ଜାତୀୟ

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୯।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୦୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

ଭୁଶୁଡିଲା ନିର୍ମାଣାଧୀନ କୋଠା: ୫ ଚାପି ହୋଇଥିବା ଆଶଙ୍କା

ନୂଆଦିଲ୍ଲୀ,୯।୯: ରାଜଧାନୀ ଦିଲ୍ଲୀର ଆଜାଦ ମାର୍କେଟ ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡିଛି। ୫ ଜଣ ଲୋକ ତଳେ ପୋତି ହୋଇଥିବା ଅଗ୍ନିଶମ ବିଭାଗ ଏହି ସୂଚନା ମିଳିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ତିନୋଟି ଅଗ୍ନିଶମ ଟେଣ୍ଡର…

ଆଜିଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ ସେଣ୍ଟ୍ରାଲ ଭିଷ୍ଟା, ଡିଏମଆରସି ଯୋଗାଇବ ବସ ସେବା

ନୂଆଦିଲ୍ଲୀ,୯ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଧାନୀ ଦିଲ୍ଲୀରେ ସେଣ୍ଟ୍ରାଲ ଭିଷ୍ଟାର ଉଦଘାଟନ କରି ଦେଇଛନ୍ତି । ଏହାପରେ ୯ ସେପ୍ଟେମ୍ବର ଅର୍ଥାତ୍ ଶୁକ୍ରବାର ସାଧାରଣ ଜନତାଙ୍କ ପାଇଁ ସେଣ୍ଟ୍ରାଲ ଭିଷ୍ଟା ଖୋଲି ଦିଆଯିବ । ଏଠାକୁ ଆସୁଥିବା ଲୋକଙ୍କ ପାଇଁ…

ରାଞ୍ଚି ପହଞ୍ଚିଲେ ରାଜ୍ୟପାଳ ରମେଶ ବୈସ, ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ସଦସ୍ୟତାକୁ ନେଇ ଯେ କୌଣସି ମୁହୂର୍ତ୍ତରେ ହୋଇପାରେ ନିଷ୍ପତ୍ତି

ରାଞ୍ଚି,୯ ।୯: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାନସଭା ସଦସ୍ୟତା ଶେଷ ହେବା ଆଶଙ୍କା ମଧ୍ୟରେ ଝାଡ଼ଖଣ୍ଡରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ସମୟରେ ରାଜ୍ୟପାଳ ରମେଶ ବୈସ ଝାଡ଼ଖଣ୍ଡ ଫେରିଛନ୍ତି । ଦୀର୍ଘ ପ୍ରାୟ ଏକ ସପ୍ତାହର ଦିଲ୍ଲୀ ଯାତ୍ରା ପରେ…

ପ୍ରତିଟି ଚାଷ ଜମିର ୟୁନିକ ଆଇଡି କରି ଆଧାର ସହ ଯୋଡିବେ ୟୁପି ସରକାର!

ଲକ୍ଷ୍ନୌ,୯ ।୯: ମୁଖ୍ୟ ସଚିବ ଦୁର୍ଗାଶଙ୍କର ମିଶ୍ର କହିଛନ୍ତି ଆଧାର କାର୍ଡ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାକୁ ଲୋକଙ୍କ ନିକଟରେ ଭଲଭାବେ ପହଞ୍ଚାଇବାର ଏକ ମାଧ୍ୟମ ପାଲଟିଗଲାଣି । ଆଧାର ମାଧ୍ୟମରେ ଯୋଜନାର ଲାଭ ଲାଭାର୍ଥିଙ୍କ ପର୍ଯ୍ୟନ୍ତ ସହଜରେ ପହଞ୍ଚି…

ଜେଏସ୍‌ପିକୁ ଶ୍ରେଷ୍ଠ ସିଏସ୍‌ଆର୍‌ ସମ୍ମାନ

ନୂଆଦିଲ୍ଲୀ,୯।୯:କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ସମ୍ମାନିତ କରାଯାଇଛି। ଗୁରୁବାର କୋଲକାତାରେ ଆୟୋଜିତ ଇଷ୍ଟର୍ନ ଇଣ୍ଡିଆ ଲିଡରଶିପ୍‌ ପୁରସ୍କାର କାର୍ଯ୍ୟକ୍ରମରେ ଜେଏସ୍‌ପିର ସଭାପତି ତଥା ଗ୍ରୁପ୍‌ ସିଏସ୍‌ଆର୍‌ ମୁଖ୍ୟ…

