେହେରୁଙ୍କ ନାମ…

ମୁଁ ବି ମୋଦିଙ୍କ ବରାବର ହୋଇଗଲିଣି: ସିସୋଡିଆ

ନୂଆଦିଲ୍ଲୀ,୯ ।୨: ଦିଲ୍ଲୀର ଆମ ଆଦମୀ ପାର୍ଟି(ଏଏପି) ଓ ଭାଜପା ମଧ୍ୟରେ ଗୁପ୍ତଚର ଅଭିଯୋଗକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି । ଭାଜପାର ଗୁପ୍ତଚର ଅଭିଯୋଗ ଉପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଟୁଇଟ କରି ପ୍ରତିକ୍ରିୟା ଦେଇଛନ୍ତି । ସେ…

ରାହୁଲଙ୍କ ପରେ ଖର୍ଗେଙ୍କ ଭାଷଣର ହେଲା ‘ସେଂସର’, ବାଜପେୟୀଙ୍କ ଉଦାହରଣ ଦେଲେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୯ ।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ଗୁରୁବାର(୯ ଫେବୃୟାରୀ)ରେ ରାଜ୍ୟ ସଭାର ସଭାପତି, ଉପରାଷ୍ଟ୍ରପତି ଜଗଦିପ ଧନଖଡଙ୍କୁ ପ୍ରଶ୍ନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଉପରେ ତାଙ୍କ ଭାଷଣର କିଛି ଅଂଶକୁ ସଂସଦର ରେକର୍ଡରୁ କାହିଁକି ହଟାଇ ଦିଆଗଲା ।…

ବିରୋଧୀଙ୍କୁ ମୋଦିଙ୍କ ଟାର୍ଗେଟ୍‌: ଯେତେ କାଦୁଅ ଫିଙ୍ଗିବ, ସେତେ ପଦ୍ମ ଫୁଟିବ

ନୂଆଦିଲ୍ଲୀ,୯।୨: ପାର୍ଲାମେଣ୍ଟରେ ହଙ୍ଗାମା ସୃଷ୍ଟି କରୁଥିବା ବିରୋଧୀଙ୍କୁ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟାର୍ଗେଟ୍‌ କରିଛନ୍ତି। ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅର୍ପଣ କରି ସେ କହିଛନ୍ତି, ଯେତେ କାଦୁଅ ଫିଙ୍ଗିବ, ପଦ୍ମ ସେତେ ଫୁଟିବ। ଏହି ଗୃହ ହେଉଛି…

ତ୍ରିପୁରା ବିଧାନସଭା ନିର୍ବାଚନ: ଘୋଷଣାପତ୍ର ଜାରି କଲା ଭାଜପା

ଅଗରତାଲା,୯।୨: ତ୍ରିପୁରା ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଭାଜପା ଘୋଷଣାପତ୍ର ଜାରି କରିଛି। ଭାଜପାର ଜାତୀୟ ସଭାପତି ଜେପି ନଡା ଅଗରତାଲାରେ ଦଳର ଘୋଷଣାପତ୍ର ପ୍ରକାଶ କରିଛନ୍ତି। ଏହି ସମୟରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହା ତାଙ୍କ ସହ ଉପସ୍ଥିତ ଥିଲେ।…

ଟ୍ୟାଙ୍କର୍‌ ସଫାବେଳେ ଅଘଟଣ: ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୭ କର୍ମଚାରୀଙ୍କ ଜୀବନ

ହାଇଦ୍ରାବାଦ୍‌,୯।୨: ଆନ୍ଧ୍ରପ୍ରଦେଶର ରାଗମ୍ପେଟା ଗ୍ରାମରେ ଏକ ବଡ଼ ଅଘଟଣ ଘଟିଛି। ଏଠାରେ ଏକ ଖାଇବା ତେଲ ଉତ୍ପାଦନକାରୀ କମ୍ପାନୀରେ ଟ୍ୟାଙ୍କର୍‌ ସଫା କରୁଥିବାବେଳେ ୭ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ପୋଲିସ କହିଛି, ଶ୍ୱାସରୁଦ୍ଧ ହୋଇ ସମସ୍ତ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା…

