ଜାତୀୟ

ମା’ଙ୍କୁ କାନ୍ଧ ଦେଲେ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ୧୦୦ ବର୍ଷ ବୟସରେ ପରଲୋକ ଘଟିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ୍‌ରେ ପହଞ୍ଚି ମା’ଙ୍କୁ ଶେଷ ଦର୍ଶନ କରିଛନ୍ତି। ଏବେ ହୀରାବେନ୍‌ଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କ ପାର୍ଥିବ ଶରୀରରେ କାନ୍ଧ…

‘ମା’ ହେଉଛି ସମ୍ପୂର୍ଣ୍ଣ ବିଶ୍ୱ, ପରଲୋକ ପୁଅ ପାଇଁ ଅସହ୍ୟ’- ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ…

ଉଜବେକିସ୍ତାନକୁ ତଥ୍ୟ ମାଗିଲା ଭାରତ

ନୂଆଦିଲ୍ଲୀ,୩୦ା୧୨:ଉତ୍ତର ପ୍ରଦେଶର ନୋଏଡାରେ ମାରିଓନ୍‌ ବାୟୋଟେକ୍‌ ପକ୍ଷରୁ ପ୍ରସ୍ତୁତ ଡୋକ୍‌-୧ ମ୍ୟାକ୍ସ ସିରପ୍‌ ସେବନ କରି ଉଜ୍‌ବେକିସ୍ତାନର ୧୯ ଶିଶୁଙ୍କ ମୃତ୍ୟୁ ଅଭିଯୋଗ ଆସିବା ପରେ ଭାରତ ସରକାର କଡ଼ା ଅଭିମୁଖ୍ୟ ଦେଖାଇଛନ୍ତି। କେଉଁ ପରିସ୍ଥିତିରେ ଶିଶୁମାନଙ୍କ ମୃତ୍ୟୁ ଘଟିଛି ସେନେଇ…

ପ୍ରବାସୀ ଭୋଟରଙ୍କ ଲାଗି ରିମୋଟ୍‌ ଭୋଟିଂ ମେଶିନ

ନୂଆଦିଲ୍ଲୀ,୩୦ା୧୨:ଦେଶର ବିଭିନ୍ନ ଭାଗରେ ରହୁଥିବା ପ୍ରବାସୀମାନଙ୍କ ମତଦାନ ପାଇଁ ନିର୍ବାଚନ କମିଶନ (ଇସି) ଏକ ରିମୋଟ୍‌ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଆର୍‌ଭିଏମ୍‌)ର ମଡେଲ ବିକଶିତ କରିଥିବା ରବିବାର କହିଛନ୍ତି। ନିର୍ବାଚନମଣ୍ଡଳୀଠାରୁ ଦୂରରେ ଥିବା ଭୋଟରମାନଙ୍କ ଲାଗି ମଲ୍ଟି-କନ୍‌ଷ୍ଟିଚ୍ୟୁଏନ୍ସି ଇଭିଏମ୍‌ ପ୍ରୋଟୋଟାଇପ୍‌ର ପ୍ରଦର୍ଶନ…

ଭାରତ, ଆମେରିକା ସମେତ ୭ ଦେଶ ଚାଇନା ଉପରେ ଲଗାଇଲେ ଯାତ୍ରା ପ୍ରତିବନ୍ଧକ

ୱାଶିଂଟନ/ନୂଆଦିଲ୍ଲୀ,୩୦ ।୧୨: ଚାଇନାରେ ବେଳକୁ ବେଳ ଅଣାୟତ୍ତ ହୋଇଛି କୋଭିଡ ସଂକ୍ରମଣ । କେବଳ ଡିସେମ୍ବର ମାସରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୩୫ କୋଟି ବୋଲି କୁହାଯାଉଛି । ଚାଇନାର ଏହି ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଓ…

ମା’ଙ୍କ ପରଲୋକରେ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ଶୁକ୍ରବାର ସକାଳେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ମୋଦି ନିଜେ ଟୁଇଟର୍‌ରେ ଏକ ଭାବପ୍ରବଣ ବାର୍ତ୍ତା ଲେଖି ମା’ଙ୍କ ମୃତ୍ୟୁ ବିଷୟରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଗୌରବମୟ ଶତାବ୍ଦୀ ଈଶ୍ବରଙ୍କ ପାଦତଳେ ବିରାମ…

କ୍ରୀଡ଼ା ମନ୍ତ୍ରୀଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ମହିଳା କୋଚ

ଚଣ୍ଡିଗଡ,୩୦।୧୨: ହରିୟାଣାର କ୍ରୀଡ଼ା ମନ୍ତ୍ରୀ ତଥା ପୂର୍ବତନ ହକି ଖେଳାଳି ସନ୍ଦୀପ ସିଂ ବିବାଦକୁ ଆସିଛନ୍ତି। ତାଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି ମହିଳା କୋଚ। କ୍ରୀଡ଼ା ମନ୍ତ୍ରୀ ତାଙ୍କୁ ତାଙ୍କ ବାସଭବନକୁ ଡାକି ଅସଦାଚରଣ କରିଥିବା ସେ ଅଭିଯୋଗ…

ପରଲୋକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’

ଅହମ୍ମଦାବାଦ,୩୦।୧୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ହସ୍ପିଟାଲରେ ମୃତ୍ୟୁ ଘଟିଛି। ପ୍ରଧାନମନ୍ତ୍ରୀ ଏବେ ଅହମ୍ମଦାବାଦ ଅଭିମୁଖେ ବାହାରିଛନ୍ତି। ଅସୁସ୍ଥତା ହେତୁ ବୁଧବାର ତାଙ୍କୁ ଅହମ୍ମଦାବାଦର ୟୁଏନ୍‌ ମେହେଟ୍ଟା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା…

ଯାତ୍ରୀଙ୍କ ତଥ୍ୟ ଚୋରି ଅଭିଯୋଗକୁ ଖଣ୍ଡନ କଲା ରେଲଓ୍ବେ

ନୂଆଦିଲ୍ଲୀ,୨୯ା୧୨: ଭାରତୀୟ ରେଳପଥର ୩ କୋଟି ଯାତ୍ରୀଙ୍କ ତଥ୍ୟ ଚୋରି କରାଯାଇ ଡାର୍କ ଓ୍ବେବ୍‌ରେ ବିକ୍ରି ପାଇଁ ରଖାଯାଇଥିବା ହକରମାନଙ୍କ ଫୋରମ୍‌ ପକ୍ଷରୁ ଦାବି କରାଯାଇଛି। ତେବେ ଡାଟା ଚୋରି ଅଭିଯୋଗକୁ ରେଳ ମନ୍ତ୍ରଣାଳୟ ଖଣ୍ଡନ କରିଛି। ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ…

‘ପଠାନ୍‌’ରେ ପରିବର୍ତ୍ତନ କରିବାକୁ ସେନ୍‌ସର ବୋର୍ଡର ନିର୍ଦ୍ଦେଶ

ମୁମ୍ବାଇ,୨୯ା୧୨: ଡିସେମ୍ବର ୧୨ରୁ ଅନ୍‌ଲାଇନ୍‌ରେ ଉପଲବ୍ଧ ଶାହରୁଖ୍‌ ଖାନ୍‌ ଓ ଦୀପିକା ପାଦୁକୋଣଙ୍କ ଅଭିନୀତ ବଲିଉଡ୍‌ ଫିଲ୍ମ ‘ପଠାନ୍‌’ର ବେସରମ୍‌ ରଙ୍ଗ୍‌ ଗୀତକୁ ନେଇ ବିବାଦ ଜୋର୍‌ ଧରିଛି। ଏଥିରେ କେତେକ ପରିବର୍ତ୍ତନ ଆଣିବାକୁ ସେନ୍‌ସର ବୋର୍ଡ ପକ୍ଷରୁ ପ୍ରଯୋଜକ ଆଦିତ୍ୟ…

ଶିକ୍ଷକଙ୍କ ମାଡ଼ରେ ଭାଙ୍ଗିଲା ୫ ବର୍ଷର ଛାତ୍ରୀଙ୍କ ହାତ

ଭୋପାଳ,୨୯ା୧୨: ବନାନ ଭୁଲ୍‌ ପାଇଁ ଏକ ଘରୋଇ ଟ୍ୟୁଶନ ଶିକ୍ଷକଙ୍କ ମାଡ଼ରେ ଜଣେ ୫ବର୍ଷର ଛାତ୍ରୀଙ୍କ ହାତ ଭାଙ୍ଗିଯାଇଛି। ଏନେଇ ପୋଲିସରେ ଅଭିଯୋଗ ପରେ ୨୨ ବର୍ଷୀୟ ଶିକ୍ଷକ ପ୍ରୟାଗ ବିଶ୍ୱକର୍ମାଙ୍କୁ ଗିରଫ କରାଯାଇଛି। ଶିଶୁଟି ‘ପ୍ୟାରୋଟ’ ଶବ୍ଦ ଠିକ୍‌ ଭାବେ…

ଜେଲ ଗଲେ କୋଚ୍ଚର ଦମ୍ପତି, ଭିଡିଓକନ୍‌ର ସିଇଓ

ନୂଆଦିଲ୍ଲୀ,୨୯ା୧୨: ଆଇସିଆଇସିଆଇ ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚର ଏବଂ ଭିଡିଓକନ୍‌ ଗ୍ରୁପ୍‌ର ସିଇଓ ବେଣୁଗୋପାଳ ଧୂତ୍‌ଙ୍କୁ ଜାନୁୟାରୀ ୧୦ ପର୍ଯ୍ୟନ୍ତ ବିଚାର ବିଭାଗୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?