ଜାତୀୟ

ପରଲୋକରେ ମନ୍ତ୍ରୀ ସୁବ୍ରତ ଶାହା

କୋଲକାତା,୨୯ା୧୨: ପଶ୍ଚିମବଙ୍ଗ ମନ୍ତ୍ରୀ ତଥା ଟିଏମ୍‌ସି ନେତା ସୁବ୍ରତ ଶାହାଙ୍କର ମୁର୍ସିଦାବାଦ ଜିଲାରେ ଗୁରୁବାର ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୬୯ ବର୍ଷ ହୋଇଥିଲା। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ସୁବ୍ରତଙ୍କ ଛାତିରେ…

କରୋନା ବିପଦ ମଧ୍ୟରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଫାର୍ମା କମ୍ପାନୀ ସହିତ ବୈଠକ

ନୂଆଦିଲ୍ଲୀ,୨୯।୧୨: ସାରା ଦେଶରେ ବଢ଼ୁଥିବା କରୋନା ବିପଦକୁ ଦୃଷ୍ଟିରେ ରଖି ଭାରତରେ ଲଗାତର ଭାବେ ପ୍ରସ୍ତୁତି ଚଳାଇଛି। ଆସନ୍ତା ମାସ ଅର୍ଥାତ୍‌ ଜାନୁଆରୀ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଜାନୁଆରୀରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇପାରେ। ଏଥିସହ…

ସିଟ୍‌ ବେଲ୍ଟ ନ ବାନ୍ଧି ଦୁର୍ଘଟଣାରେ ୧୬,୩୯୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯ା୧୨: ୨୦୨୧ ବର୍ଷରେ ହୋଇଥିବା ସଡ଼କ ଦୁର୍ଘଟଣାରେ ସିଟ୍‌ ବେଲ୍ଟ ନ ବାନ୍ଧିବା କାରଣରୁ ୧୬,୩୯୭ ଜଣଙ୍କ ଜୀବନ ଯାଇଥିବା ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ରିପୋର୍ଟରୁ ଜଣାପଡ଼ିଛି। ମୃତକଙ୍କ ମଧ୍ୟରୁ ୮,୪୩୮ ଜଣ ଡ୍ରାଇଭର ହୋଇଥିବାବେଳେ ଅବଶିଷ୍ଟ ୭,୯୫୯…

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବାକୁ ନିମନ୍ତ୍ରଣ ମିଳିନାହିଁ: ଅଖିଳେଶ

ନୂଆଦିଲ୍ଲୀ,୨୯୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଜାନୁୟାରୀରେ ଉତ୍ତରପ୍ରଦେଶରେ ପ୍ରବେଶ କରିବାକୁ ଯାଉଛି। ଏଥିସହ ଦଳ ପକ୍ଷରୁ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ବିଏସ୍‌ପି ମୁଖ୍ୟ ମାୟାବତୀ ଏବଂ ଆର୍‌ଏଲଡି ମୁଖ୍ୟ ଜୟନ୍ତ ଚୌଧୁରୀଙ୍କୁ…

ଚାଇନାର ଗୁପ୍ତଚର ମହିଳା ଗିରଫ

ଗୟା,୨୯।୧୨: ଭାରତରେ ଅନୁପ୍ରବେଶ କରିବାକୁ ଚାଇନା ଅନେକ ଅସଫଳ ଉଦ୍ୟମ କରିସାରିଛି। ନିଜର ମନ୍ଦ କାର୍ଯ୍ୟକଳାପରେ ବିଫଳ ହେବା ପରେ ଏବେ ଚାଇନାର ନୂଆ ଷଡ଼ଯନ୍ତ୍ର ସାମ୍ନାକୁ ଆସିଛି। ବର୍ତ୍ତମାନ ସୁରକ୍ଷା ଏଜେନ୍ସି ପକ୍ଷରୁ ଦାବି କରାଯାଇଛି ଯେ, ଏବେ ଭାରତରେ…

