ଜାତୀୟ

ଚର୍ଚ୍ଚରୁ ମିଳିଲା ଲଶ୍କର-ଇ-ତୋଏବାର ଧମକପୂର୍ଣ୍ଣ ଚିଠି: ପୋଲିସର ତଦନ୍ତ ଜାରି

ମୁମ୍ବାଇ,୩୦।୧୨: ମୁମ୍ବାଇର ବାନ୍ଦ୍ରାସ୍ଥିତ ମାଉଣ୍ଟ ମେରି ଚର୍ଚ୍ଚକୁ ଗୁରୁବାର ଏକ ଧମକପୂର୍ଣ୍ଣ ଇମେଲ ମିଳିଛି। ଏଥିରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ଆକ୍ରମଣ କରିବ ବୋଲି ଚେତାବନୀ ଦିଆଯାଇଛି। ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ଆଇପିସି ଧାରା ୫୦୫ (୩) ଅନୁଯାୟୀ ପୋଲିସ ଏକ…

ପୂର୍ବତନ ବିଧାୟକଙ୍କ ଉପରେ ଭାଜପାର ବଡ଼ କାର୍ଯ୍ୟାନୁଷ୍ଠାନ

ପାଟନା,୩୦।୧୨: ବିହାରରେ ଦଳର ଉପାଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ରାଜୀବ ରଞ୍ଜନଙ୍କ ବିରୋଧରେ ଭାଜପା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଭାଜପା ରାଜ୍ୟ ଅଧ୍ୟକ୍ଷ ଡା.ସଞ୍ଜୟ ଜୟସ୍ବାଲ ରାଜୀବଙ୍କୁ ପ୍ରାଥମିକ ସଦସ୍ୟତାରୁ ୬ବର୍ଷ ପାଇଁ ନିଲମ୍ବିତ କରିଛନ୍ତି। ଦଳ ବିରୋଧୀ ମନ୍ତବ୍ୟ…

ବିହାରରେ ବଡ଼ ଦୁର୍ଘଟଣା: ବୁଡ଼ିଗଲା ୧୫ଜଣଙ୍କୁ ନେଇଯାଉଥିବା ଡଙ୍ଗା

ପାଟନା,୩୦।୧୨: ବିହାରର ରାଜଧାନୀ ପାଟନାରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ପାଟନାର ମନେର ମହାବୀର ଟୋଲା ଗଙ୍ଗା ନଦୀ ଘାଟରେ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଭାରସାମ୍ୟ ହରାଇ ବୁଡ଼ିଯାଇଛି। ଏଥିରେ ମୋଟ ୧୫ଜଣ ଯାତ୍ରୀ ଥିବା କୁହାଯାଉଛି।…

ହୀରାବେନ ମୋଦିଙ୍କୁ ମିଳୁ ରାଷ୍ଟ୍ରମାତା ସମ୍ମାନ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ନିଧନ ପରେ ସାରାଦେଶରୁ ଶୋକର ବାର୍ତ୍ତା ଛୁଟୁଛି। ଇତିମଧ୍ୟରେ ଅଖିଳ ଭାରତ ହିନ୍ଦୁ ମହାସଭା ଏବଂ ସନ୍ଥ ମହାସଭାର ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ଚକ୍ରପାଣି ମହାରାଜ ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କୁ ରାଷ୍ଟ୍ରମାତା ଘୋଷଣା…

ପନ୍ତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ଷ୍ଟାର କ୍ରିକେଟର ଋଷଭ ପନ୍ତ ଶୁକ୍ରବାର ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏହି ଦୁର୍ଘଟଣା ହରିଦ୍ୱାରା ଜିଲାର ମଙ୍ଗଲୋରରେ ଘଟିଛି। ଶୁକ୍ରବାର ସକାଳେ ଦିଲ୍ଲୀ-ଡେରାଡୁନ ରାଜମାର୍ଗରେ ଥିବା ଏକ ଡିଭାଇଡରରେ ତାଙ୍କ କାର୍‌ ପିଟି ହୋଇ ଜଳିଯାଇଥିଲା।…

ଇସ୍ତଫା ଦେଲେ ଭାଜପାର ଏହି ବଡ଼ ନେତା

ପାଟନା,୩୦।୧୨: ବିହାରରେ ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ବିହାର ଭାଜପାର ରାଜ୍ୟ ଉପାଧ୍ୟକ୍ଷ ରାଜୀବ ରଞ୍ଜନ ଦଳର ପ୍ରାଥମିକ ସଦସ୍ୟତା ଏବଂ ପଦବୀରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ରାଜୀବ ବିହାର ଭାଜପାର ରାଜ୍ୟ ଅଧ୍ୟକ୍ଷ ସଞ୍ଜୟ ଜୟସୱାଲଙ୍କୁ ଏକ ଚିଠି…