୧୩୨ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୯।୯ (ପି.ଟି.): ୨୦୨୧ ବର୍ଷରେ ମାନବ ବିକାଶ ସୂଚକାଙ୍କ (ଏଚ୍‌ଡିଆଇ)ରେ ଭାରତ ୧୯୧ ଦେଶ ମଧ୍ୟରେ ୧୩୨ତମ ସ୍ଥାନରେ ରହିଛି। ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନ୍‌ଡିପି) ପକ୍ଷରୁ ଏଭଳି ରିପୋର୍ଟ ପ୍ରକାଶ ପାଇଛି। ଗତବର୍ଷ ଭାରତର ଏଚ୍‌ଡିଆଇ ମୂଲ୍ୟ ୦.୬୩୩ ରହିଛି…

ପିପି-୧୫ରୁ ଫେରିଲେ ଭାରତ, ଚାଇନା ସୈନ୍ୟ

ନୂଆଦିଲ୍ଲୀ,୯।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡର ସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ (ପିପି-୧୫) ଅଞ୍ଚଳରୁ ଉଭୟ ପକ୍ଷ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ…

ଅସ୍ତ୍ରଶସ୍ତ୍ରରେ ପଛାଉଛି ଭାରତ

‘ମେକ୍‌ ଇନ୍‌ ଇଣ୍ଡିଆ’ ନୀତିରେ ମୋବାଇଲଠାରୁ ଆରମ୍ଭ କରି ଫାଇଟର ଜେଟ୍‌ ନିର୍ମାଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୋତ୍ସାହିତ କରୁଛନ୍ତି। ହେଲେ ପ୍ରତିରକ୍ଷା କ୍ଷେତ୍ରରେ ଏହାର ବିପରୀତ ପ୍ରଭାବ ଦେଖାଯିବା ଆଶଙ୍କା ଉପୁଜିଛି। କେନ୍ଦ୍ରର କଟକଣା ଯୋଗୁ ଭାରତୀୟ ବାୟୁସେନା, ସ୍ଥଳ…

ବିବାଦୀୟ ସ୍ଥାନରୁ ସେନା ପ୍ରତ୍ୟାହାର କଲା ଭାରତ, ଚାଇନା

ଲଦାଖ,୮।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡରସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ (ପିପି-୧୫) ଅଞ୍ଚଳରୁ ଉଭୟ ପକ୍ଷ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି।…

ଉଦ୍‌ଘାଟିତ ହେଲା ‘କର୍ତ୍ତବ୍ୟ ପଥ’, ଦେଶ ପାଇଁ ଏକ ଐତିହାସିକ ଦିନ: ମୋଦି

ନୂଆଦିଲ୍ଲୀ,୮।୯: ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଣ୍ଟ୍ରାଲ ଭିଷ୍ଟା ଏଭେନ୍ୟୁର ଉଦ୍‌ଘାଟନ କରିଛନ୍ତି। ଇଣ୍ଡିଆ ଗେଟ୍‌ରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ‘କର୍ତ୍ତବ୍ୟ ପଥ’କୁ ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟନ କରିଥିଲେ। ଏହା ପୂର୍ବରୁ କର୍ତ୍ତବ୍ୟ ପଥରେ ଥିବା ନେତାଜୀ…

ନେତାଜୀଙ୍କ ପ୍ରତିମୂର୍ତ୍ତିର ଉନ୍ମୋଚନ କଲେ ମୋଦି

ନୂଆଦିଲ୍ଲୀ,୮ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ୧୦ ମିନିଟରେ ଇଣ୍ଡିଆ ଗେଟ ନିକଟରେ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି । ଏହାପରେ ସେ ମୂର୍ତ୍ତି ନିକଟରେ ପୁଷ୍ପାଞ୍ଜଳି ଦେଇଛନ୍ତି । ସୁଭାଷ ବୋଷଙ୍କ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri