ଜାତୀୟ

ମେସି ଆସାମରେ ଜନ୍ମ ହୋଇଥିଲେ କହି ଟ୍ରୋଲ ହେଲେ କଂଗ୍ରେସ ଏମ୍‌ପି

ନୂଆଦିଲ୍ଲୀ,୨୦।୧୨: ୩୬ ବର୍ଷ ପରେ ଆର୍ଜେଣ୍ଟିନା ଫିଫା ବିଶ୍ୱକପ ୨୦୨୨ ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆର୍ଜେଣ୍ଟିନା ଏକ ରୋମାଞ୍ଚକର ମ୍ୟାଚରେ ଫ୍ରାନ୍ସକୁ ପରାସ୍ତ କରିଛି। ସେବେଠାରୁ ଆର୍ଜେଣ୍ଟିନା ଏବଂ ଏହାର ଅଧିନାୟକ ଲିଓନେଲ ମେସି ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହୁଛନ୍ତି।…

ସରକାରୀ ଟୁଇଟର ଆକାଉଣ୍ଟରେ ଦେଖାଗଲାଣି ଗ୍ରେ ଟିକ, ମୋଦିଙ୍କ ସମେତ ବିଶ୍ୱର ବଡ ବଡ ନେତାଙ୍କ ବଦଳିଲା ମାର୍କ

ଲସ ଆଞ୍ଜେଲସ,୨୦ ।୧୨: ଟୁଇଟରର ନୂଆ ଭେରିଫିକେଶନ ପ୍ରଣାଳୀର ରଙ୍ଗ ଏବେ ସାଇଟରେ ନଜର ଆସିଲାଣି । ସରକାରୀ ଅଧିକାରୀ ଓ ସଙ୍ଗଠନ ଏବେ ମାଇକ୍ରୋବ୍ଲଗିଂ ସାଇଟରେ ସେମାନଙ୍କ ନାଁ ସହ ଗ୍ରେ କଲର ଟିକ୍ ସହିତ ଦୃଶ୍ୟ ହେଉଛନ୍ତି ।…

ଗେହଲୋଟ-ପାଇଲଟଙ୍କ ସହ ଏକ ଘଣ୍ଟା ଧରି ଏକେଲା ବୈଠକ କଲେ ରାହୁଲ

ଜୟପୁର,୨୦ ।୧୨: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଏବେ ରାଜସ୍ଥାନରେ ଚାଲିଛି । ଏଠାରେ ଏହି ଯାତ୍ରା ପ୍ରାୟ ୫୦୦ କିଲୋମିଟର ପଥ ଅତିକ୍ରମ କରିବ । ମାଲାଖେଡାରେ ହୋଇଥିବା ବିଶାଳ ଜନସଭା ପରେ ରାହୁଲ ଗାନ୍ଧୀ ଅଲୱର ସର୍କିଟ…

୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବାଲକୋନୀରୁ ଠେଲି ହତ୍ୟା କଲେ ଶିକ୍ଷକ

ବେଙ୍ଗାଲୁରୁ,୧୯।୧୨: କର୍ନାଟକର ହଗଲି ଗ୍ରାମର ଆଦର୍ଶ ପ୍ରାଇମେରୀ ସ୍କୁଲ ଶିକ୍ଷକ ମୁଥାପ୍ପା ସ୍କୁଲର ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ବାଲକୋନୀରୁ ଠେଲି ହତ୍ୟା କରିଛନ୍ତି। ପ୍ରଥମେ ମୁଥାପ୍ପା ୧୦ ବର୍ଷ ବୟସର ଭରତଙ୍କୁ ବେଲଚାରେ ପିଟିଥିଲେ।ଏହାପରେ ତାଙ୍କୁ ବାଲକୋନୀରୁ ତଳକୁ ଠେଲି ଦେଇଥିଲେ।…

ପ୍ରମୋଶନ ସମୟରେ କନ୍ନଡ ଅଭିନେତାଙ୍କୁ ଚପଲ ମାଡ଼

ବେଙ୍ଗାଲୁରୁ,୧୯।୧୨: ଫିଲ୍ମର ପ୍ରମୋଶନ ସମୟରେ ଜଣେ କନ୍ନଡ ଅଭିନେତାଙ୍କ ସହ ଏକ ଅଭାବନୀୟ ଘଟଣା ଘଟିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକଙ୍କୁ ବଡ଼ ଝଟ୍‌କା ଲାଗିଛି। ସୂଚନା ମୁତାବକ, କର୍ନାଟକର ହୋସପେଟରେ କନ୍ନଡ ଅଭିନେତା ଦର୍ଶନ…

ତେଲଙ୍ଗାନା କଂଗ୍ରେସକୁ ଝଟ୍‌କା: ଇସ୍ତଫା ଦେଲେ ୧୨ନେତା

ହାଇଦ୍ରାବାଦ,୧୯।୧୨: ତେଲଙ୍ଗାନା କଂଗ୍ରେସରେ ଗୋଷ୍ଠୀବିବାଦ ସୋମବାର ତୀବ୍ର ରୂପ ଧାରଣ କରିଛି। ନିଜକୁ ମୂଳ କଂଗ୍ରେସ ବୋଲି ଦାବି କରୁଥିବା କେତେଜଣ ନେତା ୫ ବର୍ଷ ପୂର୍ବେ ଟିଡିପି ଛାଡ଼ି ଏହି ଦଳରେ ସାମିଲ ହୋଇଥିବା ନେତାଙ୍କୁ ବହିରାଗତ କହି ବିରୋଧ…

