ଜାତୀୟ

ଫିଲ୍ମ ‘ପଠାନ୍‌’କୁ ନେଇ ପୁଣି ତେଜିଲା ବିବାଦ: ‘ବେସରମ୍‌ ରଙ୍ଗ’ ଗୀତକୁ ହଟାଇବାକୁ ଦାବି

ଅହମ୍ମଦାବାଦ୍‌ ୫।୧: ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌ଙ୍କ ଅଭିନୀତ ‘ପଠାନ୍‌’କୁ ନେଇ ପୁଣିଥରେ ବିଭିନ୍ନ ସଙ୍ଗଠନ ବିରୋଧ କରିବା ଆରମ୍ଭ କରିଛନ୍ତି। ଫିଲ୍ମରୁ ବିବାଦୀୟ ଗୀତ ‘ବେସରମ୍‌ ରଙ୍ଗ’ ନ ହଟାଗଲେ ଏହାକୁ ଗୁଜରାଟର କୌଣସି ସିନେମାଘରେ ରିଲିଜ୍‌ କରିବାକୁ ଦିଆଯିବ…

ପୁଣି ବିମାନରେ ମହିଳାଙ୍କୁ ଦୁର୍ବ୍ୟବହାର: ପୂର୍ବରୁ ଶରୀରରେ ଏବେ କମ୍ବଳ ଉପରେ ପରିସ୍ରା

ନୂଆଦିଲ୍ଲୀ ୫।୧: ନ୍ୟୁୟର୍କରୁ ଦିଲ୍ଲୀ ଆସୁଥିବା ଏୟାର୍‌ ଇଣ୍ଡିଆ ବିମାନରେ ବୟସ୍କ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣାର ୧୦ ଦିନ ପରେ ଆଉ ଏକ ସମାନ ଘଟଣା ସାମ୍ନାକୁ ଆସିଛି। ନଭେମ୍ବର ୨୬ରେ ଘଟିଥିବା ସମାନ ଘଟଣା ଡିସେମ୍ବର…

ରାମ ମନ୍ଦିର ଖୋଲିବା ନେଇ ତାରିଖ ଘୋଷଣା କଲେ ଶାହା

ନୂଆଦିଲ୍ଲୀ,୫।୧: ଅଯୋଧ୍ୟା ରାମମନ୍ଦିର ୨୦୨୪ ଜାନୁୟାରୀ ୧ରେ ଉଦ୍‌ଘାଟନ ହେବ। ତ୍ରିପୁରାରେ ଏକ ରାଲିକୁ ସମ୍ବୋଧନ କରିବା ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଏନେଇ ଘୋଷଣା କରିଛନ୍ତି। ରାମ ମନ୍ଦିର ନିର୍ମାଣରେ କଂଗ୍ରେସ ବାଧା ସୃଷ୍ଟି କରିଆସୁଥିଲା। ସୁପ୍ରିମକୋର୍ଟଙ୍କ ରାୟ…

ଜମ୍ମୁ, ଦିଲ୍ଲୀ-ଏନ୍‌ସିଆରରେ ଭୂକମ୍ପ

ନୂଆଦିଲ୍ଲୀ,୫।୧: ଦିଲ୍ଲୀ-ଏନ୍‌ସିଆର ଏବଂ ଜମ୍ମୁ-କଶ୍ମୀରରେ ଭୂକମ୍ପ ଝଟକା। ଗୁରୁବାର ରାତି ପ୍ରାୟ ୭.୫୯ ମିନିଟ୍‌ରେ କଶ୍ମୀର ଉପତ୍ୟକାରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୯ ରହିଥିବା ବେଳେ ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁ କୁଶ ଅଞ୍ଚଳରେ…

ଦୋକାନରୁ ଚୋରି ପରେ ଡାନ୍ସ କଲେ ଯୁବକ: ଭିଡିଓ ଭାଇରାଲ

ଭୋପାଳ,୫।୧: ମଧ୍ୟପ୍ରଦେଶର ଶିବପୁରୀ ଜିଲାରେ ଚୋରିର ଏକ ନିଆରା ଘଟଣା ସାମ୍ନାକୁ ଆସିଛି। ସେଠାରେ ଥିବା ଏକ ଦୋକାନରେ ଜଣେ ଦୁର୍ବୃତ୍ତ ପଶି ନଗଦ ଟଙ୍କା ଓ ଜିନିଷ ଚୋରି କରିଥିଲେ। ଏହାପରେ ସେଠାରେ ସେ ଡାନ୍ସ କରିଥିବା ଦେଖିବାକୁ ମିଳିଛି।…

ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫।୧: ଉତ୍ତରପ୍ରଦେଶ ସରକାର ନିଜ ରାଜ୍ୟରେ ଶିଳ୍ପ ଆଣିବା ପାଇଁ ଜୋରସୋରରେ ଲାଗିପଡ଼ିଛନ୍ତି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁମ୍ବାଇରେ ପହଞ୍ଚିଛନ୍ତି। ଯେଉଁଠାରେ ସେ ଲଗାତର ଭାବେ ଉଦ୍ୟୋଗପତିଙ୍କୁ ଭେଟୁଛନ୍ତି। ଗୁରୁବାର ଯୋଗୀ ଆଦିତ୍ୟନାଥ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ତଥା ଏମ୍‌ଡି…

