ଜାତୀୟ

ବିଦେଶୀ ବିଶ୍ୱବିଦ୍ୟାଳୟକୁ ସ୍ବାଧୀନତା

ନୂଆଦିଲ୍ଲୀ,୭ା୧: ବିଦେଶୀ ବିଶ୍ୱବିଦ୍ୟାଳୟଗୁଡ଼ିକ ଏଣିକି ଭାରତରେ ନିଜସ୍ବ କ୍ୟାମ୍ପସ ପ୍ରତିଷ୍ଠା କରିବା ସହ ନାମଲେଖା ପ୍ରକ୍ରିୟା ଏବଂ ଫି’ ଧାର୍ଯ୍ୟ କ୍ଷେତ୍ରରେ ନିଷ୍ପତ୍ତି ନେଇପାରିବେ। ଏପରି କି ଭାରତରୁ ସଂଗୃହୀତ ପାଣ୍ଠିକୁ ମଧ୍ୟ ନିଜ ଦେଶକୁ ସ୍ଥାନାନ୍ତର କରିପାରିବେ। ବିଶ୍ୱବିଦ୍ୟାଳୟ ଅନୁଦାନ…

୨୦ କୋଟି ଆକାଉଣ୍ଟ ଡେଟା ଲିକ୍‌

ନୂଆଦିଲ୍ଲୀ,୬ା୧: ମାଇକ୍ରୋବ୍ଲଗିଂ ସାଇଟ୍‌ ଟୁଇଟରରେ ଆକାଉଣ୍ଟ ଖୋଲିଥିବା ୨୦କୋଟି ୟୁଜର୍ସଙ୍କ ଡେଟା ଲିକ୍‌ ହୋଇଯାଇଛି। ହ୍ୟାକରମାନେ ଟୁଇଟର ବ୍ୟବହାରକାରୀଙ୍କ ଆକାଉଣ୍ଟରୁ ସେମାନଙ୍କ ନାମ, ଇ-ମେଲ୍‌ ଆଡ୍ରେସ୍‌, ଆକାଉଣ୍ଟ ତିଆରି ତାରିଖ ଓ ଫଲୋଅର୍ସଙ୍କ ସମ୍ପର୍କରେ ତଥ୍ୟ ହାସଲ କରିବାରେ ସକ୍ଷମ ହୋଇଛନ୍ତି।…

ମନ୍ଦିରରେ ମହିଳାଙ୍କୁ ମାଡ଼ମାରି ଘୋଷାଡ଼ିଲେ: ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୬।୧: ବେଙ୍ଗାଲୁରୁର ଏକ ମନ୍ଦିରରେ ଜଣେ ମହିଳାଙ୍କୁ ବାଡ଼ିିରେ ପିଟିବା ସହ ଗୋଇଠା ମାରିବା ଏବଂ ଘୋଷାଡ଼ିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ହେମବତୀ ନାମ୍ନୀ ଉକ୍ତ ମହିଳା ଅମୃଥାହାଲି ଥାନାରେ ଏନେଇ ଏତଲା ଦେଇଛନ୍ତି। ଅଭିଯୋଗ…

ଜୋଷୀମଠରେ ବଡ଼ ଫାଟ: ତୁରନ୍ତ ଘର ଖାଲି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୧: ଉତ୍ତରାଖଣ୍ଡର ଚାମୋଲି ଜିଲା ଅନ୍ତର୍ଗତ ଜୋଷୀମଠ ଅଞ୍ଚଳରେ ମାଟି ଦବିଛି। ଫଳରେ ଶହ ଶହ ଘରେ ଏବଂ ରାସ୍ତାରେ ବିପଜ୍ଜନକ ଫାଟ ସୃଷ୍ଟି ହୋଇଛି। ଜୋଷୀମଠରେ ମାଟି ଦବୁଥିବାରୁ ୫୬୦ରୁ ଊର୍ଦ୍ଧ୍ୱ ଘରେ ବଡ଼ ଧରଣର ଫାଟ ସୃଷ୍ଟି ହୋଇଛି।…

ବିମାନରେ ଅସଦାଚରଣ ସହ୍ୟ କରାଯିବ ନାହିଁ: ଆଡଭାଇଜରୀ ଜାରି କଲା ଡିଜିସିଏ

ନୂଆଦିଲ୍ଲୀ,୬।୧: ନିକଟରେ ଏୟାର ଇଣ୍ଡିଆ ବିମାନରେ ଜଣେ ଯାତ୍ରୀ ନିଜ ସହ-ଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଘଟଣା ସାମ୍ନାକୁ ଆସିବା ଚର୍ଚ୍ଚାର ବିଷୟ ପାଲଟିଥିଲା। ଏହାକୁ ସବୁ ମାହୋଲରେ ନିନ୍ଦା କରାଯାଇଛି। ଏଭଳି ଘଟଣା ପରେ ବର୍ତ୍ତମାନ ଦେଶର ଡାଇରେକ୍ଟୋରେଟ ଜେନେରାଲ…

ସୋନିଆଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗଙ୍ଗାରାମ ହସ୍ପିଟାଲ ପକ୍ଷରୁ ବୟାନ ଜାରି

