ଭୂକମ୍ପରେ ଥରିଲା ମଣିପୁର
ଇମ୍ଫାଲ,୨୩।୯: ମଣିପୁରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ମଣିପୁରର ମୋଇରାଙ୍ଗରରୁ ୧୦୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବରେ ଜୋରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି…
ପିଏଫ୍ଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଭାଙ୍ଗିଲେ ଭାଜପା କାର୍ଯ୍ୟାଳୟ
ଚେନ୍ନାଇ,୨୩।୯: ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରି ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ (ପିଏଫ୍ଆଇ)ର ୧୦୬ ଜଣ କର୍ମୀଙ୍କୁ ଗିରଫ କରାଯାଇଛି। ଦେଶବ୍ୟାପୀ ହୋଇଥିବା ଏହି…
କଳ୍ପନାଜଳ୍ପନା ଶେଷ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ଅଶୋକ ଗେହଲଟ
ନୂଆଦିଲ୍ଲୀ,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି ସରଗରମ ହେଉଛି। ଅନେକ କଳ୍ପନାଜଳ୍ପନା ପରେ ଶେଷରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଯାଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ସେ ଶୁକ୍ରବାର ଏନେଇ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ମୁଁ କଂଗ୍ରେସ…
ଜୋତା କାରଖାନାରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ, ୨୩।୯: ଦିଲ୍ଲୀସ୍ଥିତ ନରେଲା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଥିବା ଏକ ଜୋତା କାରଖାନାରେ ଶୁକ୍ରବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି। ତେବେ ଏହି ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ କୌଣସି…
ନୀତୀଶଙ୍କ ବିରୋଧରେ ବର୍ଷିବେ ଶାହା, ଭାଜପା ରାଲିରେ ଜେଡିୟୁ କର୍ମୀଙ୍କୁ ନିମନ୍ତ୍ରଣ
ପାଟନା,୨୩ ।୯: ବିହାରରେ ଜନତା ଦଳ ୟୁନାଇଟେଡ(ଜେଡିୟୁ) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମେଣ୍ଟ ଭାଙ୍ଗିବା ପରେ ପ୍ରଥମଥର ଲାଗି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବିହାର ଗସ୍ତ କରୁଛନ୍ତି । ସେଠେରେ ସେ ପୂର୍ଣ୍ଣିୟାରେ ହେବାକୁ ଥିବା ଏକ ରାଲିକୁ ସମ୍ବାଧନ…
ଦିଲ୍ଲୀ-ଏନସିଆରରେ ଲଗାଣ ବର୍ଷା, ସ୍କୁଲ ବନ୍ଦ
ନୂଆଦିଲ୍ଲୀ,୨୩ ।୯: ଦିଲ୍ଲୀ-ଏନସିଆରରେ ଗତ ୩ ଦିନ ହେବ ବର୍ଷା ଲାଗି ରହିବା ଫଳରେ ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡିଛି । ଦିଲ୍ଲୀ-ଏନିଆରର ଭିନ୍ନ ଭିନ୍ନ ସ୍ଥାନରେ ଜଳ ପ୍ରଳୟ ଦେଖାଦେଇଛି । ଫଳରେ ଲୋକଙ୍କ ସାଧାରଣ ଜୀବନ ଯାତ୍ରା…
ମହାରାଷ୍ଟ୍ର ଠାଣେରେ ଏଆଇଏମଆଇଏମ କାର୍ଯ୍ୟାଳୟରେ ଭଙ୍ଗାରୁଜା
ମୁମ୍ବାଇ,୨୩ ।୯: ମହାରାଷ୍ଟ୍ରର ଠାଣେରେ ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦଲ ମୁସଲିମ(ଏଆଇଏମଆଇଏମ)ର କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଥିବା ଖବର ମିଳିଛି । କେତେଜଣ ଅଜ୍ଞାତ ବ୍ୟକ୍ତି କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହ ଜଣେ ବ୍ୟକ୍ତିଙ୍କୁ ଲାଠିରେ ପିଟିଥିବା ଜଣାପଡିଛି । କୁହାଯାଉଛି କି…
ସୁପ୍ରିମକୋର୍ଟରେ ବଂଶଧାରା ମାମଲା ଶୁଣାଣି ଘୁଞ୍ଚିଲା
ନୂଆଦିଲ୍ଲୀ,୨୩ା୯:ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ରାୟକୁ ଚ୍ୟାଲେଞ୍ଜ କରି ଓଡ଼ିଶା ସରକାରଙ୍କ ପକ୍ଷରୁ ଦାଏର ଏକାଧିକ ପିଟିଶନର ଶୁଣାଣିକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ଘୁଞ୍ଚାଇ ଦେଇଛନ୍ତି। ଜଷ୍ଟିସ୍ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ ଖଣ୍ଡପୀଠ ଶୁଣାଣିକୁ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ…
ଉଲଗ୍ନ ଅବସ୍ଥାରେ ଘରକୁ ଚାଲିଚାଲି ଗଲେ ଗଣବଳାତ୍କାର ପୀଡ଼ିତା
ମୋରଦାବାଦ, ୨୩ା୯: ଉତ୍ତରପ୍ରଦେଶର ମୋରଦାବାଦରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ୧୫ ବର୍ଷୀୟା ବାଳିକା ଉଲଗ୍ନ ଅବସ୍ଥାରେ ରାସ୍ତାରେ ଚାଲିଚାଲି ଯାଉଥିବାର ସିସିଟିଭି ଫୁଟେଜ୍ ଓ ଭିଡିଓ ଭାଇରାଲ ହେବାରେ ଲାଗିଛି। ତାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…
୨୭ରୁ ସାମ୍ବିଧାନିକ ପୀଠ ଶୁଣାଣିର ସିଧା ପ୍ରସାରଣ
ନୂଆଦିଲ୍ଲୀ,୨୩।୯(ପି.ଟି.): ସୁପ୍ରିମକୋର୍ଟ କାର୍ଯ୍ୟରେ ସ୍ବଚ୍ଛତା ବଢ଼ାଇବା ସହ ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଆସନ୍ତା ୨୭ ତାରିଖରୁ ସମସ୍ତ ସାମ୍ବିଧାନିକ ପୀଠର ଶୁଣାଣି ସିଧା ପ୍ରସାରଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଠିକ୍ ୪ ବର୍ଷ ପୂର୍ବେ ୨୦୧୮ରେ ସୁପ୍ରିମକୋର୍ଟ ସ୍ବପ୍ନିଳ ତ୍ରିପାଠୀ…
୧୧ ରାଜ୍ୟରେ ଏନ୍ଆଇଏ ଚଢ଼ାଉ
ନୂଆଦିଲ୍ଲୀ,୨୩।୯(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରିଛି। ଏହି ଚଢ଼ାଉ ବେଳେ ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ (ପିଏଫ୍ଆଇ)ର ୧୦୬ ଜଣ କର୍ମୀଙ୍କୁ ଗିରଫ କରାଯାଇଛି।…
ଟଙ୍କା ଟଳମଳ, ଡଲାର ସବଳ
ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ ଝଟ୍କା ଲାଗିଛି। ୨୦୨୪-୨୫ ଆର୍ଥିକ ବର୍ଷ ସୁଦ୍ଧା ଦେଶର ଅର୍ଥନୀତିକୁ ୫ ଟ୍ରିଲିୟନ୍ ଡଲାରରେ…
Archives


