ଜାତୀୟ

ହେମନ୍ତ ସୋରେନଙ୍କୁ ଇଡି ଡାକରା

ରାଞ୍ଚତ୍,୩ା୧୧: ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ବୁଧବାର ସମନ କରିଛି। ତାଙ୍କୁ ଗୁରୁବାର ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଏନେଇ ସୋରେନ କହିଛନ୍ତି, ସେ ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀ। ବିରୋଧୀ…

୬ ରାଜ୍ୟର ୭ ବିଧାନସଭା ଆସନରେ ଉପ-ନିର୍ବାଚନ…

ନୂଆଦିଲ୍ଲୀ,୩।୧୧: ଦେଶର ୬ ଟି ରାଜ୍ୟରେ ୭ ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଇଁ ଗୁରୁବାର ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ଭାରତୀୟ ଜନତା ପାର୍ଟି ଏବଂ ଆଞ୍ଚଳିକ ଦଳ ମଧ୍ୟରେ। ନଭେମ୍ବର ୬ ରେ ଭୋଟ…

୧୨ ବିଲିୟନ ଡଲାର ରହସ୍ୟ

ନୂଆଦିଲ୍ଲୀ/ ବେଜିଂ, ୩।୧୧: ଦୁଇ ବଡ଼ ଅର୍ଥନୀତି ଚାଇନା ଓ ଭାରତ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ମତଭେଦରୁ ସମ୍ପର୍କରେ ତିକ୍ତତା ରହିଥିଲେ ହେଁ ବାଣିଜି୍ୟକ କାରବାର ଚାଲିଛି। ଏହି କାରବାର ଭିତରେ ଏକ ବଡ଼ ବ୍ୟତିକ୍ରମ ସାମ୍ନାକୁ ଆସିଛି। ଚାଇନାର କହିବା…

୫୦୦ ଲୋକଙ୍କୁ ପକ୍କା ଘର ଦେଲେ ମୋଦି

ନୂଆଦିଲ୍ଲୀ,୨।୧୧:ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିଲ୍ଲୀର କାଲକାଜୀ ଅଞ୍ଚଳରେ ରହୁଥିବା ୫୦୦ ଲୋକଙ୍କୁ ପକ୍କା ଘର ଚାବି ହସ୍ତାନ୍ତର କରିଛନ୍ତି। ପ୍ରଧାନମନ୍ତ୍ରୀ ‘ଇନ-ସିଟୁ ସ୍ଲମ୍‌ ରିହାବିଲିଟେସନ ପ୍ରୋଜେକ୍ଟ’ ଅନ୍ତର୍ଗତ ଦିଲ୍ଲୀର କାଲକାଜୀରେ ୩,୦୩୪ ନୂତନ ନିର୍ମାଣ ହୋଇଥିବା ଫ୍ଲାଟକୁ ଏକ…

‘ଏତେ ସଂଖ୍ୟାରେ ମୃତଦେହ କେବେ ଦେଖିନାହୁଁ’

ମୋର୍‌ବି,୨ା୧୧: ଗୁଜରାଟର ମୋର୍‌ବି ଝୁଲାପୋଲ ଦୁର୍ଘଟଣା ପରେ ଏତେ ଦଶନ୍ଧି ମଧ୍ୟରେ ଏତେ ସଂଖ୍ୟକ ମୃତଦେହ କେବେ ଦେଖି ନାହାନ୍ତି ବୋଲି ସହରର ଶବଦାହ ଏବଂ କବରସ୍ଥାନର କର୍ମକର୍ତ୍ତାମାନେ କହିଛନ୍ତି। ରବିବାର ସନ୍ଧ୍ୟାରେ ମାଛୁ ନଦୀ ଉପରେ ବ୍ରିଟିଶ ଅମଳର ଝୁଲାପୋଲ…

ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହେଲେ ପୂଜା ଭଟ୍ଟ

ହାଇଦ୍ରାବାଦ,୨ା୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରାରେ ବୁଧବାର ନିର୍ଦ୍ଦେଶିକା ତଥା ପ୍ରଯୋଜିକା ପୂଜା ଭଟ୍ଟ ସାମିଲ ହୋଇଛନ୍ତି। ହାଇଦ୍ରାବାଦରେ ରାହୁଲ ପଦଯାତ୍ରା କରୁଥିବାବେଳେ ପୂଜା ତାଙ୍କ ସହ ଚାଲି ଚାଲି ଆଲୋଚନା କରୁଥିବା ଦେଖିବାକୁ ମିଳିଛି। ଏହାର…

