ଜାତୀୟ

୧୧ ଜଣଙ୍କ ବିରୋଧରେ ଏନ୍‌ଆଇଏ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ତେଲଙ୍ଗାନାରେ ବେଆଇନ ଘୋଷିତ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପାଇଁ ଆତଙ୍କବାଦ ପ୍ରଶିକ୍ଷଣ କ୍ୟାମ୍ପ ଆୟୋଜନରେ ସମ୍ପୃକ୍ତ ୧୧ ଅଭିଯୁକ୍ତଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଚାର୍ଜଶିଟ୍‌ ଦାଖଲ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ୧୦ ଜଣ ତେଲଙ୍ଗାନାର…

ମଞ୍ଚକୁ ଗଲେନି ମମତା

କୋଲକାତା,୩୧ା୧୨: ପଶ୍ଚିମବଙ୍ଗର ହାଓଡ଼ା ଷ୍ଟେଶନରେ ଶୁକ୍ରବାର ସକାଳେ ହାଇ ଡ୍ରାମା ଦେଖିବାକୁ ମିଳିଥିଲା। ସେଠାରୁ ନ୍ୟୁ ଜଲପାଇଗୁଡ଼ିକୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲି ଶୁଭାରମ୍ଭ କରିଛନ୍ତି। ରେଳଷ୍ଟେଶନଠାରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରୁ କେତେଜଣ ଜୟ…

ଆମେରିକା ଫେରନ୍ତା ମହିଳାଙ୍କୁ କରୋନା

ଜବଲପୁର,୩୧ା୧୨: ଆମେରିକାରୁ ମଧ୍ୟପ୍ରଦେଶର ଜବଲପୁରକୁ ଫେରିଥିବା ଜଣେ ୩୮ ବର୍ଷୀୟ ମହିଳା କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୩ ତାରିଖରେ ମହିଳା ଜଣକ ତାଙ୍କ ସ୍ବାମୀ ଓ ଝିଅଙ୍କ ନୂଆଦିଲ୍ଲୀ ଓ ଆଗ୍ରା ଦେଇ ଜବଲପୁରରେ ପହଞ୍ଚତ୍ଥିଲେ। ତାଙ୍କୁ ଥଣ୍ଡା…

ତୁଷାରପାତ: ଅଟଳ ଟନେଲରେ ଅଟକିଲେ ୨ ହଜାର ପର୍ଯ୍ୟଟକ

ମାନାଲି, ୩୧ା୧୨: ପ୍ରବଳ ତୁଷାରପାତ ଯୋଗୁ ହିମାଚଳପ୍ରଦେଶର ରେହତଙ୍ଗ ପାସ୍‌ରେ ଥିବା ଅଟଳ ଟନେଲରେ ପ୍ରାୟ ୫୦୦ ଗାଡ଼ିରେ ୨,୦୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଦୀର୍ଘ ସମୟ ଅଟକି ରହିଥିଲେ। ଦୀର୍ଘ ୮ ଘଣ୍ଟାର ଉଦ୍ୟମ ପରେ ଗୁରୁବାର ବିଳମ୍ବିତ ରାତିରେ ସେମାନଙ୍କୁ…

ନୂଆ ପାର୍ଲାମେଣ୍ଟ ବିଲ୍ଡିଂରେ ହେବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩୧ା୧୨: ନୂଆ ପାର୍ଲାମେଣ୍ଟ ବିଲ୍ଡିଂ ମାର୍ଚ୍ଚ ମାସରେ ଉଦ୍‌ଘାଟନ ହେବାକୁ ଥିବାବେଳେ ଆଗାମୀ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସେଠାରେ ଅନୁଷ୍ଠିତ ହେବ। ପାର୍ଲାମେଣ୍ଟ ବିଲ୍ଡିଂ କାର୍ଯ୍ୟ ପୂରା ଦମ୍‌ରେ ଚାଲିଛି ଏବଂ ଫେବୃୟାରୀ ସୁଦ୍ଧା ସମ୍ପୂର୍ଣ୍ଣ ହେବା ଆଶା କରାଯାଉଛି…

ରାଜଧାନୀରେ ଜିମ ମାଲିକଙ୍କୁ ଅଫିସରେ ପଶି ହତ୍ୟା

ନୂଆଦିଲ୍ଲୀ,୩୧ ।୧୨: ରାଜଧାନୀ ଦିଲ୍ଲୀରେ ଜଣେ ଜିମ ମାଲିକଙ୍କୁ ହତ୍ୟା କରାଯାଇଛି । ପୋଲିସର ସୂଚନା ଅନୁଯାୟୀ, ଇଷ୍ଟ ଦିଲ୍ଲୀରେ ଥିବା ଏନର୍ଜିି ଜିମର ମାଲିକ ମହେନ୍ଦ୍ର ଅଗ୍ରୱାଲଙ୍କୁ ତାଙ୍କ ଅଫିସରେ ପଶି ୩ ଜଣ ଦୁର୍ବୁତ୍ତ ଶୁକ୍ରବାର ଗୁଳିକରି ହତ୍ୟା…

