ଜାତୀୟ

ଆମ୍ବୁଲାନ୍ସକୁ ରାସ୍ତା ଦେଲେ ଭାରତ ଯୋଡୋ ଯାତ୍ରୀ…

ନୂଆଦିଲ୍ଲୀ,୨୪।୧୨ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଆପୋଲୋ ହସ୍ପିଟାଲର ଏକ ଆମ୍ବୁଲାନ୍ସକୁ ଯିବା ପାଇଁ ତାଙ୍କ ଭାରତ ଯୋଡା ଯାତ୍ରାକୁ କିଛି ସମୟ ଅଟକାଇଥିଲେ। ଆମ୍ବୁଲାନ୍ସକୁ ଯିବା ପରେ ରାହୁଲ ଭାରତ ଯୋଡୋ ଯାତ୍ରୀଙ୍କ ସହ ପୁଣି ଯାତ୍ରା…

ଅକ୍ସିଜେନ ଯୋଗାଣ ନିଶ୍ଚିତ କରିବାକୁ ରାଜ୍ୟଙ୍କୁ କେନ୍ଦ୍ରର ଚିଠି…

ନୂଆଦିଲ୍ଲୀ,୨୪।୧୨ : କରୋନା ମୁକାବିଲା ପାଇଁ ନିୟମିତ ଅକ୍ସିଜେନ ଯୋଗାଣ ନିଶ୍ଚିତ କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ଏକ ଚିଠି ଲେଖିଛି। ଏହା ସହିତ, ପିଏସଏ ପ୍ଲାଣ୍ଟଗୁଡ଼ିକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ରଖିବା ଉଚିତ ଏବଂ ସେମାନଙ୍କୁ ଯାଞ୍ଚ କରିବା ପାଇଁ…

‘ମା’ଙ୍କଠୁ ପାଇଥିବା ପ୍ରେମ, ଦେଶରେ ବାଣ୍ଟୁଛି’

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଶନିବାର ଦିଲ୍ଲୀରେ ପହଞ୍ଚିଛି। ଏହି ସମୟରେ ରାହୁଲ ଗାନ୍ଧୀ ତାଙ୍କ ମା’ ସୋନିଆ ଗାନ୍ଧୀଙ୍କ ସହ ଏକ ଫଟୋ ଟୁଇଟ୍‌ରରେ ଶେୟାର କରି ଲେଖିଛନ୍ତି, ମା’ଙ୍କଠାରୁ ଯେଉଁ ପ୍ରେମ ପାଇଛି,…

ଅନୁରାଗ ଠାକୁର ଗୁଳି ଚାଳନା କରିବାକୁ କହିଲେ ମଧ୍ୟ ଆଶ୍ଚର୍ଯ୍ୟ ହେବାର କିଛି ନାହିଁ: ଚିଦାମ୍ବରମ…

ନୂଆଦିଲ୍ଲୀ,୨୪।୧୨ : କରୋନା ସଂକ୍ରମଣର ଆଶଙ୍କା ମଧ୍ୟରେ ଭାରତ ଯୋଡୋ ଯାତ୍ର ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁରଙ୍କ ମନ୍ତବ୍ୟ ନେଇ କଂଗ୍ରେସ ନେତା ପି ଚିଦାମ୍ବରମ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଯେ ଯଦି କେନ୍ଦ୍ରମନ୍ତ୍ରୀ ଗୁଳି ଚାଳନା କରିବାକୁ…

‘ପାକିସ୍ତାନ ଜିନ୍ଦାବାଦ୍‌’ ନାରା ଦେଇ ୫ ଗିରଫ

ଭୋଜପୁର (ବିହାର),୨୪।୧୨: ବିହାରର ଆରା ଜିଲା ଅନ୍ତର୍ଗତ ଭୋଜପୁରର ଚାନ୍ଦି ଗାଁରେ ‘ପାକିସ୍ତାନ ଜିନ୍ଦାବାଦ୍‌’ ନାରା ଦେଇଥିବା ଅଭିଯୋଗରେ ୫ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଚାନ୍ଦି ଗାଁରେ ବ୍ୟାଡମିଣ୍ଟନ ପ୍ରତିଯୋଗିତା ହୋଇଥିଲା। ମ୍ୟାଚ୍‌ ଜିତିବା…