ନୂଆଦିଲ୍ଲୀ,୬।୧: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧି ଅସୁସ୍ଥ ହୋଇ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଫୁସଫୁସ୍‌ଜନିତ ସଂକ୍ରମଣ ହେତୁ ତାଙ୍କୁ ବୁଧବାର ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡ଼ିଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟ ବିଷୟରେ ଡାକ୍ତରଖାନା ପକ୍ଷରୁ ବୟାନ ଜାରି କରାଯାଇଛି।…

ବିମାନରେ ମହିଳାଙ୍କ ସହ ଅସଦାଚରଣ କରିଥିବା ଶଙ୍କର ମିଶ୍ରଙ୍କ ଚାକିରି ଗଲା

ନୂଆଦିଲ୍ଲୀ,୬।୧: ଗତବର୍ଷ ନଭେମ୍ବର୨୬ରେ ନ୍ୟୁୟର୍କରୁ ନୂଆଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ନିଶାସକ୍ତ ଅବସ୍ଥାରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଏବେ ତାଙ୍କୁ ତାଙ୍କ କମ୍ପାନୀ ଓ୍ବେଲ୍ସ ଫାର୍ଗୋ ଟର୍ମିନେଟ୍‌ସ୍‌(ବରଖାସ୍ତ) କରିଛି। କମ୍ପାନୀ…

ଭାଜପା-ଏଏପି କାଉନସିଲର ମୁହାଁମୁହିଁ ପରେ ମେୟର ନିର୍ବାଚନ ସ୍ଥଗିତ

ନୂଆଦିଲ୍ଲୀ,୬।୧: ଭାଜପା-ଏଏପି କାଉନସିଲର ମୁହାଁମୁହିଁ ପରେ ଶୁକ୍ରବାର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍‌ସିଡି) ମେୟର ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଉଭୟେ ଉଭୟଙ୍କୁ ଟାର୍ଗେଟ କରି ବିଭିନ୍ନ ସ୍ଲୋଗାନ ଦେବାରୁ ଭାଜପା ଏବଂ ଏଏପି କାଉନସିଲରଙ୍କ ମଧ୍ୟରେ ଠେଲାଠେଲି ଭଳି ପରିସ୍ଥିତି ଦେଖାଦେଇଥିଲା। ଏପରିକି…

ପୁଣି କଂଗ୍ରେସକୁ ଫେରିଲେ ଜମ୍ମୁ-କଶ୍ମୀରର ବହୁ ବରିଷ୍ଠ ନେତା

ନୂଆଦିଲ୍ଲୀ,୬।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ରାଜ୍ୟରେ ପ୍ରବେଶ କରିବା ପୂର୍ବରୁ ଜମ୍ମୁ-କଶ୍ମୀରର ଅନେକ ନେତା କଂଗ୍ରେସରେ ସାମିଲ ହୋଇଛନ୍ତି। ଗୁଲାମ ନବୀ ଆଜାଦ କଂଗ୍ରେସରୁ ଇସ୍ତଫା ପରେ ଅନେକ ନେତା ମଧ୍ୟ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ତେବେ ଶୁକ୍ରବାର ଜମ୍ମୁ-କଶ୍ମୀରର…

ଦିଲ୍ଲୀ ମେୟର ନିର୍ବାଚନରେ ଭାଜପା-ଏଏପି କାଉନସିଲର ମୁହାଁମୁହିଁ

ନୂଆଦିଲ୍ଲୀ,୬।୧: ଶୁକ୍ରବାର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍‌ସିଡି) ମେୟର ନିର୍ବାଚନରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଉଭୟେ ଉଭୟଙ୍କୁ ଟାର୍ଗେଟ କରି ବିଭିନ୍ନ ସ୍ଲୋଗାନ ଦେବାରୁ ଭାଜପା ଏବଂ ଏଏପି କାଉନସିଲରଙ୍କ ମଧ୍ୟରେ ଠେଲାଠେଲି ଭଳି ପରିସ୍ଥିତି ଦେଖାଦେଇଥିଲା। ଏପରିକି ସିଭିକ ସେଣ୍ଟରରେ…

ଦିଲ୍ଲୀରେ ଖସୁଛି ପାରଦ

ନୂଆଦିଲ୍ଲୀ,୬।୧: ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଥଣ୍ଡା ଜାରି ରହିଛି। ଏଥିସହିତ ସହିତ ଘନ କୁହୁଡି ପଡୁଛି, ଏହି କାରଣରୁ ଟ୍ରାଫିକ୍‌ ମଧ୍ୟ ପ୍ରଭାବିତ ହେଉଛି। ଦିଲ୍ଲୀର ଆୟା ନଗରରେ ସର୍ବନିମ୍ନ ତାପମାତ୍ରା ୧.୮ ଡିଗ୍ରୀ ସେଲସିୟସ…

ଆଜି ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୬।୧(ପି.ଟି.): ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ମେୟର ନିର୍ବାଚନ ଶୁକ୍ରବାର ହେବାକୁ ଥିବାବେଳେ ଏହା ଦିନକ ପୂର୍ବରୁ ଉପରାଜ୍ୟପାଳ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଅଦ୍‌ମୀ ପାର୍ଟି (ଏଏପି) ମଧ୍ୟରେ ବିବାଦ ତୀବ୍ର ହୋଇଛି। ଉପରାଜ୍ୟପାଳ ନବନିର୍ବାଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?