ବିଦେଶରୁ ଆସୁଥିବା ୧୨ ବର୍ଷରୁ କମ ବୟସର ପିଲାଙ୍କର ବିମାନ ବନ୍ଦରରେ କରୋନା ଟେଷ୍ଟ ଅନିର୍ବାର୍ଯ୍ୟ ନୁହେଁ

ନୂଆଦିଲ୍ଲୀ,୩୧ ।୧୨: ଚାଇନାରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶ ସଜାଗ ହୋଇଯାଇଛନ୍ତି । ଆମ ଦେଶରେ ମଧ୍ୟ କରୋନାକୁ ନେଇ ଗାଇଡଲାଇନ ଜାରି କରାଗଲାଣି । କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରଣାଳୟ ପକ୍ଷରୁ ବିଦେଶରୁ…

ଆଦାନୀଙ୍କ ନିୟନ୍ତ୍ରଣକୁ ଗଲା ଏନ୍‌ଡିଟିଭି

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ଏସିଆ ମହାଦେଶର ସବୁଠୁ ଧନୀ ଭାବେ ଜଣାଶୁଣା ବିଶିଷ୍ଟ ବ୍ୟବସାୟୀ ଗୌତମ ଆଦାନୀଙ୍କ କମ୍ପାନୀ ଆଦାନୀ ଗ୍ରୁପ୍‌ ଶୁକ୍ରବାର ନିଉଦିଲ୍ଲୀ ଟେଲିଭିଜନ ଲିମିଟେଡ (ଏନ୍‌ଡିଟିଭି)କୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ନେଇଛି। ଏନ୍‌ଡିଟିଭିର ପ୍ରତିଷ୍ଠାତା ପ୍ରଣୟ ରାୟ ଓ ରାଧିକା ରାୟଙ୍କ ଅଧିକାଂଶ…

୨୦୨୪ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ଚେହେରା: କମଲନାଥ

ଭୋପାଳ,୩୧ ।୧୨: ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’କୁ ନେଇ ରାହୁଲ ଗାନ୍ଧୀଙ୍କ ନେତୃତ୍ୱର ପ୍ରଶଂସା କରିଛନ୍ତି । ଏହାସହ ଶୁକ୍ରବାର କମଲନାଥ କହିଛନ୍ତି ୨୦୨୪ ଲୋକ ସଭା ନିବାଚନରେ…

ଅଗ୍ନିବୀର ବାୟୁର ପ୍ରଥମ ବ୍ୟାଚ ଟ୍ରେନିଂ ଆରମ୍ଭ

ବେଙ୍ଗାଲୁରୁ,୩୧ ।୧୨: ଭାରତୀୟ ବାୟୁସେନାରେ ଶୁକ୍ରବାର ଅଗ୍ନିପଥ ଯୋଜନାରେ ଅଗ୍ନିବୀର ବାୟୁଙ୍କ ପ୍ରଥମ ବ୍ୟାଚ ବଡ ଯୋଶ ଓ ଉତ୍ସାହର ସହ ସେମାନଙ୍କ ପ୍ରଶିକ୍ଷଣ ଆରମ୍ଭ କରିଛନ୍ତି । ଭାରତୀୟ ବାୟୁସେନା ପକ୍ଷରୁ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ଜରିଆରେ ଏହି ସୂଚନା…

କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ବର୍ଷ ଭେଟି: ଏନ୍‌ଏସ୍‌ସି, ଡାକଘର ସଞ୍ଚୟ ସୁଧହାର ବଢ଼ିଲା

ନୂଆଦିଲ୍ଲୀ,୩୦ା୧୨: କେନ୍ଦ୍ର ସରକାର ଶୁକ୍ରବାର ଦେଶବାସୀଙ୍କୁ ନୂଆ ବର୍ଷର ଉପହାର ଦେଇଛନ୍ତି। ସରକାର ଜାନୁୟାରୀ ୧ରୁ ଡାକଘର ସଞ୍ଚୟ ଯୋଜନା, ଏନ୍‌ଏସ୍‌ସି ଏବଂ ବରିଷ୍ଠ ନାଗରିକ ସଞ୍ଚୟ ଯୋଜନାର ସୁଧହାର ୧.୧୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ପବ୍ଲିକ୍‌ ପ୍ରୋଭିଡେଣ୍ଟ…

ପନ୍ତଙ୍କ ମା’ଙ୍କ ସହ ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଶୁକ୍ରବାର ସେ ପନ୍ତଙ୍କ ମା’ଙ୍କ ସହ କଥା ହୋଇଛନ୍ତି। ଫୋନ୍‌ ବାର୍ତ୍ତାଳାପରେ ସେ କ୍ରିକେଟରଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?