ବିଶିଷ୍ଟ ସାମାଜିକ କର୍ମୀ ଇଲା ଭଟ୍ଟଙ୍କ ପରଲୋକ

ନୂଆଦିଲ୍ଲୀ,୧୧।୨: ପଦ୍ମ ଭୂଷଣ ପୁରସ୍କାର ପ୍ରାପ୍ତ ସାମାଜିକ କର୍ମୀ (ମହିଳା ଅଧିକାର କର୍ମୀ) ଏଲା ଭଟ୍ଟଙ୍କ ପରଲୋକ ଘଟିଛି। ସେ ୮୯ ବର୍ଷ ବୟସରେ ଅହମ୍ମଦାବାଦର ଏକ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମହିଳା ସଶକ୍ତିକରଣରେ ଇଲା ଏକ ଗୁରୁତ୍ୱପୂର୍ଣ୍ଣ…

ଏଥର ଘରୁ ଭୋଟ ଦେଲେ ଦେଶର ପ୍ରଥମ ମତଦାତା

କିନୌର,୨।୧୧: ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ସ୍ବାଧୀନ ଭାରତର ପ୍ରଥମ ଭୋଟର ଶ୍ୟାମ ସରନ ନେଗି ବୁଧବାର ପ୍ରଥମ ଥର ପାଇଁ କିନୌରର କାଲପାସ୍ଥିତ ତାଙ୍କ ଘରୁ ପୋଷ୍ଟାଲ୍‌ ବାଲାଟ୍‌ ଜରିଆରେ ନିଜର ଭୋଟ ଦେଇଛନ୍ତି। ୧୦୫ ବର୍ଷିୟ ଶ୍ୟାମ ସରନ…

ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ସଫଳତା:ଇଣ୍ଟରସେପ୍ଟର ଏଡି-୧ ମିଶାଇଲ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୨।୧୧: ଭାରତ ଦ୍ୱିତୀୟ ପର୍ଯ୍ୟାୟ ବାଲିଷ୍ଟିକ କ୍ଷେପଣାସ୍ତ୍ର ପ୍ରତିରକ୍ଷା ଇଣ୍ଟରସେପ୍ଟର ଏଡି-୧ କ୍ଷେପଣାସ୍ତ୍ରର ପ୍ରଥମ ପରୀକ୍ଷଣକୁ ସଫଳତାର ସହ ସମାପ୍ତ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ବିଭିନ୍ନ ସ୍ଥାନରେ ସ୍ଥିତ ସମସ୍ତ…

ଆଦିବାସୀ କାର୍ଡ ଖେଳିଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨।୧୧: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସମନ ପଠାଇଛି। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସରକାର ଏକ ଖବରଦାତା ସମ୍ମିଳନୀ ଡକାଇ ଇଡି ନାଁରେ ପ୍ରତିଶୋଧ ରାଜନୀତି କରୁଥିବା ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ…

ସ୍ତ୍ରୀ ପ୍ରତିଦିନ ପିଟୁଛନ୍ତି, ପିଏମଓରେ ଅଭିଯୋଗ କଲେ ସ୍ବାମୀ

ବେଙ୍ଗାଲୁରୁ,୨।୧୧: କର୍ନାଟକର ଜଣେ ବ୍ୟକ୍ତି  ସ୍ତ୍ରୀଙ୍କ ବିରୋଧରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ)ରେ ଅଭିଯୋଗ କରିଛନ୍ତି। ବ୍ୟକ୍ତି ଜଣକ ପିଏମଓରୁ ସାହାଯ୍ୟ ଏବଂ ସୁରକ୍ଷା ଲୋଡି କହିଛନ୍ତି, ସ୍ତ୍ରୀ ତାଙ୍କୁ ପ୍ରତିଦିନ ମାଡ ମାରୁଛନ୍ତି। କେବଳ ଏତିକି ନୁହେଁ, ସ୍ତ୍ରୀଙ୍କଠାରୁ ହତ୍ୟା ଧମକ…

ମୋଦି ଜୀ ତୁମକୁ ରକ୍ଷା କଲେ, ଏବେ ଆମକୁ ରକ୍ଷା କର:ନଡା

ବିଳାସପୁର,୨।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ମୁଖ୍ୟ ଜେପି ନଡା ବୁଧବାର ପ୍ରଚାର ପାଇଁ ବିଲାସପୁରରେ ପହଞ୍ଚିଥିଲେ। ଏଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ ମୋଦି ସରକାରଙ୍କ ସଫଳତାକୁ ବଖାଣିବା କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri