ଜାତୀୟ

୧୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା ବ୍ରିଜ୍‌: ଉଦ୍‌ଘାଟନ ପୂର୍ବରୁ ଭୁଶୁଡିଲା

ପାଟନା,୧୯।୧୨: ପାଞ୍ଚ ବର୍ଷ ତଳେ ନିର୍ମାଣ ହୋଇଥିବା ବିହାରର ଏକ ବ୍ରିଜ୍‌ ରବିବାର ଭୁଶୁଡି ପଡିଛି। ଘଟଣା ସମୟରେ ବ୍ରିଜ୍‌ ଉପରେ କେହି ନ ଥିବାରୁ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ୧୩ କୋଟି ଟଙ୍କା ବ୍ୟୟରେ…

ଆଲ୍ଲାହାବାଦ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଛାତ୍ର-ସୁରକ୍ଷାକର୍ମୀ ମୁହାଁମୁହିଁ

ପ୍ରୟାଗରାଜ,୧୯।୧୨: ଉତ୍ତରପ୍ରଦେଶ ପ୍ରୟାଗରାଜର ଆଲ୍ଲାହାବାଦ ବିଶ୍ୱବିଦ୍ୟାଳୟରେ ସୋମବାର ଉତ୍ତେଜନା ଦେଖାଦେଇଛି। ଛାତ୍ର ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ବେଳେ କ୍ୟାମ୍ପସ୍‌ରେ ଫାୟାରିଂ ହୋଇଥିବା ଜଣାପଡ଼ିଛି। ଏହି ଘଟଣାରେ ଅନେକ ଛାତ୍ର ଆହତ ହୋଇଥିବା ବେଳେ କାହାରିକୁ ଗୁଳି ବାଜି ନାହିଁ। ଏବେବି…

ଆମ ଦେଶ ପ୍ରେମର ଦେଶ, ଘୃଣାର ନୁହେଁ: ରାହୁଲ

ନୂଆଦିଲ୍ଲୀ,୧୯।୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଜାରି ରହିଛି। ଏହି ଯାତ୍ରା ସୋମବାର ଦୌସାର ଅଲୱାର ଜିଲାରେ ପହଞ୍ଚିଛି। ଅଲୱାରରେ ଅନୁଷ୍ଠିତ ଏକ ସାଧାରଣ ସଭାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପାକୁ ସୋମବାର କଡ଼ା ସମାଲୋଚନା କରିଛନ୍ତି। ଭାଜପା ପଚାରୁଛି…

୫୬ ଇଞ୍ଚର ଛାତି ଏବେ କେଉଁଠି? ତଓ୍ବାଙ୍ଗ ପ୍ରସଙ୍ଗରେ ସରକାର ମିଛ କହୁଥିବା ଅଭିଯୋଗ ଆଣିଲେ ଓଓ୍ବାଇସି

ନୂଆଦିଲ୍ଲୀ,୧୯।୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଚାଇନା ସୈନିକ ଏବଂ ଭାରତୀୟ ଯବାନଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏହି ପ୍ରସଙ୍ଗରେ ରାଜନୀତି ସରଗରମ ମଧ୍ୟ ରହିଛି। ଏସବୁ ମଧ୍ୟରେ ଏଆଇଏମ୍‌ଆଇଏମ୍‌ ସଭାପତି ଅସଦୁଦ୍ଦିନ…

‘୫୦୦ ଟଙ୍କାରେ ମିଳିବ ଉଜ୍ଜ୍ୱଳା ଗ୍ୟାସ୍‌ ସିଲିଣ୍ଡର’

ଜୟପୁର,୧୯।୧୨: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ବଡ଼ ଘୋଷଣା। ଏପ୍ରିଲ ପହିଲାରୁ ରାଜ୍ୟର ବିପିଏଲ୍‌ ଏବଂ ଉଜ୍ଜ୍ୱଳା ଯୋଜନା ଅଧୀନରେ ଆସୁଥିବା ହିତାଧିକାରୀଙ୍କୁ ୫୦୦ ଟଙ୍କାରେ ଏଲ୍‌ପିଜି ସିଲିଣ୍ଡର ମିଳିବ ବୋଲି ସେ ଘୋଷଣା କରିଛନ୍ତି। ସୋମବାର ଅଲଓ୍ବାରର ମାଲାଖେଡ଼ାଠାରୁ ଏକ…

ସଂସଦରେ କଂଗ୍ରେସ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଗୋୟଲ

ନୂଆଦିଲ୍ଲୀ,୧୯।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ସେକ୍ଟରରେ ଭାରତ ଏବଂ ଚାଇନା ସୈନିକଙ୍କ ମଧ୍ୟରେ ସଂଘର୍ଷକୁ ନେଇ ସଂସଦରେ ହଟ୍ଟଗୋଳ ପରିସ୍ଥିତି ଦେଖିବାକୁ ମିଳୁଛି। ଗୋଟିଏ ପଟେ ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ କରୁଥିବାବେଳେ ଅନ୍ୟ ପଟେ ସରକାରଙ୍କ ମନ୍ତ୍ରୀମାନେ ମଧ୍ୟ…

