ଜାତୀୟ

‘ଛାତ୍ରଙ୍କୁ ଉଠାଇବା ପାଇଁ ଆଲାର୍ମ ବଜାଉ ମନ୍ଦିର-ମସଜିଦ’, ବୋର୍ଡ ପରୀକ୍ଷା ପୂର୍ବରୁ ଖଟ୍ଟର ସରକାରଙ୍କ ଭିନ୍ନ ଏକ ନିର୍ଦ୍ଦେଶ

ଚଣ୍ଡିଗଡ଼,୨୬ ।୧୨; ହରିୟାଣାର ମନୋହର ଲାଲ ସରକାର ଭିନ୍ନ ଏକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଶିକ୍ଷାର ସ୍ତରକୁ ସୁଧାରିବା ପାଇଁ ସରକାର ମନ୍ଦିର, ମସଜିଦ ଓ ଗୁରୁଦ୍ୱାରକୁ ଅପିଲ କରିଛନ୍ତି କି ସକାଳୁ ସକାଳୁ ଛାତ୍ରୀଛାତ୍ରଙ୍କୁ ଉଠାଇବା ପାଇଁ ଆଲର୍ମ…

ବିମାନବନ୍ଦର ନିକଟରେ ରହୁଥିଲେ ମିଳିବନି ୫ଜି ସେବା

ନୂଆଦିଲ୍ଲୀ,୨୬ା୧୨ : ଭାରତରେ ୫ଜି ଟେଲିକମ୍‌ ସେବା ଗତ ଅକ୍ଟୋବର ମାସରୁ ଆରମ୍ଭ ହୋଇଛି। ୩ଜି ଏବଂ ୪ଜି ତୁଳନାରେ ଏହା ଅଧିକ ଉନ୍ନତ ଓ ଦ୍ରୁତ ସେବା ଯୋଗାଇଦେବ। ଖୁବ୍‌ଶୀଘ୍ର ଦେଶର କୋଟି କୋଟି ଲୋକ ସେମାନଙ୍କ ମୋବାଇଲ ଫୋନ୍‌…

ଚାଇନା ଫେରନ୍ତା କୋଭିଡ୍‌ ପଜିଟିଭ୍‌

ଆଗ୍ରା, ୨୬।୧୨: ଚାଇନାରୁ ଉତ୍ତର ପ୍ରଦେଶ ଫେରିଥିବା ଯୁବକ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। କୋଭିଡ୍‌-୧୯ ଆକ୍ରାନ୍ତ ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ସଙ୍ଗରୋଧରେ ରଖାଯାଇଥିବା ମୁଖ୍ୟ ମେଡିକାଲ ଅଫିସର ଅରୁଣ ଶ୍ରୀବାସ୍ତବ କହିଛନ୍ତି। ଜିନୋମ ସିକ୍ୱେନ୍ସିଙ୍ଗ୍‌ ପାଇଁ ତାଙ୍କ ନମୁନା…

୬୬ ଦିନ ପରେ ଚପଲ ପିନ୍ଧିଲେ ଶକ୍ତି ମନ୍ତ୍ରୀ

ଗ୍ବାଲିଅର,୨୬।୧୨: ଗ୍ବାଲିଅରରେ ରାସ୍ତା ମରାମତି ନ ହେବାକୁ ନେଇ ଅସନ୍ତୋଷ ପ୍ରକାଶ କରି ମଧ୍ୟପ୍ରଦେଶର ଶକ୍ତି ମନ୍ତ୍ରୀ ପ୍ରଦ୍ୟୁମ୍ନ ସିଂ ତୋମର ଚପଲ ଏବଂ ଜୋତା ପିନ୍ଧିବେ ନାହିଁ ବୋଲି ଘୋଷଣା କରିଥିଲେ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ…

ପ୍ରେମିକାଙ୍କୁ ପିଟିଥିବା ପ୍ରେମିକଙ୍କ ଘର ଉପରେ ଚଢିଲା ବୁଲଡୋଜର

ଭୋପାଳ,୨୫।୧୨: ମଧ୍ୟପ୍ରଦେଶର ରେୱା ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ତାଙ୍କ ଗର୍ଲଫ୍ରେଣ୍ଡକୁ ଅତି ନିର୍ମମ ଭାବେ ପିଟୁଥିବାର ଭିଡିଓ ଭାଇରାଲ ହେବା ପରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ପୋଲିସ…

କଶ୍ମୀର ପଣ୍ଡିତଙ୍କ ସୁରକ୍ଷା ପାଇଁ ସମାଧାନ ସୁତ୍ର ଶେୟାର କଲେ ଗୁଲାମ ନବୀ ଆଜାଦ

ଶ୍ରୀନଗର,୨୫।୧୨: ଡେମୋକ୍ରାଟିକ ଆଜାଦ ପାର୍ଟି (ଡିଏପି)ର ସଭାପତି ଗୁଲାମ ନବୀ ଆଜାଦ କଶ୍ମୀରୀ ପଣ୍ଡିତଙ୍କ ସୁରକ୍ଷାକୁ ନେଇ ଚିନ୍ତିତ ଅଛନ୍ତି। ରବିବାର ସେ କହିଛନ୍ତି, ଯେପର୍ଯ୍ୟନ୍ତ କଶ୍ମୀରରେ ସ୍ଥିତି ସୁଧାର ନ ହୁଏ ସେ ପର୍ଯ୍ୟନ୍ତ କଶ୍ମୀର ପଣ୍ଡିତ କର୍ମଚାରୀଙ୍କୁ ଜମ୍ମୁକୁ…

କର୍ନାଟକ ଭାଜପାରେ ଫାଟ!

