ଜାତୀୟ

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସୂତ୍ର ଅନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀଙ୍କ ମନୋଭାବ ପ୍ରତି ଘୋର ଅସନ୍ତୋଷ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ ହେଉଥିବା ଚାରି ଜଣ ଯୁବକଙ୍କୁ ଗିରଫ କରିଛି। ଏହି ଅଭିଯୁକ୍ତମାନଙ୍କୁ ବିଭିନ୍ନ ରାଜ୍ୟ:…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ରେ ୨% ବୃଦ୍ଧିକୁ ଆନୁଷ୍ଠାନିକ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା ତାହା ଗଣତନ୍ତ୍ର ପାଇଁ ଏକ ବଡ଼ ବିଜୟ। ଗଣତନ୍ତ୍ରକୁ ଦୁର୍ବଳ କରିବାର ଷଡ଼ଯନ୍ତ୍ରକୁ…

ସକାଳୁ ସକାଳୁ ଭାରତକୁ ଖୁସିଖବର ଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୮।୪: ଭାରତକୁ ରୁଷୀୟ ତୈଳ ଉପରେ ଏକ ଭଲ ଖବର ମିଳିଛି। ପଶ୍ଚିମ ଏସୀୟ ବିବାଦ ଏବଂ ଇନ୍ଧନ ସଙ୍କଟ ମଧ୍ୟରେ, ଆମେରିକା ଏକ ବଡ଼ ୟୁ-ଟର୍ନ ନେଇଛି। ଆମେରିକା ରୁଷୀୟ ତୈଳ ଉପରେ ଏକ ଘୋଷଣା କରିଛି ଯାହା ଭାରତକୁ…

ମୋଦିଙ୍କୁ ‘ଯାଦୁକର’ କହିଲେ ରାହୁଲ: ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୧୮ା୪: ଯାଦୁକରଙ୍କ ଟ୍ରିକ୍‌ (କୌଶଳ) ଆଉ ପୂର୍ବଭଳି କାମ କରୁନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଲୋକ ସଭାରେ ମହିଳା ସଂରକ୍ଷଣ ଆଇନରେ ସଂଶୋଧନ ଉପରେ ବିତର୍କ ଜାରି ରହିଥିବାବେଳେ ରାହୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ ବଡ଼ ଖବର ଆସିଛି। ତେଲ ଏବଂ ଗ୍ୟାସ ମୂଲ୍ୟରେ ତୀବ୍ର ହ୍ରାସ ପରିଲକ୍ଷିତ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ ଦେଖାଦେଇଥିଲା; ଯେଉଁଥିରେ ଆମେରିକା ମଧ୍ୟ ପ୍ରବେଶ କରିଥିଲା ତାହା ବିଶ୍ୱ ଯୋଗାଣ ଶୃଙ୍ଖଳକୁ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ ସଂଶୋଧନ ବିଲ, ୨୦୨୬) ସମ୍ପର୍କରେ ଗୃହରେ ଭୋଟିଂ ହୋଇଥିଲା। ଏହି ଭୋଟ ରେ,…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ ଥିଲା, କିନ୍ତୁ ସେମାନେ ଏହାକୁ ସଫଳତାର ସହ ଅବରୋଧ କରିଛନ୍ତି। ଲୋକ ସଭାରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ ପରିବାରର ୯ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଶନ୍ତପୁରା କ୍ରସ୍‌ ନିକଟରେ ଏହି…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌ ଖାଇଛି ବିଲ୍‌ । ସରକାରଙ୍କ ସପକ୍ଷରେ ଦୁଇ ତୃତୀୟାଂଶ ଭୋଟ ମିଳିନଥିବାରୁ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?