ଜାତୀୟ

ପାକିସ୍ତାନୀ ଯୁବତୀଙ୍କୁ ବିବାହ କରିବା ସିକ୍ୟୁରିଟି ଗାର୍ଡଙ୍କୁ ପଡ଼ିଲା ମହଙ୍ଗା

ବେଙ୍ଗାଲୁରୁ,୨୪।୧: ଭାରତରେ ବେଆଇନ୍‌ ଭାବେ ରହୁଥିବା ଜଣେ ପାକିସ୍ତାନୀ ୧୫ ବର୍ଷିୟ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଯୁବତୀଙ୍କ ପାଖରେ ଆବଶ୍ୟକୀୟ ବିଦେଶୀ ପ୍ରମାଣପତ୍ର ନ ଥିବାରୁ ପୋଲିସ ଏଭଳି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛି। ଯୁବତୀ ଜଣକ ନେପାଳର କାଠମାଣ୍ଡୁ ଦେଇ…

ବାବା ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୪।୧: ବାଗେଶ୍ୱର ଧାମର ପୀଠାଧୀଷ ଧୀରେନ୍ଦ୍ର ଶାସ୍ତ୍ରୀ ଆଜିକାଲି ବିବାଦ ଘେରରେ ରହିଛନ୍ତି। ସେ ଅନ୍ଧବିଶ୍ୱାସକୁ ପ୍ରୋତ୍ସାହିତ କରୁଥିବା ଏବଂ ନିଜକୁ ଚମତ୍କାର ବୋଲି କହୁଥିବା ଅଭିଯୋଗ ହୋଇଛି। ତାଙ୍କ ବିରୋଧରେ ପୋଲିସରେ ଏକ ଅଭିଯୋଗ ମଧ୍ୟ ଦିଆଯାଇଛି। ଏବେ ତାଙ୍କୁ…

ସ୍କୁଲରେ ପିଲା ପଢିବେ ଗୀତା,ରାମାୟଣ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୋପାଳ,୨୪।୧: ବିଦ୍ୟାଳୟରେ ଗୀତା, ରାମାୟଣ ସହିତ ହିନ୍ଦୁ ଧର୍ମର ସମସ୍ତ ପବିତ୍ର ଗ୍ରନ୍ଥର ଶିକ୍ଷା ଦିଆଯିବ। ସୋମବାର ଭୋପାଳରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି ରାମାୟଣ, ମହାଭାରତ, ବେଦ,…

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ : ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ,୨୪।୧: ରାଜଧାନୀ ଦିଲ୍ଲୀରେ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ। ଗତ ସପ୍ତାହରେ ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ…

ମହାରାଷ୍ଟ୍ରରେ କରୋନା ମହାମାରୀ ସମୟରେ ପାରୋଲରେ ଯାଇଥିବା ୪୫୧ କଏଦୀଙ୍କର ମିଳୁନାହିଁ ପତ୍ତା

ମୁମ୍ବାଇ,୨୪ ।୧: କରୋନା ସମୟରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜେଲରେ ସଜା ଭୋଗୁଥିବା କଏଦୀଙ୍କୁ କରୋନା ମହାମାରୀ ସମୟରେ ପରୋଲରେ ଛାଡି ଦିଆଯାଇଥିଲା । ହେଲେ ଏବେ ଏହି କଏଦୀମାନେ ଜେଲକୁ ଫେରୁ ନ ଥିବା ଜଣାପଡିଛି । ମହାରାଷ୍ଟ୍ରରେ ଏମିତି ପ୍ରାୟ…

ବଦଳିଲା ଦିଗ୍‌ବିଜୟ ସିଂଙ୍କ ସ୍ବର

ନୂଆଦିଲ୍ଲୀ,୨୪।୧: କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ସର୍ଜିକାଲ ଷ୍ଟ୍ରାଇକ ଉପରେ ପ୍ରଶ୍ନ ଉଠାଇ ଏକ ନୂଆ ବିବାଦ ସୃଷ୍ଟି କରିଛନ୍ତି। ଦିଗ୍‌ବିଜୟଙ୍କ ମନ୍ତବ୍ୟକୁ ନେଇ କେବଳ ଭାଜପା ତାଙ୍କୁ ଟାର୍ଗେଟ୍‌ କରିନାହିଁ, ତାଙ୍କ ଦଳ କଂଗ୍ରେସ ମଧ୍ୟ ଏଥିରୁ ନିଜକୁ…

ରାଜଧାନୀରେ ଶୀତ ଲହରି ଭିତରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ, ୪ ବର୍ଷ ପରେ ୨୩ ଜାନୁୟାରୀରେ ସର୍ବାଧିକ ତାପମାତ୍ରା

ନୂଆଦିଲ୍ଲୀ,୨୪ ।୧: ଚଳିତ ବର୍ଷର ହାଡଭଙ୍ଗା ଶୀତରେ ସାଧାରଣ ଜୀବନଯାତ୍ରା ବେଶ ପ୍ରଭାବିତ ହୋଇଛି । ଜାନୁୟାରୀର ଶୀତ ମଧ୍ୟରେ ଗରମ ବି ତା’ର ରେକର୍ଡ ଭାଙ୍ଗିଛି । ବିଶ୍ୱାସ ହେଉ ନ ଥିଲେ ବି ଜାନୁୟାରୀ ୨୩ ଅର୍ଥାତ୍ ସୋମବାର…

ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟରେ ମୋଦିଙ୍କ ଉପରେ ବିବିସି ଦ୍ୱାରା ନିର୍ମିତ ଡକ୍ୟୁମେଣ୍ଟାରିର ସ୍କ୍ରିନିଂ, ଜେଏନୟୁରେ ରଦ୍ଦ ହେଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୪ ।୧: ବିବିସି ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରିକୁ ୟୁଟ୍ୟୁବ ଓ ଟୁଇଟରରେ ବ୍ଲକ କରି ଦିଆଯାଇଛି । ଏହାପରେ ବି ହାଇଦ୍ରାବାଦ ୟୁନିଭର୍ସିଟିରେ ଛାତ୍ରଙ୍କୁ ଡକ୍ୟୁମେଣ୍ଟାରି ଦେଖାଯାଇଛି । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଛାତ୍ର…

ସ୍ପାଇସ ଜେଟ କ୍ୟାବିନ କ୍ର‌୍ୟୁଙ୍କ ସହ ଦୁର୍ବବ୍ୟହାର: ସାମ୍ନାକୁ ଆସିଲା ଭିଡିଓ

ନୂଆଦିଲ୍ଲୀ,୨୪ ।୧: ସ୍ପାଇସ ଜେଟ ଫ୍ଲାଇଟରେ କ୍ୟାବିନ କ୍ରୁ୍ୟଙ୍କ ସହ ଜଣେ ଯାତ୍ରୀ ଦୁର୍ବବ୍ୟହାର କରିଥିବା ଜଣାପଡିଛି । ଏହାପରେ ଅଭିଯୁକ୍ତ ଯାତ୍ରୀ ଓ ତାଙ୍କ ସହଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇ ସୁରକ୍ଷାକର୍ମୀଙ୍କୁ ହସ୍ତାନ୍ତର କରାଯାଇଛି । ସ୍ପାଇସ ଜେଟ ଏୟାର…

‘ମୋ କାନ୍ଧରେ ବନ୍ଧୁକ ଫୁଟାଅ ନାହିଁ’

ନୂଆଦିଲ୍ଲୀ,୨୪।୧: ବିଚାରପତି ନିଯୁକ୍ତି ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ନ୍ୟାୟପାଳିକା ମଧ୍ୟରେ ବିବାଦ ଲାଗିରହିଥିବାବେଳେ ତାଙ୍କ କାନ୍ଧରେ ବନ୍ଧୁକ ନ ଫୁଟାଇବାକୁ ଦିଲ୍ଲୀ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଆର୍‌.ଏସ୍‌. ସୋଧି ସୋମବାର କେନ୍ଦ୍ର ଆଇନମନ୍ତ୍ରୀ କିରେନ୍‌ ରିଜିଜୁଙ୍କୁ ପରାମର୍ଶ ଦେଇଛନ୍ତି।…

ଉପଯୁକ୍ତ ଝିଅ ମିଳିଲେ ବାହାହେବି: ରାହୁଲ

ନୂଆଦିଲ୍ଲୀ,୨୪।୧: ଉପଯୁକ୍ତ ଝିଅ ମିଳିଲେ ବିବାହ କରିବେ ବୋଲି କଂଗ୍ରେସ ନେତା ତଥା ଅନେକଙ୍କ ଦୃଷ୍ଟିରେ ଭାରତର ସବୁଠୁ ଯୋଗ୍ୟ ଅବିବାହିତ ରାହୁଲ ଗାନ୍ଧୀ କହିଛନ୍ତି। ସମସ୍ୟା ହେଲା କି ତାଙ୍କ ମାତାପିତାଙ୍କ ‘ବାସ୍ତବ ସୁନ୍ଦର ବିବାହ’ ବହୁତ ଉଚ୍ଚ ପ୍ରତିବନ୍ଧକ…

ବାଲ ଠାକରେ ଏକମାତ୍ର ଭାରତୀୟ ନେତା ଥିଲେ, ଯାହାକୁ ଡରୁ ଥିଲା ପାକିସ୍ତାନ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୪।୧: ଶିବସେନା ପ୍ରତିଷ୍ଠାତା ବାଲ ଠାକରେ ଏକମାତ୍ର ଭାରତୀୟ ନେତା ଥିଲେ, ଯାହାକୁ ପାକିସ୍ତାନ ଭୟ କରୁଥିଲା ବୋଲି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କହିଛନ୍ତି। ବାଲ ଠାକରେଙ୍କର ୯୭ ତମ ଜନ୍ମବାର୍ଷିକୀ ଅବସରରେ ଦକ୍ଷିଣ ମୁମ୍ବାଇର ମହାରାଷ୍ଟ୍ର ବିଧାନସଭା ଭବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?