ଏବେ ସଦାମ ହୁସେନଙ୍କ ଭଳି ଦେଖାଯାଉଛନ୍ତି ରାହୁଲ ଗାନ୍ଧୀ: ଆସାମ ମୁଖ୍ୟମନ୍ତ୍ରୀ
ଗୁଆହାଟୀ,୨୩।୧୧: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀ ଏବେ ଇରାକର ପୂର୍ବତନ ଏକଛତ୍ରବାଦୀ ଶାସକ ସଦାମ ହୁସେନ ଭଳି ଦେଖାଯାଉଛନ୍ତି ବୋଲି ହିମନ୍ତ କହିଛନ୍ତି। ଗୁଜରାଟ ବିଧାନସଭା ନିର୍ବାଚନ…
କଂଗ୍ରେସ ଦେଶକୁ ବରବାଦ କରିଦେଇଛି: ମୋଦି
ନୂଆଦିଲ୍ଲୀ, ୨୩।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଦୋହାଦ ଜିଲାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଆଦିବାସୀମାନେ ଆମର ଭାଇ ଓ ଭଉଣୀ। ଦେଶର ସ୍ବାଧୀନତା କ୍ଷେତ୍ରରେ ତାଙ୍କର ବହୁତ ଅବଦାନ ରହିଛି।…
ବାଂଲାଦେଶୀ ଶରଣାର୍ଥୀ ଭାରତର ନାଗରିକ : ମମତା…
କୋଲକାତା,୨୩।୧୧ : ଦେଶରେ ସିଏଏ ଲାଗୁ ହେବା ନେଇ ଚର୍ଚ୍ଚା ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ବାଂଲାଦେଶରୁ ଆସିଥିବା ଶରଣାର୍ଥୀମାନେ ଭାରତର ନାଗରିକ। ସିଏଏ ନାମରେ ଲୋକଙ୍କୁ…
କର୍ମଚାରୀ ଛଟେଇ ନେଇ ଆମାଜନ ଇଣ୍ଡିଆକୁ ନୋଟିସ ଜାରି କଲା ଶ୍ରମ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୨୩।୧୧ : କର୍ମଚାରୀଙ୍କୁ ବାଧ୍ୟତାମୂଳକ ଛଟେଇ କରୁଥିବାରୁ କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଆମାଜନ ଇଣ୍ଡିଆକୁ ନୋଟିସ ଜାରି କରାଯାଇଛି। ବୁଧବାର ବେଙ୍ଗାଲୁରୁରେ ଡେପୁଟି ଲେବର କମିଶନରଙ୍କ ନିକଟରେ ହାଜର ହେବାକୁ ମନ୍ତ୍ରଣାଳୟ କହିଛି। ମନ୍ତ୍ରଣାଳୟ ଏହାର ବିଜ୍ଞପ୍ତିରେ ଲେଖିଛି, ତୁମକୁ…
ବରିଷ୍ଠତା ଆଧାରରେ ହୋଇଥାଏ ସିଇସିଙ୍କ ନିଯୁକ୍ତି : ସୁପ୍ରିମ୍କୋର୍ଟରେ କେନ୍ଦ୍ର ସରକାରଙ୍କ ଜବାବ…
ନୂଆଦିଲ୍ଲୀ,୨୩।୧୧ : ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପ୍ରକ୍ରିୟା ଉପରେ ସୁପ୍ରିମକୋର୍ଟଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସରକାର କହିଛନ୍ତି ଯେ ପ୍ରତ୍ୟେକ ଥର ବରିଷ୍ଠତା ଆଧାରରେ ଏହି ନିଯୁକ୍ତି କରାଯାଇଥାଏ। ଆମକୁ କେବଳ ସିଇସି…
ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ଫାରୁକ ଅବଦୁୁଲ୍ଲା
ନୂଆଦିଲ୍ଲୀ,୨୩।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବେ ନ୍ୟାସନାଲ କନ୍ଫରେନ୍ସ (ଏନ୍ସି) ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା। ଯେତେବେଳେ ଏହି ଯାତ୍ରା ଲଖନପୁର ଅର୍ଥାତ୍ ଯେଉଁଠି ଜମ୍ମୁ-କଶ୍ମୀର ଆରମ୍ଭ ହେଉଛି ସେଠାରେ ପହଞ୍ଚିବା…