ଅଭିଯୁକ୍ତ ସିଜାନଙ୍କ ବଢିଲା ଅଡୁଆ

ମୁମ୍ବାଇ: ଟେଲିଭିଜନ ଅଭିନେତ୍ରୀ ତୁନିଷା ଶର୍ମା ସୁଇସାଇଡ ମାମଲାରେ ଅଭିଯୁକ୍ତ ଅଭିନେତା ସିଜାନ ଖାଁଙ୍କ ଅଡୁଆ ବଢିବାରେ ଲାଗିଛି । କୋର୍ଟ ସିଜାନଙ୍କ ପୋଲିସ କଷ୍ଟଡିକୁ ଆଉ ଗୋଟିଏ ଦିନ ବଢାଇ ଦେଇଛନ୍ତି । ତାଙ୍କ ପୋଲିସ କଷ୍ଟଡିକୁ ଶନିବାର ପର୍ଯ୍ୟନ୍ତ…

ପନ୍ତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ ଧାମି ସରକାର

ଡେରାଡୁନ,୩୦।୧୨: ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ସେ ଗୁରୁତର ହୋଇ ଉତ୍ତରାଖଣ୍ଡର ଡେରାଡୁନରେ ଥିବା ମାକ୍ସ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି। ତେବେ ତାଙ୍କର ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ…

ଉଜବେକିସ୍ତାନ କଫ ସିରପ ମୃତ୍ୟୁ ମାମଲା: ଅଭିଯୁକ୍ତ ଔଷଧ କମ୍ପାନୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩୦ ।୧୨: ଉଜବେକିସ୍ତାନରେ କଫ ସିରପ ଖାଇ ଯେଉଁ ଶିଶୁମାନଙ୍କର ମୃତ୍ୟୁ ହୋଇଥିଲା ଉକ୍ତ କଫ ସିରପ ଭାରତୀୟ ଔଷଧ କମ୍ପାନୀର ବୋଲି ଅଭିଯୋଗ ହୋଇଥିଲା । ଏହି ମାମଲା ଉପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନଜର ରଖିଛି । ସ୍ୱାସ୍ଥ୍ୟମନ୍ତ୍ରୀ…

ଅଲିଗଡ଼ରେ ପହଞ୍ଚିଲେ ସଲମାନ ଖୁର୍ସିଦ: ଭାରତ ଯୋଡୋ ଯାତ୍ରା ପାଇଁ ଏସ୍‌ପି ମୁଖ୍ୟଙ୍କୁ କରିବେ ନିମନ୍ତ୍ରଣ

ଅଲିଗଡ଼,୩୦।୧୨: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସଲମାନ ଖୁର୍ସିଦ ଉତ୍ତରପ୍ରଦେଶର ଅଲିଗଡ଼ରେ ପହଞ୍ଚିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବା ପାଇଁ ଏସ୍‌ପି ସୁପ୍ରିମୋ ଅଖିଳେଶ ଯାଦବଙ୍କୁ…

ରାହୁଲ ନିଜେ ପାଳନ କରିନାହନ୍ତି ପ୍ରୋଟୋକଲ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ରିପୋର୍ଟ ଦେଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୩୦।୧୨: ଭାରତ ଯୋଡୋ ଯାତ୍ରା ସମୟରେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜେ ହିଁ ସୁରକ୍ଷା ପ୍ରୋଟୋକଲ୍‌ ପାଳନ କରିନାହାନ୍ତି। ରାହୁଲ ଗାନ୍ଧୀଙ୍କୁ ସୁରକ୍ଷା ବାବଦରେ ଅବଗତ କରାଯାଇଥିଲା। ଭାରତ ଯୋଡା ଯାତ୍ରା ସମୟରେ ଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କ…

ନୂଆ ବର୍ଷରେ ଏହି ସୀମାନ୍ତ ରାଜ୍ୟଗୁଡ଼ିରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ: ଆଲର୍ଟ ଜାରି କଲା ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦିନକ ପରେ ପୁରୁଣା ବର୍ଷକୁ ବିଦାୟୀ ଦିଆଯାଇ ନୂଆବର୍ଷକୁ ସ୍ବାଗତ କରାଯିବ। ଇତିମଧ୍ୟରେ ଆତଙ୍କବାଦୀମାନେ ନୂଆ ବର୍ଷ ଅବସରରେ ଏକ ବଡ଼ ଷଡଯନ୍ତ୍ର ରଚିପାରନ୍ତି ବୋଲି ଗୋଇନ୍ଦା ବିଭାଗ (ଇଣ୍ଟେଲିଜେନ୍ସ ବ୍ୟୁରୋ) ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?