ଜାତୀୟ

ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ: ୨ ମୃତ

ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶର ଚାନ୍ଦୌଲି ଜିଲାର ଏକ ଘରୋଇ ହସ୍ପିଟାଲ ବାହାରେ ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇବା ସହ ଘଟଣାର ତଦନ୍ତ…

ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ସବୁଜ ପତାକା ଦେଖାଇଲେ ମୋଦି: ମମତା କହିଲେ, ମା’ଠୁ ବଡ଼ ଆଉ କିଛି ନୁହେଁ

କୋଲକାତା,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗକୁ ୭୮୦୦କୋଟି ଟଙ୍କାର ଏକ ପ୍ରକଳ୍ପ ଭେଟି ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୋଦି ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ସବୁଜ ପତାକା ଦେଖାଇଛନ୍ତି। ଏହି ଟ୍ରେନ୍‌ ହାଓ୍ବଡାରୁ…

ଶୀତକାଳୀନ ଅଧିବେଶନ ପୂର୍ବରୁ ଆଜି ବସିବ କ୍ୟାବିନେଟ୍‌ ବୈଠକ

ରାୟପୁର,୩୦।୧୨: ଛତିଶଗଡ ସରକାରଙ୍କ ଶୁକ୍ରବାର ଚଳିତ ବର୍ଷର ଶେଷ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ତେବେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ବାସଭବନରେ ଏହି ବୈଠକ ବସିବାର ନେଇ ସୂଚନା ମିଳିଛି। ଏହି ବୈଠକରେ ଜାନୁୟାରୀ ୨ ତାରିଖରେ ହେବାକୁ ଥିବା ରାଜ୍ୟରେ…

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବା ପାଇଁ ସ୍ମୃତି ଇରାନୀଙ୍କୁ ନିମନ୍ତ୍ରଣ କଲା କଂଗ୍ରେସ

ନୂଆଦିଲ୍ଲୀ,୩୦।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବାକୁ କଂଗ୍ରେସର ଜଣେ ନେତା ଆମେଥି ଭାଜପା ଏମ୍‌ପି ତଥା କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଚିଠି ଲେଖି ନିମନ୍ତ୍ରଣ କରିଛନ୍ତି। କଂଗ୍ରେସ ନେତା…

ଗୋଟିଏ ମାସରେ ତୃତୀୟଥର ପାଇଁ ଗିରଫ ହେଲେ ଟିଏମ୍‌ସି ନେତା

ନୂଆଦିଲ୍ଲୀ,୩୦।୧୨: କ୍ରାଉଡଫଣ୍ଡିଂ ଜରିଆରେ ସଂଗ୍ରହ କରିଥିବା ଅର୍ଥକୁ ଅପବ୍ୟବହାର କରିଥିବା ଅଭିଯୋଗରେ ଟିଏମସିର ମୁଖପାତ୍ର ସାକେତ ଗୋଖଲେ ଗିରଫ ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଗୁଜରାଟ ପୋଲିସ ତାଙ୍କୁ ଗିରଫ କରିଛି। ଗୁଜରାଟ ପୋଲିସ ଚଳିତ ମାସରେ ତୃତୀୟ ଥର ପାଇଁ…

ହୀରାବେନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍‌ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପଞ୍ଚଭୂତରେ ବିଲୀନ ହେଲେ ହୀରାବେନ୍‌: ମୁଖାଗ୍ନି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ଙ୍କ ପାର୍ଥିବଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଗାନ୍ଧିନଗର ସେକ୍ଟରସ୍ଥିତ ଶ୍ମଶାନଘାଟରେ ହୀରାବେନ୍‌ଙ୍କ ଅନ୍ତିମସତ୍କାର କରାଯାଇଛି। ମୋଦି ମା’ଙ୍କୁ ନିଆଁ ମୁଖାଗ୍ନି ଦେଇଥିଲେ। ଶୁକ୍ରବାର ଭୋର ୩.୩୦ରେ ହୀରା ବା’ଙ୍କର ଦେହାନ୍ତ ହୋଇଥିଲା। ଅହମ୍ମଦାବାଦର ୟୁଏନ୍‌…

ଏହି କଷ୍ଟ ସମୟରେ ଭଗବାନ ପ୍ରଧାନମନ୍ତ୍ରୀଙ୍କୁ ଧୌର୍ଯ୍ୟ ଦିଅନ୍ତୁ: କଙ୍ଗନା

ମୁମ୍ବାଇ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ମୋଦିଙ୍କର ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ମଙ୍ଗଳବାର ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ହୀରାବେନଙ୍କୁ ଅହମ୍ମଦାବାଦସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ୧୦୦ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

‘ଏହି ଦୁଃଖ ସମୟରେ ପୂରା ଦେଶ ପ୍ରଧାନମନ୍ତ୍ରୀଙ୍କ ସହ ଅଛି’

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ଦୁନିଆକୁ ଅଲବିଦା କହିଛନ୍ତି। ସେ ଶୁକ୍ରବାର ଭୋର ୩.୩୦ରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ହୀରାବେନଙ୍କ ଦେହାନ୍ତ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ମନ୍ତ୍ରୀ ସମବେଦନା…

‘ଭାରତ ଯୋଡୋ ଯାତ୍ରା’ରୁ ମିଳିଥିବା ଲାଭକୁ ଭୋଟରେ ପରିବର୍ତ୍ତନ କରିବା ସହଜ ନୁହେଁ: ଥରୁର

ନୂଆଦିଲ୍ଲୀ,୩୦ ।୧୨: କଂଗ୍ରେସ ନେତା ଶଶି ଥରୁର ତାଙ୍କ ବେକାବୁ ବୟାନକୁ ନେଇ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ । ଗୁରୁବାର କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’କୁ ନେଇ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଆଗାମୀ ଲୋକ ସଭା…

ପର ଘରେ ବାସନ ମାଜୁଥିଲେ ମୋଦିଙ୍କ ମା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ସକାଳେ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହୀରାବେନ ଗୁଜରାଟର ପାଲନପୁରରେ ଜନ୍ମଗ୍ରହଣ କରିଥିଲେ। ବିବାହ ପରେ ସେ ବଡ଼ନଗରକୁ ଚାଲିଯାଇଥିଲେ। ଯେତେବେଳେ ସେ ବିବାହ କରିଥିଲେ,…

ଗାନ୍ଧିନଗରରେ ହେବ ହୀରାବେନଙ୍କ ଅନ୍ତିମ ସଂସ୍କାର, ପୁଅ ପଙ୍କଜ ମୋଦିଙ୍କ ଘରେ ଶେଷ ଦର୍ଶନ

ଗାନ୍ଧିନଗର,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହୀରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?