ନୌସେନା କ୍ରୁ ମଡ୍ୟୁଲ ପୁନରୁଦ୍ଧାର ମଡେଲର ପ୍ରାଥମିକ ପରୀକ୍ଷଣ କଲା ଇସ୍ରୋ, ୨୦୨୪ରେ ଗଗନୟାନ ମିଶନ…

ଶ୍ରୀହରିକୋଟା,୯।୨ : ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ନୌସେନା ସହିତ ଏହାର ଗଗନୟାନ ମିଶନର ଏକ ଅଂଶ ଭାବରେ ୱାଟର ସର୍ଭାଇଭାଲ ଟେଷ୍ଟ ସୁବିଧାର କ୍ରୁ ମଡ୍ୟୁଲ ପୁନରୁଦ୍ଧାର ମଡେଲର ପ୍ରାରମ୍ଭିକ ପରୀକ୍ଷା ସମାପ୍ତ କରିଛି। ମହାକାଶ ଏଜେନ୍ସି କହିଛି…

ଭାରତରେ ଆରମ୍ଭ ହେଲା ଟୁଇଟର ବ୍ଲୁ. ମାସକୁ ଦେବାକୁ ପଡ଼ିବ ୯୦୦ ଟଙ୍କା…

ନୂଆଦିଲ୍ଲୀ,୯।୨ : ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଟୁଇଟର ଶେଷରେ ଭାରତରେ ଏହାର ପ୍ରିମିୟମ ସବସ୍କ୍ରିପଶନ ସେବା ଟୁଇଟର ବ୍ଲୁ ଲଞ୍ଚ କରିଛି। ବ୍ଲୁ ଟିକ ପାଇବାକୁ ଏବଂ ପ୍ରିମିୟମ ସବସ୍କ୍ରିପଶନ ସେବାର ବୈଶିଷ୍ଟ୍ୟ ବ୍ୟବହାର କରିବାକୁ ଭାରତରେ ମୋବାଇଲ ବ୍ୟବହାରକାରୀଙ୍କୁ ମାସକୁ…

ଭାଜପା ଖେଳୁଛି ଡବଲ ଗେମ୍‌, ପଶ୍ଚିମବଙ୍ଗ ବିଭାଜନ ବିରୋଧରେ ପ୍ରସ୍ତାବ ଆଣିବ ଟିଏମସି, ୪୮ ଘଣ୍ଟିଆ ଚେତାବନୀ…

କୋଲକାତା,୯।୨ : ପଶ୍ଚିମବଙ୍ଗ ବଜେଟ ଅଧିବେଶନର ପ୍ରଥମ ଦିନରେ ଶାସକ ତୃଣମୂଳ କଂଗ୍ରେସ (ଟିଏମସି) ଉତ୍ତର ପଶ୍ଚିମବଙ୍ଗକୁ ପୃଥକ ରାଜ୍ୟ ଦାବି ଉପରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ଭାରତୀୟ ଜନତା ପାର୍ଟି (ଭାଜପା) କୁ କହିଛି। ପଶ୍ଚିମବଙ୍ଗ ବିଭାଜନ ବିରୋଧରେ…

ମହିଳା ମସଜିଦରେ ପଢ଼ିପାରିବେ ନମାଜ: ମୁସଲିମ ପର୍ସନାଲ ଲ ବୋର୍ଡ…

ନୂଆଦିଲ୍ଲୀ,୯।୨ : ଅଲ ଇଣ୍ଡିଆ ମୁସଲିମ ବ୍ୟକ୍ତିଗତ ଆଇନ ବୋର୍ଡ (ଏଆଇଏମପିଏଲବି) ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ମହିଳାମାନଙ୍କୁ ମସଜିଦ ପ୍ରବେଶ କରି ପ୍ରାର୍ଥନା କରିବାକୁ ଅନୁମତି ଦିଆଯାଇଛି। ବୋର୍ଡ କହିଛି ଯେ ମୁସଲମାନ ମହିଳାମାନେ ପ୍ରାର୍ଥନା କରିବା ପାଇଁ ମସଜିଦ ଭିତରକୁ…

ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ, ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ…

ନୂଆଦିଲ୍ଲୀ, ୯।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?