ସିଭି ଆନନ୍ଦ ପଶ୍ଚିମବଙ୍ଗ ରାଜ୍ୟପାଳ ଭାବେ ନେଲେ ଶପଥ…
କୋଲକାତା,୨୩।୧୧ : ପଶ୍ଚିମବଙ୍ଗର ନୂତନ ରାଜ୍ୟପାଳ ଭାବେ ସିଭି ଆନନ୍ଦ ବୋଷ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉପସ୍ଥିତ ଥିଲେ। ଶପଥ ଗ୍ରହଣ କରିବା ପରେ ରାଜ୍ୟପାଳ ମଧ୍ୟ ସିଏମ ମମତାଙ୍କୁ ଭେଟିଥିଲେ।…
ଡ୍ୟୁଟିରେ ନିଦ: ନିଲମ୍ବିତ ସିଆଇଏସଏଫ୍ ଗାର୍ଡଙ୍କ ଆବେଦନ ଖାରଜ…
ମୁମ୍ବାଇ,୨୩।୧୧ : ଡ୍ୟୁଟିରେ ଥିବାବେଳେ ଶୋଇବା କାରଣରୁ ନିଲମ୍ବିତ ହୋଇଥିବା କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବାହିନୀ (ସିଆଇଏସଏଫ) ଗାର୍ଡଙ୍କ ଦଣ୍ଡାଦେଶ କୋହଳ କରିବାକୁ ବମ୍ବେ ହାଇକୋର୍ଟ ମନା କରି ଦେଇଛନ୍ତି। ତାଙ୍କୁ ନାଗପୁରର ମାଉଡା ଥର୍ମାଲ ପାୱାର ପ୍ଲାଣ୍ଟରେ ପୋଷ୍ଟ କରାଯାଇଥିଲା।…
ସଚିନଙ୍କୁ କର ମୁଖ୍ୟମନ୍ତ୍ରୀ: ରାହୁଲଙ୍କୁ ଗୁର୍ଜର ନେତାଙ୍କ ଚେତାବନୀ…
ଜୟପୁର,୨୩।୧୧ : ରାଜସ୍ଥାନ କଂଗ୍ରେସ ପାଇଁ ଏକ ସମସ୍ୟା ପାଲଟିଛି। ଜଣକୁ ବୁଝାଇବା ପରେ, ଅନ୍ୟ ଜଣେ ଆଖି ଦେଖାଇବା ଆରମ୍ଭ କରୁଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଶୋକ ଗେହଲୋଟ ଏବଂ ସଚିନ ପାଇଲଟଙ୍କ ମଧ୍ୟରେ ଜାରି ରହିଥିବା ଲଢ଼େଇରେ କଂଗ୍ରେସ…
ଆଫ୍ତାବଙ୍କ ପଲିଗ୍ରାଫ୍ ଟେଷ୍ଟ କରାଇଲା ପୋଲିସ
ନୂଆଦିଲ୍ଲୀ,୨୩।୧୧: ଲିଭ୍-ଇନ୍ ପାର୍ଟନର ଶ୍ରଦ୍ଧା ଓ୍ବାକରଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇ ପୋଲିସ ହାଜତରେ ଥିବା ଆଫ୍ତାବ ପୁନାଓ୍ବାଲାଙ୍କ ମଙ୍ଗଳବାର ସନ୍ଧ୍ୟାରେ ପଲିଗ୍ରାଫ୍ ଟେଷ୍ଟ କରାଯାଇଛି। ଇତିମଧ୍ୟରେ ଦିଲ୍ଲୀ ପୋଲିସ ପୂର୍ବରୁ ଦୁହେଁ ରହୁଥିବା ମେହରୁଲିସ୍ଥିତ ଭଡ଼ାଘର ବାଥ୍ରୁମ୍ରେ ରକ୍ତଦାଗ ସମେତ…
ଏସବୁ ୬୫ ଖେଳରେ ପଦକ ମିଳିଲେ ସରକାରୀ ଚାକିରି ପକ୍କା…
ନୂଆଦିଲ୍ଲୀ,୨୩।୧୧ : ଖେଳାଳିଙ୍କୁ ଚାକିରି ଏବଂ ପଦୋନ୍ନତି ଦେବା ପାଇଁ ଭାରତ ସରକାର ନିୟମ ଜାରି କରିଛନ୍ତି। ଗତ ସପ୍ତାହରେ, ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ଏହି ନିୟମ ଅନୁଯାୟୀ କ୍ରୀଡ଼ାବିତଙ୍କୁ ଚାକିରି କିମ୍ବା ପଦୋନ୍ନତି ଦେବାକୁ କୁହାଯାଇଛି। ଯଦି କୌଣସି…
ମହାରାଷ୍ଟ୍ରରେ ଭୂକମ୍ପ ଝଟକା
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ରର ନାସିକ ଅଞ୍ଚଳରେ ବୁଧବାର ସକାଳ ୪.୪ ସମୟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରେକର୍ଡ କରାଯାଇଛି। ଭୂକମ୍ପର ଗଭୀରତା ଭୂମିଠାରୁ ୫ କିମି ତଳେ ଥିଲା। ଭୂକମ୍ପ ଯୋଗୁ କୌଣସିି କ୍ଷୟକ୍ଷତି ଘଟି…
Archives


