ଜାତୀୟ

ଦିନେ କମିଲେ ପୁଣି ବଢୁଛି, ଆଜି ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି…

ଜେଲେନସ୍କିଙ୍କ ଆମେରିକା ଗସ୍ତ ପୂର୍ବରୁ ରୁଷିଆ-ଚାଇନା ଏକଜୁଟ…

ଓ୍ବାଶିଂଟନ,୨୧।୧୨ : ଫେବୃଆରୀରେ ରୁଷିଆର ଆକ୍ରମଣ ଆରମ୍ଭ ହେବା ଦିନଠାରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଯାଉଛନ୍ତି। ସେ ଆମେରିକା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ଚାଇନା ଏବଂ ରୁଷିଆ ଏକଜୁଟ…

ନେତାଙ୍କ ପୁଅଙ୍କୁ ନିର୍ବାଚନ ଟିକେଟ

ବେଲଗାଭି,୨୧।୧୨: କର୍ନାଟକରେ ବଂଶଗତ ରାଜନୀତି ଜୋର୍‌ ଧରିଛି। ଆସନ୍ତା ବର୍ଷ ହେବାକୁ ଥିବା ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ଜେଡିଏସ୍‌ ସୋମବାର ୯୩ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ସେମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ପୁଅ ନିଖିଲ…

ଦେଶର ହିତ ପାଇଁ ଭାରତ ଯୋଡୋ ଯାତ୍ରା ବନ୍ଦ କରିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ରାହୁଲଙ୍କୁ ଲେଖିଲେ ଚିଠି…

ନୂଆଦିଲ୍ଲୀ,୨୧।୧୨ : ସମଗ୍ର ବିଶ୍ୱରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସରକାର ସର୍ତକ ସୂଚନା ଜାରି କରିଛନ୍ତି। ନୂତନ ମାମଲା ଉପରେ ନଜର ରଖିବାକୁ ଏବଂ ଜିନୋମ ସିକ୍ୱେନ୍ସିଂକୁ ବୃଦ୍ଧି କରିବାକୁ କେନ୍ଦ୍ର ସମସ୍ତ ରାଜ୍ୟକୁ କହିଛନ୍ତି।…

ଖାର୍ଗେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ରାଜ୍ୟ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୧।୧୨(ପି.ଟି.): ରାଜସ୍ଥାନର ଅଲଓ୍ବାରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସୋମବାର ରାଜ୍ୟ ସଭାରେ ଶାସକ ଏବଂ ବିରୋଧୀ ସଦସ୍ୟମାନଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ ହୋଇଛି। ସୋମବାର ଅଲଓ୍ବରରେ ଏକ ରାଲିରେ ଖାର୍ଗେ କହିଥିଲେ, କଂଗ୍ରେସ ଦେଶ ପାଇଁ…

ମିଛ ଅପହରଣ ପରେ ସତ ବାହାଘର

ହାଇଦ୍ରାବାଦ୍‌,୨୧।୧୨: ତେଲଙ୍ଗାନାର ରାଜନ୍ନା ଜିଲାର ଏକ ଗ୍ରାମରେ ନାଟକୀୟ ଢଙ୍ଗରେ ଜଣେ ଝିଅ ନିଜ ପ୍ରେମିକଙ୍କୁ ବାହା ହୋଇଛନ୍ତି। ଅପହରଣ ହେବାର ୧୨ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଘଟଣାର ସତ ପଦାରେ ପଡ଼ିଛି। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୫ଟାବେଳେ ଝିଅଜଣକ…

ତାଜମହଲକୁ ୨ କୋଟିର ପାଣି ଟିକସ ନୋଟିସ

ଆଗ୍ରା,୨୧।୧୨: ବିଶ୍ୱପ୍ରସିଦ୍ଧ କୀର୍ତ୍ତିରାଜି ତାଜମହଲକୁ ପାଖାପାଖି ୨ କୋଟି ଟଙ୍କାର ପାଣି ବିଲ୍‌ ସହ ୧.୫ ଲକ୍ଷ ଟଙ୍କା ଖଜଣା ଏବଂ ୫ କୋଟି ଟଙ୍କା ସେବା କର ପୈଠ କରିବା ଲାଗି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ)କୁ ନୋଟିସ୍‌ ଆସିଛି।…