୨୦୨୪ରେ ଲୋକ ସଭା ନିର୍ବାଚନ ଆମେ ଜିତିବୁ: ଖାର୍ଗେ

ନୂଆଦିଲ୍ଲୀ,୧୯ ।୧୨: କଂଗ୍ରେର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଅଲୱରରେ ଖବରଦାତାଙ୍କ ସହ କଥା ହେବା ବେଳେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଜନସମାଜ ଯୋଡି ହୋଇଛି । ରାହୁଲ ଗାନ୍ଧୀ ସବୁ ସମାଜକୁ ସାଙ୍ଗରେ ନେଇ ଚାଲୁଛନ୍ତି…

ଭାରତ-ପାକିସ୍ତାନ ଯୁଦ୍ଧର ହିରୋ ଭୈରୋନ ସିଂଙ୍କ ପରଲୋକ

ନୁଆଦିଲ୍ଲୀ,୧୯ ।୧୨: ବଲିଉଡ ମୁଭି ‘ବର୍ଡର’ରେ ସୁନିଲ ସେଟ୍ଟି ଯେଉଁ ସୀମା ସୁରକ୍ଷା ବଳ(ବିଏସଏଫ୍‌) ଯବାନଙ୍କ ଭୂମିକାରେ ଅଭିନୟ କରିଥିଲେ ତାଙ୍କର ପରଲୋକ ହୋଇଛି । ୧୯୭୧ରେ ଭାରତ-ପାକିସ୍ତାନ ଯୁଦ୍ଧର ଅସଲ ହିରୋ ଥିଲେ ଭୈରୋନ ସିଂହ । ତାଙ୍କ ଉପରେ…

ତେଜୁଛି ବେଲାଗାଭି ବିବାଦ: ସୀମାରେ ୩୦୦ ଆନ୍ଦୋଳନକାରୀଙ୍କୁ ଅଟକାଇଲା ପୋଲିସ

ମୁମ୍ବାଇ,୧୯।୧୨: ମହାରାଷ୍ଟ୍ର-କର୍ନାଟକ ମଧ୍ୟରେ ବେଲାଗାଭିକୁ ନେଇ ବିବାଦ ସୋମବାର ତେଜିବାରେ ଲାଗିଛି। ସୀମାରେ ଦୁଇ ପକ୍ଷ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିବା ସହ ଉତ୍ତେଜନା ଦେଖାଦେଇଛି। ଉଭୟ ରାଜ୍ୟ ବେଲାଗାଭିକୁ ନିଜ ଅଞ୍ଚଳ ଭାବେ ଦାବି କରି ଆସୁଛନ୍ତି। ଏଭଳି ସ୍ଥିତିରେ…

ଏହି ୪ ରାଜ୍ୟରେ ବୃଦ୍ଧି ପାଇବ ଶୀତ, ୟେଲୋ ଓ୍ବାର୍ନିଂ ଜାରି

ନୂଆଦିଲ୍ଲୀ,୧୯ା୧୨: ଧିରେ ଧିରେ ଥଣ୍ଡା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀ ସମେତ ଅନେକ ରାଜ୍ୟରେ ଥଣ୍ଡା ଏବଂ ଘନ କୁହୁଡ଼ିର ମାତ୍ରା ଏବେ ଦେଖାଯାଉଛି। ଘନ କୁହୁଡ଼ି ସମଗ୍ର ଉତ୍ତର ଭାରତକୁ ଘୋଡ଼ାଇ ଦେଉଛି। ରବିବାର ରାତିରୁ ଉତ୍ତରପ୍ରଦେଶ, ପଞ୍ଜାବ, ବିହାର…

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ୫ ଗାଡି ଧକ୍କା, ୩ ମୃତ

ନୂଆଦିଲ୍ଲୀ,୨୯ ।୧୨: ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ସୋମବାର ଏକ ବଡ ଦୁର୍ଘଟଣା ହୋଇଛି । ଏଥିରେ ୮ ଜଣ ଗୁରୁତର ଆହତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି । କୁହୁଡି ଯୋଗୁ ୫ଟି ଗାଡି ପରସ୍ପର ମଧ୍ୟରେ ଧକ୍କା…

ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଚରଣଜିତ ସିଂ ଚାନ୍ନି ସୋମବାର କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାନ୍ନି ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ପାଇଁ ପ୍ରିୟଙ୍କା ଗାନ୍ଧୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?