ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’
ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଇରାନ ଯେତେବେଳେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା,…
ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ
କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍, ଟ୍ରକ୍ ଏବଂ ପିକ୍ଅପ୍ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ଜିଲାର କୋଧା ବ୍ଲକ୍ ଅନ୍ତର୍ଗତ ୩୧…
ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack) ହୋଇଛି। ଏଥିଯୋଗୁ ତାଙ୍କୁ ମୁମ୍ବାଇର ପ୍ରସିଦ୍ଧ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…
ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ
ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି ପୀଡ଼ିତାଙ୍କୁ ଅଭିଯୁକ୍ତ ଜଣକ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ ଫିଙ୍ଗି ଦେଇଥିଲେ।…
ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO
ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ ପହଞ୍ଚିବା ପରେ, ତାଙ୍କୁ ଲୋକସଭା ବାଚସ୍ପତି ଓମ ବିର୍ଲା, କଂଗ୍ରେସ ଏମ୍ପି ରାହୁଲ…
ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…
ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ କରିବା ପାଇଁ ସ୍ବତନ୍ତ୍ର ଅନୁମତି ପ୍ରଦାନ କରିଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ…
ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର
ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ ଷଡ଼ଯନ୍ତ୍ର ରହିଛି। ପ୍ରଥମେ ଡକାୟତିରୁ ହତ୍ୟାକାଣ୍ଡ ବୋଲି କୁହାଯାଇଥିବାବେଳେ ତଦନ୍ତ ପରେ ତାହା…
ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍ ଦିନେ ଘଟିଲା…
ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ ମୃତ ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ଶୋଇଥିଲେ। ସେ…
ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ
ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ ଯୁଦ୍ଧ ବିମାନ ଏବଂ ଡ୍ରୋନର ରାଡାର କ୍ରସ ସେକ୍ସନ (RCS) ବହୁତ କମ…
ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ
ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ ଭାବରେ ଅବତରଣ କରିଛି। ସକାଳ ୫ଟା ୩୭ରେ କାଲିଫର୍ନିଆର ସାନ ଡିଏଗୋ ଉପକୂଳରେ…
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ ସମ୍ପୂର୍ଣ୍ଣ ଭାବେ ‘ହାଇ ଆଲର୍ଟ’ ଜାରି କରାଯିବା ସହ ପ୍ରତିନିଧିମାନଙ୍କ ସୁରକ୍ଷା ପାଇଁ…
ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି
ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି। ପ୍ରାୟ ୩୩ ଜଣ ଭକ୍ତ ଏଥିରେ ଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ…

