ଜାତୀୟ

କଂଗ୍ରେସ କ୍ଷମତାକୁ ଆସିଲେ ମାସକୁ ମିଳିବ ୨୦୦୦ ଟଙ୍କା

ବେଙ୍ଗାଲୁରୁ,୧୬।୧: କର୍ନାଟକରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କର୍ନାଟକରେ କଂଗ୍ରେସ ସରକାର କ୍ଷମତାକୁ ଆସିଲେ ୨୦୦ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ଯୋଗାଇଦେବାକୁ ଦଳ ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ବେଳେ ସୋମବାର ଦଳ ଏବେ ଆଉ…

ଦିଲ୍ଲୀରେ ମୋଦିଙ୍କ ମେଗା ରୋଡ୍‌ ଶୋ’

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ସୋମବାର ଏକ ମେଗା ରୋଡ୍‌ ଶୋ’ କରିଛନ୍ତି। ଏହି ରୋଡ୍‌ ଶୋ’ ପଟେଲ ଛକରୁ ବାହାରି ଏନ୍‌ଡିଏମ୍‌ସି ସମ୍ମିଳନୀ କେନ୍ଦ୍ରକୁ ଯାଇଥିଲା। ଏହି ସମୟରେ ରାସ୍ତାରେ ବହୁ ସଂଖ୍ୟାରେ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା।…

ପୁଣି ସାକ୍ସେନାଙ୍କୁ ଟାର୍ଗେଟ୍‌ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଦିଲ୍ଲୀର ସରକାରୀ ଶିକ୍ଷକମାନଙ୍କୁ ଫିନଲ୍ୟାଣ୍ଡକୁ ତାଲିମ ପାଇଁ ପଠାଇବା ପ୍ରସଙ୍ଗରେ ଏବେ ପୁଣି ଥରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ସାକ୍ସେନାଙ୍କୁ ଟାର୍ଗେଟ୍‌ କରିଛନ୍ତି। କେଜ୍‌ରିଓ୍ବାଲ…

ରାମ ମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ଯୋଜନା…ଜୈଶ-ଏ-ମହମ୍ମଦ ରଚିଛି ପ୍ଲାନ

ନୂଆଦିଲ୍ଲୀ,୧୬ ।୧: ଗଣତନ୍ତ୍ର ଦିବସ ଅବସରରେ ଦେଶର ରାଜଧାନୀ ଦିଲୀ ସମେତ କିଛି ବଡ ବଡ ସହର ଉପରେ ନଜର ରଖିଛନ୍ତି ଆତଙ୍କବାଦୀ । ଇଣ୍ଟଲିଜେନ୍ସ ଏଜେନ୍ସିକୁ ଗୁପ୍ତ ସୂଚନା ମିଳିଛି କି ଆତଙ୍କବାଦୀମାନେ ଅଯୋଧ୍ୟାର ରାମ ମନ୍ଦିରକୁ ସେମାନଙ୍କର ଟାର୍ଗେଟ…

୨୪ରେ ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍‌ସିଡି) ମେୟର ନିର୍ବାଚନ ନେଇ ସୋମବାର ପୁଣି ତାରିଖ ଘୋଷଣା ହୋଇଛି। ଜାନୁଆରୀ ୨୪ରେ ମେୟର ନିର୍ବାଚନ ହେବା ନେଇ ସୂଚନା ଦିଆଯାଇଛି। ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କ ଅନୁମତି କ୍ରମେ ନବ ନିର୍ବାଚିତ କାଉନସିଲଙ୍କ ବୈଠକ ବସିବ।…

କୃତ୍ରିମ ଜରୁରୀକାଳୀନ ସ୍ଥିତି ସୃଷ୍ଟି କରାଯାଉଛି, ସିସିଆଇ ଜରିମାନା ମାମଲାରେ ଗୁଗଲ ଆବେଦନ ନେଇ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୬।୧ : ଗୁଗଲର ସହାୟକ ଆଣ୍ଡ୍ରଏଡ ଇଙ୍କ ଉପରେ ଭାରତୀୟ ପ୍ରତିଯୋଗୀତା ଆୟୋଗ (ସିସିଆଇ) ଜରିମାନା ଲଗାଇବା ନେଇ ଗୁଗଲର ଆବେଦନ ଶୁଣାଣି ସମୟରେ ସୁପ୍ରିମକୋର୍ଟ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇଛନ୍ତି। ସୁପ୍ରିମକୋର୍ଟ ଗୁଗଲକୁ ପଚାରିଛନ୍ତି ଯେ ସେମାନେ ୟୁରୋପରେ ରଖିଥିବା…

ଘନ କୁହୁଡ଼ି ଯୋଗୁ ବାଟ ନ ପାଇ ୬୦୦ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଦୁଇ ଡଙ୍ଗା ମଝି ସମୁଦ୍ରରେ ଅଟକିଲା…