ଶ୍ରୀକୃଷ୍ଣ ଜନ୍ମଭୂମି ପ୍ରସଙ୍ଗ ମାମଲା: ଶାହି ଇଦ୍‌ଗାହ ସର୍ଭେ ନିର୍ଦ୍ଦେଶ…

ମଥୁରା,୨୪।୧୨ : ମଥୁରାର ଏକ ସ୍ଥାନୀୟ ଅଦାଲତ ଶ୍ରୀକୃଷ୍ଣ ଜନ୍ମଭୂମି ଏବଂ ଶାହି ଇଦ୍‌ଗାହ ବିବାଦ ମାମଲାରେ ବାରାଣସୀର ଜ୍ଞାନବାପି ମାମଲାରେ ଇଦ୍‌ଗାହ ଉପରେ ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି ପାଇଁ କୋର୍ଟ ଆସନ୍ତା ଜାନୁଆରୀ ୨୦…

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ଶହ ରହିଛି। ଏହା ବଢ଼ି ୨୦୦ ଛୁଇଁଛି।…

ଏହି ଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଆର୍‌ଟିପିସିଆର ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪।୧୨: କରୋନାର ନୂଆ ସଂକ୍ରମଣକୁ ନେଇ ଭାରତ ସରକାର ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି। ଗତ ତିନି ଦିନ ମଧ୍ୟରେ ସରକାର ତିନୋଟି ଉଚ୍ଚ ସ୍ତରୀୟ ବୈଠକ କରି କରୋନା ମୁକାବିଲା ଲାଗି ରଣନୀତି ପ୍ରସ୍ତୁତ କରିଛନ୍ତି। ତେବେ କରୋନାର ନୂଆ ସଂକ୍ରମଣକୁ…

ଅକ୍ସିଜେନ୍‌ ସିଲିଣ୍ଡର ମହଜୁଦ ରଖିବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି

ନୂଆଦିଲ୍ଲୀ,୨୪।୧୨: ଚିନ୍ତା ବଢାଉଛି ନୂଆ ଭାରିଆଣ୍ଟ। ଏହାର ମୁକାବିଲା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତତ୍ପରତା ଦେଖାଇଛି। ଏପରିକି ହସ୍ପିଟାଲରେ ଅକ୍ସିଜେନ୍‌ ସିଲିଣ୍ଡର ପ୍ରସ୍ତୁତ ରଖିବାକୁ ସବୁ ରାଜ୍ୟର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ଅତିରିକ୍ତ ସଚିବ ଲବ…

ଟୁଇନ୍ସ ବେବିଙ୍କୁ ଧରି ମୁମ୍ବାଇରେ ପହଞ୍ଚିଲେ ଇଶା ଅମ୍ବାନୀ: ଗ୍ରାଣ୍ଡ ଓ୍ବେଲକମ୍‌ ପାଇଁ ଏୟାରପୋର୍ଟରେ ପହଞ୍ଚିଲେ ପୁରା ପରିବାର

ମୁମ୍ବାଇ,୨୪।୧୨: ଭାରତର ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ଝିଇ ଇଶା ଅମ୍ବାନୀ ନିକଟରେ କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ରେ ଯାଆଁଳା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଇଶା ତାଙ୍କ ଯାଆଁଳା ପିଲାଙ୍କ ସହ ପ୍ରଥମ ଥର ପାଇଁ…

ଦିଲ୍ଲୀ ବିମାନବନ୍ଦରରେ ଟେଷ୍ଟିଂ ଆରମ୍ଭ

ନୂଆଦିଲ୍ଲୀ,୨୪।୧୨: ନୂଆ ଭାରିଆଣ୍ଟ ସଂକ୍ରମଣକୁ କିପରି ରୋକାଯାଇପାରିବ ସେନେଇ କେନ୍ଦ୍ର ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରାଣାଳୟ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି କରାଯାଇଥିଲା। ଏପରିକି ଶନିବାରଠାରୁ ଦିଲ୍ଲୀ ଏୟାରପୋର୍ଟରେ ବିଦେଶ ଯାତ୍ରୀଙ୍କ ର଼୍ୟାଣ୍ଡମ ଟେଷ୍ଟିଂ…

ଜମ୍ମୁ-କଶ୍ମୀରର ଅନେକ ସ୍ଥାନରେ ଏନ୍‌ଆଇଏର ଚଢ଼ାଉ: ଟାର୍ଗେଟରେ ଆତଙ୍କବାଦୀଙ୍କ ସାହାଯ୍ୟକାରୀ

ଶ୍ରୀନଗର,୨୪।୧୨: ଆତଙ୍କବାଦୀଙ୍କ ନେଟୱାର୍କକୁ ଭାଙ୍ଗିବା ପାଇଁ ଜମ୍ମୁ-କଶ୍ମୀରର ଅନେକ ସ୍ଥାନରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜମ୍ମୁର କଠୁୁଆ ଜିଲାରେ ନାର୍କୋ ଟେରିରିଜମ୍‌ ଏବଂ ଟେରର ଫଣ୍ଡିଂ ମାମଲାରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ଯେଉଁଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?