ବ୍ରହ୍ମୋସ୍‌ର ନୂଆ ଅବତାରର ସଫଳ ପରୀକ୍ଷଣ

କୋଲକାତା,୨୯।୧୨: ଭାରତ ଲଗାତର ଭାବେ ନିଜର ସାମରିକ ଶକ୍ତି ବୃଦ୍ଧି କରୁଛି। ଚାଇନା ଏବଂ ପାକିସ୍ତାନକୁ ଉଚିତ୍‌ ଶିକ୍ଷା ଦେବା ପାଇଁ ଭାରତ ନିଜର କ୍ଷେପଣାସ୍ତ୍ର କ୍ଷମତାକୁ ଉନ୍ନତ କରିବାରେ ଲାଗିପଡ଼ିଛି। ଇତିମଧ୍ୟରେ ଭାରତୀୟ ବାୟୁସେନା ସଫଳତାର ସହ ବ୍ରହ୍ମୋସ ଏୟାର-ଲଞ୍ଚ…

ଆମ ଯୋଗୁ ପ୍ରଧାନମନ୍ତ୍ରୀ ହୋଇ ହେଲିକପ୍ଟରରେ ବୁଲୁଛନ୍ତି ମୋଦି: ଖାର୍ଗେ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ ଫାଉଣ୍ଡେଶନ ଦିବସ ଅବସରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମୁମ୍ବାଇରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କେନ୍ଦ୍ରରେ ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏଥିସହ ସେ ଭାଜପାକୁ ବିଧାୟକ ଚୋରି କରି ସରକାର ଗଠନ କରିଥିବା ଅଭିଯୋଗ…

ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୨:କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ଭାଇରାଲ ଜ୍ୱରର ଲକ୍ଷଣ ହେତୁ ସୀତାରମଣଙ୍କୁ ସୋମବାର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) ଦିଲ୍ଲୀରେ ଭର୍ତ୍ତି କରାଯାଇଥିଲା। ଏବେ ଅର୍ଥମନ୍ତ୍ରୀ ସୁସ୍ଥ ଅଛନ୍ତି ଏବଂ ତାଙ୍କୁ…

ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ସମ୍ପନ୍ନ

ମୁମ୍ବାଇ,୨୯।୧୨: ରିଲାଏନ୍ସ ମୁଖ୍ୟ ମୁକେଶ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସେ ଦୀର୍ଘ ଦିନର ବାନ୍ଧବୀ ରାଧିକା ମର୍ଚ୍ଚାଣ୍ଟଙ୍କୁ ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ଅନନ୍ତ ଏବଂ ରାଧିକାଙ୍କ ନିର୍ବନ୍ଧ ସମାରୋହ ରାଜସ୍ଥାନର ରାଜସମନ୍ତ…

୬ ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଆର୍‌ଟି-ପିସିଆର୍‌ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୯।୧୨: ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୧ରୁ ଚାଇନା, ହଂକଂ, ଜାପାନ, ଦକ୍ଷିଣ କୋରିଆ, ସିଙ୍ଗାପୁର ଏବଂ ଥାଇଲ୍ୟାଣ୍ଡରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ଆର୍‌ଟି-ପିସିଆର୍‌ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି।…

ଟିଡିପି କାର୍ଯ୍ୟକ୍ରମରେ ଦଳାଚକଟା: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ହାଇଦ୍ରାବାଦ୍‌,୨୯।୧୨:ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କାଣ୍ଡୁକୁର ଠାରେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ବିରୋଧୀ ଦଳର ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଏକ ରୋଡ ଶୋ’କୁ ସମ୍ବୋଧିତ…

ବେଆଇନ ଗୋରୁ ଚାଲାଣ ମାମଲାରେ ପ୍ରାଣୀଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ଗାଡ଼ି ମାଲିକ : ହାଇକୋର୍ଟ…

ମୁମ୍ବାଇ,୨୯।୧୨ : ବମ୍ବେ ହାଇକୋର୍ଟ କହିଛନ୍ତି ଯେ ବେଆଇନ ଗୋରୁ ଚାଲାଣ ମାମଲାରେ ବିଚାର ଶେଷ ନହେବା ପର୍ଯ୍ୟନ୍ତ ପ୍ରାଣୀଙ୍କର ପରିବହନ, ଚିକିତ୍ସା ତଥା ଯତ୍ନ ନେବା ପାଇଁ ହେଉଥିବା ଖର୍ଚ୍ଚ ଗାଡ଼ି ମାଲିକ ବହନ କରିବେ। ପ୍ରାଣୀ କ୍ରୁରତା ନିବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?