ଜାତୀୟ

ଆଦାନୀଙ୍କୁ ନେଇ ପୁଣି ସଂସଦରେ ହୋହାଲ୍ଲା: ୨ଟା ଯାଏ ଗୃହ ମୁଲତବୀ

ନୂଆଦିଲ୍ଲୀ,୩।୨: ବଜେଟ ଅଧିବେଶନର ଚତୃର୍ଥ ଦିନରେ ମଧ୍ୟ ସଂସଦରେ ବିରୋଧୀ ହଟ୍ଟଗୋଳ କରିଛନ୍ତି। ଶୁକ୍ରବାର ଅଧିବେଶନ ଆରମ୍ଭ ହେବା ପରଠାରୁ ବିରୋଧୀ ଗୃହରେ ହୋହାଲ୍ଲା କରିଥିଲେ। ଫଳରେ ଗୃହର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ଏହାପରେ ସଂସଦର ଉଭୟ ଗୃହ ଲୋକ…

ଆମେରିକା-ଭାରତ ଏମ୍‌କ୍ୟୁ-୯ବି ଡ୍ରୋନ୍‌ ଚୁକ୍ତି ପାଇଁ ପ୍ରସ୍ତୁତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩ା୨: ଭାରତ ଏବଂ ଆମେରିକା ଖୁବ୍‌ଶୀଘ୍ର ୩ ବିଲିୟନ ଡଲାରରୁ ଅଧିକ ମୂଲ୍ୟର ୩୦ ଏମ୍‌କ୍ୟୁ-୯ବି ପ୍ରିଡେଟର ସଶସ୍ତ୍ର ଡ୍ରୋନ ପାଇଁ ଚୁକ୍ତି କରିବାକୁ ଯାଉଛନ୍ତି। ଏହାର ପ୍ରତିବଦ୍ଧତା ଉଭୟ ପକ୍ଷରୁ ପ୍ରକାଶ କରାଯାଇଛି। ଡ୍ରୋନ୍‌ ଅଧିଗ୍ରହଣ ସହିତ ଏଲ୍‌ଏସି ଏବଂ…

ଉଡାଣବେଳେ ବିମାନ ଇଞ୍ଜିନ୍‌ରେ ଲାଗିଲା ନିଆଁ

ଆବୁଧାବି/ଥିରୁଭାନନ୍ତପୁରମ୍‌,୩।୨: ଆବୁଧାବିରୁ କାଲିକଟ ଅଭିମୁଖେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ମଧ୍ୟଭାଗରେ ଗୋଟିଏ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଏହା ପରେ ବିମାନଟି ସୁରକ୍ଷିତ ଭାବେ ଆବୁଧାବିରେ ଅବତରଣ କରିଥିଲା। ବିମାନର ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଡିଜିସିଏ ଏହି ଘଟଣାକୁ ନିଶ୍ଚିତ…

ଅମୂଲ କ୍ଷୀର ମୂଲ୍ୟ ପୁଣି ବଢିଲା

ଅହମ୍ମଦାବାଦ୍‌,୩।୨: ଗୁଜରାଟର କମ୍ପାନୀ ଅମୂଲ ପୁଣି ଥରେ କ୍ଷୀରର ମୂଲ୍ୟ ବୃଦ୍ଧି କରିଛନ୍ତି। କ୍ଷୀରର ମୂଲ୍ୟ ଲିଟର ପିଛା ୩ ଟଙ୍କା ବୃଦ୍ଧି କରାଯାଇଛି। ଏହା ତୁରନ୍ତ ପ୍ରଭାବ ସହିତ କାର୍ଯ୍ୟକାରୀ ହେବ। ଏହି ବୃଦ୍ଧି ପରେ ଅମୂଲ ଗୋଲ୍ଡର ମୂଲ୍ୟ…

ସଫେଇ ଦେଲେ ସିଦ୍ଦରମୈୟା

ବେଙ୍ଗାଲୁରୁ,୩।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ତାଙ୍କ ନାମରେ କଂଗ୍ରେସ ହାଇକମାଣ୍ଡଙ୍କ ନିକଟକୁ ପଠାଯାଇଥିବା ଚିଠି ନକଲି ବୋଲି ଦାବି କରିଛନ୍ତି। କନ୍ନଡରେ ଲିଖିତ ଏବଂ ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ସଭାପତି ସୋନିଆ ଗାନ୍ଧୀଙ୍କୁ ସମ୍ବୋଧିତ କରାଯାଇଥିବା ଏହି…

ରାଜ୍ୟ ସଭାର ଫ୍ରଣ୍ଟ ରୋରେ ବସିବେ ଚିଦାମ୍ବରମ, ଦିଗବିଜୟ, ପଛକୁ ଗଲେ ମନମୋହନ

ନୂଆଦିଲ୍ଲୀ,୩ ।୨: ପୂର୍ବତନ କେନ୍ଦ୍ରୀୟ ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କ ରାଜ୍ୟ ସଭାରେ ବସିବାର ସିଟରେ ପରିବର୍ତ୍ତନ କରାଯାଇଛି । ରାଜ୍ୟ ସଭାରେ ଚିଦାମ୍ବରମଙ୍କ ବସିବାରୁ ନେଇ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇ ଏବେ ତାଙ୍କୁ ଫ୍ରଣ୍ଟ ରୋରେ ଏକ ସିଟ ମିଳିଛି ।…

