ଜାତୀୟ

୩୬୫ ଦିନରେ ୭୩ ମାମଲାରେ ୩୬୮ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍‌, ଦୋଷୀ ସାବ୍ୟସ୍ତ ହାର ୯୪.୩୯ ପ୍ରତିଶତ…

ନୂଆଦିଲ୍ଲୀ,୩୧।୧୨ : ଜାତୀୟ ଅନୁସନ୍ଧାନ ଏଜେନ୍ସି ’ଏନଆଇଏ’ ୨୦୨୨ ମସିହାରେ ଜିହାଦି ଆତଙ୍କବାଦକୁ ଏକ ବଡ ଝଟକା ଦେଇଛି। ଗତ କିଛି ବର୍ଷ ତୁଳନାରେ, ଚଳିତ ବର୍ଷ ଏନଆଇଏ ଆତଙ୍କବାଦ ସହ ଜଡିତ ସର୍ବାଧିକ ମାମଲା ଅନୁସନ୍ଧାନ କରିଛି। ୨୦୨୨ମସିହାରେ ୩୬୫…

ଭାଜପା-ଆରଏସଏସ ମତେ ଟାର୍ଗେଟ କରୁଥିବାରୁ ମୁଁ ସେମାନଙ୍କୁ ଧନ୍ୟବାଦ ଜଣାଇ ଗୁରୁ ଭାବେ ସ୍ବୀକାର କରୁଛି: ରାହୁଲ…

ନୂଆଦିଲ୍ଲୀ,୩୧।୧୨ : ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାରେ ଏପର୍ଯ୍ୟନ୍ତ ତାଙ୍କର ଯାତ୍ରା ଅନୁଭୂତି ଗଣମାଧ୍ୟମକୁ ଜଣାଇଛନ୍ତି। ଏହା ସହିତ ସେ କେନ୍ଦ୍ର ସରକାରଙ୍କୁ ଅନେକ ପ୍ରଶ୍ନ ମଧ୍ୟ ପଚାରିଛନ୍ତି। ରାହୁଲ କହିଛନ୍ତି ଯେ ଏହି ଯାତ୍ରା ହିଂସା ବିରୁଦ୍ଧରେ। ଏହା…

୧୪ ଦିନିଆ ନ୍ୟାୟିକ ହେପାଜତରେ ଶିଜାନ

ମୁମ୍ବାଇ: ଟେଲିଭିଜନ ଅଭିନେତ୍ରୀ ତୁନିଷା ଶର୍ମା ଆତ୍ମହତ୍ୟା କରିବା ପରେ ତାଙ୍କର କୋ-ଷ୍ଟାର ଶିଜାନ ଖାଁଙ୍କ ଅଡୁଆ ବଢିବାରେ ଲାଗିଛି । ଶନିବାର ତାଙ୍କର ପୋଲିସ କଷ୍ଟ୍ୟୁଡି ଶେଷ ହୋଇଛି । ଏହା ପୂର୍ବରୁ ପୋଲିସ ତାଙ୍କୁ ଭସଇ କୋର୍ଟରେ ହାଜର…

ପ୍ରଧାନମନ୍ତ୍ରୀ ହେଲେ ପ୍ରଥମେ କ’ଣ କରିବେ ରାହୁଲ

ନୂଆଦିଲ୍ଲୀ,୩୧ ।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ଭାରତ ଯୋଡୋ ଯାତ୍ରାକୁ ନେଇ ଖୁବ୍ ଚର୍ଚ୍ଚାରେ । ଏହାକୁ ନେଇ ସେ ଲଗାତାର ଜନସଭା କରିବା ସହ ଗଣମାଧ୍ୟମକୁ ସମ୍ବୋଦନ କରୁଛନ୍ତି । ଏବେ ରାହୁଲ ଖୁବ୍ ସାଦାସିଧା ନଜର…

ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୩୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ଭାଜପା ପୂର୍ବତନ ବିଧାୟକଙ୍କ ବଙ୍ଗଳା ପଛପଟୁ ମିଳିଲା ମହିଳାଙ୍କ ମୃତଦେହ