କୋଲକାତା,୧୬।୧ : ରବିବାର ରାତିରେ ଗଙ୍ଗାସାଗରରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଦୁଇଟି ଡଙ୍ଗା ମଝି ସମୁଦ୍ରରେ ଫସି ରହିଥିଲା। ସୂଚନା ଅନୁଯାୟୀ, ଏଥିରେ ୫୦୦ରୁ ୬୦୦ ତୀର୍ଥଯାତ୍ରୀ ଥିଲେ। ଅଟକି ରହିଥିବା ଯାତ୍ରୀଙ୍କ ବିଷୟରେ ସୂଚନା ପାଇବା ପରେ ରାଜ୍ୟ ପ୍ରଶାସନ…

ଶାଶୂ-ବୋହୂଙ୍କ କଳି ଯୋଗୁ ପଡୋଶୀଙ୍କ ଶାନ୍ତି ଭଙ୍ଗ ହୁଏନାହିଁ…

ନୂଆଦିଲ୍ଲୀ,୧୬।୧ : ଘର ଭିତରେ ଶାଶୁ ଏବଂ ବୋହୂଙ୍କ ମଧ୍ୟରେ ଲାଗୁଥିବା କଳି ଥିବା ଝଗଡାକୁ ସାଧାରଣ ଶାନ୍ତି ଉଲ୍ଲଂଘନ ବୋଲି ବିବେଚନା କରାଯାଇପାରିବ ନାହିଁ। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ଅଦାଲତ ଦିଲ୍ଲୀର ତିସହଜାରି କୋର୍ଟର ଅତିରିକ୍ତ ସେସନ ଜଜ ମନୀଷ…

ବିମାନର ଜରୁରୀ ଅବତରଣ ପରେ ୭୫ କି.ମି. କାରରେ ଗଲେ ଶିବରାଜ

ଭୋପାଳ,୧୬।୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମନାଓ୍ବରରୁ ଧର ଯାଉଥିବାବେଳେ ଯାନ୍ତ୍ରୀକ ତ୍ରୁଟି ଯୋଗୁ ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଥିବା ସୂଚନା ମିଳିଛି। ହେଲିକପ୍ଟରଟି ମନାଓ୍ବରରୁ ଉଡ଼ାଣ ଭରିବାର କିଛି ସମୟ ପରେ ହେଲିକପ୍ଟରେ ତ୍ରୁଟି…

ଉପରାଜ୍ୟପାଳଙ୍କ ବିରୋଧରେ କେଜରିଓ୍ବାଲ ରାସ୍ତାରେ କଲେ ପ୍ରଦର୍ଶନ…

ନୂଆଦିଲ୍ଲୀ,୧୬।୧ : ଶେଷ ହେବା ପରିବର୍ତ୍ତେ ଦିଲ୍ଲୀର କେଜରିୱାଲ ସରକାର ଏବଂ ଉପରାଜ୍ୟପାଳ ଭି.କେ ସାକ୍ସେନାଙ୍କ ମଧ୍ୟରେ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ପ୍ରଥମେ ବିଧାନସଭାରେ ଆମ ଆଦମୀ ପାର୍ଟିର ବିଧାୟକମାନେ ଉପରାଜ୍ୟପାଳଙ୍କୁ ଟାର୍ଗେଟ କରିଥିଲେ ଏବଂ ପରେ…

ବୈବାହିକ ବଳାତ୍କାର ମାମଲାରେ କେନ୍ଦ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୧୬।୧ : ବୈବାହିକ ବଳାତ୍କାର ମାମଲାରେ ସୁପ୍ରିମକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି। ବୈବାହିକ ବଳାତ୍କାରକୁ ଅପରାଧ ଶ୍ରେଣୀରେ ଆଣିବା ପାଇଁ ସୁପ୍ରିମକୋର୍ଟ ଏହା ଦ୍ୱାରା ଏକ ବଡ ପଦକ୍ଷେପ ନେଇଛନ୍ତି। ବୈବାହିକ ବଳାତ୍କାରକୁ ଅପରାଧ ଶ୍ରେଣୀରେ ଆଣିବା ଉଚିତ କି…

ବଢ଼ିପାରେ ନଡ୍ଡାଙ୍କ କାର୍ଯ୍ୟକାଳ…

ନୂଆଦିଲ୍ଲୀ,୧୬।୧ : ଦିଲ୍ଲୀରେ ଭାଜପା ପଦାଧିକାରୀଙ୍କ ବୈଠକ ଆରମ୍ଭ ହୋଇଛି। ପାର୍ଟି ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେଉଛି ଯେଉଁଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଭାଜପା ସାଧାରଣ ମହାସଚିବ (ସଂଗଠନ) ବିଏସ ସନ୍ତୋଷ ଏବଂ ଅନ୍ୟ ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?