ଜାତୀୟ

ବିଧାନସଭାର ସିଏଲ୍‌ପି ପଦରୁ ଇସ୍ତଫା ଦେଲେ ବାଲାସାହେବ ଥୋରାଟ

ନୂଆଦିଲ୍ଲୀ,୭।୨: କଂଗ୍ରେସର ବରିଷ୍ଠ ନେତା ବାଲାସାହେବ ଥୋରାଟ ବିଧାନସଭା ସିଏଲ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ନାସିିକ ବିଧାନ ପରିଷଦ ନିର୍ବାଚନ ପରେ ବାଲାସାହେବ ଥୋରାଟ ଏବଂ ପ୍ରଦେଶ ଅଧ୍ୟକ୍ଷ ନାନା ପାଟୋଲଙ୍କ ମଧ୍ୟରେ ମତଭେଦ ହୋଇଥିବା ଦେଖିବାକୁ ମିଳିଥିଲା। ସୋମବାର ବାଲାସାହେବ…

ମୁମ୍ବାଇ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଆସିଲା ଧମକପୂର୍ଣ୍ଣ କଲ୍‌: ଆଲର୍ଟରେ ପୋଲିସ

ମୁମ୍ବାଇ,୭।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଏହି ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଏକ ଧମକପୂର୍ଣ୍ଣ ଫୋନ୍‌ କଲ୍‌ ଆସିଥିବା ଜଣାପଡ଼ିଛି। ଏହାପରେ ବିମାନ ବନ୍ଦରରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ଏହି…

ଦେଶରେ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୭।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା…

ପ୍ରଧାନମନ୍ତ୍ରୀଙ୍କୁ ମିଳିଲା ବିଶେଷ ଉପହାର

ବେଙ୍ଗାଲୁରୁ,୭।୨:କର୍ନାଟକର ବେଙ୍ଗାଲୁରୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଭାରତ ଶକ୍ତି ସପ୍ତାହ ୨୦୨୩’ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ବିଶେଷ ଉପହାର ଗ୍ରହଣ କରିଛନ୍ତି। ଆର୍ଜେଣ୍ଟିନାର ଶକ୍ତି କମ୍ପାନୀ ଓ୍ବାଇପିଏଫ୍‌ର ସଭାପତି ପାବଲୋ ଗୋଞ୍ଜାଲେଜ ମୋଦିଙ୍କୁ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା…

ଅନ୍ତର୍ଜାତୀୟ ମଞ୍ଚରେ କଶ୍ମୀର ପ୍ରସଙ୍ଗକୁ ନେଇ ପୁଣି ପାକିସ୍ତାନ ଉପରେ ବର୍ଷିଲା ଭାରତ

ନୂଆଦିଲ୍ଲୀ/ନ୍ୟୁୟର୍କ,୭।୨: ଆଜିକାଲି ପାକିସ୍ତାନ ଏହାର ଅସ୍ତିତ୍ୱ ପାଇଁ ସଂଗ୍ରାମ କରୁଛି ଏବଂ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଏହା ସତ୍ତ୍ୱେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଅନ୍ତର୍ଜାତୀୟ ସ୍ତରରେ ଉଠାଇବାକୁ ଆଦୌ ବିରତ ହେଉନାହିଁ। ମିଳିତ ଜାତିସଂଘ ସାଧାରଣ ସଭାରେ ପାକିସ୍ତାନ ପୁଣି…

୧୩୬ ବର୍ଷରେ ପ୍ରଥମଥର: ହାର୍ଭାର୍ଡ ଲ ରିଭ୍ୟୁର ଅଧ୍ୟକ୍ଷ ନିର୍ବାଚିତ ହେଲେ ଭାରତୀୟ ମୂଳ ବାସିନ୍ଦା ଅପସରା

ନୂଆଦିଲ୍ଲୀ/କେମ୍ବ୍ରିଜ,୭ ।୨: ଦେଶ ପାଇଁ ଗର୍ବର କଥା । ହାର୍ଭାର୍ଡ ଲ ସ୍କୁଲରେ ଦ୍ୱିତୀୟ ବର୍ଷର ଭାରତୀୟ-ଆମେରିକା ଛାତ୍ରୀ ଅପସରା ଅୟାରଙ୍କୁ ପ୍ରତିଷ୍ଠିତ ହାର୍ଭାର୍ଡ ଲ ରିଭ୍ୟୁର ଅଧ୍ୟକ୍ଷ ନିର୍ବାଚିତ କରାଯାଇଛି । ଲ ରିଭ୍ୟୁର ୧୩୬ ବର୍ଷର ଇତିହାସରେ ଏହା…