ଜାରି ହେଲା ସିଭିଲ୍‌-୨୦ର ଲୋଗୋ: ଟାଗ୍‌ଲାଇନ୍‌ ରହିଛି, ‘ୟୁ ଆର୍‌ ଦ ଲାଇଟ୍‌’

ନୂଆଦିଲ୍ଲୀ,୧୯।୧୨: ‘ୟୁ ଆର୍‌ ଦ ଲାଇଟ୍‌’ର ଟାଗ୍‌ଲାଇନ୍‌ ସହିତ ସୋମବାର ସିଭିଲ୍‌-୨୦ର ଲୋଗୋ ଜାରି ହୋଇଛି। ସିଭିଲ୍‌-୨୦ ହେଉଛି ଜି-୨୦ର ଏକ ଏନ୍‌ଗେଜ୍‌ମେଣ୍ଟ ଗ୍ରୁପ୍‌। ଯାହା ନାଗରିକ ସମାଜ ସଂଗଠନ ଏବଂ ବିକାଶ ସହ ଜଡିତ ଥିବା ପ୍ରସଙ୍ଗକୁ ଉଠାଇଥାଏ। ଆସନ୍ତା…

ଖାଦ୍ୟରୁ ମିଳିଲା ଅସରପା, ରେଲଓ୍ବେ ଖାଦ୍ୟ ସେବା ପ୍ରଦାନକାରୀଙ୍କୁ ୧ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୯।୧୨: ରାଜଧାନୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଯାତ୍ରା କରୁଥିବା ଜଣେ ଯାତ୍ରୀଙ୍କୁ ଭାରତୀୟ ରେଳବାଇ ପକ୍ଷରୁ ଦିଆଯିବା ଖାଦ୍ୟରେ ଏକ ଅସରପା ମିଳିଥିବା ଅଭିଯୋଗ ହୋଇଛି। ଏଥିରେ ଉତ୍ତେଜିତ ହୋଇ ଯାତ୍ରୀ ଜଣଙ୍କ ଖାଇବା ପ୍ଲେଟ୍‌ର ଏକ ଫଟୋ ଟୁଇଟ୍‌ରରେ ପୋଷ୍ଟ କରି…

ପରିବାରର ୬ ଜୀବନ୍ତ ଦଗ୍ଧ ଘଟଣା: ଘରେ ନିଆଁ ଲଗାଇବାକୁ ଦିଆଯାଇଥିଲା ସୁପାରି

ହାଇଦ୍ରାବାଦ ,୧୯।୧୨ : ତେଲଙ୍ଗାନାର ମଞ୍ଚେରିଆଲ ଜିଲାରେ ଗତ ଶନିବାର ଭୋର ସମୟରେ ଏକ ଘରେ ନିଆଁ ଲାଗି ପରିବାରର ୬ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଜିଲାର ଭେଙ୍କଟପୁରରେ ଗ୍ରାମ ରାଜସ୍ବ ସହାୟକ (ଭିଆର୍‌ଏ)ଙ୍କ ଘରେ ନିଆଁ ଲଗାଇବା ପାଇଁ…

ପଦ୍ମଭୂଷଣ ମିଳିବା ପରେ ପ୍ରଥମ ଥର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୁଗଲ ସିଇଓ

ନୂଆଦିଲ୍ଲୀ,୧୯।୧୨: ଗୁଗୁଲ ସିଇଓ ସୁନ୍ଦର ପିଚାଇ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ସେ ନିଜେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ମୋଦିଙ୍କୁ ଭେଟିବା ପରେ ସୁନ୍ଦର ପିଚାଇ ଟୁଇଟ କରି ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆ…

ମଙ୍ଗଳବାର ବସିବ ଭାଜପା ସଂସଦୀୟ ଦଳର ବୈଠକ

ନୂଆଦିଲ୍ଲୀ,୧୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ସଂସଦୀୟ ଦଳର ବୈଠକ ଡିସେମ୍ବର ୨୦ ଅର୍ଥାତ ମଙ୍ଗଳବାର ସକାଳ ୯.୩୦ରେ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବରିଷ୍ଠ ନେତା ଏହି ବୈଠକରେ ଯୋଗଦେବେ। ଏହାପୂର୍ବରୁ ଡିସେମ୍ବର ୧୪ରେ ଭାଜପାର ସଂସଦୀୟ…

ମୁଁ ଘୃଣାର ବଜାରରେ ପ୍ରେମର ଦୋକାନ ଖୋଲୁଛି: ରାହୁଲ ଗାନ୍ଧୀ

ଜୟପୁର,୧୯।୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଜାରି ରହିଛି। ରାହୁଲ ଗାନ୍ଧୀଙ୍କ ଏହି ଯାତ୍ରା ସୋମବାର ଅଲଓ୍ବାର ଜିଲାରେ ପ୍ରବେଶ କରିଥିଲା। ଏହି ଅବସରରେ ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ଭାଜପାକୁ କଟାକ୍ଷ କରିଛନ୍ତି ରାହୁଲ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?