ଜାତୀୟ

ଗଙ୍ଗାସାଗରରେ ବୁଡ଼ ପକାଇଲେ ୩୧ ଲକ୍ଷ ଶ୍ରଦ୍ଧାଳୁ

କୋଲକାତା,୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଗଙ୍ଗାସାଗରରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ଚଳିତ ବର୍ଷ ୩୧ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ପଶ୍ଚିମବଙ୍ଗ ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି। କିମ୍ବଦନ୍ତୀ ଅନୁସାରେ,…

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୧୪।୧: ହିମାଚଳ ପ୍ରଦେଶରେ ଶନିବାର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୨ମ୍ୟାଗ୍ନିଚ୍ୟୁଡ ରହିଛି। ଏହି ଭୂକମ୍ପର କେନ୍ଦ୍ର ଧରମଶାଲାଠାରୁ ୨୨ କିଲୋମିଟର ପୂର୍ବରେ ଥିଲା। ତେବେ ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ। ଏନେଇ ନ୍ୟାଶନାଲ ସେଣ୍ଟର…

ଗର୍ଲଫ୍ରେଣ୍ଡଙ୍କୁ ଅନ୍ୟ ଜଣେ ଯୁବକଙ୍କ ସହ ଦେଖିଲା ପରେ…

କୋଲକାତା,୧୪।୧: ପ୍ରତାରଣାର ଶିକାର ହୋଇ ପଶ୍ଚିମବଙ୍ଗର ନଦିଆ ଜିଲାରେ ଜଣେ ୨୩ ବର୍ଷୀୟ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ଆତ୍ମହତ୍ୟା କଲାବେଳେ ଗର୍ଲଫ୍ରେଣ୍ଡଙ୍କ ସହ ଭିଡିଓ କଲ୍‌ରେ ରହିଥିଲେ। ଶାନ୍ତିନଗର କଲୋନିରେ ରହୁଥିବା ସମ୍ପୃକ୍ତ ଯୁବକ ପରିବାର ସଦସ୍ୟଙ୍କ…

ଓଲାରୁ ୨୦୦ କର୍ମଚାରୀ ଛଟେଇ

ନୂଆଦିଲ୍ଲୀ,୧୪।୧: ଦେଶର ପ୍ରମୁଖ କ୍ୟାବ୍‌ ଏଗ୍ରିଗେଟର କମ୍ପାନୀ ଓଲା ଶୁକ୍ରବାର ତା’ର ୨୦୦ କର୍ମଚାରୀଙ୍କୁ ଛଟେଇ କରିଥିବା ଜଣାପଡ଼ିଛି। ଏପରିକି ଓଲାର ଟେକ୍‌, ପ୍ରଡକ୍ଟ ଓ ଇଞ୍ଜିନିୟରିଂ ବିଭାଗର କର୍ମଚାରୀମାନଙ୍କୁ କମ୍ପାନୀ ଛଟେଇ କରାଯାଇଥିବା ସୂଚନା ମିଳିଛି। ବିଶେଷକରି କମ୍ପାନୀର ବିଭିନ୍ନ…

ଭାରତ ଯୋଡୋ ଯାତ୍ରାରେ ସାମିଲ ଜଳନ୍ଧର ଏମପିଙ୍କ ପରଲୋକ, ଆଜି ହେବନାହିଁ ଯାତ୍ରା

ଚଣ୍ଡିଗଡ଼, ୧୪ ।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଶନିବାର ଜଳନ୍ଧରରେ ପହଞ୍ଚିବ । ରାତି ରହଣି ଫଗୱାଡାରେ ହେବ । କପୁରଥଲା ଓ ଜଳନ୍ଧର ପୋଲିସର ପ୍ରାୟ ଏକ ହଜାର ଯବାନଙ୍କ କାନ୍ଧରେ ସୁରକ୍ଷା ବୋଝ ରହିଛି ।…

ଚାଉଳର ପୂରା ଖର୍ଚ୍ଚ କେନ୍ଦ୍ର ବହନ କରିବା ଐତିହାସିକ ନିଷ୍ପତ୍ତି: ସମୀର

ଭୁବନେଶ୍ବର,୧୪।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୮୦ କୋଟି ଲୋକଙ୍କୁ ଏଣିକି ସମ୍ପୂର୍ଣ୍ଣ ମାଗଣାରେ ଚାଉଳ ଓ ଗହମ ଯୋଗାଇଦେବାକୁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଓଡ଼ିଶାର ୩ କୋଟି ୨୫ ଲକ୍ଷ ଲୋକ ଉପକୃତ ହେବା…