ମହାମାରୀ ପରେ ଭାରତର ଅର୍ଥବ୍ୟବସ୍ଥା ଭଲ ଅଛି: ନଡ୍ଡା

ବେଙ୍ଗାଲୁର,୫।୧: କୋଭିଡ-୧୯ ପରେ ମଧ୍ୟ ଦେଶରେ ଅର୍ଥନୀତି ମଜଭୂତ ହୋଇଛି। କର୍ନାଟକ ଗସ୍ତରେ ଥିବା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ତୁମକୁରରେ ଅନୁଷ୍ଠିତ ଶକ୍ତି କେନ୍ଦ୍ର ପ୍ରମୂଖ ସମ୍ମିଳନୀରେ ଏହା କହିଛନ୍ତି। ସେ କହିଛନ୍ତି, କରୋନା ଏବଂ ରୁଷିଆ-ୟୁକ୍ରେନ୍‌…

କାଞ୍ଝାଓ୍ବାଲା ମାମଲା: ୪ଦିନିଆ ରିମାଣ୍ଡରେ ୫ଅଭିଯୁକ୍ତ

ନୂଆଦିଲ୍ଲୀ,୫।୧: ଦିଲ୍ଲୀ କାଞ୍ଝାଓ୍ବାଲାରେ ହିଟ୍‌ ଆଣ୍ଡ ରନ୍‌ ମାମଲା ଏବେ ଚର୍ଚ୍ଚାରେ ରହିଛି। ଏହି ମାମଲାରେ ଏଭଳି ଅନେକ ପ୍ରଶ୍ନ ରହିଛି ଯାହାର ଉତ୍ତର ଏପର୍ଯ୍ୟନ୍ତ ମିଳିନାହିଁ। ଗୁରୁବାର ଗିରଫ ହୋଇଥିବା ୫ଜଣ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏହାପରେ କୋର୍ଟ…

ଶୁକ୍ରବାର ଦିଲ୍ଲୀରେ ଏମ୍‌ସିଡି ମେୟର ନିର୍ବାଚନ: ବ୍ୟବହାର ହେବ ୩ରଙ୍ଗର ବାଲାଟ ପେପର

ନୂଆଦିଲ୍ଲୀ,୫।୧: ଦିଲ୍ଲୀରେ ଏମ୍‌ସିଡି ନିର୍ବାଚନ ପରେ ବର୍ତ୍ତମାନ ମେୟର ନିର୍ବାଚନ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଛି। ଜାନୁଆରୀ ୬ ଅର୍ଥାତ୍‌ ଶୁକ୍ରବାର ଦିଲ୍ଲୀ ଏମ୍‌ସିଡିର ମେୟର ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିସହ ଡେପୁଟି ମେୟର ଓ ଷ୍ଟାଣ୍ଡିଂ କମିଟିର…

୧୧ ବିଦେଶୀ ନାଗରିକଙ୍କଠାରେ ଓମିକ୍ରନର ସବ୍‌-ଭାରିଆଣ୍ଟ ମାମଲା ଚିହ୍ନଟ

ନୂଆଦିଲ୍ଲୀ,୫।୧: ଭାରତରେ ବିଦେଶୀ ଯାତ୍ରୀମାନଙ୍କ ସ୍କ୍ରିନିଂ ପରେ ଓମିକ୍ରନର ୧୧ଟି ସବ୍‌-ଭାରିଆଣ୍ଟ ମାମଲା ଚିହ୍ନଟ ହୋଇଛନ୍ତି। ଏକ ସରକାରୀ ସୂତ୍ରରୁ ପ୍ରକାଶ ଯେ, ଭାରତକୁ ଆସିଥିବା ୧୯,୨୨୭ ବିଦେଶୀ ଯାତ୍ରୀଙ୍କର ଟେଷ୍ଟିଂ ଡିସେମ୍ବର୨୪ରୁ ଜାନୁୟାରୀ ୩ ମଧ୍ୟରେ କରାଯାଇଥିଲା। ସେଥିମଧ୍ୟରୁ ୧୨୪ଟି…

ଶୀତରେ ଥରୁଛି ରାଜଧାନୀ

ନୂଆଦିଲ୍ଲୀ,୫।୧: ରାଜଧାନୀ ଦିଲ୍ଲୀ ଠାରୁ ଆରମ୍ଭ କରି ଦେଶର ଅନେକ ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଭାରତ ପାଣିପାଗ ବିଭାଗ ଅନୁଯାୟୀ, ଦିଲ୍ଲୀର ଲୋଧି ରୋଡରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ସେଲସିୟସ ରେକର୍ଡ କରିଛି। ରାଜଧାନୀରେ ଚଳିତ…

ଦଣ୍ଡାଦେଶ କୋହଳ କରାଯାଇ ମୁକ୍ତ ହୋଇଥିବା ଦୋଷୀଙ୍କ ସଂଖ୍ୟା ସମ୍ପର୍କିତ ତଥ୍ୟ ଲୋଡିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୫।୧ : ସୁପ୍ରିମକୋର୍ଟ ଗୁରୁବାର ଉତ୍ତରପ୍ରଦେଶର ଏକ ମାମଲାର ବିଚାର କରି ରାଜ୍ୟରେ ଦୋଷୀ ସାବ୍ୟସ୍ତ ହେବା ପରେ କେତେଜଣଙ୍କର ଦଣ୍ଡାଦେଶ କୋହଳ କରାଯାଇ ମୁକ୍ତ ହେବାର ସୁବିଧା ଦିଆଯାଇଛି ତାହାର ସବିଶେଷ ତଥ୍ୟ ଦେବାକୁ ରାଜ୍ୟ ମହାନିର୍ଦ୍ଦେଶକ ପୋଲିସ (ଡିଜିପି)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?