ଚାଇନା-ଆମେରିକାରେ ବଢ଼ିଲା କରୋନା ସଂକ୍ରମଣ: ସରକାର ସତର୍କ, ଜିନୋମ ସିକ୍ୱେନ୍ସିଂ ପାଇଁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୦।୧୨ : ଚାଇନା ଏବଂ ଆମେରିକା ସମେତ ବିଶ୍ୱର ଅନେକ ଦେଶରେ ହଠାତ କରୋନା ସଂକ୍ରମଣ ବୃଦ୍ଧି ଯୋଗୁ କେନ୍ଦ୍ର ସରକାର ସତର୍କ ହୋଇପଡିଛନ୍ତି। କରୋନାର ନୂଆ ଜିନୋମ ସିକ୍ୱେନ୍ସିଂ କରିବାକୁ ସରକାର ସମସ୍ତ ରାଜ୍ୟକୁ ଏକ ଚିଠି ଲେଖିଛନ୍ତି। ସ୍ବାସ୍ଥ୍ୟ…

ୟୁନେସ୍କୋର ସମ୍ଭାବିତ ବିଶ୍ୱ ଐତିହ୍ୟ ତାଲିକାରେ ଭାରତର ୩ ସ୍ଥଳ: ଏଏସଆଇ ସୂଚନା…

ନୂଆଦିଲ୍ଲୀ,୨୦।୧୨ : ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ ୟୁନେସ୍କୋର ବିଶ୍ୱ ଐତିହ୍ୟ ସ୍ଥଳଗୁଡିକର ସମ୍ଭାବିତ ତାଲିକାରେ ଭାରତର ତିନୋଟି ନୂତନ ସାଂସ୍କୃତିକ ସ୍ଥାନ ଅନ୍ତର୍ଭୁକ୍ତ କରାଯାଇଛି। ଏଥିମଧ୍ୟରେ ମୋଡେରାର ଐ ତିହାସିକ ସୂର୍ଯ୍ୟ ମନ୍ଦିର, ଗୁଜରାଟର ବଡନଗରର…

ବିଚାରପତିଙ୍କୁ ବ୍ଲାକମେଲ କରିବାକୁ ଯାଞ୍ଚ୍‌ ଏଜେନ୍ସିର ଅପବ୍ୟବହାର କରୁଛନ୍ତି ସରକାର: ପ୍ରଶାନ୍ତ ଭୂଷଣଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୨୦।୧୨ : ସୁପ୍ରିମ୍‌କୋର୍ଟର ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ କେନ୍ଦ୍ର ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ସରକାର ବିଚାରପତିଙ୍କ ତ୍ରୁଟି ଖୋଜି ସେମାନଙ୍କୁ ବ୍ଲାକ୍‌ମେଲ କରିବା ଲାଗି ଯାଞ୍ଚ୍‌ ଏଜେନ୍ସିର ଅପବ୍ୟବହାର କରୁଛନ୍ତି। ଏଭଳି କରି ସରକାର…

ପୃଥିବୀର ୫୦ ଶ୍ରେଷ୍ଠ ଅଭିନେତାଙ୍କ ତାଲିକାରେ କିଙ୍ଗ ଖାନ…

ମୁମ୍ବାଇ,୨୦।୧୨ : ପଠାନ ବିବାଦ ମଧ୍ୟରେ ବଲିଉଡ ଅଭିନେତା ତଥା କିଙ୍ଗ ଖାନ ଶାହରୁଖ ଖାନଙ୍କ ନାମରେ ଆଉ ଏକ ଟାଇଟଲ ପଞ୍ଜିକୃତ ହୋଇଛି। ଇମ୍ପାୟର ମାଗାଜିନ ଦ୍ୱାରା ଶାହାରୁଖ ଖାନ ପୃଥିବୀର ୫୦ ଜଣ ଶ୍ରେଷ୍ଠ ଅଭିନେତା ତାଲିକାରେ ସ୍ଥାନ…

କେନ୍ଦ୍ର ସରକାରଙ୍କୁ ବିଚାରପତି ନିଯୁକ୍ତି ଦାୟିତ୍ୱ ଦେବା ବିପଜ୍ଜନକ: କପିଲ ସିବଲ…

ନୂଆଦିଲ୍ଲୀ,୨୦।୧୨ : ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ତଥା ବରିଷ୍ଠ ଆଇନଜୀବୀ କପିଲ ସିବଲ କେନ୍ଦ୍ର ସରକାରଙ୍କୁ ସ୍ବାଧୀନତାର ଶେଷ ଭିତ୍ତିଭୂମି ନ୍ୟାୟପାଳିକାକୁ ନିଜ ହାତକୁ ନେବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। ଏହା ବିରୋଧରେ କୋର୍ଟ ଦୃଢ଼ ଭାବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri