ଜାତୀୟ

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀ ଜଗନ ମୋହନଙ୍କ ବିମାନ

ଅମରାବତୀ,୩୦।୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ନେଇ ଯାଉଥିବା ଏକ ସ୍ବତନ୍ତ୍ର ବିମାନ ସୋମବାର ଗାନ୍ନାଭରମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି। ଉଡାଣର କିଛି ସମୟରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଥିବା ଜଣାପଡିବା ପରେ ଏହି ଅବତରଣ କରାଯାଇଛି। ତେବେ…

ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଗାନ୍ଧୀନଗର,୩୦।୧: ଏକ ଦଶନ୍ଧି ପୁରୁଣା ବଳାତ୍କାର ମାମଲାରେ ଗୁଜରାଟର ଏକ କୋର୍ଟ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସୋମବାର ଗାନ୍ଧୀନଗର ଆଡିଶନ୍‌ ଜିଲା ଏବଂ ସେସନ୍‌ କୋର୍ଟ ଆଶାରାମଙ୍କ ବିରୋଧରେ ରାୟ ଶୁଣାଇଛନ୍ତି। ମଙ୍ଗଳବାର ଆଶାରାମଙ୍କ ଦଣ୍ଡ…

ଭାଇରାଲ ହେଉଛି ରାହୁଲ-ପ୍ରିୟଙ୍କାଙ୍କ ବରଫ ଫିଙ୍ଗା ଫଟୋ

ନୂଆଦିଲ୍ଲୀ,୩୦ା୧: ଭାରତ ଯାଡ଼ୋ ଯାତ୍ରାର ଶେଷ ଦିନରେ ଶ୍ରୀନଗରରେ ପ୍ରବଳ ତୁଷାରପାତ ହୋଇଛି। ଏହା ଦେଖି ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଖୁସି ମନାଇଛନ୍ତି। ସେମାନେ ପରସ୍ପର ଉପରକୁ ବରଫ ଫିଙ୍ଗି ବେଶ୍‌ ମଜା ଉଠାଇଛନ୍ତି। ଏହା ବ୍ୟତୀତ ଅନ୍ୟ…

ସର୍ବଦଳୀୟ ବୈଠକ: ଯୋଗ ଦେଲାନି କଂଗ୍ରେସ

ନୂଆଦିଲ୍ଲୀ,୩୦।୧: ସଂସଦର ବଜେଟ ଅଧିବେଶନ ପୂର୍ବରୁ ସୋମବାର ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ୨୭ଟି ଦଳର ନେତା ଉପସ୍ଥିତ ଥିଲେ। ବୈଠକ ପରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଛନ୍ତି, ୨୭ଟି ଦଳର ୩୭ନେତା…

‘ଭାରତ ଯୋଡ଼ୋ ଯାତ୍ରା’ ଶେଷ

ଶ୍ରୀନଗର,୩୦ା୧: ପ୍ରବଳ ତୁଷାରପାତ ସତ୍ତ୍ୱେ ସୋମବାର ଶ୍ରୀନଗରସ୍ଥିତ ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟାଳୟରେ ‘ଭାରତ ଯୋଡ଼ୋ ଯାତ୍ରା’ ଶେଷ ହୋଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ କଂଗ୍ରେସ ମୁଖ୍ୟାଳୟରେ ଜାତୀୟ ପତାକା ଉଡ଼ାଇବା ସହ ଭାରତ ଯୋଡ଼ୋ ଯାତ୍ରା ସ୍ମାରକର ଉଦଘାଟନ…

ମରିଯିବି ପଛେ ଭାଜପାକୁ ଯିବି ନାହିଁ: ନୀତୀଶ କୁମାର

ପାଟନା,୩୦।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁନର୍ବାର ଭାଜପା ସହ ମେଣ୍ଟ କରିବା ଚର୍ଚ୍ଚା ଉପରେ ବିରାମ ଲଗାଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି, ମରିଯିବି ପଛେ ଭାଜପାକୁ ଯିବି ନାହିଁ। ସୋମବାର ନୀତୀଶ ପାଟନାର ଗାନ୍ଧୀ ଘାଟରେ ପହଞ୍ଚି ଦେଶର…

ବିବିସି ଡକ୍ୟୁମେଣ୍ଟାରିର ଶୁଣାଣି ଫେବୃୟାରୀ ୬ରେ…

ନୂଆଦିଲ୍ଲୀ,୩୦।୧ : ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରି ଉପରେ ହୋଇଥିବା ନିଷେଧାଦେଶର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଫେବୃଆରୀ ୬ରେ କୋର୍ଟ ଏହି ମାମଲାର ଶୁଣାଣି କରିବେ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚ୍‌ୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ସମ୍ମୁଖରେ…

ଭାଜପାରେ ସାମିଲ ହୋଇଥିବା ମବଶର ଅଲ୍ଲୀଙ୍କୁ ଦେଶଦ୍ରୋହୀ କହିଲା ସିପିଆଇଏମ୍‌…

ଅଗରତାଲା,୩୦।୧ : ସୋମବାର ତ୍ରିପୁରା କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ-ମାର୍କ୍ସବାଦୀ (ସିପିଏମ) ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗଦେଇଥିବା ଦଳର ବିଧାୟକ ମବଶର ଅଲ୍ଲୀଙ୍କୁ ଦେଶଦ୍ରୋହୀ ବୋଲି କହିଛି। ବରିଷ୍ଠ ସିପିଆଇ (ଏମ) ନେତା ପବିତ୍ର କର କହିଛନ୍ତି ଯେ ମବଶର…

ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୧ : ସୋମବାର ଜାନୁୟାରୀ ୩୦ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୫ ତମ ପୁଣ୍ୟ ତିଥିରେ ରାଜଘାଟରେ ବାପୁଙ୍କ ସମାଧିସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଜାତିରପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…

ଗୁଜରାଟରେ ଭୂକମ୍ପ ଝଟ୍‌କା

ଅହମ୍ମଦାବାଦ୍‌,୩୦।୧: ଗୁଜରାଟର କୁଚ ଜିଲାରେ ସୋମବାର ସାକଳୁ ଭୂsକମ୍ପ ଝଟ୍‌କା ଲାଗିଛି। ଏହାର ତୀବ୍ରତା ରିକ୍ଟର ସ୍କେଲାରେ ୪.୨ ରହିଛି। ଭୂକମ୍ପ ବିଜ୍ଞାନ ଅନୁସନ୍ଧାନ ପ୍ରତିଷ୍ଠାନ (ଆଇଏସ୍‌ ଆର୍‌) ଏହି ସୂଚନା ଦେଇଛି। ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତି କିମ୍ବା ସମ୍ପତ୍ତି…

ସୁସ୍ଥତା ହାର ୯୮.୮୧ ପ୍ରତିଶତ, ଶହେ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। କେନ୍ଦ୍ର ସ୍ବାସ୍ଥ୍ୟ…

୧୯୬୨ ସହିତ ୨୦୨୦କୁ ତୁଳନା କରାଯାଇ ପାରିବ ନାହିଁ: ଜୟରାମ ରମେଶ…

ନୂଆଦିଲ୍ଲୀ,୩୦।୧ : ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ସୀମା ବିବାଦକୁ ନେଇ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ବିରୋଧୀ ଦଳଙ୍କୁ ଟାର୍ଗେଟ କରିଥିଲେ। ସେ କହିଥିଲେ ଯେ ଚାଇନା ଭାରତ ଜମି ଏବେ ଦଖଲ କରିନାହିଁ। ଏହା ୧୯୬୨ ମସିହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?