ଜାତୀୟ

ଦିଲ୍ଲୀରେ ବିଏଫ୍‌-୭ ଭାରିଆଣ୍ଟର ଗୋଟିଏ ବି ମାମଲା ନାହିଁ: କେଜିର୍‌ଓ୍ବାଲ

ନୂଆଦିଲ୍ଲୀ,୨୨।୧୨: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ଓ୍ବାଲ ଗୁରୁବାର ତାଙ୍କ ବାସଭବନରେ ଏକ ଜରୁରୀ ବୈଠକ ଡାକିଥିଲେ। ବୈଠକ ପରେ କେଜିର୍‌ଓ୍ବାଲ କହିଛନ୍ତି ଯେ, ଦିଲ୍ଲୀରେ ଓମିକ୍ରନ୍‌ ସବ୍‌-ଭାରିଆଣ୍ଟ ବିଏଫ୍‌-୭ର ଗୋଟିଏ ବି ମାମଲା…

ଜେଲ୍‌ରେ ବିତାଇବେ ନୂଆବର୍ଷ: ପୁଣି ଚାଟାର୍ଜୀଙ୍କ ଜାମିନ୍‌ ଆବେଦନ ଖାରଜ

କୋଲକାତା,୨୨।୧୨: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ସ୍ବତନ୍ତ୍ର କୋର୍ଟ ଗୁରୁବାର ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଜାମିନ୍‌ ଆବେଦନକୁ ଖାରଜ କରିଦେଇଛନ୍ତି। ଶିକ୍ଷକ ନିଯୁକ୍ତି ଦୁର୍ନୀତିରେ ଗିରଫ ହୋଇଥିବା ମନ୍ତ୍ରୀଙ୍କ ସମେତ ଅନ୍ୟ ୬ ଜଣଙ୍କ ନ୍ୟାୟିକ ହେପାଜତକୁ ୧୪…

କର୍ନାଟକରେ କୋଭିଡ ଗାଇଡ୍‌ଲାଇନ୍‌ ଜାରି :ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ବେଙ୍ଗାଲୁରୁ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ନେଇ ଭାରତରେ ତତ୍ପରତା ପ୍ରକାଶ ପାଇଛି। ଏହିକ୍ରମରେ କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ କେ. ସୁଧାକର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟରେ କୋଭିଡ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଗାଇଡ୍‌ଲାଇନ୍‌ ଅନୁଯାୟୀ, ଜନଗହଳି…

ଦୁଇଦିନ ପରେ ଦିଲ୍ଲୀରେ ହେବ ଭାରତ ଯୋଡୋ ଯାତ୍ରା, ଏବେ ରାଜନୀତି ବାତାବରଣ ହେବ ଆହୁରି ଉଷ୍ମ

ନୂଆଦିଲ୍ଲୀ,୨୨ ।୧୨: ଚାଇନାରେ କୋଭିଡ-୧୯ର ସଂକ୍ରମଣ ଓ ପାର୍ଲାମେଣ୍ଟର ଉଷ୍ମ ବାତାବରଣ ସହ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡବିୟଙ୍କ ପତ୍ର ରାଜନୀତିର ପାରାକୁ ଆହୁରି ବଢାଇ ଦେଇଛି । ସୂଚନା ଓ ପ୍ରସାରଣ ମନ୍ତ୍ରୀ…

ଜ୍ୟାକଲିନ୍‌ଙ୍କୁ ବିଦେଶ ଯିବାକୁ ମିଳିଲାନି ଅନୁମତି

ମନି ଲଣ୍ଡରିଂ ମାମଲାରେ ଛନ୍ଦି ହୋଇପଡିଥିବା ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କୁ ବିଦେଶ ଯିବାକୁ ଅନୁମତି ମିଳିନାହିଁ। ସେ ଅସୁସ୍ଥ ମା’ଙ୍କୁ ଦେଖିବାକୁ ବାହାରିନ୍‌ ଯିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ଦିଲ୍ଲୀର ଏକ କୋର୍ଟ ତାଙ୍କୁ ଅନୁମତି ଦେବାକୁ ମନା କରି…

ଉତ୍ତେଜନା ମଧ୍ୟରେ ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ

ନୂଆଦିଲ୍ଲୀ,୨୨ ।୧୨: ଭାରତ-ଚାଇନା କୋର କମାଣ୍ଡର ସ୍ତରର ୧୭ ତମ ବୈଠକ ୨୦ ଡିସେମ୍ବରରେ ଚୁଶୁଲ ମୋଲ୍‌ଡୋ(ଲଦ୍ଦାଖ)ରେ ଆୟୋଜିତ ହୋଇଯାଇଛି । ଉଭୟ ପକ୍ଷରୁ ପଶ୍ଚିମ ଅଞ୍ଚଳରେ ଏଲଏସି ସହ ବିଚାରର ଆଦାନ ପ୍ରଦାନ କରାଯାଇଛି । ଏହାହସ ଶେଷ ପ୍ରସଙ୍ଗକୁ…

