ଗ୍ୟାସ କଳାବଜାରୀ କରୁଥିବା ବ୍ୟକ୍ତିଙ୍କୁ ମିଳିବ ସିଧାସଳଖ ଏମିତି ଦଣ୍ଡ, ବଡ଼ ଚେତାବନୀ ଦେଲେ ସିଟି SP
ମେରଠ,୧୨।୩: ଗ୍ୟାସ କଳାବଜାରୀରେ ସମ୍ପୃକ୍ତ ଲୋକଙ୍କ ବିରୁଦ୍ଧରେ ତୁରନ୍ତ ମାମଲା ରୁଜୁ କରିବାକୁ ଉତ୍ତର ପ୍ରଦେଶ ମେରଠର ଏସଏସପି ନିର୍ଦ୍ଦେଶ ଦେଇଛନ୍ତି। କଳାବଜାରୀ ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ବୁଧବାର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। ସୂଚନା ଲିକ ହେବା…
ହର୍ମୁଜର ଅବରୋଧକୁ ନେଇ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ, ପେଟ୍ରୋଲିୟମ ମନ୍ତ୍ରୀ କହିଲେ – ଭାରତରେ ଅଛି…
ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ବିବାଦ ବିଶ୍ୱ ତୈଳ ଏବଂ ଗ୍ୟାସ ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଉପସାଗରରୁ ତେଲ ପରିବହନ କରୁଥିବା ଟ୍ୟାଙ୍କର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଥ, ହର୍ମୁଜ…
ସହରରେ ୨୫ ଦିନ ପରେ ହୋଇପାରିବ ସିଲିଣ୍ଡର ବୁକିଂ, ତେବେ ଗାଁ ପାଇଁ କ’ଣ ରହିଛି ନିୟମ? ସଂସଦରେ ସରକାର ଦେଲେ ଉତ୍ତର
ନୂଆଦିଲ୍ଲୀ,୧୨।୩: ସଂସଦରେ ଗ୍ୟାସ ସଙ୍କଟ ସମ୍ପର୍କରେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ କହିଥିଲେ ଯେ ଦେଶରେ ପର୍ଯ୍ୟାପ୍ତ ପରିମାଣର ଏଲପିଜି ସିଲିଣ୍ଡର ଅଛି ଏବଂ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି ଯେ କଳାବଜାରୀ ରୋକିବା…
ଯୁଦ୍ଧ ଭିତରେ ଇରାନକୁ କେତେଥର ଫୋନ କରିଛି ଭାରତ, ବଡ଼ କଥା କହିଲା ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଭାରତ ସରକାର କୂଟନୈତିକ ଏବଂ ମାନବୀୟ ସ୍ତରରେ ସକ୍ରିୟ ଭାବରେ ନିୟୋଜିତ ଅଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ସରକାରଙ୍କ ପ୍ରାଥମିକ ଧ୍ୟାନ ହେଉଛି ଭାରତୀୟ ନାଗରିକଙ୍କ ସୁରକ୍ଷା ଏବଂ ଦେଶର ଶକ୍ତି…
ଆକ୍ସନରେ ଭାରତ ସରକାର, ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି, ଜାଣନ୍ତୁ କ’ଣ କରାଯିବ
ନୂଆଦିଲ୍ଲୀ,୧୨।୩: ଇରାନରେ ଚାଲିଥିବା ସଙ୍କଟକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିବା ଏବଂ ସମ୍ଭାବ୍ୟ ପ୍ରଭାବର ମୁକାବିଲା କରିବା ପାଇଁ ଏକ ତିନି ସଦସ୍ୟ ବିଶିଷ୍ଟ ମନ୍ତ୍ରୀ ଗୋଷ୍ଠୀ ଗଠନ କରିଛନ୍ତି। ଏହି ଉଚ୍ଚସ୍ତରୀୟ କମିଟିର…
ଇରାନରେ ଫସିଛନ୍ତି ୯୦୦୦ ଭାରତୀୟ
ତେହରାନ/ନୂଆଦିଲ୍ଲୀ,୧୨ା୩: ଇରାନରେ ୯୦୦୦ ଭାରତୀୟ ଫସି ରହିଛନ୍ତି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ସୂଚନା ଦେଇ କହିଛନ୍ତି, ଏହି ୯ ହଜାରଙ୍କ ମଧ୍ୟରେ ଛାତ୍ର, ବ୍ୟବସାୟୀ, କର୍ମଜୀବୀ ଏବଂ ତୀର୍ଥଯାତ୍ରୀ ଫସି…
ଆର୍ଏନ୍. ରବି ପଶ୍ଚିମବଙ୍ଗର ୨୨ତମ ରାଜ୍ୟପାଳ ଭାବେ ନେଲେ ଶପଥ
କୋଲକାତା,୧୨।୩: କୋଲକାତା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ସୁଜୟ ପାଲ୍ କୋଲକାତାସ୍ଥିତ ଲୋକଭବନରେ ଆର୍.ଏନ୍. ରବିଙ୍କୁ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ଶପଥ ପାଠ କରାଇଛନ୍ତି। ଶପଥ ପାଠ ପରେ ପୂର୍ୱତନ ଆଇପିଏସ୍ ଅଧିକାରୀ ଆର୍.ଏନ୍. ରବି ପଶ୍ଚିମବଙ୍ଗର ୨୨ତମ ରାଜ୍ୟପାଳ ହୋଇଛନ୍ତି।…
‘ମୁଖ୍ୟମନ୍ତ୍ରୀ ମୋ ପାଇଁ କୃଷ୍ଣ’, ନୀତୀଶ କୁମାରଙ୍କ ନାମ ନେବାରୁ କାହିଁକି କାନ୍ଦି ଉଠିଲେ ମହିଳା ମନ୍ତ୍ରୀ, ଜାଣନ୍ତୁ ଏହା ପଛର କାରଣ
ପାଟନା,୧୨।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ଯାଉଛନ୍ତି। ତାଙ୍କ ନିଷ୍ପତ୍ତି ଦଳୀୟ କର୍ମୀ ଏବଂ ନେତାଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ତଥାପି, ନୀତୀଶ କୁମାର ସ୍ପଷ୍ଟ କରିଛନ୍ତି ଯେ ସେ ବିହାରରେ ରହିବେ ଏବଂ…
ସରକାର ମୋ କଥା ଶୁଣିବା ଉଚିତ୍…ପ୍ରଧାନମନ୍ତ୍ରୀଙ୍କ ଉପରେ ଅସନ୍ତୋଷ ଝାଡିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୧୨।୩: ଗୁରୁବାର ଦିନ ଲୋକସଭା ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ଗ୍ୟାସ ସିଲିଣ୍ଡରକୁ ନେଇ ପ୍ରତିବାଦ କରିଥିଲେ। ମୁଲତବୀ ପରେ, ବିରୋଧୀ ଏମପିମାନେ ସଂସଦ ପରିସରରେ ସ୍ଲୋଗାନ ଦେଇଥିଲେ। ରାହୁଲ ଗାନ୍ଧୀ ଦେଶର ବର୍ତ୍ତମାନର ଇନ୍ଧନ ସଙ୍କଟ ଉପରେ କହିବା ପାଇଁ…
ଡଲାର ତୁଳନାରେ ଟଙ୍କାର ବଡ଼ ବିପର୍ଯ୍ୟୟ: ରେକର୍ଡ ୯୨.୩୬ ସ୍ତରରେ ପହଞ୍ଚିଲା
ମୁମ୍ବାଇ,୧୨ା୩: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ଘଟିଛି। ଗୁରୁବାର କାରବାର ସମୟରେ ଟଙ୍କା ଏହାର ସର୍ବକାଳୀନ ସର୍ବନିମ୍ନ ସ୍ତର ୯୨.୩୬ କୁ ଖସି ଆସିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ଏବଂ ବିଶ୍ୱ…
ଆରାବଳୀ ପର୍ବତମାଳାରେ ବର୍ଷକୁ ୧୩.୮% ମୃତ୍ତିକା କ୍ଷୟ, ବନୀକରଣ ବୃଦ୍ଧି ପାଇଥିଲେ ବି…
ନୂଆଦିଲ୍ଲୀ,୧୨ା୩ (ପି.ଟି.): ଆରାବଳୀ ପର୍ବତମାଳାର ପରିବେଶ କ୍ଷୟକ୍ଷତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ବୁଧବାର ସାମ୍ନାକୁ ଆସିଛି। ୨୦୧୭ରୁ ୨୦୨୪ ମଧ୍ୟରେ ଆରାବଳୀ ଅଞ୍ଚଳରେ ବାର୍ଷିକ ହାରାହାରି ମୃତ୍ତିକା କ୍ଷୟ ୧୩.୮% ବୃଦ୍ଧି ପାଇଛି। ଏହା ବର୍ଷକୁ ୧.୫୯ ଟନ୍ ହେକ୍ଟରରୁ…
ଭାରତ ପଠାଇବ ଯୁଦ୍ଧ ଜାହାଜ? PMO ରେ ବଡ଼ ହଲଚଲ, ମୋଦି ଦେବେ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୧୨।୩: ଇରାନ-ଆମେରିକା ଯୁଦ୍ଧର ପ୍ରଭାବ ଏବେ ସାରା ବିଶ୍ୱରେ ସାମୁଦ୍ରିକ ବାଣିଜ୍ୟ ଉପରେ ପଡ଼ିଛି। ହରମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡ଼ିକ ଉପରେ ଲଗାତାର ଆକ୍ରମଣ ହେଉଛି, ଯାହା ତେଲ ଏବଂ ଗ୍ୟାସ ବାଣିଜ୍ୟକୁ ବାଧା ସୃଷ୍ଟି କରୁଛି। ଭାରତ ସରକାର…
Archives


