ଜାତୀୟ

ସୀମା ବିବାଦର ସମାଧାନ କର, ନହେଲେ ଗାଦି ଛାଡ, ବିରୋଧୀଙ୍କ ପ୍ରଦର୍ଶନ…

ନାଗପୁର,୨୬।୧୨ : ମହାରାଷ୍ଟ୍ର ଏବଂ କର୍ନାଟକ ମଧ୍ୟରେ ସୀମା ବିବାଦ ବଢ଼ିବାରେ ଲାଗିଛି। ଏନେଇ ବିରୋଧୀ ଦଳର ନେତାମାନେ ସୋମବାର ନାଗପୁରରେ ପ୍ରଦର୍ଶନ କରିଛନ୍ତି। ମହାରାଷ୍ଟ୍ରର ବିରୋଧୀ ଦଳର ନେତାମାନେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ରାଜ୍ୟ ସରକାର ଏବଂ କର୍ନାଟକ ସରକାରଙ୍କ…

ଦେଶରେ ସଂଖ୍ୟାଲଘୁଙ୍କ ସମେତ ଅନ୍ୟ ସଭିଏଁ ସୁରକ୍ଷିତ…

ନୂଆଦିଲ୍ଲୀ,୨୬।୧୨ : ଦେଶରେ ସଂଖ୍ୟାଲଘୁଙ୍କ ସମେତ ଅନ୍ୟ ସଭିଏଁ ସୁରକ୍ଷିତ ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ କହିଛନ୍ତି। ସଂଖ୍ୟାଲଘୁ ସମ୍ପ୍ରଦାୟ ବର୍ତ୍ତମାନ ଦେଶରେ ରହିବା କଷ୍ଟସାଧ୍ୟ ହୋଇପଡିଛି ବୋଲି ଆରଜେଡି ନେତା ଅବଦୁଲ ବାରି ସିଦ୍ଦିକିଙ୍କ ଅଭିଯୋଗକୁ କେନ୍ଦ୍ରମନ୍ତ୍ରୀ…

ଦୈନିକ ସଂକ୍ରମଣ ୧୯୬, ସ୍ଥିତି ଉପରେ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ଶହ ତଳେ ରହିଛି। ଏହା କମି ୧୯୬…

କେନ୍ଦ୍ର ସରକାରଙ୍କ ପାଇଁ ସତର୍କ ଘଣ୍ଟି, ହସ୍ପିଟାଲରେ ଶ୍ୱାସ ସମସ୍ୟା ଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି…

ନୂଆଦିଲ୍ଲୀ,୨୬।୧୨ : ବିଶ୍ୱରେ ବଢୁଥିବା କରୋନା ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଦେଶରେ ନୂତନ ବିପଦ ସମ୍ପର୍କରେ କେନ୍ଦ୍ର ସରକାର ପୁନର୍ବାର ଚେତାବନୀ ଦେଇଛନ୍ତି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ଉପରେ ନଜର ରଖିବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ…

ପ୍ରଳୟ କ୍ଷେପଣାସ୍ତ୍ର କିଣିବାକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୨୬।୧୨ : ଚାଇନ ସହିତ ଚାଲିଥିବା ତିକ୍ତତା ମଧ୍ୟରେ ଭାରତୀୟ ସେନା ବାଲିଷ୍ଟିକ କ୍ଷେପଣାସ୍ତ୍ର ପ୍ରଳୟ କିଣିବାକୁ ଅନୁମୋଦନ କରୁଛି। ଏହା ୧୫୦ ରୁ ୫୦୦ କିଲୋମିଟର ଦୂରରେ ଅବସ୍ଥିତ ଶତ୍ରୁ ସ୍ଥିତିକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବାକୁ ସକ୍ଷମ ହେବ।…

ଶାସକ ମେଣ୍ଟରେ ସଙ୍କଟ ଆଶଙ୍କା, ସୀମା ବିବାଦ ନେଇ ଶିନ୍ଦେ-ଫଡନାଭିସଙ୍କ ମଧ୍ୟରେ ବଢ଼ିଲା ଦୂରତା…

ମୁମ୍ବାଇ,୨୬।୧୨ : ସୀମା ବିବାଦକୁ ନେଇ ମହାରାଷ୍ଟ୍ର ଏବଂ କର୍ନାଟକ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ ଶେଷ ହୋଇ ନଥିଲା ବେଳେ ବର୍ତ୍ତମାନ ଏହି ପ୍ରସଙ୍ଗରେ ସରକାରରେ ବିଭାଜନ ହେବାର ଖବର ଆସିବା ଆରମ୍ଭ କରିଛି। ସର୍ବଶେଷ ମାମଲା କର୍ନାଟକରେ ପଡୁଥିବା ଅଞ୍ଚଳ…