ବେଙ୍ଗାଲୁରୁ,୨୫।୧୨: କର୍ନାଟକ ଭାଜପାରେ ଫାଟ ସୃଷ୍ଟି ହୋଇଛି। ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା ଜି. ଜନାର୍ଦ୍ଦନ ରେଡ୍ଡୀ ଦଳଠାରୁ ଅଲଗା ହୋଇଯାଇଛନ୍ତି। ରବିବାର ସେ ନିଜର ନୂଆ ପାର୍ଟି ଗଠନ କରିବାକୁ ଘୋଷଣା କରିଛନ୍ତି। ନୂଆ ପାର୍ଟିର ନାମ କଲ୍ୟାଣ…

ନିଶାଗ୍ରସ୍ତଙ୍କ ସହ କରନ୍ତୁ ନାହିଁ ଝିଅର ବିବାହ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୫ ।୧୨: କେନ୍ଦ୍ର ଆବାସ ଓ ସହରୀ ମାମଲାର ରାଜ୍ୟମନ୍ତ୍ରୀ କୌଶଲ କିଶୋର ଜନତାଙ୍କୁ ଅପିଲ କରିଛନ୍ତି ଯେ ସେ ସେମାନଙ୍କ ଝିଅ ଓ ଭଉଣୀର ବିବାହ କୌଣସି ନିଶାଗ୍ରସ୍ତଙ୍କ ସହ କରନ୍ତୁ ନାହିଁ । ସେ କହିଛନ୍ତି, ଜଣେ ରିକ୍ସା…

୧୫ ଦିନ ପର୍ଯ୍ୟନ୍ତ କାହାକୁ ଭେଟି ପାରିବେନି ସତ୍ୟେନ୍ଦ୍ର ଜୈନ…

ନୂଆଦିଲ୍ଲୀ,୨୫।୧୨ : ଜେଲରେ ଥିବା ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଆସନ୍ତା ୧୫ ଦିନ ପାଇଁ ପରିଦର୍ଶକଙ୍କୁ ଭେଟି ପାରିବେ ନାହିଁ। ଟେବୁଲ ଏବଂ ଚେୟାର ପରି ସୁବିଧା ଜେଲରେ ଥିବା ତାଙ୍କ କୋଠରୀରୁ ହଟାଇ ଦିଆଯାଇଛି। ରବିବାର ଏନେଇ…

ସିଏଜି ରିପୋର୍ଟ: ଆସାମରେ ଏନଆରସି ତଥ୍ୟ ଅଦଳବଦଳ ଅଭିଯୋଗ…

ଗୁଆହାଟୀ,୨୫।୧୨ : ଆସାମରେ ନ୍ୟାଶନାଲ ରେଜିଷ୍ଟର ଅଫ ସିଟିଜେନ୍ସ (ଏନଆରସି) କୁ ଅପଡେଟ କରିବା ପ୍ରକ୍ରିୟାରେ କମ୍ପ୍ଟ୍ରୋଲର ଏବଂ ଅଡିଟର ଜେନେରାଲ ଅଫ ଇଣ୍ଡିଆ (ସିଏଜି) ବହୁତ ତ୍ରୁଟି ହୋଇଥିବା ଜାଣିବାକୁ ପାଇଛନ୍ତି। ଏନଆରସି ତଥ୍ୟ ଅଦଳବଦଳ ଅଭିଯୋଗ ହୋଇଛି। ଆସାମ…

ଏହି ରାଜ୍ୟରେ ମୁସଲମାନ ବିବାହରେ ଆଧାର କାର୍ଡ ଜରୁରୀ…

ହାଇଦ୍ରାବାଦ,୨୫।୧୨ : ନାବାଳିକା ମୁସଲମାନ ଝିଅମାନଙ୍କ ବିବାହ କରୁଥିବା କାଜୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ତେଲେଙ୍ଗାନା ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ତରଫରୁ ୱାକଫ ବୋର୍ଡକୁ ମଧ୍ୟ ସମସ୍ତ ବିବାହର ବିବରଣୀ ଅନଲାଇନରେ ରେକର୍ଡ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।…

ଏୟାର ଇଣ୍ଡିଆର ଫଗ୍‌ କେୟାର ସର୍ଭିସ୍‌ ଆରମ୍ଭ…

ନୂଆଦିଲ୍ଲୀ,୨୫।୧୨ : କୁହୁଡ଼ି ପ୍ରଭାବିତ ବିମାନର ଯାତ୍ରୀମାନଙ୍କ ପାଇଁ ଏୟାର ଇଣ୍ଡିଆ ପକ୍ଷରୁ ଫଗ କେୟାର ସର୍ଭିସ୍‌ ଆରମ୍ଭ କରାଯାଇଛି। ଏୟାର ଇଣ୍ଡିଆ କହିଛି ଯେ ଏହା ସକ୍ରିୟ ଭାବେ ଯାତ୍ରୀମାନଙ୍କ ସହିତ ଯୋଗାଯୋଗ କରିବ ଏବଂ ସେମାନଙ୍କୁ କୌଣସି ଦେୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?