ଭାରତ ଯୋଡୋ ଯାତ୍ରା ବନ୍ଦ କରିବାକୁ ସରକାର କରୁଛନ୍ତି ବାହାନା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୧୨: ହରିୟାଣାରେ ଭାରତ ଯୋଡୋ ଯାତ୍ରା ଚାଲିଥିବାବେଳେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ହରିୟାଣାର ନୁହରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟଙ୍କ ଚିଠି ଉପରେ ମଧ୍ୟ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଯାତ୍ରାକୁ ବନ୍ଦ…

କରୋନାକୁ ନେଇ କେନ୍ଦ୍ର ପ୍ରସ୍ତୁତ, ଉତ୍ସବ ସମୟରେ ରାଜ୍ୟ ପ୍ରସ୍ତୁତ ରହିବାକୁ କେନ୍ଦ୍ରର ପରାମର୍ଶ, ବିମାନ ବନ୍ଦରରେ ଆରଟି-ପିସିଆର ଟେଷ୍ଟ ଆରମ୍ଭ

ନୂଆଦିଲ୍ଲୀ,୨୨ ।୧୨: ଚାଇନାରେ କରୋନା ମହାମାରୀ ପୁଣିଥରେ ଅଣାୟତ୍ତ ହେବା ପରେ ଏବେ ଏହା ସାରା ବିଶ୍ୱର ଚିନ୍ତାକ ବଢାଇ ଦେଇଛି । ଚାଇନ ସହ ଆଉ କିଛି ଦେଶରେ ମଧ୍ୟ ଏବେ କରୋନା ମହାମାରୀ ବ୍ୟାପିବା ଆରମ୍ଭ କଲାଣି ।…

କରୋନାକୁ ନେଇ ସରକାର ତତ୍ପର: ପ୍ରଧାନମନ୍ତ୍ରୀ ଡାକିଲେ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ,୨୨।୧୨: ଚାଇନା-ଆମେରିକା ସମେତ ବିଶ୍ୱର ଅନେକ ଦେଶରେ କରୋନାର ନୂତନ ମାମଲା ବୃଦ୍ଧି ସହିତ ଭାରତରେ ମଧ୍ୟ ମହାମାରୀ ସମ୍ପର୍କରେ ଏକ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏକ ଉଚ୍ଚ ସ୍ତରୀୟ…

କରୋନାକୁ ନେଇ ସରକାର ପ୍ରସ୍ତୁତ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚାଇନାରେ ଆତଙ୍କ ଖେଳାଇଥିବା ଓମିକ୍ରନର ସବ୍‌ଭାରିଆଣ୍ଟ ବିଏଫ.୭ ଚିହ୍ନଟ ହେବା ପରେ ଆକ୍ସନ ମୋଡ୍‌ରେ ଆସିଛନ୍ତି ସରକାର। ଗୁରୁବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି କୋଭିଡ ସ୍ଥିତିର ସମୀକ୍ଷା କରିବେ। ଏହାପୂର୍ବରୁ ଲୋକ ସଭାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ…

କରୋନାକୁ ନେଇ ଚିନ୍ତା: ଏପ୍ରିଲ୍‌ଠାରୁ ୭ ମାସ ମଧ୍ୟରେ ହୋଇନି କୋଭିଡ ନ୍ୟାଶନାଲ ଟାସ୍କଫୋର୍ସ ବୈଠକ…

ନୂଆଦିଲ୍ଲୀ,୨୨।୧୨ : ଚାଇନାରେ କରୋନା ସଂକ୍ରମଣ ବ୍ୟାପିବା ପରେ ଭାରତ ସରକାର ସତର୍କ ହୋଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ତେବେ ଏତେ ଚିନ୍ତା କରୁଥିବା ସରକାରଙ୍କ କୋଭିଡ ନ୍ୟାଶନାଲ ଟାସ୍କଫୋର୍ସର ବୈଠକ ଏପ୍ରିଲଠାରୁ ଅନୁଷ୍ଠିତ ହୋଇନାହିଁ। ସରକାରଙ୍କ…

କରୋନା ମାର୍ଗଦର୍ଶିକା ଜାରି କଲେ ଯୋଗୀ

ଲକ୍ଷ୍ନୌ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଏକ ଉଚ୍ଚ ସ୍ତରୀୟ ବୈଠକ କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କରୋନା ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଆବଶ୍ୟକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଜନଗହଳି ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?