ଗୁଜରାଟ ବିଜୟ ୨୦୨୪ ନିର୍ବାଚନ ଉପରେ ପକାଇବ ସକରାତ୍ମକ ପ୍ରଭାବ: ଶାହା

ନୂଆଦିଲ୍ଲୀ,୨୬ ।୧୨: ଗୁଜରାଟ ବିଧାନସଭା ନିର୍ବାଚନ ୨୦୨୨ରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଥିବା ଐତିହାସିକ ବିଜୟ ଆଗାମୀ ୨୦୨୪ ଲୋକ ସଭା ନିର୍ବାଚନ ଉପରେ ସକରାତ୍ମ ପ୍ରଭାକ ପକାଇବ । ଏହା ଦାବି କରିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା । ରବିବାର…

କରୋନା ଆକ୍ରାନ୍ତଙ୍କଠାରେ ମିଶ୍ରିତ ସ୍ବରୂପରେ ବୃଦ୍ଧି, ୩ ମାସରେ ୭.୫ରୁ ୫୮ ପ୍ରତିଶତ ଛୁଇଁଛି…

ନୂଆଦିଲ୍ଲୀ,୨୬।୧୨ : ବିଭିନ୍ନ କରୋନା ଭାରିଆଣ୍ଟ ଏବଂ ଏହାର ଚିକିତ୍ସା ପ୍ରଭାବ ବିଷୟରେ ଇନସାକଗ୍‌ର ରିପୋର୍ଟ ପ୍ରକାଶ ପାଇଛି। ଏହା ଅନୁଯାୟୀ ଭାରତୀୟ କରୋନା ଆକ୍ରାନ୍ତଙ୍କଠାରେ ବିଭିନ୍ନ ପ୍ରକାରର ମିଶ୍ରିତ ସ୍ବରୂପ ପ୍ରକାଶିତ ହୋଇଛି। ସମ୍ପ୍ରତି, ଜେନୋମ କ୍ରମର ରିପୋର୍ଟ ରାଜ୍ୟମାନଙ୍କ…

କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ଜୋରଦାର ପ୍ରସ୍ତୁତି…

ନୂଆଦିଲ୍ଲୀ,୨୬।୧୨ : ପୃଥିବୀର ବିଭିନ୍ନ ଦେଶରେ ବଢୁୁଥିବା କୋଭିଡ ମାମଲାକୁ ଦୃଷ୍ଟିରେ ରଖି ଦେଶରେ କୋଭିଡର ନୂତନ ବିପଦ ସମ୍ପର୍କରେ କେନ୍ଦ୍ର ସରକାର ପୁଣି ଚେତାବନୀ ଦେଇଛନ୍ତି। ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ଉପରେ ନଜର ରଖିବାକୁ କେନ୍ଦ୍ର ସରକାର ସମସ୍ତ…

ଦିଲ୍ଲୀରେ ୪ ଡିଗ୍ରୀ ପହଞ୍ଚିଲା ତାପମାତ୍ରା

ନୂଆଦିଲ୍ଲୀ,୨୬ ।୧୨: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି କି ଆସନ୍ତା ୫ ଦିନ ଥରିବ ଉତ୍ତର ଭାରତ । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହରିୟାଣା ଓ ଚଣ୍ଡିଗଡ଼ର କିଛି ଅଞ୍ଚଳରେ ଘନ କୁହୁଡି ଦେଖାଯିବ…

ନୂଆ ଦଳ ଗଢ଼ିଲେ ଜନାର୍ଦ୍ଦନ ରେଡ୍ଡୀ

ବେଙ୍ଗାଲୁରୁ,୨୬ା୧୨ : କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ ଗଲି ଜନାର୍ଦ୍ଦନ ରେଡ୍ଡୀ ରବିବାର ନିଜର ନୂଆ ଦଳ ଗଢ଼ିଛନ୍ତି। ତାଙ୍କ ଦଳର ନାଁ ରହିଛି କଲ୍ୟାଣ ରାଜ୍ୟ ପ୍ରଗତି ପକ୍ଷ (କେଆର୍‌ପିପି)। ରେଡ୍ଡୀ ଆଗାମୀ ନିର୍ବାଚନରେ କୋପ୍ପାଲର ଗଙ୍ଗାବତୀ ଆସନରୁ ଲଢ଼ିବାକୁ…

ରାହୁଲଙ୍କ ଭାଷଣ କମ୍ପାଉଛି: ଷ୍ଟାଲିନ୍‌

ଚେନ୍ନାଇ,୨୬।୧୨: ଭାରତ ଯୋଡ଼ୋ ଯାତ୍ରାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣ କମ୍ପନ ସୃଷ୍ଟି କରୁଛି ବୋଲି ରବିବାର ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ କହିଛନ୍ତି। କଂଗ୍ରେସ ନେତା ଏ. ଗୋପାନ୍ନାଙ୍କ ଦ୍ୱାରା ଲିଖିତ ‘ଜବାହାରଲାଲ ନେହେରୁ, ଆନ୍‌ ଇଲଷ୍ଟ୍ରେଟେଡ୍‌ ବାୟୋଗ୍ରାଫି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?