ପୋର୍‌ବନ୍ଦରରୁ ଆସାମ ରାହୁଲଙ୍କ ପରବର୍ତ୍ତୀ ଯାତ୍ରା

ଅହମଦାବାଦ,୭।୨:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର କନ୍ୟାକୁମାରୀରୁ କଶ୍ମୀର ଭାରତ ଯୋଡ଼ୋ ଯାତ୍ରାର ସଫଳତା ପରେ ଏବେ ଗୁଜରାଟର ପୋର୍‌ବନ୍ଦରରୁ ଆସାମକୁ ପଦଯାତ୍ରା କରିବା ଲାଗି ଯୋଜନା ପ୍ରସ୍ତୁତ ହେଉଛି। ଏନେଇ ଚଳିତ ମାସ ଶେଷ ଭାଗରେ ରାୟପୁରରେ ଅନୁଷ୍ଠିତ ହେବାକୁ ଥିବା…

ସଂଖ୍ୟାଲଘୁଙ୍କ ପାଇଁ ସବୁଠାରୁ ଭଲ ଦେଶ ଭାରତ, ମୁସଲିମ କଣ୍ଟ୍ରି ୟୁଏଇ ବି ପଛରେ

ନୂଆଦିଲ୍ଲୀ,୭ ।୨: ଭାରତରେ ସଂଖ୍ୟାଲଘୁଙ୍କ ଅଧିକାର ପାଇଁ ଅନେକ ସାମ୍ବିଧାନି ପ୍ରୟାସ କରାଯାଉଛି । ସଂଖ୍ୟାଲଘୁଙ୍କ ଜୀବନରେ ସୁଧାର ଆଣିବାକୁ ଭାରତ ପକ୍ଷରୁ ପ୍ରଣିତ ନୀତିଯୋଗୁ ଏମାନଙ୍କ ସ୍ଥିତିରେ ସୁଧାର ଆସୁଛି । ଅଷ୍ଟେଲିଆ ଟୁଡେର ଏକ ରିପୋର୍ଟରେ ଏହା ପ୍ରକାଶ…

ଆଦାନୀ ଜାଲିଆତିର ତଦନ୍ତ ଦାବି

ନୂଆଦିଲ୍ଲୀ,୭।୨(ପି.ଟି.):ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତ ଅଭିଯୋଗ ଆଣିବା ପରେ ଏହାର ତଦନ୍ତ ଦାବିରେ ସୋମବାର ବିରୋଧୀ ଦଳ ପାର୍ଲାମେଣ୍ଟ ଅଚଳ କରିଥିବାବେଳେ କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଏସ୍‌ବିଆଇ ଏବଂ ଏଲ୍‌ଆଇସି କାର୍ଯ୍ୟାଳୟ ବାହାରେ…

ଆଦାନୀ ପ୍ରସଙ୍ଗରେ ପାର୍ଲାମେଣ୍ଟ ଅଚଳ

ନୂଆଦିଲ୍ଲୀ,୬।୨: ଆଦାନୀ ଗ୍ରୁପ୍‌ ବିରୋଧରେ ଜାଲିଆତି ଅଭିଯୋଗ ଏବଂ ଏହାର ଜେପିସି ତଦନ୍ତ ଦାବିରେ ବିରୋଧୀ ଦଳଗୁଡ଼ିକ ଅଡ଼ି ବସିବାରୁ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ଅଚଳାବସ୍ଥା ଲାଗି ରହିଥିଲା। ଦ୍ୱିତୀୟ ସପ୍ତାହ ଆରମ୍ଭରେ ପାର୍ଲାମେଣ୍ଟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ବିତର୍କ…

ଉଚ୍ଚଶିକ୍ଷା ପାଇଁ ୫ ବର୍ଷରେ ବିଦେଶ ଯାଇଛନ୍ତି ୩୦ ଲକ୍ଷ ଭାରତୀୟ

ନୂଆଦିଲ୍ଲୀ,୭।୨: ଉଚ୍ଚଶିକ୍ଷା ପାଇଁ ୨୦୧୭ରୁ ୨୦୨୨ ମଧ୍ୟରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ବିଦେଶ ଯାଇଛନ୍ତି। ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଲୋକ ସଭାକୁ ଏହି ସୂଚନା ଦିଆଯାଇଛି। ଜେଡିୟୁ ଏମ୍‌ପି ରାଜୀବ ରଞ୍ଜନ ସିଂ ଓରଫ ଲଲନ ସିଂ ଏବଂ…

୫ ନୂଆ ବିଚାରପତି ଶପଥ ନେଲେ

ନୂଆଦିଲ୍ଲୀ,୭।୨: ସୁପ୍ରିମକୋର୍ଟର ୫ ଜଣ ନବନିଯୁକ୍ତ ବିଚାରପତିଙ୍କୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ସୋମବାର ଶପଥ ପାଠ କରାଇଛନ୍ତି। ସୁପ୍ରିମକୋର୍ଟ ପରିସରରେ ଜଷ୍ଟିସ ପଙ୍କଜ ମିଥାଲ, ସଞ୍ଜୟ କାରୋଲ, ପି.ଭି. ସଞ୍ଜୟ କୁମାର, ଅସାଉଦ୍ଦିନ୍‌ ଅମନୁଲ୍ଲା ଏବଂ ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?