ଜାତୀୟ

ଏମ୍ସରେ ଆରମ୍ଭ ହେଲା ମାଗଣା ଓପିଡି ପଞ୍ଜିକରଣ ସେବା

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇସେନ୍ସ(ଏମ୍ସ) ହସ୍ପିଟାଲକୁ ସାରା ଦେଶରୁ ହଜାର ହଜାର ରୋଗୀ ଚିକିତ୍ସା କରାଇବାକୁ ଆସିଥାନ୍ତି। ଏଭଳି କିଛି ରୋଗ ନାହିଁ ଯାହା ଏଠାରେ ଚିକିତ୍ସା କରାଯାଏ ନାହିଁ। ତେବେ ରୋଗୀଙ୍କୁ ସୁବିଧା ଓ…

ମୋରବି ଘଟଣାରୁ ଧ୍ୟାନ ହଟାଇବାକୁ ଚେଷ୍ଟା କରୁଛି ଭାଜପା, ସୁକେଶଙ୍କ କାନ୍ଧରେ ବନ୍ଧୁକ ରଖି ଚଳାଉଛି ଗୁଳି: କେଜରିୱାଲ

ନୂଆଦିଲ୍ଲୀ,୧ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ଜରିଆରେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଭାଜପା ସବୁ ଭଲ କାମକୁ ଅଟକାଇବାକୁ ଚେଷ୍ଟା କରୁଛି । ଏବେ ଏହାର…

ସପ୍ତାହେ ପରେ ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା, ଚିନ୍ତାରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ, ୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୮ ହଜାର ତଳେ ରହିଛି। ଗତ ୨୪…

ସୁକେଶ ଚନ୍ଦ୍ରଶେଖରଙ୍କ ସଙ୍ଗୀନ ଅଭିଯୋଗ: ମୋ ଠାରୁ ୧୦ କୋଟି ଟଙ୍କା ନେଇଛନ୍ତି ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୧।୧୧: ଅର୍ଥ ହେରଫେର ମାମଲାରେ ଜେଲରେ ଥିବା ସୁକେଶ ଚନ୍ଦ୍ରଶେଖର ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ନରଙ୍କୁ ଚିଠି ଲେଖି ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସୁକେଶ ଏଲଜିଙ୍କୁ ଚିଠିରେ ଦାବି କରିଛନ୍ତି, ସେ ସତ୍ୟେନ୍ଦ୍ରଙ୍କୁ…

ଦେଶରେ ୧,୦୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୦୪୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୫୩ ଜଣଙ୍କ ମୃତ୍ୟୁ ଘଟଥିବା ଜଣାପଡିଛି। ନୂତନ ମାମଲା…

ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି

ମୁମ୍ବାଇ,୧।୧୧: ବଲିଉଡର ଦବଙ୍ଗ ଖାନ ସଲମାନ ଖାନଙ୍କୁ ଦୀର୍ଘ ଦିନ ହେବ ଧମକ ଦିଆଯାଉଥିଲା। ଏହାକୁ ଦୃଷ୍ଟିରେ ରଖି ତାଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କୁ ଓ୍ବାଇ + ବର୍ଗର ସୁରକ୍ଷା ଦିଆଯାଇଛି। ସଲମାନଙ୍କ ବ୍ୟତୀତ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ…

ମଧ୍ୟପ୍ରଦେଶରେ ଭୂକମ୍ପ ଝଟ୍‌କା

ଭୋପାଳ,୧।୧୧: ମଧ୍ୟପ୍ରଦେଶର ଜବଲପୁରରେ ମଙ୍ଗଳବାର ଭୂମିକମ୍ପ ଅନୁଭୂତ ହୋଇଛି। ସକାଳ ୮.୪୭ରେ ହୋଇଥିବା ଏହି ଭୂକମ୍ପ ସାମାନ୍ୟ ଥିଲା ଏବଂ ଏଥିରେ ଜୀବନ ହାନି କିମ୍ବା କୌଣସି ଆହତ ହେବାର ମିଳିନାହିଁ। ଭୂକମ୍ପରେ କମ୍ପନ ଖବର ପାଇବା ପରେ ପ୍ରଶାସନ ମଧ୍ୟ…

ନରେଲା ପ୍ଲାଷ୍ଟିକ୍‌ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ: ୨ ଜୀବନ୍ତ ଦଗ୍ଧ, ଅନେକ ଲୋକ ଫସିଥିବା ଆଶଙ୍କା

ନୂଆଦିଲ୍ଲୀ,୧।୧୧: ଦେଶର ରାଜଧାନୀ ଦିଲ୍ଲୀର ନରେଲା ଅଞ୍ଚଳରେ ଥିବା ଏକ ପାଇପ କାରଖାନାରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଅନେକ ଲୋକ ଏବେ ବି ଫସି ରହିଛନ୍ତି।…

‘ମୋତେ କାରଗିଲ୍‌ ଯିବାକୁ ଦେଉନାହାନ୍ତି’

ଶ୍ରୀନଗର,୧।୧୧: ନ୍ୟାଶନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ମଙ୍ଗଳବାର ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି। କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖର ଅଧିକାରୀମାନେ ତାଙ୍କୁ କାଗ୍‌ଗିଲ ଯିବାକୁ ଦେଉ ନ ଥିବା ଓମାର ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଚାଇନା ପୂର୍ବ ଲଦାଖରେ…

ଅନୁପ୍ରବେଶ ବେଳେ ପାକ୍‌ ଆତଙ୍କବାଦୀ ନିହତ, ତଲାସି ଅଭିଯାନ ଜାରି

ଶ୍ରୀନଗର,୧।୧୧: ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ଭାରତୀୟ ସୁରକ୍ଷା ବଳ ପଣ୍ଡ କରିଦେଇଛି। କୁପଓ୍ବାରା ଜିଲାର କେରନ ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ କରୁଥିବା ଜଣେ ପାକ୍‌ ଆତଙ୍କବାଦୀ ଯବାନଙ୍କ ଗୁଳିରେ ନିହତ ହୋଇଥିବା ଜମ୍ମୁ-କଶ୍ମୀର ପୋଲିସ କହିଛି। ଅନ୍ୟ ଅନୁପ୍ରବେଶକାରୀ ଲୁଚିଥିବା ଆଶଙ୍କାରେ…

ସୁପ୍ରିମକୋର୍ଟ ପହଞ୍ଚିଲା ମୋରବି ପୋଲ ଭାଙ୍ଗିବା ଘଟଣା

ନୂଆଦିଲ୍ଲୀ,୧ ।୧୧: ଗୁଜରାଟ ମୋରବି ସହରରେ କେବଲ ସସ୍‌ପେନସନ ବ୍ରିଜ ଭାଙ୍ଗିବା ଘଟଣା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି । ଏ ନେଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି । ଏହି ଘଟଣାର ତଦନ୍ତ ପାଇଁ ନ୍ୟାୟିକ କମିଶନ ଗଠନ…

ଷ୍ଟିଲ ମ୍ୟାନ ଜାମସେଦ ଜି ଇରାନୀଙ୍କ ପରଲୋକ

ନୂଆଦିଲ୍ଲୀ,୧ ।୧୧: ଦେଶର ଷ୍ଟିଲ ମ୍ୟାନ ଭାବେ ପରିଚିତ ଜାମସେଦ ଜି ଇରାନୀଙ୍କର ପରଲୋକ ହୋଇଛି । ସୋମବାର ୩୧ ଅକ୍ଟୋବରରେ ସେ ଜାମସେଦପୁରରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri