ଜାତୀୟ

ବିଶ୍ୱର ପ୍ରଥମ ୧୦ ଜଣ ଧନିବ୍ୟକ୍ତିଙ୍କ ତାଲିକାରୁ ବାଦ ପଡିଲେ ମୁକେଶ ଅମ୍ବାନି

ନୂଆଦିଲ୍ଲୀ,୨୩ ।୧: ବିଶ୍ୱର ଟପ ୧୦ ଧନି ବ୍ୟକ୍ତିଙ୍କ ତାଲିକାରୁ ବାଦ ପଡିଛନ୍ତି ଭାରତର ଧନୀ ଉଦ୍ଦ୍ୟୋଗୋପତି ମୁକେଶ ଅମ୍ବାନି । ବ୍ଲୁମବର୍ଗ ବିଲେନିୟର ଇଣ୍ଡେକ୍ସ ଅନୁଯାୟୀ, ମୁକେଶ ଅମ୍ବାନି ଏହି ତାଲିକାର ୧୧ ତମ ସ୍ଥାନରେ ରହିଛନ୍ତି । ମୁକେଶ…

ପୁଣି ରାଜସ୍ଥାନରୁ ବୋହୂ ଆଣିବେ ନଡ୍ଡା

ଜୟପୁର,୨୩।୧: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ପୁଣି ରାଜସ୍ଥାନରୁ ବୋହୂ ଆଣିବାକୁ ଯାଉଛନ୍ତି। ବଡ଼ ପୁଅ ପରେ ଏବେ ରାଜସ୍ଥାନ ଝିଅ ରିଦ୍ଧି ସହ ସାନପୁଅ ହରିଶଙ୍କ ବିବାହ କରାଇବାକୁ ଯାଉଛନ୍ତି ନଡ୍ଡା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।…

ଶିୱାନରେ ୪ ଜଣଙ୍କ ମୃତ୍ୟୁକୁ ନେଇ ଲୋକେ ଭୟଭୀତ, ବିଷାକ୍ତ ମଦ୍ୟପାନକୁ ନେଇ ଚର୍ଚ୍ଚା, ୬ ଗୁରୁତର

ପାଟନା,୨୩ ।୧: ବିହାରର ଶିୱାନ ଜିଲାରେ ନବିଗଞ୍ଜ ଥାନା ଅଞ୍ଚଳର ଭୋପତପୁର ପଞ୍ଚାୟତରେ ରବିବାର ସନ୍ଧ୍ୟାରେ ସନ୍ଦିଗ୍ଧ ଅବସ୍ଥାରେ ୪ ଜଣଙ୍କ ମୃତ୍ୟୁ ଏବେ ଅନେକ ପ୍ରଶ୍ନ ଉଠାଇଛି । ଏହାସହ ୬ ଜଣ ଗୁରୁତର ଥିବା ଜଣାପଡିଛି । ଏମାନଙ୍କର…

ହାଡଭଙ୍ଗା ଶୀତ ପରେ ଏବେ ବର୍ଷା ସାଙ୍ଗକୁ ତୁଷାରପାତ, ବଦଳୁଛି ଉତ୍ତର ଭାରତର ପାଣିପାଗ

ନୂଆଦିଲ୍ଲୀ,୨୩ ।୧: ଉତ୍ତର ପଶ୍ଚିମ ଭାରତର କିଛି ସ୍ଥାନରେ ଆଗାମୀ କିଛିଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାରି ଭିତରେ ପଶ୍ଚିମ ହିମାଳୟ ଅଞ୍ଚଳରେ ତୁଷାରପାତ ବି ହୋଇପାରେ । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୪…

ୟୁପିର ସବୁ ଆସନରେ ଭାଜପା ହାରିବ: ଅଖିଳେଶ

ଲକ୍ଷ୍ନୌ,୨୩।୧ : ୨୦୨୪ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସମସ୍ତ ୮୦ ଆସନରେ ଭାଜପା ନିଶ୍ଚୟ ପରାଜୟର ସ୍ବାଦ ଚାଖିବ ବୋଲି ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ରବିବାର କହିଛନ୍ତି। ଉତ୍ତରପ୍ରଦେଶକୁ ଆଗାମୀ ୫୦ ବର୍ଷ ଯାଏ ଭାଜପା ଶାସନ…

ସାମ୍ବାରେ ଭାରତ ଯୋଡ଼ୋ ଯାତ୍ରା

ସାମ୍ବା,୨୩।୧(ପି.ଟି.): ଜମ୍ମୁ-କଶ୍ମୀରରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ରବିବାର ୨୧ କିଲୋମିଟର ଅତିକ୍ରମ କରିବା ପରେ ଅପରାହ୍ନରେ ସାମ୍ବାରେ ପହଞ୍ଚତ୍ଛି। ଜମ୍ମୁରେ ଶନିବାର ଦୁଇଟି ବିସ୍ଫୋରଣ ଘଟିଥିବାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ ହୋଇଥିଲା। ରାହୁଲ…

ବିଦେଶୀ ଘୋଷଣାର ୯ ବର୍ଷ ପରେ ନାଗରିକତ୍ୱ ପ୍ରମାଣ ଲାଗି ସୁଯୋଗ

ଗୁଆହାଟୀ,୨୩।୧(ଆଇଏଏନ୍‌ଏସ୍‌): ଆସାମ କରିମଗଞ୍ଜ ଜିଲା ବାସିନ୍ଦା ରଞ୍ଜିତ ଦାସଙ୍କ ନାଗରିକତ୍ୱକୁ ନେଇ ବିବାଦ ଦେଖାଦେଇଥିଲା। ସ୍ଥାନୀୟ ଫରେନର୍ସ ଟ୍ରିବ୍ୟୁନାଲଙ୍କ ନିକଟରେ ସେ ଦାଖଲ କରିଥିବା ଅଧିକାଂଶ ଦସ୍ତାବିଜ୍‌ରେ ତାଳମେଳ ନ ଥିବାରୁ ୯ ବର୍ଷ ପୂର୍ବେ କୋର୍ଟ ତାଙ୍କୁ ବିଦେଶୀ ଘୋଷଣା…

ଜୋଷୀମଠ ଦବିବା ପଛରେ ଗାଏବ ପୁଷ୍କରିଣୀ

ଡେରାଡୁନ୍‌,୨୩।୧: ଉତ୍ତରାଖଣ୍ଡର ଜୋଷୀମଠ ସହର ଓ ଏହାର ଆଖପାଖ ଦବୁଥିବାରୁ ଅନେକ ଘର ଓ ରାସ୍ତାଘାଟରେ ଫାଟ ହୋଇ ବିପଦ ସୃଷ୍ଟି କରିଛି। ଉକ୍ତ ବିପଦସଙ୍କୁଳ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ଲାଗି ପ୍ରଶାସନ ଉଦ୍ୟମ ଚଳାଇଛି। ଜୋଷୀମଠ ବାସିନ୍ଦାଙ୍କ କହିବା…

ଶ୍ରଦ୍ଧା ହତ୍ୟା ମାମଲାରେ ୩ ହଜାର ପୃଷ୍ଠାର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର ବହୁଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲ୍‌କର ହତ୍ୟା ମାମଲାରେ ପୋଲିସ ୩,୦୦୦ ପୃଷ୍ଠାର ଚାର୍ଜଶିଟ୍‌ ପ୍ରସ୍ତୁତ କରିଛି। ଏଥିରେ ଫୋରେନ୍‌ସିକ୍‌ ଏବଂ ଇଲେକ୍ଟ୍ରୋନିକ୍‌ ପ୍ରମାଣ ସହ ୧୦୦ ଜଣ ସାକ୍ଷୀଙ୍କ ବୟାନକୁ ରେକର୍ଡ କରାଯାଇଛି। ପୋଲିସ ଅଧିକାରୀମାନେ ଏହି ଅଭିଯୋଗ ଫର୍ଦ୍ଦ…

ବଳାତ୍କାରକୁ ନା କରିବାରୁ ହତ୍ୟା

ହଜାରିବାଗ,୨୩ା୧: ଜାନୁୟାରୀ ୭ ତାରିଖର ଘଟଣା। ଝାଡ଼ଖଣ୍ଡର ହଜାରିବାଗରେ ଜଣେ ୨୩ ବର୍ଷୀୟା ମହିଳାଙ୍କୁ ତାଙ୍କ ସମ୍ପର୍କୀୟମାନେ ବଳାତ୍କାର ଉଦ୍ୟମ କରିଥିଲେ। ମହିଳା ଜଣକ ଏହାକୁ ପ୍ରତିରୋଧ କରିବାରୁ ସେମାନେ ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଅଁା ଲଗାଇଦେଇଥିଲେ। ତାଙ୍କ ଶରୀରର…

ସମ୍ବିଧାନକୁ ହାଇଜାକ୍‌ କରିଛନ୍ତି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୧(ଆଇଏଏନ୍‌ଏସ୍‌): ବିଚାରପତି ନିଯୁକ୍ତିକୁ ନେଇ କେନ୍ଦ୍ର ଏବଂ ନ୍ୟାୟପାଳିକା ମଧ୍ୟରେ ବିବାଦ ଲାଗିରହିଥିବାବେଳେ ଆଇନ ମନ୍ତ୍ରୀ କିରେନ୍‌ ରିଜିଜୁ ରବିବାର ଦିଲ୍ଲୀ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଆର୍‌.ଏସ୍‌. ସୋଧିଙ୍କ ସାକ୍ଷାତ୍‌କାରର ଭିଡିଓ ଶେୟାର କରିଛନ୍ତି। ସୁପ୍ରିମକୋର୍ଟ ନିଜେ ବିଚାରପତି ନିଯୁକ୍ତି ସମ୍ପର୍କରେ…

ମୁଁ ଦଳଠାରୁ ବଡ଼ ନୁହେଁ: ବ୍ରଜଭୂଷଣ

ନୂଆଦିଲ୍ଲୀ,୨୩।୧: ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ବ୍ରଜଭୂଷଣ ଶରଣ ସିଂଙ୍କ ନାଁରେ ଯୌନ ଉତ୍ପୀଡ଼ନ ସମେତ ଅନେକ ଅଭିଯୋଗ ଆସିଛି। ଏହି ବିବାଦ ମଧ୍ୟରେ ସୋସିଆଲ ମିଡିଆରେ କୌଣସି ଆପତ୍ତିଜନକ ପୋଷ୍ଟ ନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?