ଜାତୀୟ

ଲତା-ଆଶାଙ୍କ ସ୍ମୃତିରେ ନିର୍ମାଣ ହେବ ଏସିଆର ସର୍ବବୃହତ ହସ୍ପିଟାଲ; ଘୋଷଣା କଲେ ଭାଇ ହୃଦୟନାଥ

ମୁମ୍ବାଇ,୧୪।୪: ମଙ୍ଗେସକର ପରିବାରର ସଙ୍ଗୀତ ଐତିହ୍ୟ ଏବେ ସମାଜ ସେବା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବାକୁ ପ୍ରସ୍ତୁତ। ‘ସ୍ବର କୋକିଳ’ ଲତା ମଙ୍ଗେସକର ଏବଂ ନିକଟରେ ଅଫେରା ରାଇଜକୁ ଚାଲି ଯାଇଥିବା ତାଙ୍କ ସାନ ଭଉଣୀ ତଥା ବଲିଉର…

ଭୋଟିଂ ପାଇଁ ଫିଙ୍ଗରପ୍ରିଣ୍ଟ: କେନ୍ଦ୍ର, ଇସିକୁ ଜବାବ ତଲବ

ନୂଆଦିଲ୍ଲୀ,୧୪ା୪(ପି.ଟି./ଲାଇଭ୍‌ ଲ): ଦେଶରେ ଭବିଷ୍ୟତରେ ଅନୁଷ୍ଠିତ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନଗୁଡ଼ିକରେ ମତଦାନ କେନ୍ଦ୍ରରେ ଭୋଟିଂ ଜାଲିଆତି ଏଡ଼ାଇବା ପାଇଁ ଫିଙ୍ଗରପ୍ରିଣ୍ଟ (ଅଙ୍ଗୁଳିଚିହ୍ନ) ସହ (ଆଇରିସ୍‌) ଚକ୍ଷୁପଟଳ ଆଧାରିତ ବାୟୋମେଟ୍ରିକ୍‌ ବ୍ୟବସ୍ଥା କରାଇବା ଉପରେ ସୁପ୍ରିମକୋର୍ଟ ସୋମବାର…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ ହୋଇଛି। ଆମେରିକୀୟ ଡଲାର ତୁଳନାରେ ଏହାର ବିନିମୟ ମୂଲ୍ୟ ୯୩.୩୫ ଟଙ୍କା ରହିଛି।…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି। ଇରାନ ଯୁଦ୍ଧ ଯୋଗୁ ମୁଦ୍ରାସ୍ଫୀତି ବଢ଼ିଥିବାବେଳେ କମ୍‌ ବୃଷ୍ଟିପାତ ହେଲେ କୃଷି ଉତ୍ପାଦନ…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ମଧ୍ୟରେ ଭାରତ ୨୧ ଶତାବ୍ଦୀର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । ମୁଁ…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି ପ୍ରତିବାଦ ସୋମବାର ଯଥେଷ୍ଟ ବୃଦ୍ଧି ପାଇଥିଲା ଯେତେବେଳେ ରାଗରେ କର୍ମଚାରୀମାନେ ଅନେକ ପ୍ରମୁଖ…

ବିବାହ ସାରି ଫେରୁଥିବା ବେଳେ ଟ୍ରକକୁ ପିଟିଲା ବସ, ୬ ମୃତ, ୧୩ ଆହତ

ଧୌଲାନା,୧୩।୪: ରବିବାର ବିଳମ୍ବିତ ରାତିରେ ପ୍ରାୟ ୧ଟା ୩୦ ସମୟରେ ଉତ୍ତର ପ୍ରଦେଶର ଧୌଲାନା-ମସୁରୀ ରାସ୍ତାରେ ଅରବିନ୍ଦ ଡାଏରୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁଲାବତୀରୁ ଫେରୁଥିବା ଏକ ବିବାହ ଶୋଭାଯାତ୍ରା ଡାସନାର ବାସିନ୍ଦା ଇକରାମ କୁରେଶୀଙ୍କ ପୁଅକୁ…

ପଶ୍ଚିମବଙ୍ଗ ଏସ୍‌ଆଇଆର୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୩ା୪(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ବିରୋଧ କରି ଦାଏର ଅନେକ ପିଟିଶନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ ୬ରୁ ୧୩ ବର୍ଷ ମଧ୍ୟରେ। ସେମାନଙ୍କୁ ଶ୍ରମିକ ଭାବେ କାମ କରାଇବା ପାଇଁ…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା ମୁଖ୍ୟମନ୍ତ୍ରୀ ଚୟନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିଥିବା ବେଳେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ପ୍ରଥମେ ଭୂତ-ପ୍ରେତ ଭୟ ଦେଖାଇ ମହିଳାଙ୍କୁ ଫସାଇଦେଇଥିଲେ ଏବଂ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି। ସରକାର ସ୍ପଷ୍ଟ ଭାବରେ କହିଛନ୍ତି ଯେ ଦେଶ ଭିତରେ ପେଟ୍ରୋଲ, ଡିଜେଲ କିମ୍ୱା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?