ମୁମ୍ବାଇ,୩୧ା୧୨: ମହାରାଷ୍ଟ୍ରର ସତାରରେ ଥିବା ଭାଜପା ପୂର୍ବତନ ବିଧାୟକଙ୍କ ବଙ୍ଗଳା ପଛପଟୁ ଜଣେ ମହିଳାଙ୍କ ଅଧାପୋତା ହୋଇଥିବା ମୃତଦେହ ମିଳିଛି। ମହିଳାଙ୍କୁ କେହି ହତ୍ୟା କରି ବଙ୍ଗଳା ପଛପଟେ ପୋତି ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମୃତଦେହ ପଚି ଯାଇଥିବାରୁ ତାଙ୍କୁ…

ଗୁଜରାଟରେ ମର୍ମନ୍ତୁଦ ଦୁର୍ଘଟଣାରେ ୯ ମୃତ, ୨୮ ଆହତ: ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଅହମଦାବାଦ,୩୧।୧୨: ଗୁଜରାଟର ନାଭସାରି ଜିଲାରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଏବଂ ଏସ୍‌ୟୁଭି କାର ମଧ୍ୟରେ ଧକ୍କା ହୋଇ ୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଆହତ ହୋଇଛନ୍ତି। ଏସ୍‌ୟୁଭି କାର ଡ୍ରାଇଭରଙ୍କ ଅସାବଧାନତା…

୨୦୨୪ରେ ରାହୁଲ ବିରୋଧୀ ଦଳର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: କମଲ ନାଥ

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିରୋଧୀ ଦଳଗୁଡ଼ିକର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ଶୁକ୍ରବାର ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ କହିଛନ୍ତି। କଂଗ୍ରେସର ଦେଶବ୍ୟାପୀ ଭାରତ ଯୋଡ଼ୋ…

ଘରବାହୁଡ଼ା ଯୋଜନା ନାହିଁ: ଆଜାଦ

ନୂଆଦିଲ୍ଲୀ,୩୧ା୧୨: କଂଗ୍ରେସ ଛାଡ଼ି ନୂଆ ଦଳ ଗଢ଼ିଥିବା ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ପୁଣି ପୁରୁଣା ଦଳକୁ ଫେରିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ତାଙ୍କୁ ଦଳକୁ ଫେରାଇ ଆଣିବା ଲାଗି କେତେଜଣ କଂଗ୍ରେସ ନେତା ପରଦା ଆଢ଼ୁଆଳରେ କାମ…

୧୪ ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା

ନୂଆଦିଲ୍ଲୀ,୩୧ା୧୨: ଆସନ୍ତା ମକର ସଂକ୍ରାନ୍ତି (ଜାନୁୟାରୀ ୧୪) ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିପାରନ୍ତି ବୋଲି ରାଜନୈତିକ ମହଲରେ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ବଜେଟ ଅଧିବେଶନ ପୂର୍ବରୁ ମନ୍ତ୍ରୀସ୍ତରରେ ଅଦଳବଦଳ ହୋଇପାରେ। ଏଥିସହିତ ନିର୍ବାଚନ ଅନୁଷ୍ଠିତ…

‘ଆତଙ୍କବାଦକୁ ଅସ୍ତ୍ର କରି ଭାରତ ସହ କଥାବାର୍ତ୍ତା ଅସମ୍ଭବ’: ଏସ ଜୟଶଙ୍କର

ନୂଆଦିଲ୍ଲୀ,୩୧ ।୧୨: ଆତଙ୍କବାଦ ପ୍ରସଙ୍ଗରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପୁଣିଥରେ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି । ପାକିସ୍ତାନ ଉପରେ ଆକ୍ରମଣ କରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶୁକ୍ରବାର କହିଛନ୍ତି ଯେ, ଭାରତକୁ ଆଲୋଚନା ଟେବୁଲକୁ ଆଣିବାକୁ…

ଦଲାଇ ଲାମାଙ୍କୁ ଭେଟିଲେ ନୀତୀଶ

ପାଟନା, ୩୧ା୧୨: ଦୁଇବର୍ଷ ପରେ ତିବ୍ବତୀୟ ଆଧ୍ୟାତ୍ମିକ ଗୁରୁ ଦଲାଇ ଲାମା ଶୁକ୍ରବାର ବିହାରର ମହାବୋଧି ମନ୍ଦିର ଦର୍ଶନ କରିଛନ୍ତି। ଏହି ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ମଧ୍ୟ ସେ ସାକ୍ଷାତ୍‌ କରିଛନ୍ତି। ଅପରାହ୍ନ ପ୍ରାୟ ୧୨ଟା ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?