ପାଇଲଟ୍‌ଙ୍କ ଏକାକୀ ପ୍ରଚାର ଯୋଜନା: ଚିନ୍ତାରେ କଂଗ୍ରେସ

ଜୟପୁର,୧୪।୧: ରାଜସ୍ଥାନ ବିଧାନସଭା ନିର୍ବାଚନକୁ ଆଉ ପ୍ରାୟ ୧୦ ମାସ ବାକି ରହିଥିବାବେଳେ ବରିଷ୍ଠ ନେତା ସଚିନ ପାଇଲଟ୍‌ ଏକାକୀ ସାରା ରାଜ୍ୟରେ ର଼୍ୟାଲି କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଫଳରେ ରାଜ୍ୟ କଂଗ୍ରେସରେ ପୁଣି ଥରେ ବିବାଦ ଆରମ୍ଭ…

ଆଦିଯୋଗୀ ମୂର୍ତ୍ତି ଉନ୍ମୋଚନକୁ ଅନୁମତି

ବେଙ୍ଗାଲୁରୁ,୧୪।୧: ବିବାଦ ମଧ୍ୟରେ ତାମିଲନାଡ଼ୁର ଚିକ୍କାବଲ୍ଲପୁର ଜିଲା ଇଶା ଯୋଗ କେନ୍ଦ୍ରର ଆଦିଯୋଗୀ ମୂର୍ତ୍ତି ଉନ୍ମୋଚନ ଲାଗି କର୍ନାଟକ ହାଇକୋର୍ଟ ଶୁକ୍ରବାର ଅନୁମତି ପ୍ରଦାନ କରିଛନ୍ତି। ଆସନ୍ତା ରବିବାର ୧୧୨ ଫୁଟ୍‌ ଉଚ୍ଚତା ବିଶିଷ୍ଟ ଏହି ମୂର୍ତ୍ତିକୁ ଉନ୍ମୋଚନ କରାଯିବ। ତେବେ…

ରାଜୌରୀ ଆତଙ୍କବାଦୀ ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ଜମ୍ମୁ,୧୪।୧(ପି.ଟି.): ଜମ୍ମୁ-କଶ୍ମୀରର ରାଜୌରୀରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ତଦନ୍ତ ଦାୟିତ୍ୱ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଦିଆଯାଇଥିବା ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଗତ ଦେଢ଼ବର୍ଷ ମଧ୍ୟରେ ଜମ୍ମୁରେ ଯେତେ ଆତଙ୍କବାଦୀ ଆକ୍ରମଣ ଘଟିଛି, ସେଗୁଡ଼ିକର ତଦନ୍ତ ମଧ୍ୟ…

ଦୁର୍ଘଟଣାରେ ୧୦ ଶିରିଡ଼ି ତୀର୍ଥଯାତ୍ରୀଙ୍କ ମୃତ୍ୟୁ

ନାସିକ/ନୂଆଦିଲ୍ଲୀ,୧୪।୧: ମହାରାଷ୍ଟ୍ରର ଶିରିଡ଼ି ସାଇବାବା ମନ୍ଦିର ଯାଉଥିବା ତୀର୍ଥଯାତ୍ରୀମାନଙ୍କ ବସ୍‌ ଶୁକ୍ରବାର ସକାଳେ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୨୪ ଜଣ ଆହତ ହୋଇଛନ୍ତି। ନାସିକ ଜିଲାର ପାଥର୍ଡେ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ…

ଶୁଣାଣିରୁ ଓହରିଲେ ୨ ବିଚାରପତି

ନୂଆଦିଲ୍ଲୀ,୧୪।୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଥିଲେ। ଉକ୍ତ ରାୟର ପୁନର୍ବିଚାର ଲାଗି ହୋଇଥିବା ଆବେଦନର ଶୁଣାଣିରୁ ହାଇକୋର୍ଟ ମୁଖ୍ୟ ବିଚାରପତି ସତୀଶ…

ଦୋହଲିଲା ମୂଳଦୁଆ

ଚମୋଲି/ନୂଆଦିଲ୍ଲୀ,୧୪ା୧: ଉତ୍ତରାଖଣ୍ଡର ଚମୋଲି ଜିଲା ଜୋଷୀମଠର ମୂଳଦୁଆ ଦୋହଲିଯାଇଛି। ଗତ ଡିସେମ୍ବର ୨୭ରୁ ଜାନୁୟାରୀ ୮ ତାରିଖ (ମାତ୍ର ୧୨ ଦିନ) ଭିତରେ ଏହି ଧର୍ମନଗରୀ ୫.୪ ସେଣ୍ଟିମିଟର ଦବିଯାଇଛି। ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)ର ନ୍ୟାଶନାଲ ରିମୋଟ ସେନ୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?