ଜାତୀୟ

କଶ୍ମୀରରେ ପ୍ରବେଶ କଲା ଭାରତ ଯୋଡ଼ୋ ଯାତ୍ରା

ଶ୍ରୀନଗର,୨୭।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ଏବେ ଜମ୍ମୁ-କଶ୍ମୀରରେ ପ୍ରବେଶ କରିଛି। ଶୁକ୍ରବାର ବନିହାଲରୁ ଆରମ୍ଭ ହୋଇ କଶ୍ମୀର ଅଭିମୂଖେ ଏହି ଯାତ୍ରା ଆରମ୍ଭ ହୋଇଛି। ଏଥିରେ ବନିହାଲର ନ୍ୟାଶନାଲ କନ୍‌ଫରେନ୍ସର ନେତା ତଥା ପୂର୍ବତନ…

ସିନ୍ଧୁ ଜଳ ଚୁକ୍ତି ସଂଶୋଧନ ପାଇଁ ପାକିସ୍ତାନକୁ ନୋଟିସ ପଠାଇଲା ଭାରତ

ନୂଆଦିଲ୍ଲୀ,୨୭।୧: ସେପ୍ଟେମ୍ବର ୧୯୬୦ର ସିନ୍ଧୁ ଜଳ ଚୁକ୍ତିରେ ସଂଶୋଧନ ପାଇଁ ଭାରତ ପାକିସ୍ତାନକୁ ଏକ ନୋଟିସ ଜାରି କରିଛି। ଶୁକ୍ରବାର ଆଇଡବ୍ଲ୍ୟୁଟିର ଧାରା ଏକ୍ସଆଇଆଇ(୩) ଅନୁଯାୟୀ ଏହି ନୋଟିସ୍‌ ଦିଆଯାଇଥିବା ସୂଚନା ଦିଆଯାଇଛି। ଜାନୁୟାରୀ ୨୫ରେ ସିନ୍ଧୁ ଜଳ ପାଇଁ ନିଯୁକ୍ତ…

ଅସୁସ୍ଥ ଅଛନ୍ତି ଗେହଲୋଟ, ପଞ୍ଜାବ-ଅଜମେର ଗସ୍ତ ହେଲା ବାତିଲ

ଜୟପୁର,୨୭।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ଗତ କିଛି ଦିନ ଧରି ସେ ଅସୁସ୍ଥ ଅଛନ୍ତି । ମୁଖ୍ୟମନ୍ତ୍ରୀ ଅସୁସ୍ଥତା ସତ୍ତ୍ୱେ ଗୁରୁବାର ଗଣତନ୍ତ୍ର ଦିବସ ଅବସରରେ ସେ ଜୟପୁରର ଏସ୍‌ଏମ୍‌ଏସ୍‌ ଷ୍ଟାଡିୟମରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ…

ଦେଶରେ ଆଜି ୯୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

ଜ୍ୟାକଲିନଙ୍କୁ ବିଦେଶ ଯିବାକୁ ଅନୁମତିି

ନୂଆଦିଲ୍ଲୀ,୨୭।୧: ୨୦୦ କୋଟି ଟଙ୍କା ଲଣ୍ଡରିଂ ମାମଲାରେ ଅଭିଯୁକ୍ତ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିସଙ୍କୁ ଦୁବାଇ ଯିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟ। ଜ୍ୟାକଲିନ ଜାନୁଆରୀ ୨୭ ରୁ ଜାନୁୟାରୀ ୩୦ ମଧ୍ୟରେ ଦୁବାଇ ଯିବାକୁ ଆବେଦନ କରିଥିଲେ, ଯାହା…

ଛାତ୍ରୀଛାତ୍ରଙ୍କୁ ଗୁରୁମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ‘ପରୀକ୍ଷା ପେ ଚର୍ଚ୍ଚା’ର ଷଷ୍ଠ ସଂସ୍କରଣରେ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହ ଆଲୋଚନା କରିଛନ୍ତି। ‘ପରୀକ୍ଷା ପେ ଚର୍ଚ୍ଚା’ ଆଲୋଚନା ବେଳେ ପିଏମ ମୋଦି ଚାପମୁକ୍ତ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇ କହିଥିଲେ,…

