ଜାତୀୟ

ବିମାନବନ୍ଦର ଉଡାଇ ଦେବାକୁ ଧମକ ଦେଇଥିବା ଛାତ୍ର ଗିରଫ

ବେଙ୍ଗାଲୁରୁ,୨୩।୧୨: ବେଙ୍ଗାଲୁରୁ ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡ (ବିଏଲ) ପୋଲିସର ମିଳିତ ଟିମ କେମ୍ପେଗୋଡା ଅନ୍ତର୍ଜାତୀୟ ବିମାନବନ୍ଦର ବିସ୍ଫୋରଣ କରିବାକୁ ଟୁଇଟ୍‌ ଯୋଗେ ଧମକ ଦେଇଥିବା ୨୦ ବର୍ଷ ବୟସ୍କ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରିଥିବା ଜଣାପଡିଛି। ଆହ୍ଲାବାଦର ମୋତିଲାଲ ନେହେରୁ ନ୍ୟାଶନାଲ…

ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ

ଜୟପୁର,୨୩।୧୨: ରାଜସ୍ଥାନର ଅଜମେରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର୍‌ ଟ୍ରେଲର୍‌ ଉପରେ ଚଢିଯିବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଗୁରୁବାର ସନ୍ଧ୍ୟାରେ ବନ୍ଦନଓ୍ବାରା ସହର ନିକଟ ଭିଲୱାରା-ଅଜମେର ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସେମାନେ ଭିଲୱାରାଠାରୁ…

ଉତ୍ତର ପ୍ରଦେଶ, କର୍ନାଟକ, ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଭାରତକୁ ଏହାର ଭୟ ଫେରିଛି । ଚାଇନାରେ ଓମିକ୍ରନର ସବ ଭାରିଏଣ୍ଟ ବିଏଫ.୭ ସ୍ଥିତିକୁ ଏକବାର ବିଗାଡି ଦେଇଛି । ଏବେ ଏହି ସଂକ୍ରମଣକୁ ରୋକିବାକୁ ଭାରତ ପ୍ରସ୍ତୁତ…

ଜୈବବିବିଧତାର ସ୍ବଦେଶୀ ରକ୍ଷକ: ନାଜାଲ ଟିକାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୩ା୧୨:ବିଶ୍ୱରେ କୋଭିଡ୍‌ ମହାମାରୀ ପୁଣିଥରେ ଭୟ ସୃଷ୍ଟି କରିଥିବାବେଳେ ନାଜାଲ ଭାକ୍ସିନ୍‌କୁ ଭାରତ ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ଦେଶରେ କୋଭିଡ୍‌ ଟିକାକରଣ ଅଭିଯାନକୁ ଆଗେଇ ନେବାରେ ସହାୟକ ହେବ। ଇଞ୍ଜେକଶନରେ ଦିଆଯାଉଥିବା ଭାକ୍ସିନ ତୁଳନାରେ ନାଜାଲ ଟିକା ଭଲ…

‘ଆମ ପାଇଁ କନ୍ୟା ଖୋଜିଦିଅ’

ମୁମ୍ବାଇ, ୨୩।୧୨:ମହାରାଷ୍ଟ୍ରରେ ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା କମିବାରେ ଲାଗିଛି। ଏହି କାରଣ ପାଇଁ ରାଜ୍ୟର ବହୁ ବିବାହଯୋଗ୍ୟ ଯୁବକ ବାହାହେବା ଲାଗି କନ୍ୟା ଖୋଜି ଖୋଜି ହତାଶ ହୋଇ ପଡ଼ିଛନ୍ତି। ତେବେ ଏ ପ୍ରକାର ସମସ୍ୟାକୁ ଦୂର କରିବା ପାଇଁ…

କହ୍ନେୟାଲାଲ ହତ୍ୟାକାଣ୍ଡ: ଦୁଇ ପାକିସ୍ତାନୀ ନାଗରିକଙ୍କ ସମେତ ୧୧ ଜଣଙ୍କ ବିରୋଧରେ ଚାର୍ଜସିଟ ଦାଖଲ କଲା ଏନଆଇଏ

