ଜାତୀୟ

୩ ଦିନରେ ୩୪ ଶହ କୋଟି ଡଲାର କ୍ଷତି, ଶୀର୍ଷ ୧୦ ଧନ କୁବେର ତାଲିକାରୁ ବାହାରିଲେ ଗୌତମ ଆଦାନୀ…

ନୂଆଦିଲ୍ଲୀ,୩୧।୧ : ହିଣ୍ଡନବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ଅନ୍ୟତମ ଧନୀ ବ୍ୟକ୍ତି ଗୌତମ ଆଦାନୀ ବହୁ କ୍ଷତି ସହିଛନ୍ତି। ତାଙ୍କ ଗ୍ରୁପ କମ୍ପାନୀଗୁଡିକ ତିନି ଦିନ ମଧ୍ୟରେ ୩୪ ଶହ କୋଟି ଡଲାରର କ୍ଷତି କରିଛନ୍ତି। କେବଳ ଏତିକି…

ଅର୍ଥନୈତିକ ସର୍ଭେ ୨୦୨୨-୨୩ ରିପୋର୍ଟ: ୨୦୨୩-୨୪ ବର୍ଷରେ ବିକାଶ ହାର ୬.୫ ପ୍ରତିଶତ ଅନୁମାନ…

ନୂଆଦିଲ୍ଲୀ,୩୧।୧ : ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଆସନ୍ତା ଆର୍ଥିକ ବର୍ଷରେ ଅର୍ଥାତ ୨୦୨୩-୨୪ ରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ହାର ୬.୫ ପ୍ରତିଶତ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଅବଶ୍ୟ, ଏହା ଚଳିତ ଆର୍ଥିକ ବର୍ଷରେ ୭ ପ୍ରତିଶତ ଏବଂ…

ବିଶାଖାପଟ୍ଟନମ ହେବ ଆନ୍ଧ୍ରପ୍ରଦେଶ ରାଜଧାନୀ: ଜଗନମୋହନ ରେଡ୍ଡୀଙ୍କ ଘୋଷଣା…

ହାଇଦ୍ରାବାଦ,୩୧।୧ : ବିଶାଖାପାଟ୍ଟନମ ରାଜ୍ୟର ପରବର୍ତ୍ତୀ ରାଜଧାନୀ ହେବ ବୋଲି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଘୋଷଣା କରିଛନ୍ତି। ବାସ୍ତବରେ ହାଇଦ୍ରାବାଦକୁ ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶର ସାଧାରଣ ରାଜଧାନୀ ଭାବରେ ମାତ୍ର ୧୦ ବର୍ଷ ପାଇଁ ଘୋଷଣା କରାଯାଇଛି। ଏହି…

ବେନାମୀ କାରବାର ମାମଲାର ଖୋଲା ଅଦାଲତରେ ହେଉ ଶୁଣାଣି, କେନ୍ଦ୍ର ସରକାରଙ୍କ ଆବେଦନ…

ନୂଆଦିଲ୍ଲୀ,୩୧।୧ : ବେନାମୀ କାରବାର ଉପରେ ସୁପ୍ରିମକୋର୍ଟ ଦେଇଥିବା ରାୟର ସମୀକ୍ଷା କରିବାକୁ ଏକ ଆବେଦନ ଉପରେ କେନ୍ଦ୍ର ସରକାର ଏକ ଖୋଲା କୋର୍ଟରେ ଶୁଣାଣି ପାଇଁ ଆବେଦନ କରିଛନ୍ତି। କେନ୍ଦ୍ର ପକ୍ଷରୁ ହାଜର ହୋଇଥିବା ଅତିରିକ୍ତ ସୋଲିସିଟର ଜେନେରାଲ ତୁଷାର…

ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ, ୭୦ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୧।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଗତ ୨୪…

୨୦୪୭ ସୁଦ୍ଧା ଏକ ସ୍ବର୍ଣ୍ଣିମ ଭାରତ ଗଢିବାର ଅଛି: ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ସଂସଦର ବଜେଟ୍‌ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ସଂସଦର ମିଳିତ ସଦନକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି, ଆମକୁ ଏପରି ଏକ ଭାରତ ଗଠନ କରିବାକୁ ହେବ, ଯେଉଁଥିରେ ଅତୀତର ଗୌରବ ଥିବ। ଦାରିଦ୍ର୍ୟ…

ଭାରତର ବଜେଟ୍‌ ଉପରେ ସାରା ବିଶ୍ୱର ରହିଛି ନଜର:ମୋଦି

ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ବୈଠକରେ ତାଙ୍କର ପ୍ରଥମ ଅଭିଭାଷଣ ପ୍ରଦାନ କରିବେ। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ…

କେଜ୍‌ରିଓ୍ବାଲଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ମୁଣ୍ଡକା ଅଞ୍ଚଳରେ ରହୁଥିବା ଜୟ ପ୍ରକାଶ ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିବା ସୂଚନା ମିଳିଛି। ବ୍ୟକ୍ତି ଜଣଙ୍କ ବିଳମ୍ବିତ ରାତିରେ ପୋଲିସକୁ ଡାକି କେଜ୍‌ରିଓ୍ବାଲଙ୍କୁ…

ଶହୀଦଙ୍କୁ ସଲାମ! ଜମ୍ମୁ-କଶ୍ମୀର ପ୍ରଶାସନ ଶହୀଦଙ୍କ ନାମରେ ନାମିତ କରିବେ ୫୭ ସ୍କୁଲ, ସଡ଼କର ନାମ

ଶ୍ରୀନଗର,୩୧ ।୧: ଜମ୍ମ-କଶ୍ମୀର ପ୍ରଶାସନ ଶହୀଦ ଓ ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କୁ ସମ୍ମାନ ଦେବାକୁ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଜମ୍ମୁ-କଶ୍ମୀରରେ ଏବେ ୫୭ ସ୍କୁଲ ଓ ସଡ଼କର ନାମ ଶହୀଦ ଓ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ନାମରେ ନାମିତ କରାଯିବ ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ପାଲଘର ଜିଲା ଦାହାନୁ ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ମୁମ୍ବାଇ-ଅହମ୍ମଦାବାଦ ରାଜପଥରେ ଏକ କାର୍‌ -ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜରଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ…

ଆବୁ-ଧାବି-ମୁମ୍ବାଇ ଫ୍ଲାଇଟରେ ହାଇଡ୍ରାମା

ମୁମ୍ବାଇ/ଆବୁଧାବି,୩୧ ।୧: ବିମାନରେ ଗୋଟିଏ ପରେ ଗୋଟିଏ ଅଘଟଣ ସାମ୍ନାକୁ ଆସୁଛି । ଏଥର ଏୟାର ଭିସ୍ତାରାର ଆବୁ-ଧାବିରୁ ମୁମ୍ବାଇ ଆସୁଥିବା ଏକ ଫ୍ଲାଇଟରେ ହାଇ ଭୋଲଟେଜ ଡ୍ରାମା ଦେଖିବାକୁ ମିଳିଛି । ଇଟାଲୀର ଜଣେ ମହିଳା ପ୍ରଥମେ ଫ୍ଲାଇଟର କ୍ର‌୍ୟୁ…

ଥରିଲା ଆଣ୍ଡାମାନ

ପୋର୍ଟ ବ୍ଲେୟାର୍‌,୩୧।୧: ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଆଣ୍ଡାମାନ ସାଗର ନିକଟରେ ମଙ୍ଗଳବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ରହିଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଭୋର ପ୍ରାୟ ୩.୪୦ ସମୟରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?