ଦକ୍ଷିଣ ଆଫ୍ରିକାରୁ ଭାରତ ଆସିବ ୧୦୦ ଚିତା ବାଘ

କେପଟାଉନ୍‌/ନୂଆଦିଲ୍ଲୀ,୨୭।୧: ନାମିବ୍ୟା ପରେ ଦକ୍ଷିଣ ଆଫ୍ରିକାରୁ ୧୦୦ରୁ ଅଧିକ ଚିତା ବାଘ ଭାରତକୁ ଆସିବ ବୋଲି ଜଣାପଡିଛି। ଏନେଇ ଦୁଇ ଦେଶ ମଧ୍ୟରେ ଏକ ରାଜିନାମା ହୋଇଥିବା ଦକ୍ଷିଣ ଆଫ୍ରିକାର ପରିବେଶ ମନ୍ତ୍ରଣାଳୟ କହିଛି। ଚିତା ସଂଖ୍ୟା ବୃଦ୍ଧି ନିମନ୍ତେ ଏହି…

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ଓମାର ଅବଦୁଲ୍ଲା

ଶ୍ରୀନଗର,୨୭।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସିଂ (ଏନ୍‌ସି ) ନେତା ଓମାର ଅବଦୁଲ୍ଲା ସାମିଲ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ଓମାର ଅବଦୁଲ୍ଲା କହିଛନ୍ତି, ଭାରତ ଯୋଡୋ ଯାତ୍ରା ରାହୁଲ ଗାନ୍ଧୀଙ୍କ ଭାବମୂର୍ତ୍ତିକୁ…

୩ ମାସର ଶିଶୁକନ୍ୟାକୁ ୫୧ ଥର ଚେଙ୍କ

ଭୋପାଳ,୨୭।୧: ୩ ମାସର ଶିଶୁକନ୍ୟାକୁ ୫୧ ଥର ଗରମ ରଡରେ ଚେଙ୍କ ଦିଆଯିବା ଘଟଣା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶର ଶହଡୋଲ ଜିଲାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶିଶୁଟିର ଅବସ୍ଥା ଏବେ ଗୁରୁତର ରହିଛି। ତାଙ୍କୁ ଚିକିତ୍ସା ପାଇଁ ଶହଡୋଲ ମେଡିକାଲ…

ଆଜି ‘ପରୀକ୍ଷା ପେ ଚର୍ଚ୍ଚା’ କରିବେ ମୋଦି

ନୂଆଦିଲ୍ଲୀ,୨୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘ପରୀକ୍ଷା ପେ ଚର୍ଚ୍ଚା’କରିବେ। ଯେଉଁଥିରେ ବହୁ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ, ଯେଉଁଥିପାଇଁ ପ୍ରସ୍ତୁତି ଚାଲିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ କେବଳ ଛାତ୍ରମାନଙ୍କ ସହିତ ନୁହେଁ…

ଅଲିଗଡ଼ ମୁସଲିମ ବିଶ୍ୱବିଦ୍ୟାଳୟ ଗେଟରେ ଶୁଭିଲା ‘ଅଲ୍ଲାହୁ ଅକବର’ ସ୍ଲୋଗାନ, ଯାଞ୍ଚ ନିର୍ଦ୍ଦେଶ

ଲକ୍ଷ୍ନୌ,୨୭ ।୧: ଉତ୍ତର ପ୍ରଦେଶର ଅଲିଗଡ଼ ମୁସଲିମ ବିଶ୍ୱବିଦ୍ୟାଳୟ ବାହାରେ ସାଧାରଣତନ୍ତ୍ର ଦିବସ ସମୟରେ ରାଷ୍ଟ୍ରୀୟ କ୍ୟାଡେଟ କୋର(ଏନସିସି) ପୋଷାକରେ କେତେଜଣ ଛାତ୍ରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏହି ଭିଡିଓରେ ଛାତ୍ରମାନେ ‘ଆଲ୍ଲାହୁ ଆକବର’…

ସାଧାରଣତନ୍ତ୍ର ଦିବସରେ ଉଡିଲା ପାକିସ୍ତାନ ପତାକା

ପାଟନା,୨୭।୧: ଗଣତନ୍ତ୍ର ଦିବସ ଅବସରରେ ବିହାରର ପୁର୍ନିଆ ଜିଲାର ମଧୁବାନୀ ସିପାହି ଟୋଲା ଠାରେ ପାକିସ୍ତାନୀ ପତାକା ଉତ୍ତୋଳନ କରାଯାଇଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ପୋଲିସ ଏହି ସୂଚନା ଦେଇଛି। ପୋଲିସ କହିଛି, ଏହି ଘଟଣା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?