ରାମ ଜନ୍ମଭୂମି ପରିସରକୁ ବୋମାରେ ଉଡାଇ ଦେବାକୁ ଧମକ

ଅଯୋଧ୍ୟା,୩ ।୨: ଅଯୋଧ୍ୟାରେ ଗୁରୁବାର ଅର୍ଥାତ୍ ଫେବୃୟାରୀ ୨ରେ ରାମ ଜନ୍ମଭୂମି ସ୍ଥଳକୁ ବୋମାରେ ଉଡାଇ ଦେବାର ଧମକ ଦିଆଯିବା ପରେ ଲୋକେ ଭୟଭିତ ହୋଇଯାଇଛନ୍ତି । ରାମ ଜନ୍ମଭୂମି ଥାନାଧ୍ୟକ୍ଷ ସଞ୍ଜିବ କୁମାର ସିଂ କହିଛନ୍ତି, ରାମକୋଟ ଅଞ୍ଚଳରେ ସ୍ଥିତ…

ପ୍ରତିରକ୍ଷା କ୍ଷେତ୍ରରେ ଭାରତ-ରୁଷିଆର ସହଯୋଗ ଅଦ୍ଭୁତପୂର୍ବ

ନୂଆଦିଲ୍ଲୀ,୩।୨: ଭାରତୀୟ ପରିଷଦ ଅଫ ୱାଲର୍‌ଡ ଆଫେୟାର୍ସ (ଆଇସିଡବ୍ଲୁଏ) ଏବଂ ରୁଷିଆ ପରିଷଦ ମଧ୍ୟରେ ଏକ ଆଲୋଚନା ହୋଇଛି। ଏହି ଆଲୋଚନାରେ ଭାରତରେ ରୁଷିଆର ରାଷ୍ଟ୍ରଦୂତ ଡେନିସ ଆଲିପୋଭ ମଧ୍ୟ ଉପସ୍ଥିତ ଥିଲେ। କଥାବାର୍ତ୍ତା ସମୟରେ ଆଲିପୋଭ କହିଛନ୍ତି, ରୁଷିଆ ଏବଂ…

ଆଦାନୀ ପାଓ୍ବାର ସହ ଚୁକ୍ତି ରଦ୍ଦ କରିପାରେ ବାଂଲାଦେଶ

ନୂଆଦିଲ୍ଲୀ,୩ା୨:ଆଦାନୀ ପାଓ୍ବାର ଲିମିଟେଡ୍‌ ଅଧୀନ ଝାଡ଼ଖଣ୍ଡର ଏକ ଥର୍ମାଲ ପାଓ୍ବାର ପ୍ଲାଣ୍ଟରୁ ବିଦ୍ୟୁତ୍‌ କିଣିବା ପାଇଁ ସହ ସ୍ବାକ୍ଷରିତ ଏକ ଚୁକ୍ତିର ସମୀକ୍ଷା କରିବାକୁ ବାଂଲାଦେଶ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ୨୦୧୭ ନଭେମ୍ବରରେ ବାଂଲାଦେଶ ପାଓ୍ବାର ଡେଭେଲପ୍‌ମେଣ୍ଟ ବୋର୍ଡ (ବିପିଡିପି) ଏବଂ…

୨୧ ଥରରେ ୨୨.୭୬ କୋଟି ଖର୍ଚ୍ଚ

ନୂଆଦିଲ୍ଲୀ,୩ା୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ମସିହାରୁ ଅଦ୍ୟାବଧି ୨୧ ଥର ବିଦେଶ ଗସ୍ତ କରିଛନ୍ତି। ତାଙ୍କ ଗସ୍ତ ବାବଦକୁ ୨୨.୭୬ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଜାପାନକୁ ୩, ଆମେରିକା ଏବଂ ୟୁଏଇକୁ ୨…

୧୦୦ ବିଲିୟନ ଡଲାର କ୍ଷତି

ମୁମ୍ବାଇ,୩ା୨:ଜାନୁୟାରୀ ୨୪ରେ ନ୍ୟୁୟର୍କର ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ କର୍ପୋରେଟ୍‌ ଜାଏଣ୍ଟ ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଥିଲା। ଏହି ଗ୍ରୁପ୍‌ ଅଧୀନ ଆଦାନୀ ଏଣ୍ଟରପ୍ରାଇଜେସ୍‌ ସମେତ ୭ଟି କମ୍ପାନୀର ଶେୟାର ମୂଲ୍ୟକୁ ଅଧିକ ଲାଭ ଆଶାରେ…

ଇଞ୍ଜିନ ଛାଡ଼ି ଧାଇଁଲା ୫ ବଗି

ପାଟନା, ୩ା୨:ବିହାରର ବେଟ୍ଟିହାରେ ଥିବା ମଝଉଲିଆ ରେଳଷ୍ଟେଶନରେ ଗୁରୁବାର ସତ୍ୟାଗ୍ରହ ଏକ୍ସପ୍ରେସ୍‌ ଟ୍ରେନ୍‌ର ୫ଟି ବଗି ଇଞ୍ଜିନ୍‌ରୁ ଅଲଗା ହୋଇଯାଇଥିଲା। ସକାଳ ୧୦ଟା ସମୟରେ ଏହି ଘଟଣା ଘଟିଥିବାବେଳେ ଉକ୍ତ ୫ ବଗିକୁ ଛାଡ଼ି ଇଞ୍ଜିନ୍‌ ବହୁ କିଲୋମିଟର ଆଗକୁ ଚାଲିଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?