ନୂଆଦିଲ୍ଲୀ,୨୩ ।୧୨: ରାଜସ୍ଥାନର ଉଦୟପୁରରେ ଜୁନ ମାସରେ ଜଣେ ଦର୍ଜି କହ୍ନେୟାଲାଲଙ୍କୁ ଅର୍ତିମ ଭାବେ ହତ୍ୟା କରାଯାଇଥିଲା । ଏହି ମାମଲାରେ ଗୁରୁବାର ଏକ ବଡ ଅପଡେଟ ସାମ୍ନାକୁ ଆସିଛି । ମାମଲାର ଯାଞ୍ଚ କରୁଥିବା ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ୨…

ଅପହୃତା ନାବାଳିକାଙ୍କୁ ହରିୟାଣାରେ ବିକ୍ରି ପରେ ବଳାତ୍କାର: ୭ ଗିରଫ

କୋର୍ବା(ଛତିଶଗଡ଼),୨୨।୧୨: ଛତିଶଗଡ଼ରୁ ଜଣେ ନାବାଳିକାଙ୍କୁ ଅପହରଣ କରି ହରିୟାଣାର ଜଣେ ବ୍ୟକ୍ତିଙ୍କୁ ବିକ୍ରି କରାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଘଟଣାରେ ସମ୍ପୃକ୍ତ ୭ଜଣଙ୍କୁ ଗିରଫ କରିଛି। ସେମାନଙ୍କ…

ବିଦେଶ ଫେରନ୍ତାଙ୍କ ପାଇଁ ଜାରି ହେଲା ନୂଆ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୨୨।୧୨: କରୋନାର ନୂଆ ଭାରିଆଣ୍ଟ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଗୁରୁବାର ବିଦେଶ ଫେରନ୍ତାଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛି। ଡିସେମ୍ବର ୨୪ରୁ ଏହି ଗାଇଡ୍‌ଲାଇନ୍‌ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଜାରି କରିଛନ୍ତି।…

୩ ନେତାଙ୍କୁ ଦଳରୁ ବିଦା କଲେ ଗୁଲାମ ନବୀ ଆଜାଦ୍‌

ଶ୍ରୀନଗର,୨୨।୧୨: କଂଗ୍ରେସରୁ ଇସ୍ତଫା ପରେ ନୂତନ ଦଳ ଗଠନ କରିଥିବା ଗୁଲାମ ନବୀ ଆଜାଦ୍‌ ଗୁରୁବାର ୩ ନେତାଙ୍କୁ ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟିରୁ ବହିଷ୍କାର କରିଛନ୍ତି। ସେମାନେ ହେଲେ ତାରାଚାନ୍ଦ, ମନୋହର ଲାଲ ଶର୍ମା ଏବଂ ବଳୱାନ ସିଂ ଅଛନ୍ତି। ଏଥିମଧ୍ୟରୁ…

କୋଭୋଭ୍ୟାକ୍ସକୁ ବୁଷ୍ଟର ଡୋଜ୍‌ ଭାବେ ବ୍ୟବହାର କରିବାକୁ ଅନୁମତି ଲୋଡିଲା ସିରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୨୨।୧୨: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆ (ଏସ୍‌ଆଇଆଇ) କୋଭିଡ ଟିକା କୋଭୋଭ୍ୟାକ୍ସକୁ ବୁଷ୍ଟର ଡୋଜ୍‌ ଭାବେ ବ୍ୟବହାର କରିବା ପାଇଁ ଡିସିିଜିଆଇର ଅନୁମତି ଲୋଡିଛି। ଏହି ଟିକାକୁ ବୁଷ୍ଟର ଭାବେ ପ୍ରାପ୍ତ ବୟସ୍କଙ୍କ କ୍ଷେତ୍ରରେ ବ୍ୟବହାର କରାଯାଇପାରିବ। କୋଭିସିଲ୍ଡ ଓ କୋଭାକ୍ସିନର…

ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ: ଷ୍ଟାଲିନ୍‌

ଚେନ୍ନାଇ,୨୨।୧୨: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌ କରୋନା ସ୍ଥିତିକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଉପରେ ନଜର ରଖାଯାଉଛି। ତେବେ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମ୍‌ ଥିଲେ ମଧ୍ୟ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣରେ ଶର୍ଯ୍ୟା ପ୍ରସ୍ତୁତ…

କରୋନା ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଭାରତରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ବିଏଫ୍‌-୭ର ୪ଟି ମାମଲା ଚିହ୍ନଟ ହେବାପରେ କେନ୍ଦ୍ର ସରକାର ତତ୍ପରତା ଦେଖାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?