ଜାତୀୟ

ସିଏପିଏଫ୍‌ଙ୍କୁ ମିଳିବ ପୁରୁଣା ପେନସନ, ହାଇକୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧୧।୧ : କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ (ସିଏପିଏଫ)ରେ ପୁରୁଣା ପେନସନ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଦିଲ୍ଲୀ ହାଇକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି। ଶ୍ରୀନିବାସ ଶର୍ମା ବନାମ ୟୁନିଅନ ଅଫ ଇଣ୍ଡିଆରେ କୋର୍ଟ କେନ୍ଦ୍ରୀୟ ପାରାମିଲିଟାରୀ ବାହିନୀକୁ ଭାରତର ସଶସ୍ତ୍ର ବାହିନୀ…

‘ଆର୍‌ଆର୍‌ଆର୍‌’ ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୧: ସୁପରହିଟ ଫିଲ୍ମ ‘ଆର୍‌ଆର୍‌ଆର୍‌’ ସମ୍ମାନଜନକ ଗୋଲ୍ଡେନ ଗ୍ଲୋବ୍ସ ଆୱାର୍ଡ ଜିତିଛି॥ ଏସଏସ ରାଜାମୌଲୀଙ୍କ ଏହି ଫିଲ୍ମର ‘ନାଟୁ ନାଟୁ’ ଗୀତକୁ ଶ୍ରେଷ୍ଠ ଅରିଜନାଲ ଗୀତର ଆୱାର୍ଡ ମିଳିଛି। ଅନ୍ତର୍ଜାତୀୟ ପ୍ଲାଟଫର୍ମରେ ଫିଲ୍ମର ଏହି ସଫଳତା ପାଇଁ ସମଗ୍ର ଦେଶ ଗର୍ବିତ…

କର୍ନାଟକରେ କଂଗ୍ରେସର ନିର୍ବାଚନ ଅଭିଯାନ ଆରମ୍ଭ…

ବେଙ୍ଗାଲୁରୁ,୧୧।୧ : କଂଗ୍ରେସ ପକ୍ଷରୁ ୨୦୨୩ କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପାର୍ଟି ରାଜ୍ୟ ଅଧ୍ୟକ୍ଷ ଡି.କେ ଶିବକୁମାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ବେଲାଗାଭିରୁ ଦଳର “ପିପୁଲ୍ସ ଭଏସ ଯାତ୍ରା” ଲଞ୍ଚ କରିଛନ୍ତି।…

ଆଶିଷଙ୍କ ଜାମିନ ଆବେଦନର ବିଚାର ୨୦ ଜାନୁୟାରୀରେ…

ନୂଆଦିଲ୍ଲୀ,୧୧।୧ : ଲଖିମପୁର ଖେରୀରେ ଚାଷୀଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ଜାମିନ ଆବେଦନ ଉପରେ ଗୁରୁବାର କୌଣସି ନିଷ୍ପତ୍ତି ନିଆଯାଇପାରି ନାହିଁ। ସୁପ୍ରିମକୋର୍ଟ ଏହି ଆବେଦନ ଉପରେ ଶୁଣାଣି ଜାନୁଆରୀ ୨୦ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଆଲ୍ଲାହାବାଦ ହାଇକୋର୍ଟଙ୍କ…

ଭାଜପାର ‘ୟୁଜ୍‌ ଆଣ୍ଡ ଥ୍ରୋ’ ନୀତି ଦାୟୀ: ଖାର୍ଗେ

ନୂଆଦିଲ୍ଲୀ,୧୧ା୧(ପି.ଟି.): କଶ୍ମୀରୀ ପଣ୍ଡିତ କର୍ମଚାରୀମାନଙ୍କ ବିକ୍ଷୋଭକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ଭାଜପାକୁ ସମାଲୋଚନା କରିଛନ୍ତି। ଗୈରିକ ଦଳର ‘ବ୍ୟବହାର କରି ଫିଙ୍ଗିଦିଅ ଓ ଧୋକା ଦିଅ’ ନୀତି କଶ୍ମୀରୀ ପଣ୍ଡିତ କର୍ମଚାରୀମାନଙ୍କ ସମସ୍ୟାର କାରଣ ବୋଲି ଖାର୍ଗେ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ…

ମହିଳାଙ୍କୁ ଝୁଣି ମାରିଦେଲେ କୁକୁର

ଧରଓ୍ବାଡ୍‌(କର୍ନାଟକ),୧୧ା୧: କର୍ନାଟକର ଧରଓ୍ବାଡ୍‌ ଜିଲାରେ ମଙ୍ଗଳବାର ଜଣେ ନିରାଶ୍ରୟା ମହିଳାଙ୍କୁ କୁକୁର ଝୁଣି ମାରିଦେଇଛନ୍ତି। ମହିଳାଙ୍କ ପରିଚୟ ମିଳିପାରି ନାହିଁ। ସେ ମଙ୍ଗଳବାର ସକାଳେ ଉପିନା ବେଟାଗେରି ଖବରସ୍ଥାନ ଗ୍ରାମରେ ଭିକ୍ଷା ମାଗିଥିଲେ। ପରେ ସେ ଗାଁର ଏକ ଘର ନିକଟରେ…

ସେନା ଗାଡି ଦୁର୍ଘଟଣାଗ୍ରସ୍ତ : ୩ ଯବାନ ମୃତ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀରର କୁପୱାଡା ଜିଲାରେ ପାଟ୍ରୋଲିଂ କରୁଥିବା ବେଳେ ବୁଧବାର ଏକ ସେନା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏତିରେ ତିନି ଜଣ ଯବାନଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମାଛଲ ସେକ୍ଟରରେ ନିୟମିତ ଅପରେଶନ ଟାକ୍ସ ସମୟରେ ଏହି ଦୁର୍ଘଟଣା ଘଟିଛି। ତିନି…

ଏୟାର ଇଣ୍ଡିଆ ଖାଦ୍ୟରେ ଗୋଡ଼ି

ନୂଆଦିଲ୍ଲୀ,୧୧ା୧: ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣାକୁ ନେଇ ଏୟାର ଇଣ୍ଡିଆ ବଦ୍‌ନାମ ହୋଇଥିବାବେଳେ ଏବେ ବିମାନରେ ପରିବେଷଣ କରାଯାଉଥିବା ଖାଦ୍ୟରେ ଗୋଡ଼ି ବାହାରିଥିବା ଅଭିଯୋଗ ସାମ୍‌ନାକୁ ଆସିଛି। ଜଣେ ମହିଳା ଯାତ୍ରୀଙ୍କୁ ଦିଆଯାଇଥିବା ଖାଦ୍ୟର ଦୁଇଟି ଫଟୋ ସେ…

ନାଗରିକତ୍ୱ ଆଇନ ଧାରା ୬ଏର ସାମ୍ବିଧାନିକ ବୈଧତା ଉପରେ ପ୍ରଥମେ ନିଷ୍ପତ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୧: ନାଗରିକତ୍ୱ ଆଇନର ଧାରା ୬ଏ’କୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ପିଟିଶନଗୁଡ଼ିକର ଶୁଣାଣି ମଙ୍ଗଳବାର ହୋଇଥିଲା। ଉକ୍ତ ଧାରାରେ ରହିଥିବା ବ୍ୟବସ୍ଥାଗୁଡ଼ିକର ସାମ୍ବିଧାନିକ ବୈଧତା ଉପରେ ପ୍ରଥମେ ନିଷ୍ପତ୍ତି ନିଆଯିବ ଓ ପରେ ଅନ୍ୟ ପ୍ରସଙ୍ଗ ଉପରେ ବିଚାର ହେବ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ହାଇଦ୍ରାବାଦ,୧୧।୧: ତେଲେଙ୍ଗାନାର ସିଡିପେଟ୍‌ ଜିଲାର ମୁନିଗଡପାଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ କଲଭର୍ଟକୁ ପିଟି ହୋଇ ନିର୍ମାଣଧୀନ କେନାଲକୁ ଖସିପଡିଛି। ଫଳରେ ଗୋଟିଏ ପରିବାରର ୬ଜଣ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା…

ନାସାର ମୁଖ୍ୟ ପ୍ରଯୁକ୍ତିବିତ୍‌ ହେଲେ ଭାରତୀୟ ବଂଶୋଦ୍ଭବ

ନୂଆଦିଲ୍ଲୀ,୧୧ା୧: ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍‌ ଆଡମିନିଷ୍ଟ୍ରେଶନ (ନାସା) ଭାରତୀୟ-ଆମେରିକୀୟ ଏ.ସି. ଚରଣିଆଙ୍କୁ ଏହାର ମୁଖ୍ୟ ପ୍ରଯୁକ୍ତିବିତ୍‌ ଭାବେ ନିଯୁକ୍ତି ପ୍ରଦାନ କରିଛି। ସେ ମହାକାଶ ସଂସ୍ଥାର ପ୍ରଶାସକ ବିଲ୍‌ ନେଲ୍‌ସନଙ୍କୁ ବୈଷୟିକ ନୀତି ଓ କାର୍ଯ୍ୟକ୍ରମ ଉପରେ ପରାମର୍ଶ ଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?